Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଭୁବନେଶ୍ୱରରେ ବଢୁଛି କଣ୍ଟେନମେଣ୍ଟ ଜୋନ୍

ଭୁବନେଶ୍ୱର: ସଂକ୍ରମଣ ବଢୁଛି । ତାସହ ଭୁବନେଶ୍ୱରରେ ବଢଚି କଟକଣା । ଏକାଧିକ ସଂକ୍ରମିତ ଚିହ୍ନଟ ପରେ କରୋନା ଚେନରେ ବ୍ରେକ୍ ଲଗାଇବାକୁ ଗୋଟିଏ ପରେ ଗୋଟିଏ ସ୍ଥାନକୁ କଣ୍ଟେନମେଣ୍ଟ ଘୋଷଣା କରୁଛି ବିଏମସି । ରାଜଧାନୀର ଆଉ ୧୨ ଅଞ୍ଚଳକୁ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି…

ଆଜି ଦେଶରେ କମିଛି ସଂକ୍ରମିତଙ୍କ ସଂଖ୍ୟା, ଗତକାଲି ଅପେକ୍ଷା ୬.୫% କମ୍

ନୂଆଦିଲ୍ଲୀ: ଦେଶରେ ଆଜି କମିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତକାଲି ଅପେକ୍ଷା ୬.୫ ପ୍ରତିଶତ କମ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ସାରା ଦେଶରୁ ବାହାରିଛନ୍ତି ୧ଲକ୍ଷ ୬୮ହଜାର ୬୩ ନୂଆ ଆକ୍ରାନ୍ତ । ଗତକାଲି ଏହି ସଂଖ୍ୟା ଥିଲା ୧ଲକ୍ଷ ୭୯ହଜାର ୭୨୩ । ଅର୍ଥାତ୍ ପାଖାପାଖି ୧୦…

କରୋନା ମାରିଲା ଲମ୍ବା ଲମ୍ଫ: ଦିନକରେ ଓଡ଼ିଶାରୁ ୭ହଜାର ପଜିଟିଭ୍

ଭୁବନେଶ୍ୱର: ଓଡ଼ିଶାରେ ଲମ୍ବା ଲମ୍ଫ ମାରିଲା କରୋନା । ଦିନକରେ ୭ ହଜାର ସଂକ୍ରମିତ । ଗତକାଲି ଅପେକ୍ଷା ୩ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ସାରା ରାଜ୍ୟରୁ ୭ହଜାର ୭୧ ନୂଆ ଆକ୍ରାନ୍ତ ବାହାରିଛନ୍ତି । ଏମାନଙ୍କ ଭିତରେ ୧୮ ବର୍ଷ ଭିତରେ ଅଛନ୍ତି ୭୦୭ ଜଣ ଆକ୍ରାନ୍ତ ।…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୫୪ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଅନେକ ଗୁଣ ଆମେ ଆଲୋଚନା କରିସାରିଲେଣି। ଆଜି ତାଙ୍କର ବିଶେଷ ଗୁଣ ଯେଉଁଥିପାଇଁ ସେ ସମସ୍ତଙ୍କ ପ୍ରିୟ ତାହା ବର୍ଣ୍ଣନା କରିବା । ଭାବଗ୍ରାହୀ- ଓଡ଼ିଆର…

[ଭିଡ଼ିଓ] ମାଆ କାଳୀଙ୍କ ପ୍ରତିମାରୁ ବାହାରୁଛି ଝାଳ

ଭୁବନେଶ୍ୱର: କିଛି ଘଟଣା ବିଶ୍ୱାସ ନହେଲେ ବି ସତ । ଆମ ଆଖି ସାମନାରେ ଘଟୁଛି ବହୁ ଘଟଣା ସବୁ । ହେଲେ ତାର ସତ୍ୟତା କଣ ଆମ ଜ୍ଞାତ ସାର ବାହାରେ । ଏଇ ଯେମିତି ଦେବତାଙ୍କ ଦେହରୁ ବାହାରୁଛି ଝାଳ। ଏହି ଘଟଣା ଶୁଣିଲେ ସମ୍ପୁର୍ଣ୍ଣ ଆଶ୍ଚର୍ଯ୍ୟ ଲାଗିଥାଇ ପାରେ । ହେଲେ ଏହା ବାସ୍ତବରେ ଲୋକଙ୍କ…

ରାୟଗଡ଼ା MITS ଇଞ୍ଜିନିୟରିଂ କଲେଜର ୪୯ ଛାତ୍ରଛାତ୍ରୀ କରୋନା ପଜିଟିଭ୍

ରାୟଗଡ଼ା: ଶିକ୍ଷାନୁଷ୍ଠାରେ ମାଡୁଛି କରୋନା । ଛାତ୍ରଛାତ୍ରୀ ଓ କର୍ମଚାରୀ ପଜିଟିଭ୍ ବାହାରୁଛନ୍ତି । ରାୟଗଡ଼ାରେ ଥିବା ମଝିଘରିଆଣୀ ଇନିଷ୍ଟଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଏଣ୍ଡ ସାଇନ୍ସର (MITS) ୪୯ ଛାତ୍ରଛାତ୍ରୀ ସଂକ୍ରମିତ ହୋଇଛନ୍ତି । ଗତ ୬ ତାରିଖ ଦିନ ୫ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ…

ଦିନ କେଇଟା ଭିତରେ ଦିଲ୍ଲୀ, ମୁମ୍ବାଇ ଓ କୋଲକାତାରେ ପିକ୍ ଛୁଇଁବ କରୋନା

ନୂଆଦିଲ୍ଲୀ: ଦେଶରେ କେବେ ପିକ୍ ଛୁଇଁବ କରୋନାର ତୃତୀୟ ଲହର । ବିଭିନ୍ନ ସଂସ୍ଥା ଓ ବୈଜ୍ଞାନିକ ଭିନ୍ନ ଭିନ୍ନ ଆକଳନ କରୁଛନ୍ତି । ଆଉ କିଛି ଦିନ ଭିତରେ ଦିଲ୍ଲୀ, ମୁମ୍ବାଇ ଓ କୋଲକାତାରେ କରୋନା ସଂକ୍ରମଣ ପିକ୍ ଛୁଇଁବ । ଅର୍ଥାତ ଚଳିତ ମାସ ମଧ୍ୟଭାଗ ଭିତରେ ଏସବୁ ସହରରେ ସଂକ୍ରମଣ ଶୀର୍ଷରେ…

ଖୋର୍ଦ୍ଧା, ସୁନ୍ଦରଗଡ଼ ଓ ସମ୍ୱଲପୁରରେ ସଂକ୍ରମଣ ହାର ଜାତୀୟ ହାରଠାରୁ ବି ଅଧିକ

ଭୁବନେଶ୍ୱର: ରାଜ୍ୟରେ କରୋନା ଗ୍ରାଫ ଉପରମୁହାଁ । ଦୈନିକ ସଂକ୍ରମଣ ପାଞ୍ଚ ହଜାର ମୁହାଁ ହୋଇଛି । ସଂକ୍ରମଣର ଟପ୍ ଥ୍ରୀ ଜିଲ୍ଲାରେ ରହିଛି ଖୋର୍ଦ୍ଧା, ସୁନ୍ଦରଗଡ଼ ଓ ସମ୍ୱଲପୁର ଜିଲ୍ଲା । ଏସବୁ ଜିଲ୍ଲାରେ ପଜିଟିଭ୍ ହାରି ଅଧିକ ରହିଛି । ରାଜ୍ୟରେ ପଜିଟିଭ୍ ହାର ୬.୭୨ ପ୍ରତିଶତ ରହିଛି ।…

ଆଜି ରାଜ୍ୟରେ କୋଭିଡ୍ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଅପରାହ୍ଣରେ ରାଜ୍ୟରେ କୋଭିଡ୍ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାଢ଼େ ୫ଟାରେ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରିବେ । ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟ କମିଶନର, ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ…

୩ଟି ଜେଲର ୪୬ ଅନ୍ତେବାସୀ ଓ ୪୩ କର୍ମଚାରୀ କରୋନା ପଜିଟିଭ୍

ନୂଆଦିଲ୍ଲୀ: ଦେଶର ରାଜଧାନୀରେ କରୋନା କାୟା ମେଲାଇ ଚାଲିଛି । ଦୈନିକ ସଂକ୍ରମଣରେ ଲାଗୁନି ବ୍ରେକ୍ । ଦିଲ୍ଲୀ ଜେଲରେ ପଶିଲା କରୋନା । ୩ଟି ଜେଲର ୪୬ ଜଣ ଅନ୍ତେବାସୀ ଓ ୪୩ ଜଣ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଛନ୍ତି । ଏହାପରେ ଜେଲରେ ସଂକ୍ରମଣରେ ବ୍ରେକ୍ ଲଗାଇବାକୁ ଉଦ୍ୟମ ଚାଲିଛି ।…