Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୯୧ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରମାତ୍ମା ଶ୍ରୀଜଗନ୍ନାଥ ସମସ୍ତ ଜଗତର ଆଧାର। ଅର୍ଥାତ ସମସ୍ତ ଜଗତରେ ପୁରି ରହିଥିବା ଆତ୍ମ ସତ୍ତାର ମୂଳ ଉତ୍ସ। ସେଥିପାଇଁ ଆତ୍ମା ନିର୍ଲିପ୍ତ, ନିତ୍ୟ, ସ୍ଥିର, ଅପରିବର୍ତନୀୟ ଓ ଅବିନାଶୀ।…

[ଦେଖନ୍ତୁ ଭିଡିଓ] ପୁରୁଣା ଧର୍ମ ସଂସ୍କୃତି ବହନ କରୁଥିବା ଶ୍ରୀଚୈତନ୍ୟ ଗୌଡୀୟ ମଠ

ପୁରୀ: ଭାରତ ବର୍ଷରେ କିଛି ମଠ ମନ୍ଦିର ପୁରୁଣା ସଂସ୍କୃତି ସହ ଜଡିତ । ଯେମିତି ଶ୍ରୀଚୈତନ୍ୟ ଗୌଡୀୟ ମଠ । ବୈଷ୍ଣବ ଧର୍ମ ଓ ସନାତନ ଧର୍ମର ପ୍ରଚାରପ୍ରସାର ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ପରମଭକ୍ତ ଶ୍ରୀଚୈତନ୍ୟଙ୍କ ରହିଛି ଅନେକ ଅବଦାନ । ସେପଟେ ଶ୍ରୀଚୈତନ୍ୟଙ୍କ ପରମଶିଷ୍ୟ ଶ୍ରୀଳ ପ୍ରଭୂପାଦ…

ଆଜି ରାଜ୍ୟରୁ ୩୮୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କାବୁ ପାଉଛି କରୋନା । ଦୈନିକ ସଂକ୍ରମଣ କ୍ରମାଗତ ଭାବରେ ହ୍ରାସ ପାଉଛି । ଆଜି ଚାରି ଶହ ତଳକୁ ଖସିଛି ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୮୮ ସଂକ୍ରମିତ । କ୍ୱାରେଣ୍ଟିନରୁ ୨୨୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୬୨ । ୧୮ ବର୍ଷ ଭିତରେ ଆଉ ୮୬…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୯୦  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥ ଙ୍କୁ ସର୍ବୋତ୍ତ ଭାବେ ଜାଣିବାକୁ ହେଲେ ପ୍ରଥମେ ନିଜ ଆତ୍ମା (ବ୍ରହ୍ମ )କୁ ସଠିକ ଭାବରେ ବୁଝିବାକୁ ହେବ। ପରମବ୍ରହ୍ମଙ୍କ ସ୍ୱରୂପର ବିଶ୍ଳେଷଣ ଯେତିକି ଜରୁରୀ,…

ଦେଶରୁ ଦିନକରେ ୨୦ ହଜାର କରୋନା ପଜିଟିଭ୍, ୬୭୩ ମୃତ

ନୂଆଦିଲ୍ଲୀ: ଦେଶରେ କମୁଛି କରୋନା ସଂକ୍ରମଣ । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । କିନ୍ତୁ ମୃତ୍ୟୁ ସଂଖ୍ୟା ବଢୁଛି । ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ଆଉ ୧୯ହଜାର ୯୬୮ କରୋନା ଆକ୍ରାନ୍ତ । ଏହି ସମୟରେ କରୋନାରେ ଯାଇଛି ଆଉ ୬୭୩ ଜୀବନ । ଏହାକୁ ମିଶାଇ ଦେଶରେ…

ରାଜ୍ୟରେ ପାଞ୍ଚ ଶହ ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ କାବୁ ପାଉଛି କରୋନା ସଂକ୍ରମଣ । ଦୈନିକ କେସ୍ ତଳକୁ ତଳକୁ ଖସୁଛି । ପାଞ୍ଚ ଶହ ତଳକୁ ଖସିଛି ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୪୯୨ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୨୮୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୦୩ । ୧୮ ବର୍ଷ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୮୯ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଅନନ୍ତ ଓ ଅଚିନ୍ତ୍ୟ ସ୍ୱରୂପକୁ ବର୍ଣ୍ଣନା କରିବା ସତରେ ଖୁବ କଷ୍ଟକର ତତ୍ତ୍ୱତଃ ଆମେ ତାଙ୍କୁ ଅନାଦି, ଅସୀମ, ଓ ଅବ୍ୟକ୍ତ ବୋଲି ବିବେଚନା କରୁ। ପରମ ରହସ୍ୟମୟ…

ରାଜ୍ୟରେ ତଳମୁହାଁ କରୋନା ସଂକ୍ରମଣ, ଅଧା ଓଡ଼ିଶାରେ ଦୁଇ ଅଙ୍କ ତଳେ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ତଳକୁ ତଳକୁ ଖସୁଛି ଦୈନିକ କରୋନା ସଂକ୍ରମଣ । ହଜାରେ ତଳେ ରହିଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୫୩୪ ଆକ୍ରାନ୍ତ । କ୍ୱାରେଣ୍ଟିନରୁ ୩୧୦ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୨୪ । ୧୮ ବର୍ଷ ଭିତରେ ଆଉ ୧୪୭ ଜଣ ପଜିଟିଭ୍ ବାହାରିଛନ୍ତି ।…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୮୮ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ।ପରଂବ୍ରହ୍ମ ଶ୍ରୀଜଗନ୍ନାଥ ଆଦି ପରମ ପୁରୁଷ ପରମାତ୍ମା ନିଜ ଯୋଗମାୟାଙ୍କୁ ଶକ୍ତି ସ୍ୱରୂପ ବା ପ୍ରକୃତି ସ୍ୱରୂପରେ ନିଜ ସତ୍ତାରେ ଧାରଣ କରି ଥିବାରୁ ସୃଷ୍ଟି ସର୍ଜନା କରିବା ପାଇଁ ସ୍ୱଇଚ୍ଛା…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୮୭ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶକ୍ତି ସ୍ୱରୂପିଣୀ ମା ଯୋଗମାୟାଙ୍କ ଉତ୍ପତି ରୂପକ ମହାରାତ୍ରି (ମହାଷ୍ଟମୀର ଅବସାନ ଘଟିଛି, ଆଜି ମାଙ୍କ ମହାନବମୀ । ସାରା ସଂସାରକୁ ନିଜର ମାତୃ ସୁଲଭ ଦେବୀ…