Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଭାରତରେ ୨-୩ ସପ୍ତାହରେ ୧୦୦୦ ଛୁଇଁବ ଓମିକ୍ରନ୍ କେସ୍, ଦୁଇ ମାସରେ ୧୦ ଲକ୍ଷ ଟପିଯିବ !

ନୂଆଦିଲ୍ଲୀ: ଦେଶରେ ଓମିକ୍ରନ୍ କେସ୍ ବଢୁଛି । ୧୭ ରାଜ୍ୟରୁ ଚିହ୍ନଟ ହେଲେଣି ୪୧୫ ଆକ୍ରାନ୍ତ । ଆଗାମୀ ୨-୩ ସପ୍ତାହରେ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ହଜାରେ ଛୁଇଁପାରେ । ପରବର୍ତ୍ତୀ ଦୁଇ ମାସରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ହୋଇପାରେ । ଏଭଳି ଆଶଙ୍କା କରିଛନ୍ତି କେରଳର କୋଭିଡ୍…

ଦେଶରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୧୫, ସୁସ୍ଥ ହେଲେଣି ୧୧୫

ନୂଆଦିଲ୍ଲୀ: ଦେଶରେ ମାଡୁଛି ଓମିକ୍ରନ୍ । ସଂକ୍ରମିତଙ୍କ ସଂଖ୍ୟା ବଢଛି । ବର୍ତ୍ତମାନ ସୁଦ୍ଧା ୧୭ ରାଜ୍ୟରୁ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହେଲେଣି । ଦେଶରେ ନୂଆ ଭାରିଆଣ୍ଟ ଜନିତ ଆକ୍ରାନ୍ତଙ୍କ ସଂଖ୍ୟା ୪୧୫କୁ ବୃଦ୍ଧି ପାଇଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୩୭ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପୁରୁଷୋତ୍ତମ ଜଗନ୍ନାଥଙ୍କ କ୍ଷେତ୍ରରେ ବାର ମାସରେ ତେର ଯାତ୍ରା ହୁଏ ବୋଲି ଲୋକମୁଖରେ ପ୍ରଚଳିତ ପ୍ରବାଦରୁ ଜଣାଯାଏ । ପ୍ରାଚୀନ ଗ୍ରନ୍ଥ ନୀଳାଦ୍ରି ମହୋଦୟ, ଯାତ୍ରା ଭାଗବତ ଇତ୍ୟାଦିରେ ଏ…

୩୦୦ ଟପିଲା ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଓମିକ୍ରନ୍ ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଗୁରୁବାର ଦିନ ଗୋଟିଏ ଦିନରେ ରେକର୍ଡ ୮୪ ଟି ନୂଆ ମାମଲା ରିପୋର୍ଟ ହୋଇଛି। ଏହା ସହିତ ଦେଶରେ ଓମିକ୍ରନ୍ ଭାରିଆଣ୍ଟର ମୋଟ ମାମଲା ୩୪୧ ଅତିକ୍ରମ କରିଛି। ଏହାପୂର୍ବରୁ ବୁଧବାର ଦିନ ଓମିକ୍ରନ୍‌ ମାମଲା ୨୦୦ ଟପିଛି।…

ଆଜି ରାଜ୍ୟରୁ ୧୪୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣରେ ରହିଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୧୯ ଜିଲ୍ଲାରୁ ବାହାରିଛନ୍ତି ୧୪୧ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟିନରୁ ୮୪ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ୫୭ ରହିଛି । ୧୮ ବର୍ଷ ଭିତରେ ଆଉ ୧୯ ଜଣ ପଜିଟିଭ୍ ବାହାରିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୮…

ଓମିକ୍ରନ୍ ଭୟ: ୫ ରାଜ୍ୟରେ ନିର୍ବାଚନ ଟାଳିବାକୁ କହିଲେ ଆହ୍ଲାବାଦ ହାଇକୋର୍ଟ

ଲକ୍ଷ୍ନୌ: ଆସନ୍ତାବର୍ଷା ଫେବ୍ରୁଆରୀ-ମାର୍ଚ୍ଚରେ ଉତ୍ତରପ୍ରଦେଶ, ପଞ୍ଜାବ ସମେତ ୫ ରାଜ୍ୟରେ ବିଧାନସଭା ନିର୍ବାଚନ ହେବ । ତାରିଖ ଘୋଷଣା ହୋଇ ନଥିଲେ ବି ଉଷ୍ଣତା ବଢ଼ିଛି । ଏହାରି ଭିତରେ ସାରା ଦେଶରେ ଓମିକ୍ରନ୍ ମାମଲା ବି ବଢିବାରେ ଲାଗିଛି । କେନ୍ଦ୍ର ସରକାର ବଡ଼ ବଡ଼ କାର୍ୟ୍ୟକ୍ରମ, ସଭା…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୩୬  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ଶ୍ରୀଜଗନ୍ନାଥ ସ୍ୱୟଂ ହିଁ ବିଶ୍ୱରାଟ, ସ୍ୱରଟ, ସମ୍ରାଟ ଓ ବିରାଟ । ସେଥିପାଇଁ ସର୍ବନାମ, ସର୍ବକର୍ମ ସ୍ୱରୂପ ଶ୍ରୀଜଗନ୍ନାଥଙ୍କୁ ବାସୁଦେବାୟ ଭାବରେ ଉପାସନା କରାଗଲା । ବାସୁଦେବ, କୌଣସି…

[ଭିଡ଼ିଓ] ୪୦ ବର୍ଷ ପରେ ଜଳ ସମାଧିରେ କାଞ୍ଚିପୁରମ୍ ଭରଦାର ସ୍ୱାମୀ

ଭୁବନେଶ୍ୱର: କିଛି ଘଟଣା ବିଶ୍ୱାସ ନହେଲେ ବି ସତ । ଆମ ଚାରିପଟେ ଏମିତି କିଛି ଆଶ୍ଚର୍ଯ୍ୟଜନକ ଘଟଣା ଘଟୁଥାଏ। ହେଲେ ସବୁକିଛି ଆମ ଜ୍ଞାତ ସାର ବାହାରେ ଆମେ ଚାହିଁଲେ ବି ତାର ରହସ୍ୟ ଆଗୋଚରରେ ରହିଥାଏ । ଏଇ ଯେମିତି ବିଷ୍ଣୁଙ୍କ ମନ୍ଦିର । ଭାରତର ୧୦୮ ଦିବ୍ୟ ବିଷ୍ଣୁ ମନ୍ଦିର ମଧ୍ୟରୁ…

ଭାରତରେ ଓମିକ୍ରନ୍ ଚିନ୍ତା: ଆଜି ପ୍ରଧାନମନ୍ତ୍ରୀ ଡାକିଛନ୍ତି ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ: ଦେଶରେ ବଢ଼ି ଚାଲିଛି ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା । ନୂଆ ଭାରିଆଣ୍ଟରେ ବର୍ତ୍ତମାନ ସୁଦ୍ଧା ୨୧୩ ଜଣ ପଜିଟିଭ୍ ବାହାରିଲେଣି । ମହାରାଷ୍ଟ୍ର ଓ ଦିଲ୍ଲୀରେ ଆକ୍ରାନ୍ତଙ୍କ କେସ୍ ବଢୁଛି । ଆଗକୁ ଖ୍ରୀଷ୍ଟମାସ ଓ ନୂଆବର୍ଷ । ଯଦିଓ ସେଲିବ୍ରେସନ୍ ଉପରେ ବିଭିନ୍ନ ରାଜ୍ୟ କଟକଣା…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୩୫ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଆମେ କୃଷ୍ଣ ରୂପେ ବିବେଚନା କରି ଆବାହନ କରୁ "ଓଁ କ୍ଲିଂ କୃଷ୍ନାୟ ଗୋବିନ୍ଦାୟ ଗୋପୀଜନବଲଭାୟ ସ୍ୱାହା ।" ଶ୍ରୀ ବଳଭଦ୍ରଙ୍କୁ ବଳରାମ ଭାବରେ ଆବାହନ କରୁ "ଓଁ…