Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ରାଜ୍ୟ ଅଭିଲେଖାଗାରର ୫୬ତମ ସଂସ୍କୃତି ଚର୍ଚ୍ଚା ସମାରୋହ

ଭୁବନେଶ୍ୱର : ରାଜ୍ୟ ଅଭିଲେଖାଗାରର ୫୭ତମ ସଂସ୍କୃତି ଚର୍ଚ୍ଚା ସମ୍ପାନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ବିଜୟ କୁମାର ନାୟକ , ରାମକୃଷ୍ଣ ସାହୁ, ଶେଖ ସୋଲେମାନ ଅଲ୍ଲୀ ପ୍ରମୁଖ ଯୋଗ ଦେଇଥିଲେ। ଆମ ରାଜ୍ୟର ସାହିତ୍ୟ ,ସଂସ୍କୃତି , କଳା କାରିଗରୀ, ହସ୍ତତନ୍ତ ପ୍ରଭୃତି ଓଡ଼ିଆ…

୨୪ ଘଣ୍ଟାରେ ରାଜ୍ୟରୁ ୩୭୪ କରୋନା ଆକ୍ରାନ୍ତ ଚିହ୍ନଟ, ୪ ମୃତ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା କାୟା । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୪୦୦ ତଳକୁ ଖସିଛି । ୨୪ ଘଣ୍ଟାରେ ରାଜ୍ୟରୁ ବାହାରିଛନ୍ତି ୩୭୪ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ୬୫ ଜଣ ୧୮ ବର୍ଷରୁ କମ୍ ସଂକ୍ରମିତ ଅଛନ୍ତି । ୨୪ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ…

ମସ୍କୋରେ ମୁଣ୍ଡ ଟେକିଲା କରୋନା, ଲାଗୁ ହେଲା ଲକଡାଉନ୍

ମସ୍କୋ : ଋଷରେ ମୁଣ୍ଡ ଟେକିଲାଣି ମହାମାରୀ କରୋନା । ସ୍ଥିତି ଦିନକୁ ଦିନ ଅଣାୟତ୍ତ ହେଲାଣି । ଦିନକୁ ଦିନ ସଂକ୍ରମଣ ବଢୁଥିବା ବେଳେ, ରାଜଧାନୀ ମସ୍କୋରେ ଲାଗୁ ହୋଇଛି ଲକଡାଉନ । ଅଧିକାଂଶ ସହରରେ ଆକ୍ରାନ୍ତ ସଂଖ୍ୟା ବଢିଥିବାରୁ ଏଭଳି ଲକଡାଉନ ଜାରି ହୋଇଛି । ପ୍ରତିଦିନ ମାମଲା ବଢୁଥିବାରୁ…

ରାଜ୍ୟରୁ ୩୬୫ ନୂଆ ଆକ୍ରାନ୍ତ ଚିହ୍ନଟ; ୫୬ ଛୁଆ ପଜିଟିଭ

ଭୁବନେଶ୍ବର: ଆଜି ରାଜ୍ୟରେ ଖସିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟ‌ରେ ୩୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮ ବର୍ଷ ଭିତରେ ୫୬ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୨୧୨ ଜଣ ସଂକ୍ରମିତ କ୍ବାରେଣ୍ଟାଇନ୍‌ରୁ ଥିବା ବେଳେ ୧୫୩ଟି ଲୋକାଲ୍‌…

[ଭିଡ଼ିଓ] ମନ୍ଦିରକୁ ପୁରୁଷ ମନା .. .

ଓଡ଼ିଶା ସମ୍ବାଦ ବ୍ୟୁରୋ : ବିଭିନ୍ନ ଧର୍ମ ଆଉ ବିଶ୍ୱାସ ଭିତରେ ରହିଛେ ଆମେ । ଆମ ଚାରିପଟେ ବିଭିନ୍ନ ମଠ ମନ୍ଦିର ମାନ ରହିଛି । ଆଉ ସବୁ ମଠ ମନ୍ଦିର ଗୁଡିକରେ କିଛି ଜଣା ଅଜଣା ଆଉ ରହସ୍ୟମୟ କଥା ରହିଛି ।   କିଛି କଥା ବିଶ୍ୱାସ ନହେଲେ ବି ସତ । ଯେମିତିକି ଆମେ ସବୁ ପ୍ରତିଦିନ ମନ୍ଦିର…

ରାଜ୍ୟ ସ୍ତରୀୟ ଗୀତିନାଟ୍ୟର ପ୍ରଥମ ସନ୍ଧ୍ୟାରେ ‘କର୍ଣ୍ଣ ବଧ’

ଭୁବନେଶ୍ୱର : ସୁପ୍ରସିଦ୍ଧ ନାଟ୍ୟକାର ତଥା ଗଣକବି ବୈଷ୍ଣବ ପାଣିଙ୍କ ୧୩୯ ତମ ଜୟନ୍ତୀ ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ଅକ୍ଟୋବର ୨୭ ଓ ୨୮ ରେ ଗୀତିନାଟ୍ୟ ମହୋତ୍ସବର ଆୟୋଜନ କରାଯାଇଛି । ଏହି ମହୋତ୍ସବର ପ୍ରଥମ ସନ୍ଧ୍ୟାରେ ମାହାଙ୍ଗା…

ଲୋକାର୍ପିତ ହେଲା ପାଣ୍ଡବ ଚରଣ ଦାସଙ୍କ ‘ଭାଗବତ କଥାମୃତ’

ଭୁବନେଶ୍ୱର  : ପ୍ରଖ୍ୟାତ କବି ତଥା ଆଧ୍ୟାତ୍ମିକ ସାଧକ ପାଣ୍ଡବ ଚରଣ ଦାସଙ୍କ ଦ୍ୱାରା ରଚିତ କାବ୍ୟ "ଭାଗବତ କଥାମୃତ"ର ଆନ୍ତର୍ଜାତିକ ଆଭାସୀ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରସନ୍ନ ପାଟ୍ଟଶାଣୀ, ଇତିରାଣୀ ସାମନ୍ତ ଓ ପ୍ରଦୀପ କୁମାର ମିଶ୍ର ମିଳିତ ଭାବେ ବହିଟିକୁ ପ୍ରଦର୍ଶନ ପୂର୍ବକ…

ଦଶହରା ପରେ କୋଲକାତାରେ ମାଡୁଛି କରୋନା, ସତର୍କ କରାଇଲା କେନ୍ଦ୍ର

ନୂଆଦିଲ୍ଲୀ: ଦେଶରେ ବର୍ତ୍ତମାନ କରୋନା କାୟା କମୁଛି । କିନ୍ତୁ ପଶ୍ଚିମବଙ୍ଗରେ ବଢୁଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା । ଗତ କିଛି ସପ୍ତାହ ହେବ ସଂକ୍ରମିତଙ୍କ ସଂଖ୍ୟା ବଢ଼ିଛି । ଏନେଇ ସତର୍କ କରାଇଛନ୍ତି କେନ୍ଦ୍ର ସରକାର । ପଶ୍ଚିମବଙ୍ଗ ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର…

ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି: ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଆଜି ଅପରାହ୍ଣ ୪ଟାରୁ ରାତି ୮ଟା ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଶ୍ରୀମନ୍ଦିରରେ ମଧ୍ୟାହ୍ନ…

ଓଡ଼ିଶା ଶିଳ୍ପୀ ମହାସଙ୍ଘ ପକ୍ଷରୁ ବୟନ ଶିଳ୍ପ ମନ୍ତ୍ରାଳୟର ସଚିବଙ୍କୁ ଦାବିପତ୍ର

ଭୁବନେଶ୍ୱର : ଓଡ଼ିଶା ଶିଳ୍ପୀ ମହାସଙ୍ଘ ପକ୍ଷରୁ, ସୁଦର୍ଶନ ଆର୍ଟ ଆଣ୍ଡ କ୍ରାଫ୍ଟ ଭିଲେଜ ପରିସରରେ ଭୁବନେଶ୍ୱର ଗସ୍ତରେ ଆସିଥିବା କେନ୍ଦ୍ର ବୟନ ଶିଳ୍ପ ମନ୍ତ୍ରାଳୟର ସଚିବ ଉପେନ୍ଦ୍ର ପ୍ରସାଦ ସିଂହଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଭୁବନେଶ୍ୱର ରିଜିଓନାଲ ଟେକ୍ସାଟାଇଲ କମିଟିର…