Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଯୁବବର୍ଗ କାହିଁକି ହୃଦଘାତରେ ପୀଡିତ ! ଜାଣନ୍ତୁ ହୃଦଘାତ-କୋଭିଡ ଟିକା ମଧ୍ୟରେ ଥିବା କନେକ୍ସନ

ଓଡ଼ିଶା ସମ୍ବାଦ ବ୍ୟୁରୋ: କୋଭିଡ୍ ସଂକ୍ରମଣ ବ୍ୟାପିବା ପରଠାରୁ ବହୁ ଲୋକେ ପ୍ରାଣ ହରାଇଛନ୍ତି। ଦିନକୁ ଦିନ ହୃତଘାତ ଭଳି ରୋଗ ମଧ୍ୟ ବୃଦ୍ଧି ପାଇଛି । 40 ବର୍ଷରୁ କମ୍ ବୟସ୍କ ବ୍ୟକ୍ତିଙ୍କୁ ମଧ୍ୟ ହାର୍ଟଆଟାକ ହେଉଥିବାର ପରିଲକ୍ଷିତ ହେଉଛି। ହୃତଘାତ ପଛରେ ଅନେକ କାରଣ ରହିଛି । ତେବେ ଯୁବବର୍ଗ…

ଚପଲ ପିନ୍ଧୁଥିଲେ ହୋଇଯାଆନ୍ତୁ ସତର୍କ ! ଅସାବଧାନତା ଯୋଗୁଁ ହୋଇପାରେ ବିପଦ

ଓଡ଼ିଶା ସମ୍ବାଦ ବ୍ୟୁରୋ: ପ୍ରାଚୀନ କାଳରେ ରାଜା-ମହାରାଜା ଏବଂ ଋଷି-ମୁନୀମାନେ କଠଉକୁ ବ୍ୟବହାର କରୁଥିଲେ। କିନ୍ତୁ ଅତ୍ୟାଧୁନିକ ଯୁଗରେ କଠଉ ପିନ୍ଧିବା ଦୂରେ ଥାଉ ଆସ୍ତେ ଆସ୍ତେ କଠଉର ଉପକାରୀତା ସମ୍ପର୍କରେ ଭୁଲିଗଲେଣି। ଆଜିକାଲି ଏପରି କିଛି ଲୋକ ଅଛନ୍ତି ଯେଉଁମାନେ ନିଜ ପୋଷାକର ରଙ୍ଗ…

ଫ୍ୟାଶନ ମାମଲାରେ ରାଣୀ ଏଲିଜାବେଥ-୨ ଥିଲେ ଶୀର୍ଷରେ

ଓଡ଼ିଶା ସମ୍ବାଦ ବ୍ୟୁରୋ: ରାଣୀ ଏଲିଜାବେଥ-୨ଙ୍କର ଦେହାନ୍ତ ପରେ ତାଙ୍କ ସହ ଜଡିତ ଇତିହାସକୁ ମନେ ପକାଉଛି ସାରା ବିଶ୍ୱ। ଏଲିଜାବେଥ୍-୨ ବ୍ରିଟେନର ଦୀର୍ଘତମ ରାଜକୀୟ ରାଣୀର ମାନ୍ୟତା ହାସଲ କରିଥିଲେ। ବ୍ରଟିଶ ରାଜଗାଦୀର ଅଧିଷ୍ଠାତ୍ରୀ ଥିବା ଏଲିଜାବେଥଙ୍କର ଜୀବନଶୈଳୀ ସବୁବେଳେ ଚର୍ଚ୍ଚାର…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୨୭୯ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଦକ୍ଷିଣ ଘରେ ବିରାଜିତ ଚଳନ୍ତି ପ୍ରତିମାମାନଙ୍କ ମଧ୍ୟରେ ଶ୍ରୀ ମଦନମୋହନ ଓ ଶ୍ରୀରାମକୃଷ୍ଣଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱ ପୂର୍ଣ୍ଣ। ମହାପ୍ରଭୁଙ୍କ…

ବିଶ୍ୱର ୨୦୦ ବ୍ୟକ୍ତିଙ୍କ ମଧ୍ୟରୁ ଜଣେ ଚଙ୍ଗେଜ ଖାଁଙ୍କ ବଂଶଜ !

ଭୁବନେଶ୍ୱର: ଇତିହାସର ସବୁଠାରୁ ନୃଶଂସ ଏବଂ କ୍ଷମତାଲୋଭୀ ରାଜା ଭାବେ ଚଙ୍ଗେଜ ଖାଁଙ୍କୁ କିଏ ବା ନ ଜାଣେ । ଏହି ନିର୍ଦ୍ଦୟୀ, ହତ୍ୟାକାରୀ ଯେଉଁ ସ୍ଥାନ ଅଧିକାର କରୁଥିଲା ସେଠାରେ ମଣିଷର କଟା ମୁଣ୍ଡ ଗଦେଇ ହୋଇ ପଡୁଥିଲା । ଏହା ପରେ ଆରମ୍ଭ ହେଉଥିଲା ମାନବିକତା ନାମକ ଶବ୍ଦର ହତ୍ୟା । ଉକ୍ତ…

KYC କିମ୍ବା ଆକାଉଣ୍ଟ ଅପଡେଟ୍ ନାମରେ ସେୟାର କରନ୍ତୁ ନାହିଁ UPI PIN: ଏହି ଉପାୟ ଆପଣାନ୍ତୁ, ଅନଲାଇନ୍ ଠକେଇରୁ…

ଓଡ଼ିଶା ସମ୍ବାଦ ବ୍ୟୁରୋ: ଅନଲାଇନ ଠକେଇ, ଅନଲାଇନ ପେମେଣ୍ଟ ଜରିଆରେ ଆକାଉଣ୍ଟ ଖାଲି, ଅନଲାଇନ ଠକ ଲୁଟି ନେଲେ ଲକ୍ଷାଧିକ, ଏମିତି ଅନେକ ଖବର ପ୍ରତିଦିନ ଶୁଣିଲା ପରେ ଆପଣ ଅନଲାଇନ କାରବାରକୁ ନେଇ ଭୟଭୀତ ହେଇଯାଉଥିବେ। କେବେକେବେ ଅନଲାଇନ ନେଣଦେଣ କେତେ ସୁରକ୍ଷିତ , ଅନଲାଇନର ବିଚକ୍ଷଣ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୨୭୭ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ବାର ମାସରେ ତେର ଯାତ ବା ଯାତ୍ରା ପାଳିତ ହୁଏ। ଏହି ଯାତ୍ରା ଛଡା କିଛି ଉପଯାତ୍ରା ମଧ୍ୟ ପାଳିତ ହୁଏ। ଏହିସବୁ ଯାତ୍ରା ଓ ଉପ ଯାତ୍ରା ଭିତରେ ମାତ୍ର ଦୁଇ…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଆଜି ସକାଳୁ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ଆରମ୍ଭ ହୋଇଯାଇଛି । ସକାଳ ଧୂପ ଓ ଭୋଗମଣ୍ଡପ ପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯିବ । ଏହା ପରେ ଶ୍ରୀବିଗ୍ରହ ମାନଙ୍କୁ ନୂଆ ଲୁଗା…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୨୭୬ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କୁ ସାକାର ଓ ନିରାକାର, ସଗୁଣ ଓ ନିର୍ଗୁଣ,ସବିଶେଷ ଓ ନିର୍ବିଶେଷ, ବ୍ୟକ୍ତ ଓ ଅବ୍ୟକ୍ତ, ନିତ୍ୟ ଓ ଅନିତ୍ୟ ଏଭଳି ଅନେକ ଭାବରେ ଆମେ ଜାଣିବାକୁ ଚେଷ୍ଟା…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୨୭୫ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ର ବିଶେଷ ଆକର୍ଷଣ ହେଲା ନୀଳଚକ୍ର। ଯେତିକି ବିଶାଳ ଏହାର କଳେବର, ସେତିକି ଭୀଷଣ ଏହାର ରୂପ କାନ୍ତି। କାରଣ ଏହାର ରୂପ ସର୍ବଦା ନିଜ ରଙ୍ଗ…