Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଦେଶରେ ୧୫ଶହ ପାର କଲା ଓମିକ୍ରନ୍ କେସ୍

ନୂଆଦିଲ୍ଲୀ: ଦେଶରେ ୨୩ ରାଜ୍ୟରେ ପଶିଲାଣି ଓମିକ୍ରନ୍ । ସଂକ୍ରମିତଙ୍କ ସଂଖ୍ୟା ବଢ଼ି ବଢି ଚାଲିଛି । ନୂଆ ଭାରିଆଣ୍ଟ କେସ୍ ୧୫ ଶହ ପାର କରିଛି । ସାରା ଦେଶରୁ ଚିହ୍ନଟ ହେଲେଣି ୧୫ଶହ ୨୫ ଓମିକ୍ରନ୍ ସଂକ୍ରମିତ । କେବଳ ମହାରାଷ୍ଟ୍ର ଓ ଦିଲ୍ଲୀରୁ ମୋଟ୍ ଆକ୍ରାନ୍ତଙ୍କ ଅଧାରୁ ଅଧିକ ବାହାରିଛନ୍ତି…

କରୋନାର ଲମ୍ବା ଲମ୍ଫ: ଦେଶରେ ଦିନକରେ ସଂକ୍ରମଣ ବଢ଼ିଲା ୨୧%

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ ମାଡ଼ି ମାଡ଼ି ଚାଲିଛି କରୋନା ସଂକ୍ରମଣ । ଦୈନିକ କେସ୍ ଅଚାନକ ଭାବରେ ବଢୁଛି । ଓମିକ୍ରନ୍ ଭାରିଆଣ୍ଟ ପରେ ଦେଶରେ ସଂକ୍ରମଣ ପୁଣି ଥରେ ଉପରମୁହାଁ ହୋଇଛି । ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୨୭ହଜାର ୫୫୩ ନୂଆ ଆକ୍ରାନ୍ତା । ଯାହାକି ଗତକାଲି ଅପେକ୍ଷା…

କରୋନା ଯୋଗୁ ରାଲି ଓ ସାଧାରଣ ସଭା ବ୍ୟାନ୍ କଲା ଏହି ରାଜ୍ୟ

ହାଇଦ୍ରାବାଦ: ଓମିକ୍ରନ୍ ମାଡୁଛି । କରୋନା କାୟା ମେଲାଉଛି । ସଂକ୍ରମଣ ବଢୁଥିବାରୁ ବଢ଼ିଲା କଟକଣା । ତେଲେଙ୍ଗାନାରେ ଏଣିକି ରଲି, ସାଧାରଣ ସଭା ଆୟୋଜନ ମନା । ଧାର୍ମିକ, ରାଜନୈତିକ ଓ ସାଂସ୍କୃତିକ ସମାବେଶରେ ଲୋକ ଏକାଠି ହେବା ଉପରେ ପ୍ରତିବନ୍ଧକ ଜାରି କରିଛନ୍ତି ତେଲେଙ୍ଗାନା ସରକାର ।…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୪୫ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ଅବତାରୀ ଶ୍ରୀଜଗନ୍ନାଥଙ୍କ ପୂର୍ଣ୍ଣ ଅବତାର ଶ୍ରୀକୃଷ୍ଣ ପ୍ରଥମେ ବିଭିନ୍ନ ଭାବର ପରିପ୍ରକାଶ ଘଟାଇ ନିଜର ମାଧୁର୍ଯ୍ୟ ଲୀଳାରେ ଅବତୀର୍ଣ ହୋଇଥିଲେ । ଏହି ଭାବ ଗୁଡିକ ମଧ୍ୟରେ, ସlଖ୍ୟଭାବ,…

[ଭିଡ଼ିଓ] ମେହରାନଗଢ ଦୁର୍ଗର ଅଭିଶପ୍ତ ଅଷ୍ଟମ ଦ୍ୱାର

ଭୁବନେଶ୍ୱର: ଭାରତରେ ଅନେକ ମଠ ମନ୍ଦିର ରହିଛି । ତା ସହିତ ପୁରୁଣା ଇତିହାସ ସହ ସମ୍ପର୍କିତ ରହିଛି ଅନେକ ଦୁର୍ଗ । ଦେଶରେ ଏମିତି ଶହଶହ ଦୁର୍ଗ ରହିଛି । ଆଉ ଦୁର୍ଗ ଗୁଡିକୁ ନେଇ ବି ରହିଛି ଅନେକ କଥା । ସବୁଠି କିଛି ନା କିଛି ରହସ୍ୟ ବି ରହିଛି । ହେଲେ ବହୁତ କିଛି ଏମିତି ରହିଛି ଯେଉଁଠି…

[ଭିଡ଼ିଓ] ଦେବାଦେବୀଙ୍କ ଦେହରୁ ବାହାରୁଛି ଝାଳ!

ଭୋପାଳ: କିଛି ଘଟଣା ବିଶ୍ୱାସ ନହେଲେ ବି ସତ । ଆମ ଆଖି ସାମନାରେ ଘଟୁଛି ଘଟଣା ସବୁ। ଯାହା ଆମେ ବିଶ୍ୱାସ ନକରିଲେ ବି ସତ। ଏଇ ଯେମିତି ଦେବତାଙ୍କ ଦେହରୁ ବାହାରୁଛି ଝାଳ। ଏହି ଘଟଣା ଶୁଣିଲେ ସମ୍ପୁର୍ଣ୍ଣ ଆଶ୍ଚର୍ଯ୍ୟ ଲାଗିଥାଇ ପାରେ । ହେଲେ ଏହା ବାସ୍ତବରେ ଲୋକଙ୍କ ସମ୍ମୁଖରେ ହିଁ ଘଟିଥାଏ।…

ଓଡ଼ିଶାରେ ଏଯାଏ ଗୋଷ୍ଠୀ ସଂକ୍ରମଣ ହୋଇନି: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ଓଡ଼ିଶାରେ ବଢୁଛି କରୋନା କେସ୍ । ୨୪ ଘଣ୍ଟାରେ ୨୯୮ ସଂକ୍ରମିତ ହୋଇଛନ୍ତି । ୧୪ ଜଣ ଓମିକ୍ରନ୍ ପଜିଟିଭ୍ ବାହାରିଛନ୍ତି । କିନ୍ତୁ ରାଜ୍ୟରେ ଗୋଷ୍ଠୀ ସଂକ୍ରମଣ ନେଇ ପ୍ରାମାଣିକ ତଥ୍ୟ ନାହିଁ । ଏହି ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର । ସେ…

ଦେଶରେ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୧୪୩୧କୁ ବୃଦ୍ଧି

ନୂଆଦିଲ୍ଲୀ: ଦେଶରେ ମାଡି ଚାଲିଛି ଓମିକ୍ରନ୍ । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି । ବର୍ତ୍ତମାନ ସୁଦ୍ଧା ନୂଆ ଭାରିଆଣ୍ଟରେ ସଂକ୍ରମିତ ହେଲେଣି ୧୪ଶହ ୩୧ ଜଣ । ମହାରାଷ୍ଟ୍ରରେ ସର୍ବାଧିକ ୪୫୪ ଓ ଦିଲ୍ଲୀରୁ ୩୫୧ ପଜିଟିଭ୍ କେସ୍ ବାହାରିଛି । ଏହି ଦୁଇଟି ରାଜ୍ୟରୁ କେବଳ ଅଧାରୁ ଅଧିକ…

ଦେଶରେ ଦିନକରେ ୩୫% ବଢ଼ିଲା କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କାୟା ମେଲାଇ ଚାଲିଛି କରୋନା । ଦୈନିକ ସଂକ୍ରମଣ ବଢ଼ି ବଢ଼ି ଚାଲିଛି । ଗତ ସପ୍ତାହରେ ୧୦ ହଜାର ତଳେ ରହିଥିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା । ଚଳିତ ସପ୍ତାହରେ ୨୦ ହଜାର ପାର କରିଛି । ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୨୨ହଜାର ୭୭୫ ସଂକ୍ରମିତ ।…

୧୫-୧୮ ବର୍ଷଙ୍କୁ ଟିକାକରଣ ପାଇଁ ଆଜିଠୁ ପଞ୍ଜିକରଣ, ଜାଣନ୍ତୁ ରେଜିଷ୍ଟ୍ରସନ୍ ପ୍ରକ୍ରିୟା

ନୂଆଦିଲ୍ଲୀ: ନୂଆବର୍ଷରେ ନୂଆ ଅଭିଯାନ । ଆସନ୍ତା ୩ ତାରିଖରୁ ଦେଶବ୍ୟାପୀ ଆରମ୍ଭ ହେବ ୧୫-୧୮ ବର୍ଷ ବର୍ଗରେ କୋଭିଡ୍ ଟିକାକରଣ । ଏଥିପାଇଁ ଆଜିଠୁ ଆରମ୍ଭ ହେବ ପଞ୍ଜିକରଣ । ଏଥିପାଇଁ କୋ ଓ୍ୱିନ୍ ପୋର୍ଟାଲରେ ଆରମ୍ଭ ହେବ ରେଜିଷ୍ଟ୍ରେସନ୍ । ୧୫-୧୮ ବର୍ଷ ବୟସ୍କଙ୍କୁ କେବଳ କୋଭାକ୍ସିନ୍ ଟିକା…