Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୮୬  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶକ୍ତି ସ୍ୱରୂପିଣୀ ମା ବିମଳାଙ୍କର ସ୍ୱତନ୍ତ୍ର ପୂଜା ଶ୍ରୀମନ୍ଦିର ମଧ୍ୟରେ ଚାଲିଛି । ମହାଷ୍ଟମୀ ତିଥିକୁ ବିଚାର କଲେ ଏହା ଶକ୍ତି ଉପାସନାର ଏକ ମୁଖ୍ୟ ଦିନ…

ଆଜି ରାଜ୍ୟରୁ ୮୫୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ସ୍ଥିର ରହିଛି କରୋନା ସଂକ୍ରମଣ । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଭିତରେ ରହିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୮୫୨ ଆକ୍ରାନ୍ତ । କ୍ୱାରେଣ୍ଟିନରୁ ୪୯୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୫୭ । ୧୮ ବର୍ଷ ଭିତରେ ଆଉ ୧୮୧ ଜଣ ସଂକ୍ରମିତ ହୋଇଛନ୍ତି ।…

ଗତକାଲି ଅପେକ୍ଷା ଆଜି ଦେଶରେ ସାମାନ୍ୟ ବଢ଼ିଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ କ୍ରମାଗତ ଭାବରେ କମିବା ପରେ ଆଜି ବଢିଛି ଦୈନିକ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୦ହଜାର ୬୧୫ ଆକ୍ରାନ୍ତ । ଗତକାଲି ଅପେକ୍ଷା ୧୧ ପ୍ରତିଶତ ଅଧିକ ବଢ଼ିଛି । ଦେଶରେ ପଜିଟିଭ୍ ହାର ରହିଛି ୨.୪୫ ପ୍ରତିଶତ । ପାଞ୍ଚଟି ରାଜ୍ୟ କେରଳ, ମହାରାଷ୍ଟ୍ର,…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୮୫  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥ ଙ୍କଶକ୍ତି ସ୍ୱରୂପିଣୀ ଯୋଗମାୟା ଦେବୀ ଦୁର୍ଗେଦୁର୍ଗତିନାଶିନୀଙ୍କ ଆଲୋଚନା ଜାରି ରଖିବା । କିନ୍ତୁ ମନରେ ସ୍ଵତ୍ତ ପ୍ରଶ୍ନ ଉଠେ ଯଦି ପରଂବ୍ରହ୍ମ ଏକ ଓ ଅଦ୍ଵିତୀୟ…

ସାମାଜିକ ଓ ସାଂସ୍କୃତିକ ପ୍ରବର୍ତ୍ତିକମାନଙ୍କ ପାଇଁ ତାଲିମ ଶିବିର

ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ଭାଷା , ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏବଂ ୟୁନିସେଫର ଆର୍ଥିକ ସହାୟତାରେ ସଂସ୍କୃତିର ପ୍ରଚାର ପ୍ରସାର ଓ କଳାକାରମାନଙ୍କ ଉନ୍ନତି ପାଇଁ ବିଭିନ୍ନ ଜିଲ୍ଲାର ନିର୍ବାଚିତ ପ୍ରବର୍ତ୍ତକମାନଙ୍କ ପାଇଁ ଏକ ୪ ଦିନିଆ ତାଲିମ ଶିବିର ସ୍ଥାନୀୟ ସଂସ୍କୃତି…

[ଦେଖନ୍ତୁ ଭିଡିଓ] ମହାଦେବଙ୍କ ମନ୍ଦିର ପୂଜାରେ ଜୀବନ୍ତ କଙ୍କଡ଼ା ପ୍ରସାଦ

ଗୁଜରାଟ: ଗୁଜୁରାଟର ସୁରଟରେ ବର୍ଷକୁ ଥରେ ଶବଦାହରେ ଏପରି ଏକ ନିଆରା ମେଳା ଅନୁଷ୍ଠିତ ହୁଏ । ଯାହା ବିଷୟରେ ଶୁଣିଲେ ଆପଣ ହୋଇଯିବେ ଆଶ୍ଚର୍ଯ୍ୟ । ଏହି ଶବଦାହ ମେଳାରେ କେବଳ ମୃତ ବ୍ୟକ୍ତିଙ୍କ ଶେଷ ଇଚ୍ଛା ପୂରଣ ପାଇଁ , ନାଁ କେବଳ ମୃତ ବ୍ୟକ୍ତିଙ୍କ ପ୍ରିୟ ଜିନିଷ ଚଢାଯାଏ, ତା ନୁହେଁ ମନ୍ଦିରରେ…

୩୦ ହଜାର ତଳେ ଦେଶରେ ଦୈନିକ କରୋନା କେସ୍, ୩୪୭ ମୃତ

ନୂଆଦିଲ୍ଲୀ: ଦେଶରେ ଖସୁଛି କରୋନା କାୟା । ୩୦ ହଜାର ତଳକୁ ଖସିଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୨୭ହଜାର ୪୦୯ ଆକ୍ରାନ୍ତ । ଗତକାଲି ଅପେକ୍ଷା ସଂକ୍ରମଣ ୧୯.୭ ପ୍ରତିଶତ କମିଛି । କେରଳରୁ ସର୍ବାଧିକ ୮୯୮୯ ପଜିଟିଭ୍ ବାହାରିଥିବା ବେଳେ…

ଆଜି ରାଜ୍ୟରୁ ୯୨୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କିଛି ଦିନ ସ୍ଥିର ରହିବା ପରେ ଆଜି ହଜାରେ ତଳକୁ ଖସିଛି ଦୈନିକ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୯୨୫ ଆକ୍ରାନ୍ତ । କ୍ୱାରେଣ୍ଟିନରୁ ୫୪୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୮୩ । ୧୮ ବର୍ଷ ଭିତରେ ଆଉ ୨୦୨ ପଜିଟିଭ୍ ବାହାରିଛନ୍ତି । Covid-19…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୮୪  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥ ଙ୍କ ଶକ୍ତି (ପ୍ରକୃତି )ସ୍ୱରୂପିଣୀ ଦେବୀ ତତ୍ତ୍ୱର ଆଲୋଚନା କରିବା ସମୟରେ ପ୍ରଥମେ" ସପ୍ତଶତୀ ଚଣ୍ଡୀ " ବର୍ଣ୍ଣିତ ଏହି ଶ୍ଳୋକଟିକୁ ବିଶ୍ଳେଷଣ କରିବା…

[ଦେଖନ୍ତୁ ଭିଡିଓ] ପ୍ରେମ ପାଇଁ ଦିନଟିଏ ‘ଭାଲେଣ୍ଟାଇନ୍ସ ଡେ’

ଭୁବନେଶ୍ୱର: ଆଜି ପ୍ରେମ ପାଇଁ ଦିନଟିଏ ବା ଭାଲେଣ୍ଟାଇନ୍ସ ଡେ’। ଫେବ୍ରୁଆରୀ ୧୪ ତାରିଖକୁ ଭାଲେଣ୍ଟାଇନ୍ସ ଦିବସ ଭାବେ ପାଳନ କରାଯାଉଛି। କୁହାଯାଏ, ପ୍ରେମ ନିଃସ୍ବାର୍ଥ, ଶାଶ୍ୱତ ଓ ଚିରନ୍ତନ। ପ୍ରେମ ପୂର୍ବରୁ ଥିଲା, ଏବେ ବି ଅଛି ଆଉ ଆଗକୁ ବି ରହିବ। ଏହି ବାର୍ତ୍ତା ନେଇ ପ୍ରତିବର୍ଷ…