Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ମାଗଣା ବୁଷ୍ଟର ଡୋଜକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ଵାଗତ

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ପକ୍ଷରୁ ଦେଶରେ ସମସ୍ତ ୧୮ ବର୍ଷରୁ ଅଧିକ ବୟସର ବ୍ୟକ୍ତି ମାନଙ୍କୁ ମାଗଣା କୋଭିଡ ବୁଷ୍ଟର ଡୋଜ ଦେବାକୁ ନିଷ୍ପତ୍ତି ହୋଇଛି । ଆସନ୍ତା ଜୁଲାଇ ୧୫ ତାରିଖ ଠାରୁ ଦେଶରେ ୧୮ ବର୍ଷରୁ ୫୯ ବର୍ଷ ପର୍ଯ୍ୟନ୍ତ ବୟସର ବ୍ୟକ୍ତିଙ୍କୁ ବୁଷ୍ଟର ଡୋଜ ଦିଆଯିବ ।…

୧୮ ବର୍ଷରୁ ଅଧିକ ବୟସ୍କଙ୍କୁ ମାଗଣାରେ ଦିଆଯିବ କରୋନା ଭ୍ୟାକ୍ସିନର ବୁଷ୍ଟର ଡୋଜ୍  

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କୋଭିଡ୍ ସଂକ୍ରମଣ ବଢ଼ୁଥିବା ବେଳେ କେନ୍ଦ୍ର ସରକାର ନେଇଛନ୍ତି ବଡ଼ ନିଷ୍ପତ୍ତି । କେନ୍ଦ୍ରର ମୋଦି ସରକାର ସମସ୍ତଙ୍କ ଲାଗି ବୁଷ୍ଟର ଡୋଜ୍ ମାଗଣାରେ ଯୋଗାଇ ଦେବେ । ୧୮ ବର୍ଷରୁ ଅଧିକ ବୟସ୍କ ମାଗଣାରେ ନେଇ ପାରିବେ କୋଭିଡ୍ ଭ୍ୟାକ୍ସିନର ବୁଷ୍ଟର ଡୋଜ୍ । ଏନେଇ…

ରାଜ୍ୟରେ ୭୦୦ ଡେଇଁଲା ଦୈନିକ କରୋନା ସଂକ୍ରମଣ, ଚିନ୍ତା ବଢ଼ାଉଛି ଖୋର୍ଦ୍ଧା ଓ କଟକ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କୋଭିଡ୍ ସଂକ୍ରମଣ । ୬ ତାରିଖରୁ ଦୈନିକ ୪ ଶହ ମାମଲା ଚିହ୍ନଟ ପରେ ୯ ତାରିଖରେ ଦୈନିକ ସଂକ୍ରମଣ ୫ ଶହ ଟପିଥିଲା । ଆଉ ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ମାମଲା ୭ ଶହ ଡେଇଁଛି । ଦୈନିକ ସଂକ୍ରମଣ ମାମଲାରେ ଚିନ୍ତା ବଢ଼ାଇଛି ଖୋର୍ଦ୍ଧା, କଟକ ଓ ସୁନ୍ଦରଗଡ଼ ଜିଲ୍ଲା…

ପବିତ୍ର ଗୁରୁ ପୂର୍ଣ୍ଣିମାର ମହତ୍ତ୍ୱ

“ଗୁରୁବ୍ରହ୍ମା ଗୁରୁବିଷ୍ଣୁ ଗୁରୁଦେବ ମହେଶ୍ୱର। ଗୁରୁ ସାକ୍ଷାତ ପରଂବ୍ରହ୍ମ ତସ୍ମୈ ଶ୍ରୀ ଗୁରବେ ନମଃ”।। ଆଜି ଗୁରୁ ପୂର୍ଣ୍ଣିମା। ଏହାକୁ ବ୍ୟାସ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଆଷାଢ଼ ମାସ ପୂର୍ଣ୍ଣିମା ଦିନ ଗୁରୁ ପୂର୍ଣ୍ଣିମା ପଡ଼ିଥାଏ । ବେଦ, ବେଦାନ୍ତ, ଗୀତା ଓ ଉପନିଷଦର ଭାଷ୍ୟକାର…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୨୩୨ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥ (ଶ୍ରୀବିଷ୍ଣୁ,)ଙ୍କ ବାହାନ ପକ୍ଷୀରାଜ ଗରୁଡ଼, ଯାହାଙ୍କୁ ଆମେ ଭକ୍ତରାଜ ବୋଲି ବି କହିଥାଉ। କାରଣ ଆମ ପୁରାଣ ଆଦିରେ ଗରୁଡ଼ଙ୍କ ଚିତ୍ର ସହ ପ୍ରାୟ ନାରାୟଣଙ୍କ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୨୩୧ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପୁରୁଷୋତ୍ତମ ଶ୍ରୀଜଗନ୍ନାଥ ଉପଵେଶନ କରିଥିବା ରତ୍ନସିଂହାସନ ବିଷୟରେ ଅଳ୍ପ ବହୁତେ କିଛି ଜାଣିଲେ। କିନ୍ତୁ ସର୍ବଦା ସେହି ରତ୍ନସିଂହାସନଙ୍କୁ ଅନାଇ ରହିଥିବା ଭକ୍ତଶିରୋମଣି ଗରୁଡ଼ଙ୍କ…

ରାଜଧାନୀରେ ରାଜ୍ୟର ଅଧା କୋଭିଡ୍ ସଂକ୍ରମଣ, ବଢ଼ିଲା କଟକଣା

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସଂକ୍ରମଣ ମାମଲା ବୃଦ୍ଧି ପାଉଥିବା ବେଳେ ଶୀର୍ଷରେ ରହିଛି ଖୋର୍ଦ୍ଧା ଜିଲ୍ଲା । ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୭୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେଥିରୁ ୨୦୩…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୨୩୦ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଲୀଳା ଅତ୍ୟନ୍ତ ବିସ୍ମୟକର କାରଣ କେତେବେଳେ ସେ ନିର୍ଗୁଣ, ନିରାକାର ତ କେତେବେଳେ ସଗୁଣ, ସାକାର। ସେଥିପାଇଁ ଭକ୍ତ ମନରେ ପ୍ରଶ୍ନ ଆସିବା ସ୍ୱାଭାବିକ। ଏଇ…

ଶୟନ ଏକାଦଶୀ: କାହିଁକି ଭଗବାନ ବିଷ୍ଣୁ ଯାଆନ୍ତି ଚତୁର୍ମାସ ଯୋଗ ନିଦ୍ରାରେ

ଭୁବନେଶ୍ୱର:(ଦେବଦତ୍ତ ରଥ)ଆଜି ଆଷାଢ଼ ମାସ ଶୁକ୍ଳ ପକ୍ଷ ଏକାଦଶୀ। ଏହାକୁ ଶୟନ ଏକାଦଶୀ, ହରିଶୟନ ଏକାଦଶୀ ବା ଦେବଶୟନ ଏକାଦଶୀ ବୋଲି ମଧ୍ୟ କୁହାଯାଏ। ଶୟନ ଏକାଦଶୀ ଠାରୁ କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ପର୍ଯ୍ୟନ୍ତ ୪ ମାସ ସମୟ ଭଗବାନ୍ ବିଷ୍ଣୁ ପତାଳପୁରୀ ଯାଇ ନିଦ୍ରାରେ ରୁହନ୍ତି। ଏହି ୪ ମାସକୁ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୨୨୯ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପୁରୁଷୋତ୍ତମ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ଗର୍ଭଗୃହର ଆକାର ହେଉଛି ୩୦ ଫୁଟରେ ୩୦ ଫୁଟ। ଏହାରି ମଧ୍ୟରେ ରତ୍ନସିଂହାସନର ଲମ୍ବ ୧୬ ଫୁଟ, ପ୍ରସ୍ଥ ୧୩ ଫୁଟ ଓ ଉଚ୍ଚତା ୪ ଫୁଟ ଅଟେ।…