Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଭୁବନେଶ୍ୱରରେ ବଢୁଛି କଣ୍ଟେନମେଣ୍ଟ ଜୋନ୍

ଭୁବନେଶ୍ୱର: ବଢୁଛି କରୋନା ସଂକ୍ରମଣ । ତାସହ ବଢୁଛି କଟକଣା । ଭୁବନେଶ୍ୱରରେ ଆଉ ୪ଟି ସ୍ଥାନକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ଭୁବନେଶ୍ୱର ମହାନଗର ନିଗମ । ନୟାପଲ୍ଲୀ ଓ ଭୀମପୁରର ଗୋଟିଏ ଲେଖାଏ ସ୍ଥାନକୁ କଣ୍ଟେନମେଣ୍ଟ କରାଯାଇଛି । ସେହିପରି ଶ୍ରୀକ୍ଷେତ୍ର ବିହାରରେ ଦୁଇଟି ଅଞ୍ଚଳକୁ…

ଦିଲୀପ ରାୟ କରୋନା ସଂକ୍ରମିତ

ଭୁବନେଶ୍ୱର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟ କରୋନା ସଂକ୍ରମିତ । ସେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଟ୍ୱିଟ୍ କରି ନିଜେ ଏହି ସୂଚନା ଦେଇଛନ୍ତି ଦିଲୀପ ରାୟ । ତାଙ୍କ ପାଖରେ ସାମାନ୍ୟ ଲକ୍ଷଣ ଦେଖାଦେଇଛି । ଡାକ୍ତରଙ୍କ ପରମର୍ଶରେ ସଂଗରୋଧରେ ଅଛନ୍ତି ଦିଲୀପ ରାୟ । ଏଥିସହ…

୨୬ ରାଜ୍ୟରେ ପଶିଲାଣି ଓମିକ୍ରନ୍, ମହାରାଷ୍ଟ୍ର ଓ ଦିଲ୍ଲୀରୁ ସର୍ବାଧିକ ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ କାୟା ମେଲାଇ ଚାଲିଛି ଓମିକ୍ରନ୍ । ୨୬ ରାଜ୍ୟରେ ପଶିଲାଣି । ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଛି । ବର୍ତ୍ତମାନ ସୁଦ୍ଧା ଦେଶରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୬ଶହ ୩୦ । ମହାରାଷ୍ଟ୍ର ଓ ଦିଲ୍ଲୀରେ ପାଖାପାଖି ଅଧା ନୂଆ ଭାରିଆଣ୍ଟ କେସ୍ ରହିଛି । ମହାରାଷ୍ଟ୍ରରୁ…

ଦେଶରେ ଲକ୍ଷେ ମୁହାଁ ଦୈନିକ କରୋନା ସଂକ୍ରମଣ, ମହାରାଷ୍ଟ୍ର ଓ ବଙ୍ଗରେ ମାଡୁଛି

ନୂଆଦିଲ୍ଲୀ: ଦେଶରେ ଲକ୍ଷେ ମୁହାଁ ହୋଇଛି ଦୈନିକ କରୋନା ସଂକ୍ରମଣ । ଗତକାଲି ୫୮ ହଜାର ପଜିଟିଭ୍ ଚିହ୍ନଟ ହୋଇଥିଲେ । ୨୪ ଘଣ୍ଟାରେ ସଂକ୍ରମିତଙ୍କ ସଂଖ୍ୟା ୯୦ ହଜାର ପାର କରିଛି । ଦିନକରେ ସାରା ଦେଶରୁ ୯୦ ହଜାର ୯୨୮ ନୂଆ ଆକ୍ରାନ୍ତ ବାହାରିଛନ୍ତି । ଗତକାଲି ଅପେକ୍ଷା ସଂକ୍ରମଣରେ ୫୬.୫…

କେନ୍ଦ୍ର ସ୍ୱାସ୍ଥ୍ୟ ରାଷ୍ଟ୍ରମନ୍ତ୍ରୀ କରୋନା ସଂକ୍ରମିତ

ନୂଆଦିଲ୍ଲୀ: କରୋନା ସଂକ୍ରମିତ ହେଲେ କେନ୍ଦ୍ର ସ୍ୱାସ୍ଥ୍ୟ ରାଷ୍ଟ୍ରମନ୍ତ୍ରୀ ଡ. ଭାରତୀ ପ୍ରବୀଣ ପାଓ୍ୱାର । ତାଙ୍କର କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଛି । ନିଜେ ଟ୍ୱିଟ୍ କରି କେନ୍ଦ୍ରମନ୍ତ୍ରୀ ଏହି ସୂଚନା ଦେଇଛନ୍ତି । ପଜିଟିଭ୍ ଚିହ୍ନଟ ପରେ ସେ ହୋମ୍ କ୍ୱାରେଣ୍ଟିନରେ ଅଛନ୍ତି । ନିକଟ…

ଓଡ଼ିଶାରେ ଦୁଇ ହଜାର ମୁହାଁ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମଣ । ଦୁଇ ହଜାର ମୁହାଁ ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ରାଜ୍ୟରୁ ୧୮୯୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମସ୍ତ ୩୦ ଜିଲ୍ଲାରୁ ନୂଆ ଆକ୍ରାନ୍ତ ବାହାରିଛନ୍ତି । କ୍ୱାରେଣ୍ଟିନରୁ ୧୧୦୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଥି ୭୯୧ । ୧୮…

ଉଦଘାଟିତ ହେଲା ସୋମା ବାଗଚୀଙ୍କର ଏକକ ଚିତ୍ରକଳା ପ୍ରଦର୍ଶନୀ

ଭୁବନେଶ୍ୱର : ବ୍ରହ୍ମେଶ୍ୱର ପାଟଣା ସ୍ଥିତ ସୁଭଦ୍ରା ଆର୍ଟ ଗ୍ୟାଲେରୀରେ ଶିଳ୍ପୀ ସୋମା ଏମ. ବାଗଚୀଙ୍କର ଏକ ଚିତ୍ରକଳା ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। । ଲୋକସଭା ଆୟୋଗର ଅଧ୍ୟକ୍ଷ ସତ୍ୟଜିତ ମହାନ୍ତି ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଏହି ପ୍ରଦର୍ଶନୀକୁ ଉଦଘାଟନ କରିଥିଲେ। ତ୍ୱରିତ ବରଣ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୪୯  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ଅବତାରୀ ଶ୍ରୀଜଗନ୍ନାଥଙ୍କ ପୂର୍ଣ୍ଣ ଅବତାର ଶ୍ରୀକୃଷ୍ଣଙ୍କ ବିଷୟ ଆଲୋଚନା ଜାରିଥିବା ସମୟରେ ଏକ ପ୍ରଶ୍ନ ଉଠିଛି । ଯଥା : ୧. ସମୁଦ୍ରରେ ଭାସୁଥିବା ଶ୍ରୀକୃଷ୍ଣଙ୍କ ଦେହାବଶେଷ ବ୍ରହ୍ମ…

ଦେଶରେ ୨୧୦୦ ଟପିଲା ଓମିକ୍ରନ୍‌ ମାମଲା; ମହାରାଷ୍ଟ୍ରରୁ ସର୍ବାଧିକ

ନୂଆଦିଲ୍ଲୀ: ଦେଶରେ କାୟା ବିସ୍ତାର କରୁଛି ଓମିକ୍ରନ୍‌। ବୁଧବାର ଭାରତରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧୩୫କୁ ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା ଓମିକ୍ରନ୍‌ରୁ ୮୨୮ ରୋଗୀ ସୁସ୍ଥ ହୋଇଛନ୍ତି। ମହାରାଷ୍ଟ୍ର ଏବଂ ଦିଲ୍ଲୀରେ ଓମିକ୍ରନ୍‌ ମାମଲା ସର୍ବାଧିକ ରହୁଥିବା ରିପୋର୍ଟ ହୋଇଛି।…

ଜାନୁଆରୀ ଶେଷ ଆଡକୁ ଭାରତରେ ଓମିକ୍ରନ୍ ପିକ୍, ଦୈନିକ ସଂକ୍ରମଣ କେତେ ରହିବ ଜାଣନ୍ତୁ

ନୂଆଦିଲ୍ଲୀ: ଦେଶରେ କରୋନା ଦେଖାଇଲାଣି ନାଲି ଆଖି । କାୟା ବିସ୍ତାର କରି ଚାଲିଛି । ୨୩ ରାଜ୍ୟରେ ପଶିଲାଣି ଓମିକ୍ରନ୍ । ନୂଆ ଭାରିଆଣ୍ଟ ଯୋଗୁ ସଂକ୍ରମଣ ପୁଣି ଥରେ ଶିଖର ମୁହାଁ ହେଲାଣି । ଜାନୁଆରୀ ଶେଷ କିମ୍ବା ଫେବ୍ରୁଆରୀ ଆରମ୍ଭରେ ଭାରତରେ ଓମିକ୍ରନ୍ ସଂକ୍ରମ ପିକ୍ ଛୁଇଁବ । ପିକ୍ ବେଳେ…