Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

କାୟା ମେଲାଉଛି ଓମିକ୍ରନ୍: ୧୭ ଶହ ଛୁଇଁଲା ପଜିଟିଭ୍ କେସ୍

ନୂଆଦିଲ୍ଲୀ: ଦେଶରେ କାୟା ମେଲାଉଛି ଓମିକ୍ରନ୍ । ସଂକ୍ରମିତଙ୍କ ସଂଖ୍ୟା ପ୍ରତିଦିନି ବଢୁଛି । ସାରା ଦେଶରେ ୨୩ ରାଜ୍ୟରେ ପଶିଲାଣି ଓମିକ୍ରନ୍ । ନୂଆ ଭାରିଆଣ୍ଟ କେସ୍ ୧୭ଶହ ଛୁଇଁଛି । ମହାରାଷ୍ଟ୍ରରେ ଓମକ୍ରନ୍ କେସ୍ ପାଞ୍ଚ ଶହ ପାର କରିଛି । ସେଠାରୁ ସର୍ବାଧିକ ୫୧୦ ସଂକ୍ରମିତ ଚିହ୍ନଟ…

ଜନ୍ ଆବ୍ରାହମ୍ ଓ ପତ୍ନୀ କରୋନା ପଜିଟିଭ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଜନ୍ ଆବ୍ରାହମଙ୍କୁ କରୋନା । ତାଙ୍କ ପତ୍ନୀ ପ୍ରିୟା ରୁଞ୍ଚଲ ବି କରୋନା ସଂକ୍ରମିତ ହୋଇଛନ୍ତି । ଦୁଇ ଜଣଙ୍କର କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଛି । ଏହାପରେ ଦୁହେଁ ହୋମ୍ ଆଇସୋଲେସନରେ ଅଛନ୍ତି । ଏନେଇ ଇନଷ୍ଟାଗ୍ରାମରେ ସୂଚନା ଦେଇଛନ୍ତି ସେଲିବ୍ରିଟି କପୁଲ । ଜନ୍…

ଦେଶରେ ବଢୁଛି କରୋନା କେସ୍: ଆଜି ୩୩ ହଜାର ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ ବଢୁଛି ଓମିକ୍ରନ୍ କେସ୍ । ତାସହ କରୋନା ସଂକ୍ରମିତଙ୍କ ସଂଖ୍ୟା ଉପରମୁହାଁ ହେଉଛି । ପ୍ରତିଦିନ ୪-୫ ହଜାର ବଢୁଛି ଦୈନିକ କେସ୍ । ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩୩ହଜାର ୭୫୦ ସଂକ୍ରମିତ । ଗତକାଲି ଅପେକ୍ଷା ୫ହଜାରରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି । ଦେଶରେ…

ରାଜ୍ୟରେ ୨୫ ଜିଲ୍ଲାରୁ ୪୨୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ବଢ଼ିନି କରୋନା ସଂକ୍ରମଣ । ଗତକାଲି ଯେତିକି ଚିହ୍ନଟ ହୋଇଥିଲେ ୨୪ ଘଣ୍ଟାରେ ସେତିକି ପଜିଟିଭ୍ ବାହାରିଛନ୍ତି । ଗତକାଲି ୨୦ ଜିଲ୍ଲାରୁ ୪୨୪ ସଂକ୍ରମିତ ହୋଇଥିଲେ । ଗତ ୨୪ ଘଣ୍ଟାରେ ୨୫ ଜିଲ୍ଲାରୁ ବାହାରିଛନ୍ତି ୪୨୪ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୪୬ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ଲୀଳାମୟ ଶ୍ରୀଜଗନ୍ନାଥଙ୍କ ପୂର୍ଣ୍ଣ ଅବତାର ଶ୍ରୀକୃଷ୍ଣଙ୍କୁ ଯେତେ ଭାବରେ ଜାଣିଲ ମଧ୍ୟ ସମ୍ପୂର୍ଣ୍ଣ ରୂପେ ତାଙ୍କୁ ଚିତ୍ରିତ କରି ହୁଏନି । ଅର୍ଥାତ ତାଙ୍କର ଗୁଣାବଳୀକୁ ପ୍ରକାଶ କରିହୁଏନି…

ଖୋର୍ଦ୍ଧା ଓ କଟକ ଜିଲ୍ଲାରେ ଦୈନିକ ସଂକ୍ରମଣ ପୁଣି ଉପରମୁହାଁ

ଭୁବନେଶ୍ୱର: ରାଜ୍ୟରେ ଅଚାନକ ବଢ଼ିଛି କରୋନା କେସ୍ । ଗତକାଲି ୨୯୮ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଆଜି ସଂଖ୍ୟା ଚାରି ଶହ ପାର କରିଛି । ଦୈନିକ ସଂକ୍ରମଣରେ ପୁଣି ଥରେ ଟେନସନ୍ ହୋଇଛି ଖୋର୍ଦ୍ଧା ଓ କଟକ ଜିଲ୍ଲା । ଏହି ଦୁଇ ଜିଲ୍ଲାରେ ସଂକ୍ରମଣ ବୃଦ୍ଧି ପାଇଛି । ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ୧୭୭…

ଦେଶରେ ୧୫ଶହ ପାର କଲା ଓମିକ୍ରନ୍ କେସ୍

ନୂଆଦିଲ୍ଲୀ: ଦେଶରେ ୨୩ ରାଜ୍ୟରେ ପଶିଲାଣି ଓମିକ୍ରନ୍ । ସଂକ୍ରମିତଙ୍କ ସଂଖ୍ୟା ବଢ଼ି ବଢି ଚାଲିଛି । ନୂଆ ଭାରିଆଣ୍ଟ କେସ୍ ୧୫ ଶହ ପାର କରିଛି । ସାରା ଦେଶରୁ ଚିହ୍ନଟ ହେଲେଣି ୧୫ଶହ ୨୫ ଓମିକ୍ରନ୍ ସଂକ୍ରମିତ । କେବଳ ମହାରାଷ୍ଟ୍ର ଓ ଦିଲ୍ଲୀରୁ ମୋଟ୍ ଆକ୍ରାନ୍ତଙ୍କ ଅଧାରୁ ଅଧିକ ବାହାରିଛନ୍ତି…

କରୋନାର ଲମ୍ବା ଲମ୍ଫ: ଦେଶରେ ଦିନକରେ ସଂକ୍ରମଣ ବଢ଼ିଲା ୨୧%

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ ମାଡ଼ି ମାଡ଼ି ଚାଲିଛି କରୋନା ସଂକ୍ରମଣ । ଦୈନିକ କେସ୍ ଅଚାନକ ଭାବରେ ବଢୁଛି । ଓମିକ୍ରନ୍ ଭାରିଆଣ୍ଟ ପରେ ଦେଶରେ ସଂକ୍ରମଣ ପୁଣି ଥରେ ଉପରମୁହାଁ ହୋଇଛି । ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୨୭ହଜାର ୫୫୩ ନୂଆ ଆକ୍ରାନ୍ତା । ଯାହାକି ଗତକାଲି ଅପେକ୍ଷା…

କରୋନା ଯୋଗୁ ରାଲି ଓ ସାଧାରଣ ସଭା ବ୍ୟାନ୍ କଲା ଏହି ରାଜ୍ୟ

ହାଇଦ୍ରାବାଦ: ଓମିକ୍ରନ୍ ମାଡୁଛି । କରୋନା କାୟା ମେଲାଉଛି । ସଂକ୍ରମଣ ବଢୁଥିବାରୁ ବଢ଼ିଲା କଟକଣା । ତେଲେଙ୍ଗାନାରେ ଏଣିକି ରଲି, ସାଧାରଣ ସଭା ଆୟୋଜନ ମନା । ଧାର୍ମିକ, ରାଜନୈତିକ ଓ ସାଂସ୍କୃତିକ ସମାବେଶରେ ଲୋକ ଏକାଠି ହେବା ଉପରେ ପ୍ରତିବନ୍ଧକ ଜାରି କରିଛନ୍ତି ତେଲେଙ୍ଗାନା ସରକାର ।…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୪୫ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ଅବତାରୀ ଶ୍ରୀଜଗନ୍ନାଥଙ୍କ ପୂର୍ଣ୍ଣ ଅବତାର ଶ୍ରୀକୃଷ୍ଣ ପ୍ରଥମେ ବିଭିନ୍ନ ଭାବର ପରିପ୍ରକାଶ ଘଟାଇ ନିଜର ମାଧୁର୍ଯ୍ୟ ଲୀଳାରେ ଅବତୀର୍ଣ ହୋଇଥିଲେ । ଏହି ଭାବ ଗୁଡିକ ମଧ୍ୟରେ, ସlଖ୍ୟଭାବ,…