Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ରାଜ୍ୟରେ କମୁଛି କରୋନା କାୟା: ୪ହଜାର ତଳକୁ ଖସିଲା ଦୈନିକ କେସ୍

ଭୁବନେଶ୍ୱର: ରାଜ୍ୟରେ ତଳକୁ ତଳକୁ ଖସୁଛି ଦୈନିକ କରୋନା ସଂକ୍ରମଣ । ଆଜି ୪ହଜାର ତଳକୁ ଖସିଛି । ୨୪ ଘଣ୍ଟାରେ ରାଜ୍ୟରୁ ବାହାରିଛନ୍ତି ୩ହଜାର ୩୨୯ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୧୯୩୪ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୩୯୫ । ୧୮ବର୍ଷ ଭିତରେ ଆଉ ୫୦୪ ଜଣ ପଜିଟିଭ୍…

ଦେଶରେ ବଢୁଛି କରୋନା ମୃତ୍ୟୁସଂଖ୍ୟା, ତଳମୁହାଁ ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ତଳକୁ ତଳକୁ ଖସୁଛି ଦୈନିକ କରୋନା କେସ୍ । କିନ୍ତୁ ମୃତ୍ୟୁସଂଖ୍ୟା ବଢୁଛି । ଏବେ ଦୈନିକ ସଂକ୍ରମଣ ପାଖାପାଖି ୩ଲକ୍ଷରୁ ୨ ଲକ୍ଷକୁ ଖସିଲାଣି । କିନ୍ତୁ ମୃତ୍ୟୁସଂଖ୍ୟା ହଜାରେ ମୁହାଁ ହେଲାଣି । ୨୪ ଘଣ୍ଟାରେ ସାରା ଦେଶରୁ ଆଉ ୨ଲକ୍ଷ ୯ହଜାର ୯ହଜାର ୯୧୮ ଆକ୍ରାନ୍ତ ଚିହ୍ନଟ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ :  ୬୯  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କୁ ଶରଣ ରକ୍ଷଣ ମହାବାହୁ ବୋଲି ଆମ୍ଭେମାନେ କହିଥାଉ। ଅର୍ଥାତ ଯିଏ (ଭକ୍ତ )ତାଙ୍କର ଶରଣ ନିଏ, ତାକୁ ଶ୍ରୀଜଗନ୍ନାଥ ନିଶ୍ଚୟ ରକ୍ଷା କରନ୍ତି। ଏଠାରେ ପ୍ରଶ୍ନ…

ଓଡ଼ିଶାରେ ଦୈନିକ କରୋନା ସଂକ୍ରମଣ ସ୍ଥିର, ୫ ହଜାର ତଳେ ପଜିଟିଭ୍ କେସ୍

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ ଦୈନିକ କରୋନା ସଂକ୍ରମଣ । ୫ ହଜାର ତଳକୁ ଖସିଛି । ଗତକାଲି ଓ ଆଜି ଦୁଇ ଦିନ ସ୍ଥିର ରହିଛି ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୮୪୩ ଆକ୍ରାନ୍ତ । ଗତକାଲି ୪୮୪୨ ପଜିଟିଭ୍ ବାହାରିଥିଲେ । ଆଜି କ୍ୱାରେଣ୍ଟିନରୁ ୨୮୧୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି…

ଦେଶରେ ଖସୁଛି ଦୈନିକ କରୋନା କେସ୍, ବଢୁଛି ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ତଳକୁ ତଳକୁ ଖସୁଛି ଦୈନିକ କରୋନା ସଂକ୍ରମଣ । ଅଢ଼େଇ ଲକ୍ଷ ତଳକୁ ଖସିଲାଣି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨ଲକ୍ଷ ୩୪ହଜାର ୨୮୧ ନୂଆ ଆକ୍ରାନ୍ତ । କ୍ରମାଗତ ଦ୍ୱିଦୀୟ ଦିନରେ ଦୈନିକ ପଜିଟିଭ୍ କେସ୍ ହ୍ରାସ ପାଇଛି । କିନ୍ତୁ ଦୈନିକ ମୃତ୍ୟୁସଂଖ୍ୟା ବଢୁଛି । ୨୪ ଘଣ୍ଟାରେ…

ଝୋଟ ହସ୍ତକଳା ଗ୍ରାମୀଣ ମହିଳାଙ୍କୁ କରିବ ସ୍ୱାବଲମ୍ବୀ

ବାଲେଶ୍ୱର : ଅହମଦାବାଦର ଇଣ୍ଟରପ୍ରୁନରସିପ ଡେଭଲପମେଣ୍ଟ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ( ଇଡିଆଇ) ଓ ଆସେନଚର ସଂସ୍ଥା ଏବଂ ଭୂବନେଶ୍ୱରର ସ୍ୱେଚ୍ଛାସେବୀ ସଂଗଠନ (ଏଫଡିଆଇ)ର ମିଳିତ ଉଦ୍ୟମରେ, ୨୬ ଦିନ ଧରି ବାଲେଶ୍ୱର ସଦର ବ୍ଳକ ଅନ୍ତର୍ଗତ ଗୁଆଁଳ ପଞ୍ଚାୟତର କୁଡିଆଠାରେ ଆୟୋଜିତ ‘ଝୋଟ ହସ୍ତକଳାର…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୬୮ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଭକ୍ତ ବତ୍ସଳତା ସର୍ବ ଜନବିଦିତ। ଏହା ମଧ୍ୟ ସ୍ପଷ୍ଟ ଯେ ଭକ୍ତର ନିଟୋଲ ଭକ୍ତି ଛଡା ଭଗବାନ (ଶ୍ରୀଜଗନ୍ନାଥ )ଅନ୍ୟ କିଛି ଚାହାନ୍ତିନି। ହଁ ଯଦି ଭକ୍ତି ର…

ରହସ୍ୟମୟ ମନ୍ଦିର: ଦେବୀ ମା’ଙ୍କୁ ପ୍ରସାଦ ବଦଳରେ ଅର୍ପଣ କରାଯାଏ ପଥର

ଭୁବନେଶ୍ୱର: ଆମ ଚାରିପେଟ ବିଭିନ୍ନ ମଠ ମନ୍ଦିର ରହିଛି । ଭିନ୍ନ ମନ୍ଦିରରେ ଭିନ୍ନ ଭିନ୍ନ ପୂଜା ରୀତି ନୀତି ରହିଛି । ହେଲେ ଦେବୀ ମା’ଙ୍କର ଏମିତି ଏକ ରହସ୍ୟମୟ ମନ୍ଦିର ରହିଛି। ଯେଉଁଠି ପ୍ରସାଦ ଭାବେ ଚଢାଯାଉଛି ପଥର । ଏହି ଘଟଣା ବିଶ୍ୱାସ ନହେଲେ ବି ସତ। ଏ ହେଉଛି ଛତିଶଗଡର ବିଲାସପୁର…

ରାଜ୍ୟରେ ସଂକ୍ରମଣ କମୁଛି, ଫେବ୍ରୁଆରୀରେ କୋହଳ ହୋଇପାରେ କଟକଣା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ଖସୁଛି । ଦୈନିକ କେସ୍ ୫ହଜାର ତଳକୁ ଖସିଛି । ସପ୍ତାହେ ପୂର୍ବରୁ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ଉପରେ ରହୁଥିଲା । ଏବେ ନିୟନ୍ତ୍ରଣକୁ ଆସୁଛି କରୋନା । ଆଉ ଦୁଇ ଦିନ ପରେ ସରୁଛୁ ଜାନୁଆରୀ ମାସ ପାଇଁ କୋଭିଡ୍ ଗାଇଡଲାଇନ୍ । ଆଶା…

ରାଜ୍ୟରେ ୫ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ ଦୈନିକ କରୋନା ସଂକ୍ରମଣ । ୧୦ହଜାରରୁ ୫ ହଜାର ତଳକୁ ଖସିଲାଣି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୮୪୨ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୨୮୦୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୦୩୩ । ୧୮ ବର୍ଷ ଭିତରେ ଆଉ ୬୭୧ ଜଣ ସଂକ୍ରମିତ ହୋଇଛନ୍ତି ।…