Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୪୦ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଗଜାନନ ରୂପକୁ ସ୍ନାନ ମଣ୍ଡପରେ ଦର୍ଶନ କଲେ ମଣିଷର ଜ୍ଞାନର ଉଦୟ ହୁଏ । କାରଣ ଶାସ୍ତ୍ର କହେ "ମହୋଦର ଇତି ଖ୍ୟାତୋ ଜ୍ଞାନ ବ୍ରହ୍ମ ପ୍ରକାଶକ । " ଅର୍ଥାତ…

ରାଜ୍ୟରେ ୨୫ ଲକ୍ଷରୁ ଅଧିକ ପିଲା ଟିକା ନେବେ, ପଞ୍ଜିକରଣ କରିବାକୁ ପଡ଼ିବ

ଭୁବନେଶ୍ୱର: ଜାନୁଆରୀ ୩ ତାରିଖରୁ ଦେଶବ୍ୟାପୀ ଆରମ୍ଭ ହେବ କିଶୋରଙ୍କୁ ଟିକାକରଣ । ୧୫-୧୮ ବର୍ଷ ଭିତରେ ବୟସ୍କ କରୋନା ଟିକା ନେବେ । ଓଡ଼ିଶାରେ ଏହି ବୟସ ବର୍ଗରେ ଅଛନ୍ତି ୨୫ ଲକ୍ଷ ୫୩ ହଜାର । ଟିକା ନେବା ପାଇଁ ସେମାନଙ୍କୁ ପଞ୍ଜିକରଣ କରିବାକୁ ପଡ଼ିବ । ଏହି ସୂଚନା ଦେଇଛନ୍ତି ରାଜ୍ ପରିବାର…

ଦେଶରେ ପାଖାପାଖି ୬୦୦ ହେଲାଣି ଓମିକ୍ରନ୍ କେସ୍

ନୂଆଦିଲ୍ଲୀ: ଦେଶରେ ମାଡୁଛି ଓମିକ୍ରନ୍ । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି । ଦିଲ୍ଲୀ ଓ ମହାରାଷ୍ଟ୍ରରେ ବଢ଼ି ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ଦେଶରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୭୮କୁ ବୃଦ୍ଧି ପାଇଛି । ଦିଲ୍ଲୀରୁ ବାହାରିଛି ସର୍ବାଧିକ ୧୪୨ ଜଣ ନୂଆ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୩୯  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ନାନ ଯାତ୍ରା ବିଷୟରେ ଅଳ୍ପ କିଛି ଆଲୋଚନା କରିଥିଲେ । ଆଜି ସ୍ନାନ ପରେ ଅନୁଷ୍ଠିତ ହେଉଥିବା ଗଜବେଶ ବା ଗଜାନନ ବେଶ ସମ୍ପର୍କରେ ଜାଣିବା । ଇତିହାସ କହେ…

ଫ୍ରାନ୍ସରେ କରୋନାର ସୁନାମୀ: ଦିନକରେ ରେକର୍ଡ ଲକ୍ଷେରୁ ଅଧିକ ସଂକ୍ରମିତ

ପ୍ୟାରିସ: ଫ୍ରାନ୍ସରେ ପୁଣି ଥରେ ସୁନାମୀ ଆଣିଛି ମହାମାରୀ । ଦୈନିକ ସଂକ୍ରମଣରେ ନୂଆ ରେକର୍ଡ । ଲକ୍ଷେ ଟପିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଫ୍ରାନ୍ସରୁ ଚିହ୍ନଟ ହୋଇଛନ୍ତି ୧ଲକ୍ଷ ୪ହଜାର ୬୧୧ ନୂଆ ଆକ୍ରାନ୍ତ । ଲଗାତାର ତୃତୀୟ ଦିନରେ ରେକର୍ଡ ସଂଖ୍ୟକ ସଂକ୍ରମିତ ଚିହ୍ନଟ…

ଓଡ଼ିଶାରୁ ଆଉ ୪ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ବଢୁଛି ଓମିକ୍ରନ୍ କେସ୍ । ଆଉ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜିନୋମ୍ ସିକ୍ୱେନ୍ସିଂରୁ ଆଉ ୪ ଜଣ କରୋନା ଆକ୍ରାନ୍ତଙ୍କ ପାଖରେ ଓମିକ୍ରନ୍ ଷ୍ଟ୍ରେନ୍ ବାହାରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗକୁ ଜଣାଇଛି ଆଇଏଲଏସ୍ । ଦୁଇ ଜଣ ନାଇଜେରିଆରୁ ଓ ଆଉ ଦୁଇ ଜଣ…

ଆଜି ରାଜ୍ୟରୁ ୧୧୨ କରୋନା ପଜିଟିଭ୍

ଭୁବନେଶ୍ୱର: ଓଡ଼ିଶାରେ ତଳକୁ ତଳକୁ ଖସୁଛି କରୋନା କାୟା । ଶହେ ମୁହାଁ ଦୈନିକ କେସ୍ । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୧୨ ନୂଆ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୬୭ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୫ଟି । ୧୮ ବର୍ଷ ଭିତରେ ଆଉ ୧୭ ଜଣ ପଜିଟିଭ୍ ବାହାରିଛନ୍ତି ।…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୩୮ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ମହାପ୍ରଭୁ ଜଗନ୍ନାଥଙ୍କ ସ୍ନାନ ଯାତ୍ରା ଅନୁଷ୍ଠିତ ହେଉଛି, ଏଠାରେ ପ୍ରଶ୍ନ ଉଠେ ମହାପ୍ରଭୁ ତ ପ୍ରତିଦିନ ସ୍ନାନ କରନ୍ତି, ତେବେ ଏ ସ୍ୱତନ୍ତ୍ର ସ୍ନାନ ଉତ୍ସବ କଣ ପାଇଁ ? ଏଇଠି ଗୋଟିଏ କଥା…

କର୍ତ୍ତବ୍ୟନିଷ୍ଠ ମହିଳା ସ୍ୱାସ୍ଥ୍ୟକର୍ମୀ, ଓଟ ଚଢି ଦେଉଛନ୍ତି କୋଭିଡ୍ ଟିକା

ଭୁୁବନେଶ୍ୱର: କୋଭିଡ ମହାମାରୀରେ ସ୍ୱାସ୍ଥ୍ୟକର୍ମୀଙ୍କ ଅତୁଳନୀୟ ଅବଦାନକୁ ମାପିବା ତାଙ୍କ କର୍ତ୍ତବ୍ୟନିଷ୍ଠା ପ୍ରତି ପ୍ରଶ୍ନ ଉଠାଇବା ସଦୃଶ । ମାରାତ୍ମକ କରୋନା ଭାଇରସକୁ ଦୂରେଇବାରେ ଦିନରାତି ଏକ କରିଦେଇଥିଲା ସ୍ୱାସ୍ଥ୍ୟ ବିଭାଗ । ଭାକ୍ସିନେସନ୍ ସେଣ୍ଟରକୁ ବାଦ୍ ଦେଲେ ଘରେଘରେ…

କରୋନା ପରେ ଲାଇଫ୍ ସପୋର୍ଟରେ ୬୫ ଦିନ, ଫୁସଫୁସ ପ୍ରତିରୋପଣ ନକରି ସୁସ୍ଥ ହେଲା ନାବାଳକ

ହାଇଦ୍ରାବାଦ: କଥାରେ ଅଛି ଯାହାକୁ ରଖିବେ ଅନନ୍ତ, କି କରିପାରେ ବଳବନ୍ତ । ଆୟୁଷ ଥିଲେ ଯମ ବି କିଛି କରି ପାରିବ ନାହିଁ ବୋଲି କୁହାଯାଏ । ଏକଥାର ଯଥାର୍ଥତା ଦେଖିବାକୁ ମିଳିଛି ହାଇଦ୍ରାବାଦରେ । ଜଣେ ୧୨ ବର୍ଷର ବାଳକ କରୋନା ସଂକ୍ରମିତ ହେବା ପରେ ୬୫ ଦିନ ଲାଇଫ ସପୋର୍ଟରେ ଥିଲେ । ଫୁସଫୁସ…