Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଡେନ୍‌ମାର୍କ ଗସ୍ତର ଫଟୋ ସେୟାର କଲେ ଆଥାର୍‌ଙ୍କ ଦ୍ବିତୀୟ ପତ୍ନୀ

ନୂଆଦିଲ୍ଲୀ : ଆାପଣମାନେ ଜାଣିଥିବେ ଟିନା ଡାବିଙ୍କ ପୂର୍ବତନ ସ୍ବାମୀ ଆଥାର ଅମିର ଖାନ ବା ଆଇଏଏସ୍‌ ଆଥାର ୨୦୨୨ ମସିହାରେ ଦ୍ବିତୀୟ ବିବାହ କରିଛନ୍ତି। ତାଙ୍କ ଦ୍ବିତୀୟ ପତ୍ନୀ ଜଣେ ଡାକ୍ତର। ଆଥାରଙ୍କ ଦ୍ବିତୀୟ ପତ୍ନୀ ଡା.ମେହରିନ କାଜି ହେଉଛନ୍ତି କଶ୍ମୀରର ବାସିନ୍ଦା। ଆଇଏଏସ୍‌ ଆଥାର ଓ…

ଜାନୁଆରୀ ୧୨ରେ କାହିଁକି ପାଳନ ହୁଏ ଜାତୀୟ ଯୁବ ଦିବସ..

ଆଜି ହେଉଛି ସ୍ବାମୀ ବିବେକାନନ୍ଦଙ୍କ ଜନ୍ମଦିନ । ତାଙ୍କ ଜନ୍ମଦିନ ଅବସରକୁ ଜାତୀୟ ଯୁବ ଦିବସ ଭାବେ ପାଳନ କରାଯାଏ  । ୧୯୮୪ରେ ଭାରତ ସରକାର ଏହି ଦିନକୁ ଜାତୀୟ ଯୁବ ଦିବସ ଭାବରେ ଘୋଷଣା କରିଥିଲେ  ।ଏବଂ ୧୯୮୫ ପରଠାରୁ ପ୍ରତିବର୍ଷ ଭାରତରେ ଏହି ଦିବସ ପାଳନ କରାଯାଉଛି। ୧୮୬୩ ମସିହା…

ହେୟାର କଲର ଲଗାଉଛନ୍ତି କି ! ନଷ୍ଟ ହୋଇପାରେ କେଶ….

କେଶ ଝଡ଼ିବା ସମସ୍ୟା ଦିନକୁ ଦିନ ବ୍ୟତିବ୍ୟସ୍ତ କରାଉଛି । ସମସ୍ତେ କେଶକୁ ନେଇ ଟିକିଏ ଅଧିକ ଚିନ୍ତିତ । ବର୍ତ୍ତମାନ ସମୟରେ ଅଧିକାଂଶ ଲୋକଙ୍କର କେଶ ଧଳା ପଡ଼ୁଥିବାର ଦେଖିବାକୁ ମିଳୁଛି  । ତେବେ ଏହି ଧଳା କେଶକୁ ଲୁଚାଇବାକୁ ଯାଇ କେଶରେ ବିଭିନ୍ନ ପ୍ରକାର କେମିକାଲ ରଙ୍ଗ ପ୍ରୟୋଗ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ଭିତର ବେଢାରେ ଆମେ ଦର୍ଶନ କଲେ ଶ୍ରୀ ଦଧିବାମନ ଜୀଉଙ୍କୁ ।କିମ୍ବଦନ୍ତୀ ତଥା ଏହି ମନ୍ଦିରର ମାରଫତଦାରଙ୍କଠାରୁ ସଂଗୃହିତ ଇତିହାସ କହେ, ଥରେ ଉଦୟପୁର…

ଡାଇବେଟିସ୍ଠୁ ଦୁରେଇ ରହିବାର ସହଜ ଉପାୟ

ନୂଆଦିଲ୍ଲୀ: ଡାଇବେଟିସ୍‌ ହେବା ଆଜିକାଲି ଏକ ସାଧାରଣ କଥା ହୋଇଗଲାଣି। ଏହି ରୋଗ ହେବା ଆରମ୍ଭରୁ ଶରୀରରେ ବିଭିନ୍ନ ସମସ୍ୟା ମଧ୍ୟ ଦେଖା ଦେଇଥାଏ । ମୁଖ୍ୟତଃ ରୋଗୀଙ୍କର ଆଖିରେ ଅଧିକ ସମସ୍ୟା ଦେଖା ଦେଇଥାଏ। ଏବଂ ଅଧିକ ମାତ୍ରାରେ ଡାଇବେଟିସ୍‌ ଥିବା ଲୋକଙ୍କ ଦୃଷ୍ଟିଶକ୍ତି ଶୀଘ୍ର ଦୁର୍ବଳ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ, ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ଭିତର ବେଢାରେ ଅବସ୍ଥିତ ଶ୍ରୀ ସୂର୍ଯ୍ୟନାରାୟଣ ମନ୍ଦିର ଆମେ ଅବଲୋକନ କରି ଅନେକ ବିଷୟରେ ଆଲୋଚନା କରି…

ଉପକାରୀ ମଟର ଛୁଇଁ…

ଆମ ଶରୀର ପାଇଁ ଉପକାରୀ ମଟର ଛୁଇଁ । ମଟର ଛୁଇଁରେ ରହିଛି ଆଇରନ୍‌, କ୍ୟାଲସିୟମ୍‌, ଭିଟାମିନ୍‌ ବି ୬, ଭିଟାମିନ୍‌ ସି, ମ୍ୟାଗ୍‌ନେସିୟମ୍‌ ଭଳି ଅନେକ ଗୁଣକାରୀ ତତ୍ତ୍ୱ। ଫଳରେ ଏହାକୁ ଖାଇଲେ ରୋଗ ପ୍ରତିରୋଧକ ଶକ୍ତି ବଢ଼ିବା ସହ ହୃତ୍‌ପିଣ୍ଡ ଓ କିଡ୍‌ନୀ ସୁସ୍ଥ ରହିଥାଏ। ଏହା ରକ୍ତଚାପକୁ ମଧ୍ୟ…

ଟେଲିଭିଜନ ଚ୍ୟାନେଲକୁ ଗାଇଡଲାଇନ ଜାରି

ନୂଆଦିଲ୍ଲୀ : ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସୋମବାର ସମସ୍ତ ଟେଲିଭିଜନ ଚ୍ୟାନେଲକୁ ଏକ ଗାଇଡଲାଇନ ଜାରି କରିଛନ୍ତି। ବ୍ୟତିବ୍ୟସ୍ତ କରୁଥିବା ଭିଡିଏ ଓ ଫଟୋଗ୍ରାଫିର ପ୍ରସାରଣକୁ ବନ୍ଦ କରିବାକୁ ସରକାର ଟିଭି ଚ୍ୟାନେଲଗୁଡ଼ିକୁ କହିଛନ୍ତି। ଏବଂ ଟିଭି ଚ୍ୟାନେଲଗୁଡ଼ିକୁ ସରକାର ଚେତାବନୀ ଦେଇ…

ଭୂକମ୍ପରେ ଥରିଲା ଇଣ୍ଡୋନେସିଆ

ଜାକର୍ତ୍ତା: ଇଣ୍ଡୋନେସିଆରେ ବଡ଼ଧରଣର ଭୂକମ୍ପ ଝଟକା। ଭୂମିକମ୍ପ ପରେ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ସୁନାମୀ ଚେତାବନୀ ଦିଆଯାଇଛି । ଭୂକମ୍ପର ତୀବ୍ରତା ରିକ୍ଟରସ୍କେଲରେ ୭.୭ ରେକର୍ଡ କରାଯାଇଛି । ସୋମବାର ବିଳମ୍ବିତ ରାତି ପ୍ରାୟ ୨.୪୭ମିନିଟରେ ଥରି ଉଠିଲା ଇଣ୍ଡୋନେସିଆର ତୁଆଲ କ୍ଷେତ୍ର ।…

୨୮ ଲକ୍ଷଟଙ୍କାର ଖାଦ୍ୟ ଅର୍ଡର୍‌ କରି ଚର୍ଚ୍ଚାରେ ଅଙ୍କୁର

ନୂଆଦିଲ୍ଲୀ : ସ୍ବାଦିଷ୍ଟ ଖାଦ୍ୟ ଖାଇବା ପାଇଁ  ସମସ୍ତଙ୍କୁ ପସନ୍ଦ । ଆଉ ସେଥିପାଇଁ ବହୁଲୋକ ମଝିରେ ମଝିରେ ଅନ୍‌ଲାଇନ୍‌ ଅର୍ଡର୍‌ କରିଥାନ୍ତି। ସେଥିମଧ୍ୟରୁ କେତେଜଣ ପ୍ରାୟ ସବୁବେଳେ ଅନ୍‌ଲାଇନ୍‌ରେ ଖାଦ୍ୟ ଅର୍ଡର୍‌ କରନ୍ତି। ହେଲେ ଏବେ ଜଣେ ବ୍ୟକ୍ତି ଅନଲାଇନ ଅର୍ଡର କରି ରେକର୍ଡ କରିଛନ୍ତି…