Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ସ୍କୁଲ ରୂପାନ୍ତର ପର୍ବ : ୪ଟି ଜିଲ୍ଲାର ୧୩୮ଟି ରୂପାନ୍ତରିତ ସ୍କୁଲ ଲୋକାର୍ପଣ

ଭୁବନେଶ୍ୱର: ହାଇଟେକ୍ ହେଉଛି ହାଇସ୍କୁଲ । ୫-ଟି ଅଧିନରେ ସ୍କୁଲ ଟ୍ରାନ୍ସଫର୍ମେସନ ଜରିଆରେ ବଦଳୁଛି ସ୍କୁଲର ନକ୍ସା । ନୂଆ ରୂପରେ ସ୍କୁଲ , ଶ୍ରେଣୀଗୃହ, ଲାଇବ୍ରେରୀ । ପିଲାଙ୍କୁ ସରକାରୀ ସ୍କୁଲ ପ୍ରତି ଆକୃଷ୍ଟ କରିବାକୁ ଅତ୍ୟାଧୁନିକ ଜ୍ଞାନ କୌଶଳରେ ପାଠପଢା । ଆଜି ଶିଶୁ ଦିବସ ଅବସରରେ ୪ଟି…

ଆଜି ରାଜ୍ୟରୁ ୨୬୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟାରେ ରାଜ୍ୟ‌ରେ ୨୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮ ବର୍ଷ ଭିତରେ ୪୨ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୫୩ ଜଣ ସଂକ୍ରମିତ କ୍ବାରେଣ୍ଟାଇନ୍‌ରୁ ଥିବା ବେଳେ ୧୦୯ ଟି ଲୋକାଲ୍‌ କେସ୍‌ ରହିଛି। ସେହିପରି ବାଲେଶ୍ବରରୁ ୧୨,…

[ଭିଡ଼ିଓ] ରଙ୍ଗ ବଦଳାଉଥିବା ମା’ଧାରୀ ଦେବୀ ମୂର୍ତ୍ତି

ଜମ୍ମୁ: ଶୁଣିଲେ ଘଟଣା ବେଶ ଆଶ୍ଚର୍ଯ୍ୟ ଲାଗେ । ନିଜ ଆଖିରେ ନଦେଖିଲେ ବିଶ୍ୱାସ କରିହୁଏନି । ଆମ ସାମନାରେ ପ୍ରତିଦିନ ଏମିତି କିଛି ନା କିଛି ଘଟଣା ଘଟିଚାଲିଛି। ଯାହାର ସତ୍ୟତା କିନ୍ତୁ ଆମକୁ ଅଗୋଚର ରହିଛି । ସେହିଭଳି ଏକ ମନ୍ଦିର ରହିଛି ଉତ୍ତରାଖଣ୍ଡରେ । ଶ୍ରୀନଗରଠାରୁ ପ୍ରାୟ…

ପଦ୍ମଶ୍ରୀରେ ସମ୍ମାନିତ ହୋଇ ଫେରିଲେ ରଙ୍ଗବତୀ ଗୀତିକାର ମିତ୍ରଭାନୁ ଗୌନ୍ତିଆ

ଝାରସୁଗୁଡା : ପଦ୍ମଶ୍ରୀରେ ସମ୍ମାନିତ ହୋଇ ଫେରିଲେ ମିତ୍ରଭାନୁ ଗୌନ୍ତିଆ । ରଙ୍ଗବତୀ ଗୀତିକାର ମିତ୍ରଭାନୁ ଗୌନ୍ତିଆଙ୍କୁ ଝାରସୁଗୁଡାରେ ଦିଆଗଲା ସମ୍ବର୍ଦ୍ଧନା । ବିଶ୍ଵରେ ସମ୍ବଲପୁରୀ ଗୀତର ପ୍ରଚାର ପ୍ରସାରରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଗୀତିକାର ମିତ୍ରଭାନୁ ଗୌନ୍ତିଆଙ୍କୁ…

ଋଷିଆ ସାହିତ୍ୟିକ ଫିଓଡର ମିଖାଇଲୋଭିଚ୍ ଦସ୍ତୋଭସ୍କିଙ୍କ ଜୟନ୍ତୀ

ଭୁବନେଶ୍ୱର: କିମ୍ବଦନ୍ତୀ ଋଷିଆ ସାହିତ୍ୟିକ ଫିଓଡର ମିଖାଇଲୋଭିଚ୍ ଦସ୍ତୋଭସ୍କିଙ୍କ ଜୟନ୍ତୀ ପାଳନ ହୋଇଛି । ଭୁବନେଶ୍ୱର କ୍ଲବ ପରିସରରେ ଏହି ଦ୍ୱିଶତବାର୍ଷିକୀ ଜୟନ୍ତୀ ଗୁରୁବାର ପାଳିତ ହୋଇଯାଇଛି । ଜଣେ ବିଶିଷ୍ଟ ସାହିତ୍ୟିକାର ଭାବେ ତାଙ୍କର ବେଶ ଦବଦବା ରହିଥିଲା । କାଫ୍‌କା ଓ…

କୋଭାକ୍ସିନ୍ ୭୭.୮% ଫଳପ୍ରଦ

ନୂଆଦିଲ୍ଲୀ: କରୋନା ମହାମାରୀ ବିରୋଧରେ ଭାରତ ବାୟୋଟେକର ସ୍ୱଦେଶୀ ଟିକା କୋଭାକ୍ସିନ ୭୭.୮ ପ୍ରତିଶତ ପ୍ରଭାବୀ । ଲକ୍ଷଣଯୁକ୍ତ କରୋନା କେସରେ ଏହା ଫଳପ୍ରଦ । କୋଭାକ୍ସିନର ତୃତୀୟ ପର୍ୟ୍ୟାୟ ପରୀକ୍ଷଣ ପରେ ଏହାର ନିରାପତ୍ତା ଓ ଫଳପ୍ରଦତା ଉପରେ ଏଭଳି ତଥ୍ୟ ଦେଇଛି ମେଡିକାଲ୍ ଜର୍ଣ୍ଣାଲ ଲାନସେଟ୍…

ରାଜ୍ୟରୁ ୨୪ ଘଣ୍ଟାରେ ୨୭୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା କାୟା କମୁଛି । ଏଣିକି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ପାଖାପାଖି ୩ଶହ ଭିତରେ ରହୁଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୨୭୧ ନୂଆ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ଅଛନ୍ତି ୧୫୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୧୩ଟି । ୧୮ ବର୍ଷ…

ଗୁରୁ ଖଗେଶ୍ୱର ମାର୍ଥା ଓ ସାଥୀଙ୍କ ଦ୍ୱାରା ପାଲା ପରିବେଷିତ

ଭୁବନେଶ୍ୱର : ଭାରତୀୟ ବିଦ୍ୟା ଭବନ ଏବଂ ଇମ୍ଫୋସିସ ଫାଉଣ୍ଡେସନର ମିଳିତ ସହଯୋଗରେ ବାଣୀଶ୍ରୀ କଳା ନିକେତନର ଗାୟକ ରତ୍ନ ଗୁରୁ ଖଗେଶ୍ୱର ମାର୍ଥା ଏବଂ ସାଥୀଙ୍କ ଦ୍ୱାରା ପାଲା ପରିବେଷିତ ହୋଇଯାଇଛି। ' ପାଲା ' ଓଡ଼ିଶାର ଜନଜୀବନ , ସଂସ୍କୃତି ଏବଂ ସାହିତ୍ୟ ଚେତନାର ବାର୍ତ୍ତାବହ। ଗାୟନ ,…

ଦୀପ ଶିଖାରେ ଝଲସିବ ପୁରୀ ବଡ଼ଦାଣ୍ଡ

ଭୁବନେଶ୍ୱର : ବିଶ୍ୱକୁ କରୋନାମୁକ୍ତ କରିବା ପାଇଁ ଏବଂ ଶାନ୍ତି ପ୍ରତିଷ୍ଠା ପାଇଁ ଆସନ୍ତା ଡିସେମ୍ବର ୪ ଓ ୫ ତାରିଖରେ ଶ୍ରୀମନ୍ଦିରରେ ଦେବ ଦୀପାବଳି ପାଳନ ଅବସରରେ ସନ୍ଧ୍ୟା ୫ଟା ରୁ ୭ ଟା ମଧ୍ୟରେ ସିଂହଦ୍ଵାରଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ଦୀପ ଲଗାଯିବ। ସିଂହଦ୍ଵାର ସମ୍ମୁଖରେ ଘିଅ…

ଆଜି ରାଜ୍ୟରୁ ୩୮୭ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଗତ କାଲିଠାରୁ ଆଜି ରାଜ୍ୟରେ ସାମାନ୍ୟ ବଢିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟ‌ରେ ୩୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮ ବର୍ଷ ଭିତରେ ୭୫ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୨୨୩ ଜଣ ସଂକ୍ରମିତ କ୍ବାରେଣ୍ଟାଇନ୍‌ରୁ ଥିବା…