Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଆଜି ରାଜ୍ୟରୁ ୧୭୧ ନୂଆ ପଜିଟଭ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟାରେ ରାଜ୍ୟ‌ରେ ୧୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮ ବର୍ଷ ଭିତରେ ୩୪ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୯୮ ଜଣ ସଂକ୍ରମିତ କ୍ବାରେଣ୍ଟାଇନ୍‌ରୁ ଥିବା ବେଳେ ୭୩ ଟି ଲୋକାଲ୍‌ କେସ୍‌ ରହିଛି। ସେହିପରି ଅନୁଗୁଳରୁ ୧,…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା  ଭାଗ : ୪  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ବିଶ୍ଵମୂର୍ତ୍ତି ଶ୍ରୀଜଗନ୍ନାଥ ସର୍ବ ତତ୍ୱ, ସର୍ବ ଦର୍ଶନ, ସର୍ବ ପରମ୍ପରା ତଥା ସର୍ବ ସମ୍ପ୍ରଦାୟର ଆରାଧ୍ୟ ଶ୍ରୀଜଗନ୍ନାଥ । କେବଳ ମନ୍ଦିରରେ ଶ୍ରୀବିଗ୍ରହମାନଙ୍କୁ ଦର୍ଶନ କରିଦେଲେ,…

ଆଜି ରାଜ୍ୟରୁ ୨୦୫ କରୋନା ଆକ୍ରାନ୍ତ ଚିହ୍ନଟ; ୪୫ ଛୁଆ ପଜିଟିଭ

ଭୁବନେଶ୍ବର: ଗତ ୨୪ ଘଣ୍ଟାରେ ରାଜ୍ୟ‌ରେ ୨୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮ ବର୍ଷ ଭିତରେ ୪୫ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୧୯ ଜଣ ସଂକ୍ରମିତ କ୍ବାରେଣ୍ଟାଇନ୍‌ରୁ ଥିବା ବେଳେ ୮୬ ଟି ଲୋକାଲ୍‌ କେସ୍‌ ରହିଛି। ସେହିପରି ବାଲେଶ୍ବରରୁ ୫, ବରଗଡରୁ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା  ଭାଗ : ୩  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଦୁଇଟି ବିଶେଷ ଗୁଣ ହେଲା ଭକ୍ତଙ୍କୁ ଅଖଣ୍ଡ ଆନନ୍ଦ ଦାନ ଏବଂ ସର୍ବ ଦୁଃଖ ଖଣ୍ଡନ । ସେଥିପାଇଁ ସ୍କନ୍ଦ ପୁରାଣ କହେ "ଖଣ୍ଡନାତ ସର୍ବ ଦୁଃଖl ନାମ…

[ଭିଡ଼ିଓ] ରହସ୍ୟମୟୀ ଫୁଟନ୍ତା ତପ୍ତ ନଦୀ

ପେରୁ: ପ୍ରତିଦିନ ଆମ ସାମନାକୁ କିଛି ନା କିଛି ଅଦଭୁତ ଘଟଣା ଆସିଥାଏ । କିଛି ଆମ ଜାଣତରେ ଆଉ କିଛି ଆମ ଅଜାଣତରେ । ରହସ୍ୟମୟ ଦୁନଆରେ କିଛି ନା କିଛି ରହସ୍ୟମୟ ଘଟଣା ଘଟିଚାଲିଛି । କିଛି ଆମ ଜ୍ଞତ ସାରରେ ଥିବା ବେଳେ କିଛି ରହସ୍ୟ କେବଳ ରହସ୍ୟ ହୋଇ ରହିଛି । ସେମିତି ଆଜି ଏକ ରହସ୍ୟମୟୀ ନଦୀ…

ଆଜି ରାଜ୍ୟରୁ ୨୩୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟାରେ ରାଜ୍ୟ‌ରେ ୨୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮ ବର୍ଷ ଭିତରେ ୩୭ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୪୦ ଜଣ ସଂକ୍ରମିତ କ୍ବାରେଣ୍ଟାଇନ୍‌ରୁ ଥିବା ବେଳେ ୯୯ ଟି ଲୋକାଲ୍‌ କେସ୍‌ ରହିଛି। ସେହିପରି ବାଲେଶ୍ବରରୁ ୭, ବରଗଡରୁ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା  ଭାଗ : ୨ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ସଚ୍ଚିଦାନନ୍ଦ ଶ୍ରୀ ଜଗନ୍ନାଥ. ସ୍ୱୟଂ ସତ, ଚିତ୍ତ, ଆନନ୍ଦ ସ୍ୱରୂପ ଶ୍ରୀଜଗନ୍ନାଥ ହେଉଛନ୍ତି ତତ୍ତ୍ୱତଃ ଅନନ୍ତ, ଅନାଦି, ଆଦିମୂଳ, ସେ ବି ଲୀଳାମୟ, ରହସ୍ୟମୟ ଓ ଗୁଢତତ୍ତ୍ୱମୟ. ସେ…

ଶ୍ରୀକ୍ଷେତ୍ରରେ ଶ୍ରୀଜଗନ୍ନାଥଙ୍କର କାର୍ତ୍ତିକ ବେଶ ସମୂହ

ଲୋପାମୁଦ୍ରା ପରିଡା  ରାଧାଦାମୋଦର ବେଶ ଆଶ୍ବିନ ଶୁକ୍ଲ ଏକାଦଶୀଠାରୁ ଯେ କାର୍ତ୍ତିକ ଶୁକ୍ଳ ଦଶମୀ ପର୍ଯ୍ଯନ୍ତ ମହାପ୍ରଭୁଙ୍କର ଏହି ଅପୂର୍ବ ସୁନ୍ଦର ବେଶ ଲାଗି ହୋଇଥାନ୍ତି । ଏହାକୁ ଚୈତନ୍ଯ ମହାପ୍ରଭୁ ,ଗୌଡମାଧ୍ବ ବୈଷ୍ଣବ ଗୋଷ୍ଠୀ ପ୍ରବର୍ତ୍ତନ କରାଇଥିଲେ ବୋଲି କିମ୍ବଦନ୍ତୀ ରୁ…

ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କର ସୁନାବେଶ, ଦର୍ଶନରୁ ବଞ୍ଚିତ ଭକ୍ତ

ପୁରୀ: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଧର୍ମମାସ ମାସର ଶେଷ ଦିନ । ପଞ୍ଚୁକ ବି ସରୁଛି । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ରାଜରାଜେଶ୍ୱର ବେଶ ବା ସୁନାବେଶ ଅନୁଷ୍ଠିତ ହେଉଛି । ମଙ୍ଗଳ ଆଳତି, ଅବକାଶ ନୀତି ପରେ ସୁନାବେଶରେ ଝଟକିବେ ମହାପ୍ରଭୁ । କିନ୍ତୁ ଏହି ଦୁର୍ଲଭ ବେଶ…

କାର୍ତ୍ତିକ ପୂର୍ଣ୍ଣିମାରେ ମାନିଲେନି କଟକଣା, ଜଳାଶୟରେ ଡଙ୍ଗା ଭସାଇଲେ ଶ୍ରଦ୍ଧାଳୁ

ଭୁବନେଶ୍ୱର: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ବୋଇତ ବନ୍ଦାଣ ଉତ୍ସବ ପାଳନ କରାଯାଉଛି । ଚଳିତବର୍ଷ କରୋନା କଟକଣା ଯୋଗୁ ରାଜ୍ୟରେ ଏହି ପରମ୍ପରା ଫିକା ପଡ଼ିଛି । ବିଭିନ୍ନ ଜଳାଶୟରେ ଡଙ୍ଗା ଭସାଣ ଉପରେ ପ୍ରଶାସନ କଟକଣା ଲଗାଇଥିଲା । ତଥାପି ଲୋକ ପରମ୍ପରା ବଜାୟ ରଖିଲେ । ଜଳାଶୟରେ ବୋଇତ…