Latest Odisha News
Browsing Category

ଅନ୍ୟାନ୍ୟ

ଗଞ୍ଜାମ ଜିଲ୍ଲାପାଳଙ୍କ କୋଭିଡ ହସପିଟାଲ ପରିଦର୍ଶନ

ଗଞ୍ଜାମ : ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଉଛି କରୋନା ସଂକ୍ରମଣ । ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ପଦକ୍ଷେପ ନେଲାଣି ପ୍ରଶାସନ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗଞ୍ଜାମରେ କୋଭିଡ ହସପିଟାଲ ବୁଲି ସ୍ଥିତି ଅନୁଧ୍ୟାନ କରିଛନ୍ତି ଗଞ୍ଜାମ ଜିଲ୍ଲାପାଳ । ପିପିଇ କିଟ୍ ପିନ୍ଧି ଏମକେସିଜି…

ଉତ୍ତପ୍ରଦେଶରେ କରୋନାର ଭୟଙ୍କର ଚିତ୍ର, ୨୪ ଘଣ୍ଟାରେ ୨୨୩ ମୃତ, ୩୮୦୫୫ ସଂକ୍ରମିତ

ଉତ୍ତରପ୍ରଦେଶ : ମହାମାରୀ କରୋନାକୁ ନେଇ ସାରା ଦେଶରେ ଭୟ ଓ ଆତଙ୍କ । ପ୍ରତିଦିନ ସଂକଅମଣ ସଂଖ୍ୟା ଉପରମୁହାଁ ଥିବା ବେଳେ, ଜୀବନ ବି ନେଇ ଚାଲିଛି କିଲର ଭାଇରସ୍ । ମହାରାଷ୍ଟ୍ର ଓ ଦିଲ୍ଲୀରେ ସ୍ଥିତି ବିଗୁଡୁଥିବା ବେଳେ, ଏବେ ଉତ୍ତରପ୍ରଦେଶରେ କରୋନାର ଭୟଙ୍କର ରୂପ ଦେଖିବାକୁ ମିଳିଛି । ଗତ…

ସେରମ କହିଲା ଆମ ଟିକା ସବୁଠୁ ଶସ୍ତା

ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଜଟିଳ ହେବାରେ ଲାଗିଛି କରୋନା ସଂକ୍ରମଣ । ଆକ୍ରାନ୍ତ ସଂଖ୍ୟା ବଢ଼ିବା ସହ ମୃତ୍ୟୁ ସଂଖ୍ୟା ବି ବଢ଼ଇବାରେ ଲାଗିଛି । ଏପଟେ ଏହାକୁ ମୁକାବିଲା ପାଇଁ ସାରା ଦେଶରେ ଜାରି ରହିଛି ଟିକାକରଣ ପ୍ରକ୍ରିୟା । ତେବେ ଟିକାର ଦାମକୁ ନେଇ ଯେଉଁ ଦ୍ବନ୍ଦ୍ବ ଦେଖାଦେଇଛି,…

ଏବେ ବି ରହସ୍ୟ ହୋଇ ରହିଛି ଲଦାଖର ଫୁଗତାଲ ମଠ

ଲଦାଖ: ଅତୁଲ୍ୟ ଓ ଅମୂଲ୍ୟ ଭାରତରେ ଅନେକ ରହସ୍ୟ ରହିଛି । ସାରା ବିଶ୍ୱ ଏହି ରହସ୍ୟ ଉଜାଗର ପାଇଁ ଉଦ୍ୟମ କରି ବିଫଳ ହୋଇଛି । ଧର୍ମ ସହ ସତ୍ୟତା ହେଉ କିମ୍ବା ପୁରାତନ କାଳର କଳାକୃତି ଓ ବିଜ୍ଞାନ ଏବେ ବି ସମସ୍ତଙ୍କୁ ଚକିତ କରୁଛି । ଏହି ଧାରାରେ ଯୋଡି ହୋଇଛି ଲଦାଖର ଫୁଗତାଲ ମଠ । ଦୂରରେ ଏହା…

ରାଜ୍ୟକୁ ଆଜି ଆସିବ ୧ ଲକ୍ଷ ଡୋଜ୍ କୋଭିସିଲଡ୍ ଟିକା

ଭୁବନେଶ୍ୱର: ରାଜ୍ୟକୁ ଆଜି ଆସିବ ୧ ଲକ୍ଷ ଡୋଜ୍ କୋଭିସିଲଡ୍ ଟିକା ।  ଗତକାଲି ୭୬୯ଟି କେନ୍ଦ୍ରରେ ୧ ଲକ୍ଷ ୮ ହଜାର ୯୦୨ ଜଣଙ୍କୁ ଟିକା ଦିଆଯାଇଛି । ବର୍ତ୍ତମାନ ସୁଦ୍ଧା ୫୫ ଲକ୍ଷ ୫୦ ହଜାର ୩୮୦ ଡୋଜ୍ ଟିକାକରଣ ହେଲାଣି । ସଟଡାଉନ ଯୋଗୁଁ ଆଜି ଓ ଆସନ୍ତାକାଲି ବନ୍ଦ ରହିବ ଟିକାକରଣ । ଅନ୍ୟ…

ପଶ୍ଚିମ ଓଡ଼ିଶାରେ କରୋନା ସ୍ଥିତିରେ ସୁଧାର: ଡିଏମଇଟି

ଭୁବନେଶ୍ୱର: ଓଡ଼ିଶାରେ କରୋନା ସଂକ୍ରମଣ ବଢୁଛି । କିନ୍ତୁ ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶା ସ୍ଥିତି ଭଲ ଅଛି । ପଶ୍ଚିମ ଓଡ଼ିଶାରେ କରୋନା ସ୍ଥିତିରେ ସୁଧାର ଆସିଛି । ଏହି ସୂଚନା ଦେଇଛନ୍ତି ଡିଏମଇଟି ଡାକ୍ତର ସିବିକେ ମହାନ୍ତି । ସେ କହିଛନ୍ତି କରୋନା ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛି ।…

ଦେଶରେ ୨୬ ଶହ ଟପିଲା ଦୈନିକ ମୃତ୍ୟୁ ମାମଲା

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କାୟା ବିସ୍ତାର କରୁଛି କରୋନା। ଦୈନିକ ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ବଢୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩ ଲକ୍ଷ ୪୬ ହଜାର ୭୮୬ ନୂଆ ଆକ୍ରାନ୍ତ । ଏହି ସମୟରେ ମହାମାରୀ ନେଇଛି ଆଉ ୨୬୨୪ ସଂକ୍ରମିତଙ୍କ ଜୀବନ।…

କ୍ରମାଗତ ଦ୍ୱିତୀୟ ଦିନରେ କରୋନା ରାଜ୍ୟରୁ ନେଲା ଆଉ ୮ ଜୀବନ

ଭୁବନେଶ୍ୱର: ଘାତକ ହେଉଛି ମହାମାରୀ । ରାଜ୍ୟରେ ସଂକ୍ରମଣ ସହ ବଢିଛି ଦୈନିକ ମୃତ୍ୟୁସଂଖ୍ୟା । କ୍ରମାଗତ ଦ୍ୱିତୀୟ ଦିନରେ କରୋନା ଆଉ ୮ ଜୀବନ ନେଇଛି । ଏମାନଙ୍କ ଭିତରେ ଅଛନ୍ତି ସୁନ୍ଦରଗଡ଼ ଜିଲ୍ଲାରୁ ଦୁଇ ଜଣ ଆକ୍ରାନ୍ତ । ସେହିପିର ବାଲେଶ୍ୱର, ବରଗଡ଼, ଭଦ୍ରକ, ନୂଆପଡ଼ା ବଲାଙ୍ଗିର ଓ କଟକ…

ରାଜ୍ୟରେ ୪ ଲକ୍ଷ ଡେଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ୬୬୪୭ ପଜିଟିଭ୍

ଭୁବନେଶ୍ୱର: କରୋନା କାୟା ବିସ୍ତାର କରୁଛି । ରାଜ୍ୟରେ ୭ହଜାର ମୁହାଁ ହୋଇଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୬ହଜାର ୬୪୭ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪ ଲକ୍ଷ ଟପିଛି । ଆଜି ୭ଟି ଜିଲ୍ଲାରେ ୩ଶହ ଉପରେ…

ରାଜ୍ୟର ସବୁ ସହରାଞ୍ଚଳ ସପ୍ତାହାନ୍ତ ସଟଡାଉନ୍, ଜରୁରୀ କାମ ନଥାଇ ବାହାରିଲେ ଧରୁଛି ପୋଲିସ

ଭୁବନେଶ୍ୱର: କରୋନା ଚେନ୍ ଭାଙ୍ଗିବା ପାଇଁ ଆଜିଠୁ ରାଜ୍ୟର ସବୁ ସହରାଞ୍ଚଳ ସଟଡାଉନ୍ । ଆଜି ଓ ଆସନ୍ତାକାଲି ଦୁଇ ଦିନ ଦୋକାନବଜାର, ଗାଡ଼ିମୋଟର ଚଳାଚଳ ଓ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ । ସୋମବାର ସକାଳ ୫ଟା ଯାଏ ସଟଡାଉନ କଟକଣା ବଳବତ୍ତର ରହିବ । ଏହି ସମୟରେ ଜାରି ରହିବ କେବଳ ଅତ୍ୟାବଶ୍ୟକ…