Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୨୩୧ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପୁରୁଷୋତ୍ତମ ଶ୍ରୀଜଗନ୍ନାଥ ଉପଵେଶନ କରିଥିବା ରତ୍ନସିଂହାସନ ବିଷୟରେ ଅଳ୍ପ ବହୁତେ କିଛି ଜାଣିଲେ। କିନ୍ତୁ ସର୍ବଦା ସେହି ରତ୍ନସିଂହାସନଙ୍କୁ ଅନାଇ ରହିଥିବା ଭକ୍ତଶିରୋମଣି ଗରୁଡ଼ଙ୍କ…

ରାଜଧାନୀରେ ରାଜ୍ୟର ଅଧା କୋଭିଡ୍ ସଂକ୍ରମଣ, ବଢ଼ିଲା କଟକଣା

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସଂକ୍ରମଣ ମାମଲା ବୃଦ୍ଧି ପାଉଥିବା ବେଳେ ଶୀର୍ଷରେ ରହିଛି ଖୋର୍ଦ୍ଧା ଜିଲ୍ଲା । ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୭୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେଥିରୁ ୨୦୩…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୨୩୦ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଲୀଳା ଅତ୍ୟନ୍ତ ବିସ୍ମୟକର କାରଣ କେତେବେଳେ ସେ ନିର୍ଗୁଣ, ନିରାକାର ତ କେତେବେଳେ ସଗୁଣ, ସାକାର। ସେଥିପାଇଁ ଭକ୍ତ ମନରେ ପ୍ରଶ୍ନ ଆସିବା ସ୍ୱାଭାବିକ। ଏଇ…

ଶୟନ ଏକାଦଶୀ: କାହିଁକି ଭଗବାନ ବିଷ୍ଣୁ ଯାଆନ୍ତି ଚତୁର୍ମାସ ଯୋଗ ନିଦ୍ରାରେ

ଭୁବନେଶ୍ୱର:(ଦେବଦତ୍ତ ରଥ)ଆଜି ଆଷାଢ଼ ମାସ ଶୁକ୍ଳ ପକ୍ଷ ଏକାଦଶୀ। ଏହାକୁ ଶୟନ ଏକାଦଶୀ, ହରିଶୟନ ଏକାଦଶୀ ବା ଦେବଶୟନ ଏକାଦଶୀ ବୋଲି ମଧ୍ୟ କୁହାଯାଏ। ଶୟନ ଏକାଦଶୀ ଠାରୁ କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ପର୍ଯ୍ୟନ୍ତ ୪ ମାସ ସମୟ ଭଗବାନ୍ ବିଷ୍ଣୁ ପତାଳପୁରୀ ଯାଇ ନିଦ୍ରାରେ ରୁହନ୍ତି। ଏହି ୪ ମାସକୁ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୨୨୯ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପୁରୁଷୋତ୍ତମ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ଗର୍ଭଗୃହର ଆକାର ହେଉଛି ୩୦ ଫୁଟରେ ୩୦ ଫୁଟ। ଏହାରି ମଧ୍ୟରେ ରତ୍ନସିଂହାସନର ଲମ୍ବ ୧୬ ଫୁଟ, ପ୍ରସ୍ଥ ୧୩ ଫୁଟ ଓ ଉଚ୍ଚତା ୪ ଫୁଟ ଅଟେ।…

ଅମର୍ତ୍ୟ ସେନ କୋଭିଡ ଆକ୍ରାନ୍ତ, ଘରେ ଚାଲିଛି ଚିକିତ୍ସା

କୋଲକାତା: ବିଶିଷ୍ଟ ଅର୍ଥନୀତିଜ୍ଞ ଅମର୍ତ୍ୟ ସେନ କୋଭିଡ ଆକ୍ରାନ୍ତ ହୋଇଛନ୍ତି । ଶାନ୍ତି ନିକେତନ ସ୍ଥିତ ତାଙ୍କ ଘରେ ରହି ଚିକିତ୍ସିତ ହେଉଛନ୍ତି ବୋଲି ଜଣାପଡ଼ିଛି । ତାଙ୍କ ଦେହରେ ହାଲୁକା ଲକ୍ଷଣ ରହିଛି ଏବଂ ସେ ଏକାନ୍ତବାସ ଅବଧି ପୂର୍ଣ୍ଣ କରିସାରିଛନ୍ତି ବୋଲି ପଶ୍ଚିମବଙ୍ଗ…

ଜଗନ୍ନାଥଙ୍କ ପହଣ୍ଡି ବିଜେ । ଟାହିଆ ଲଗାଇ ଝୁଲି ଝୁଲି ଆସୁଛି କାଳିଆ..

ପୁରୀ: ଆଜି ପବିତ୍ର ବାହୁଡା ଯାତ୍ରା  । ମହାବାହୁ ନିଳାଚଳିଆ, ଭଉଣୀ ସୁଭଦ୍ରା, ବଡ଼ ଭାଇ ବଳଭଦ୍ର ବାହୁଡି ଆସିବେ  । ଗୁଣ୍ଡିଚା ମନ୍ଦିରରୁ ଆଜି ଶ୍ରୀମନ୍ଦିର ଅଭିମୁଖେ ଧାଇଁ  ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦୀରୁ ଶ୍ରୀମନ୍ଦିର ଅଭିମୁଖେ ଯିବେ ଚତୁର୍ଦ୍ଧା ବିଗ୍ରହ । ପହଣ୍ଡିରେ ରଥକୁ…

ରାଜ୍ୟରେ ୫ ଶହ ଟପିଲା ଦୈନିକ କରୋନା ସଂକ୍ରମଣ, ଖୋର୍ଦ୍ଧାରୁ ସର୍ବାଧିକ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସଂକ୍ରମଣ ମାମଲା ବଢ଼ି ଚାଲିଛି । ଦୀର୍ଘ ମାସ ପରେ ଦୈନିକ ସଂକ୍ରମଣ ୫୦୦ ପାର୍ କରିଛି । ଗତ ୨୪ ଘଣ୍ଟାରେ ରାଜ୍ୟର ୨୨ ଜିଲ୍ଲାରୁ ୫୧୨ଟି କୋଭିଡ୍ ସଂକ୍ରମଣ ମାମଲା ଆସିଛି । କ୍ୱାରେଣ୍ଟାଇନରୁ ୩୦୦ଟି ମାମଲା ଚିହ୍ନଟ ହୋଇଥିବା ବେଳେ ୨୧୨ଟି ମାମଲା ସ୍ଥାନୀୟ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୨୨୮  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପୁରୁଷୋତ୍ତମ ଶ୍ରୀଜଗନ୍ନାଥଙ୍କ ବିଜେ ସ୍ଥଳି ଶ୍ରୀମନ୍ଦିରର ରତ୍ନସିଂହାସନ ପ୍ରଣବାତ୍ମକ ଓ ମହାପଦ୍ମ ସ୍ୱରୂପ। କାରଣ ଏହାରି ଉପରେ ପଞ୍ଚ ବୀଜ ସ୍ୱରୂପ ଶ୍ରୀବିଗ୍ରହମାନେ ଉପବେଶନ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୨୨୭  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ରତ୍ନସିଂହାସନ ଗର୍ଭରେ ରତ୍ନ ଥାଉ ଅବା ଶାଳଗ୍ରାମ ଥାଆନ୍ତୁ ସେଥିରେ ଭକ୍ତଙ୍କର ମନ ନଥାଏ ; ମନଥାଏ କାଳିଆ ଠାକୁରଙ୍କ ପାଖରେ ଓ ରତ୍ନ ବେଦୀ…