Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

[ଭିଡ଼ିଓ] ମତଙ୍ଗେଶ୍ୱର ମହାଦେବ ମନ୍ଦିରରେ ମର୍କତ ମଣି ରହସ୍ୟ

ଭୁବନେଶ୍ୱର: ମହାଦେବଙ୍କ ପ୍ରିୟ ହେଉଛି ନାଗ ମଣି । ଶିବଲିଙ୍ଗ ୧୮ଫୁଟ ତଳେ ରହିଛି ନାଗମଣି । ଏହି ମଣି ପୁଣି ମହାଦେବଙ୍କର । ଏଠାରେ ଯାହା ମାନସକି କରିବ ତାହା ପୂରଣ ହୋଇଥାଏ । କୁହାଯାଏ ଏହି ମନ୍ଦିରରେ ମହାଦେବ ଓ ମାଆ ପାର୍ବତୀଙ୍କ ବିବାହ ସମ୍ପନ୍ନ ହୋଇଥିଲା । ଲୋକଙ୍କ ବିଶ୍ୱାସ ରହିଛି…

ଦେଶରେ କମୁଛି କରୋନା କେସ୍: କାଲି ଅପେକ୍ଷା ଆଜି ୨୦ ହଜାର କମ୍ ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ କମୁଛି ଦୈନିକ କରୋନା କେସ୍ । ଗତକାଲି ଅପେକ୍ଷା ଆଜି କମିଛି ସଂକ୍ରମିତଙ୍କ ସଂଖ୍ୟା । ଅଢ଼େଇ ଲକ୍ଷ ତଳକୁ ଖସିଛି । ୨୪ ଘଣ୍ଟାରେ ଦେଶରୁ ଚିହ୍ନଟ ହୋଇଛନ୍ତି ୨ଲକ୍ଷ ୩୮ହଜାର ଆକ୍ରାନ୍ତ । ଗତକାଲି ଅପେକ୍ଷା ଏହି ସଂଖ୍ୟା ୨୦ହଜାର କମ୍ । ଗତକାଲି ଦେଶରୁ ଚିହ୍ନଟ ହୋଇଥିଲେ…

ଆଜି ଓଡ଼ିଶାରେ ପୁଣି ୧୧ହଜାର ପାର କଲା ଦୈନିକ ସଂକ୍ରମଣ

ଭୁବନେଶ୍ୱର: ଦିନେ କମିବା ପରେ ପୁଣି ବଢ଼ିଲା । ରାଜ୍ୟରେ ପୁଣି ଥରେ ୧୧ହଜାର ପାର କରିଛି ଦୈନିକ କରୋନା କେସ୍ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୧୧ହଜାର ୮୬ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୬୪୩୧ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୬୫୫ । ୧୮ ବର୍ଷ ଭିତରେ ଆଉ ୧୦୬୧…

ଚନ୍ଦ୍ରବାବୁ ନାଇଡୁଙ୍କୁ କରୋନା

ହାଇଦ୍ରାବାଦ: ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କୁ କରୋନା । ସେ କରୋନା ସଂକ୍ରମିତ ହୋଇଛନ୍ତି । ନିଜେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି ଚନ୍ଦ୍ରବାବୁ ନାଇଡୁ । ସେ ଲେଖିଛନ୍ତି, ତାଙ୍କର କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଛି । ସାମାନ୍ୟ ଲକ୍ଷଣ ରହିଛି । ଏବେ ସେ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୬୧  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥ ଅନେକ ମତ ଓ ଧର୍ମଧାରା ର ସମନ୍ୱୟ ଭାବକୁ ପରିପ୍ରକାଶ କରି ଆଜି ସାରା ବିଶ୍ୱରେ ଆଦୃତ । ଅକ୍ଷରିକ ଭାବରେ "ଧରାୟତେ ଇତି ଧର୍ମ " । ଅର୍ଥାତ ଯାହାର ଧାରଣ କରିବାର…

ଦେଶରେ ୨.୫୮ ଲକ୍ଷ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୫୮,୦୮୯ଟି ନୂଆ କରୋନା ମାମଲା ରେକର୍ଡ କରାଯାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି। ଏପର୍ଯ୍ୟନ୍ତ ଦେଶରେ ୮,୨୦୯ଟି ଓମିକ୍ରନ୍ ମାମଲା ଚିହ୍ନଟ ହୋଇଛି। ଯାହା ପୂର୍ବ ଦିନ ଅପେକ୍ଷା ୬.୦୨% ବୃଦ୍ଧି ହୋଇଛି। ପଜିଟିଭିଟି…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ :  ୬୦  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥ କେବଳ ସମନ୍ୱୟର ବିଗ୍ରହ ନୁହନ୍ତି । ସେ ସମନ୍ୱୟର ଅଥଳ ସାଗର, ମତ, ପଥ, ଧର୍ମ, ଧାରଣା, ସିଦ୍ଧାନ୍ତ, ସଂସ୍କୃତି, ସମ୍ପ୍ରଦାୟ, ଇତ୍ୟାଦି ସମସ୍ତ ଧାରା ସେ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୫୯  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ସର୍ବବ୍ୟାପକତା ଯୋଗୁ ଆମେ ତାଙ୍କୁ ବିଷ୍ଣୁ ସ୍ୱରୂପ ଜ୍ଞାନ କରି, ବୈଷ୍ଣବ ତନ୍ତ୍ର ଓ କର୍ମକାଣ୍ଡ ଅନୁସାରେ ପୂଜା କରୁଛୁ। ଶ୍ରୀଜଗନ୍ନାଥଙ୍କ ଆବିର୍ଭାବ…

ଦେଶରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨.୬୮ଲକ୍ଷ ରୁ ଅଧିକ

ନୂଆଦିଲ୍ଲୀ: ଦେଶରେ ରେକର୍ଡ ସ୍ତରରେ ପହଞ୍ଚିଥିଲାଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ଦେଶରେ ୨,୬୮,୮୩୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥରୁ ୧,୨୨,୬୮୪ ଜଣ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ମାମଲା ରହିଛି ୧୪,୧୭,୮୨୦। ଏହାସହିତ ଦୈନିକ ପଜିଟିଭିଟି ହାର…

ରାଜ୍ୟରେ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା; ଆଜି ୧୦,୮୫୬ ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦,୮୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୦ରୁ ୧୮ ବର୍ଷ ଭିତରେ ୧୦୨୧ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ୬୨୯୩ ଜଣ କ୍ବାରେଣ୍ଟାଇନ୍‌ରୁ ଥିବା ବେଳେ ଲୋକାଲ କେସ୍‌ ରହିଛି ୪୫୬୩୧। ଅନୁଗୁଳରୁ ୧୦୪, ବାଲେଶ୍ବରରୁ ୩୨୬,…