Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଆଜି ଓଡ଼ିଶାରୁ ୧୫୩୯ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ସ୍ଥିର ରହିଛି ଦୈନିକ କରୋନା ସଂକ୍ରମଣ । ପାଖାପାଖି ୧୫ଶହ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୧୫୩୯ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୮୯୭ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୬୪୨ । ୧୮ ବର୍ଷରୁ କମ୍ ଆଉ ୩୪୨…

କାବୁ ପାଉଛି କରୋନା: ଦେଶରେ ୫୦ ହଜାରକୁ ଖସିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ କାବୁ ପାଉଛି କରୋନା । ଦୈନିକ ସଂକ୍ରମଣ କ୍ରମାଗତ ଭାବରେ ଖସିବାରେ ଲାଗିଛି । ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୫୦ହଜାର ୪୦୭ ନୂଆ ଆକ୍ରାନ୍ତ । ଗତକାଲି ଅପେକ୍ଷା ପାଖାପାଖି ୧୦ ହଜାର କମ୍ ସଂକ୍ରମିତ ବାହାରିଛନ୍ତି । ଦେଶରେ ପଜିଟିଭ୍ ହାର ରହିଛି ୩.୪୮ ପ୍ରତିଶତ…

ରାଜ୍ୟରୁ କରୋନା ନେଲା ଆଉ ୨୪ ଜୀବନ, ମୃତକଙ୍କ ଭିତରେ ୨୧ ଦିନର ଶିଶୁ ପୁତ୍ର

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ବଢୁଛି । ଆଉ ୨୪ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଅଡିଟ୍ ପ୍ରୋସେସରେ ସେମାନଙ୍କର କରୋନାରେ ମୃତ୍ୟ ହୋଇଥିବା ସ୍ପଷ୍ଟ କରିଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ମୃତକଙ୍କ ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ପ୍ରାଣ ହରାଇଛନ୍ତି । ଏମାନଙ୍କ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୮୧ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଅଂଶ ବିଶେଷ ବ୍ରହ୍ମ ହିଁ ଜଗତର କାରଣ ଅଟେ। ବେଦାନ୍ତରେ ବର୍ଣିତ ହୋଇଛି "ଶାସ୍ତ୍ର ଯୋନିତ୍ୱାତ "ଅର୍ଥାତ ବ୍ରହ୍ମ ହିଁ ଜଗତ ଉତ୍ପତିର ମୂଳ କାରଣ ଅଟେ। ବସ୍ତୁତଃ…

ରାଜ୍ୟରେ କରୋନା ନେଲା ଆଉ ୨୦ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ନେଲା ଆଉ ୨୦ ଜୀବନ । ଯାଜପୁରରୁ ସର୍ବାଧିକ ୪ ଜଣ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା, ବାଲେଶ୍ୱର ଓ କେନ୍ଦ୍ରାପଡା ଜିଲ୍ଲାରୁ ୩ ଲେଖାଏ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ମୟୁରଭଞ୍ଜରୁ ଆଉ ୨ଜଣ ପ୍ରାଣ ହରାଇଛନ୍ତି । ସେହିପରି ନବରଙ୍ଗପୁର, କେନ୍ଦୁଝର,…

ରାଜ୍ୟରେ ସ୍ଥିର ରହିଛି ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ସ୍ଥିର ରହିଛି ଦୈନିକ କରୋନା ସଂକ୍ରମଣ । ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ହଜାର ଭିତରେ ରହୁଛି । ଗତକାଲି ଅପେକ୍ଷା ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ୟା ସାମାମନ୍ୟ ବଢ଼ିଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୫୭୨ ପଜିଟିଭ୍ । କ୍ୱାରେଣ୍ଟିନରୁ ୯୧୮ ଓ ଲୋକାଲ୍ କଣ୍ଟାକ୍ଟ…

ଦେଶରେ ୬୦ ହଜାର ତଳେ ଦୈନିକ କରୋନା କେସ୍

ନୂଆଦିଲ୍ଲୀ: ଦେଶରେ ଧୀରେ ଧୀରେ କରୋନା କାୟ କମୁଛି । ଦୈନିକ ସଂକ୍ରମଣ ଏବେ ୬୦ ହଜାର ତଳକୁ ଖସିଲାଣି । କ୍ରମାଗତ ଭାବରେ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୫୮ହଜାର ୭୭ ଆକ୍ରାନ୍ତ । ଗତକାଲି ଅପେକ୍ଷା ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୧୩.୪ ପ୍ରତିଶତ କମ୍ ।…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୮୦  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପୁରୁଷୋତ୍ତମ ଶ୍ରୀଜଗନ୍ନାଥ, ଅଦ୍ଵିତୀୟ ଓ ଅନନ୍ୟ ମାନବବାଦର ପ୍ରତୀକ। ସମସ୍ତ ବିଲକ୍ଷଣ ଯୁକ୍ତ କଳେବର ଧାରଣ କରି ସେ ସାଧାରଣ ମାନବଟିଏ ଭଳି ସମସ୍ତ ରୀତିନୀତି, ସଂସ୍କୃତି ତଥା ପରମ୍ପରାକୁ…

ଦେଶରେ ଚିନ୍ତା ବଢ଼ାଉଛି କରୋନା ମୃତ୍ୟୁସଂଖ୍ୟା, ସଂକ୍ରମଣ କମୁଛି

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ତଳକୁ ତଳକୁ ଖସୁଛି । ଲଗାତାର ଚତୁର୍ଥ ଦିନ ପାଇଁ ଦେଶରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ତଳେ ରହିଛି । ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ଆଉ ୬୭ହଜାର ୮୪ ଆକ୍ରାନ୍ତ । ପଜିଟିଭ୍ ହାର ରହିଛି ୪.୪୪ପ୍ରତିଶତ । ସଂକ୍ରମଣ କମୁଛି । କିନ୍ତୁ…

ଆଜି ରାଜ୍ୟରୁ ୧୪୮୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ସ୍ଥିର ରହିଛି ଦୈନିକ କରୋନା ସଂକ୍ରମଣ । ଦୁଇ ହଜାର ଭିତରେ ରହିଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୧୪୮୦ ଆକ୍ରାନ୍ତ । କ୍ୱାରେଣ୍ଟିନରୁ ୮୬୨ ଓ ଲୋକାଲ୍ କେସ୍ ରହିଛି ୬୧୮ । ୧୮ ବର୍ଷରୁ କମ୍ ବର୍ଗର ଆଉ ୩୩୪ ପଜିଟିଭ୍…