Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

କରୋନା ପଜିଟିଭ୍ ବାହାରିଲେ ୩ ମାସ ଯାଏ ନେଇ ପାରିବେନି ଟିକା

ନୂଆଦିଲ୍ଲୀ: ଦେଶରେ କୋଭିଡ୍ ଟିକାକରଣ ପାଇଁ ନୂ‌ଆ ଗାଇଡଲାଇନ ଜାରି କରିଛି ସ୍ୱାସ୍ଥ୍ୟ ମନ୍ତ୍ରାଳୟ । ଏଣିକି ଜଣେ କରୋନା ପଜିଟିଭ୍ ଚିହ୍ନଟ ହେଲେ ୩ ମାସ ଯାଏ ତାଙ୍କୁ ଟିକା ଦିଆଯିବନି । ଅର୍ଥାତ୍ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହେବାର ୩ ମାସ ପରେ ଟିକା ନେଇ ପାରିବେ । ପ୍ରିକସନ୍ ଡୋଜ୍ ପାଇଁ…

ପୂର୍ବତନ ପ୍ରଧାନମନ୍ତ୍ରୀ ଦେବେଗୌଡ଼ା କରୋନା ସଂକ୍ରମିତ

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନାମନ୍ତ୍ରୀ ତଥା ଜିଡିଏସ୍ ମୁଖ୍ୟ ଏଚ୍. ଡି. ଦେବେଗୌଡ଼ା କରୋନା ସଂକ୍ରମିତ ହୋଇଛନ୍ତି । ତାଙ୍କର କୋଭିଡ୍ ରିପୋର୍ଟ ଆସିଛି ପଜିଟିଭ୍ । ଏନେଇ ଦେବେଗୌଡାଙ୍କ କାର୍ୟ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛ । ଦେବେଗୌଡ଼ାଙ୍କ ପାଖରେ କରୋନାର କୌଣସି ଲକ୍ଷଣ ନାହିଁ ।…

ରାଜ୍ୟରୁ କରୋନାରେ ଆଖି ବୁଜିଲେ ଆଉ ୭ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନାରେ ଆଉ ୭ଜଣ ଆକ୍ରାନ୍ତଙ୍କ ଜୀବନ ଯାଇଛି । ଅନୁଗୁଳରୁ ସର୍ବାଧିକ ୨ଜଣଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । କଟକ ଓ ଯାଜପୁରରୁ ଜଣେ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି । Details of cases confirmed as death due to Covid-19, after due…

ଆଜି ଦେଶରୁ ୩ଲକ୍ଷ ୩୭ ହଜାର କରୋନା ଆକ୍ରାନ୍ତ, ଗତକାଲି ଅପେକ୍ଷା ସାମାନ୍ୟ କମିଛି

ନୂଆଦିଲ୍ଲୀ: ଦେଶରେ ଗତକାଲି ଅପେକ୍ଷା ଆଜି ସାମାନ୍ୟ କମିଛି ଦୈନିକ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩ଲକ୍ଷ ୩୭ହଜାର ୭୦୪ ଆକ୍ରାନ୍ତ । ଗତକାଲି ଅପେକ୍ଷା ୯ହଜାର ୫୫୦ କମ୍ ନୂଆ ମାମଲା ବାହାରିଛି । ଗତକାଲି ସାରା ଦେଶରୁ ଚିହ୍ନଟ ହୋଇଥିଲେ ୩ଲକ୍ଷ ୪୭ହଜାର ୨୫୪ ଆକ୍ରାନ୍ତ ।…

ଓଡ଼ିଶାରେ ଖସୁୁଛି କରୋନା ଗ୍ରାଫ୍: ଆଜି ୮୮୪୫ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ ହେଉଛି କରୋନା ଗ୍ରାଫ୍ । ଦୈନିକ ସଂକ୍ରମଣ ଖସୁଛି । ଆଜି ୯ ହଜାର ତକୁ ଖସିଛି ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୮ହଜାର ୮୪୫ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୫୧୨୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୭୧୭ । ୧୮ ବର୍ଷ…

ଆଜି ଦେଶରୁ ୩ଲକ୍ଷ ୪୭ ହଜାର କରୋନା ଆକ୍ରାନ୍ତ, ୭୦୩ ମୃତ

ନୂଆଦିଲ୍ଲୀ: ଦେଶରେ ଖସୁଛି ଦୈନିକ କରୋନା କାୟା । ଅଢ଼େଇ ଲକ୍ଷ ତଳକୁ କମିଛି । ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩ଲକ୍ଷ ୪୭ହଜାର ୨୫୪ ଆକ୍ରାନ୍ତ । ଗତକାଲି ଅପେକ୍ଷା ୨୯ହଜାର ୭୨୨ ଅଧିକ ସଂକ୍ରମିତ ବାହାରିଛନ୍ତି । ଅର୍ଥାତ୍ ୨୪ ଘଣ୍ଟାରେ ସଂକ୍ରମଣ ୯ ପ୍ରତିଶତ ବଢ଼ିଛି । ୨୪…

ରାଜ୍ୟରେ କମୁଛି କରୋନା କେସ୍: ଆଜି ୯୮୩୩ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ । ୧୧ ହଜାରରୁ ଖସି ୧୦ ହଜାର ତଳକୁ ଖସିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୯ହଜାର ୮୩୩ କରୋନା ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୫୬୯୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୧୩୪ । ୧୮ ବର୍ଷ ଭିତରେ ଆଉ ୯୭୨ ଜଣ…

[ଭିଡ଼ିଓ] ଯାଂଜଗିର ଚମ୍ପାରେ ରହସ୍ୟମୟୀ ମା’ମହାମାୟା

ଛତିଶଗଡ଼: ଭାରତରେ ବିଭିନ୍ନ ଧର୍ମ ଆଉ ସଂସ୍କୃତି। ବିଭିନ୍ନ ଦେବାଦେବୀଙ୍କ ଆସ୍ଥାନ। ଶ୍ରଦ୍ଧାଳୁ ଆଉ ଭଗବାନଙ୍କ ସମ୍ପର୍କ ବି କାହିଁ କେଉଁ କାଳରୁ ରହି ଆସିଛି । ବିଭିନ୍ନ ମନ୍ଦିର ଗୁଡିକରେ ଆସ୍ଥା ବିଶ୍ୱାସ ନେଇ ଲାଗିଥାଏ ଶ୍ରଦ୍ଧାଳୁଙ୍କ ଭିଡ଼। ତେବେ ଏମିତି କିଛି ମନ୍ଦିର ରହିଛି ଯେଉଁଠି ଲୋକେ…

[ଭିଡ଼ିଓ] ବିଦେଶ ଯିବା ପାଇଁ ନିହାଲ ସିଂ ଗୁରୁଦ୍ୱାରରେ ଖେଳଣା ବିମାନ ପୂଜା

ପଞ୍ଜାବ: ବିଦେଶ ଯିବା ପାଇଁ ଗୁରୁଦ୍ୱାରରେ ଖେଳଣା ବିମାନ ପୂଜା । ପଞ୍ଜାବର ଶହୀଦ ବାବା ନିହାଲ ସିଂ ଗୁରଦ୍ୱାର । ଏଠାରେ ଭକ୍ତ ମାନସିକ ପୂରଣ ସହ ସ୍ୱପ୍ନକୁ ସାକାର କରିବା ପାଇଁ ଖେଳଣା ବିମାନ ପୂଜା କରିଥାନ୍ତି । ବିଶ୍ୱାସ ରହିଛି ଏପରି କଲେ ବିଦେଶ ଯିବା ସହିତ ଭିସା ସମସ୍ୟା ବି ଦୁର ହୋଇଥାଏ…

ଥମୁନି କରୋନା ସୁନାମୀ: ସପ୍ତାହକରେ କୋଟିଏ ୮୦ ଲକ୍ଷ ପଜିଟିଭ୍, ୪୫ ହଜାର ମୃତ

ନୂଆଦିଲ୍ଲୀ: ସାରା ବିଶ୍ୱରେ ଥମୁନି କରୋନା ସୁନାମୀ । ଓମିକ୍ରନ୍ ଯୋଗୁ ଭୟଙ୍କର ଭାବରେ ବ୍ୟାପୁଛି ସଂକ୍ରମଣ । ଗୋଟିଏ ସପ୍ତାହରେ ସାରା ବିଶ୍ୱରେ କୋଟିଏ ୮୦ ଲକ୍ଷ ଲୋକ ସଂକ୍ରମିତ ହୋଇଛନ୍ତି । ଜାନୁଆରୀ ୧୦-୧୬ ତାରିଖରେ ଶେଷ ହୋଇଥିବା ସପ୍ତାହରେ ଏତେ ସଂଖ୍ୟାକ ପଜିଟିଭ୍ ବାହାରିଛନ୍ତି । ଏହି…