Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଆଜିଠୁ ଜଗା ଦର୍ଶନ, ଆନନ୍ଦ ବଜାରରେ ମହାପ୍ରସାଦ ସେବନ

ପୁରୀ : ଆଜିଠୁ ପୁଣି କାଳିଆ ଦର୍ଶନ । ଶ୍ରୀମନ୍ଦିରକୁ ଶ୍ରଦ୍ଧାଳୁ ନେଇ ପାରିବେ ପୂଜା ସାମଗ୍ରୀ, ଆନନ୍ଦ ବଜାରରେ ବସି ଭକ୍ତ କରିପାରିବେ ଅବଢ଼ା ସେବନ ।  ତିନି ଦିନ ପରେ ଶ୍ରଦ୍ଧାଳୁଙ୍କ ପାଇଁ ଆଜିଠାରୁ ପୁଣି ଜଗା ଦର୍ଶନ । ଗଣେଶ ପୂଜାଠାରୁ ସର୍ବସାଧାରଣଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିଥିବା…

ପୁରୀରେ ୮୭ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା

ପୁରୀ : ଲଗାଣ ବର୍ଷା ଯୋଗୁଁ ଜନଜୀବନ ବିପର୍ଯ୍ୟସ୍ତ । ପୁରୀରେ ୮୭ ବର୍ଷ ପରେ ପୁଣି ସେପ୍ଟେମ୍ବର ମାସରେ ରେକର୍ଡ ଭାଙ୍ଗି ଅଧିକ ବର୍ଷା ହୋଇଛି ।  ୧୯୩୪ ସେପ୍ଟେମ୍ବର ୨୦ରେ ୨୩୪ମିମି ବର୍ଷା ହୋଇଥିଲା ।  ଜିଲ୍ଲାରେ ୨୪ ଘଂଟାରେ ସର୍ବାଧିକ ୩୪୧ ମିଲିମିଟର ବର୍ଷା ରେକର୍ଡ ହୋଇଛି ।ସେହିଭଳି…

ଓଡ଼ିଶାରେ ୫୦୦ ତଳକୁ ଖସିଲା ଦୈନିକ କରୋନା କେସ, ୯ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ବର: ରାଜ୍ୟରେ ଖସୁଛି କରୋନାର ଦୈନିକ ସଂକ୍ରମଣ। ଆଜି ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ତଳକୁ ଖସିଛି। ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୪୭୧ ନୂଆ ଆକ୍ରାନ୍ତ। ଏମାନଙ୍କ ଭିତରେ ୧୮ ବର୍ଷ ବର୍ଗରେ ଆଉ ୫୭ ଜଣ ପଜିଟିଭ ବାହାରିଛନ୍ତି। ୯ ଜିଲ୍ଲାରୁ କେହି ନୂଆ ସଂକ୍ରମିତ ହୋଇ ନାହାନ୍ତି।…

ଭୁବନେଶ୍ୱରରେ ୧୦ ଲକ୍ଷରୁ ଅଧିକ ଲୋକ ନେଲେଣି ଟିକାର ଡବଲ୍ ଡୋଜ୍

ଭୁବନେଶ୍ୱର: ରାଜଧାନୀରେ ଟିକାକରଣରେ ଆଉ ଗୋଟିଏ ମାଇଲଖୁଣ୍ଟ । ୧୦ ଲକ୍ଷରୁ ଅଧିକ ଲୋକ ଟିକାର ଦୁଇଟି ଡୋଜ୍ ନେଇ ସାରିଲେଣି । ବର୍ତ୍ତମାନ ସୁଦ୍ଧା ୧୦ଲକ୍ଷ ୨ହଜାର ୭୧୬ ଜଣ ଦୁଇଟି ଲେଖାଏ ଡୋଜ୍ ନେଇ ସାରିଛନ୍ତି । ଭୁବନେଶ୍ୱର ମୋଟ୍ ୨୨ଲକ୍ଷ ୬୬ହଜାର ୬୧ ଡୋଜ୍ ଟିକା ଦିଆଯାଇଛି । ଏଥିରୁ ୧୨ଲକ୍ଷ…

ଆଜି ରାଜ୍ୟରୁ ୬୪୯ କରୋନା ସଂକ୍ରମିତ, ୧୮ବର୍ଷରୁ କମ୍ ବର୍ଗରେ ୧୦୩ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ଉପର ତଳ ହେଉଛି । କେବେ ସାମାନ୍ ବଢୁଛି ତ କେବେ ଖସୁଛି । ୬୦୦ରୁ ୮୦୦ ଭିତରେ ରହୁଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୬୪୯ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ୧୮ ବର୍ଷରୁ କମ୍ ବର୍ଗରେ ଆଉ ୧୦୩ ଜଣ ସଂକ୍ରମିତ…

ମୁଖ୍ୟ ଶାସନ ସଚିବଙ୍କ ଗଜପତି ଗସ୍ତ

ଗଜପତି: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ଗଜପତି ଗସ୍ତରେ ଯାଇଛନ୍ତି। ଗଜପତି ଜିଲ୍ଲାର ବିଭିନ୍ନ ବିକାଶ ମୂଳକ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି । ସେ ପର୍ଯ୍ୟଟନ ସ୍ଥଳୀର ବିକାଶ ପାଇଁ ତୁମ୍ବା ପୁରିଆ ସାହିର ବୁରୁଖତା ଦେଇ କୁନ୍ତୀ ମନ୍ଦିର ଆଦି ସ୍ଥାନ ଅନୁସନ୍ଧାନ…

ଯାଜପୁରରେ ବଧୂ ହତ୍ୟା ଅଭିଯୋଗ

ଯାଜପୁର: ଯାଜପୁରରେ ବଧୂ ହତ୍ୟା । ମଙ୍ଗଳପୁର ଥାନା ମହାନ୍ତି ପାଟଣା ଗାଁ ରେ ବଧୂ ହତ୍ୟା ଅଭିଯୋଗ । ମୃତ ମହିଳା ଜଣକ ହେଲେ ଭାଷ୍କର ବେହେରାଙ୍କ ପତ୍ନୀ ବବିତା ବେହେରା । ବବିତାଙ୍କୁ ସ୍ୱାମୀ ଓ ଶାଶୁ ଘର ଲୋକେ ମିଳିମିଶି ହତ୍ୟା କରିଥିବା ମଙ୍ଗଳପୁର ଥାନାରେ ଅଭିଯୋଗ ହୋଇଛି । ଗତକାଲି…

ପାହୁର ପରମ୍ପରାରେ ନୂଆଁଖାଇ

ସୋନପୁର: କୋଭିଡ କଟକଣା ଭିତରେ ପାଳିତ ହୋଇଯାଇଛି ସୁବର୍ଣ୍ଣପୁରର ନୂଆଁଖାଇ l ସୋନପୁର ଗଡଜାତରେ ଲୋକେ ଆନନ୍ଦ ଉଲ୍ଲାସରେ ନିର୍ଦ୍ଧାରିତ ଲଗ୍ନରେ ନବାନ୍ନ ଭକ୍ଷଣ କରିଛନ୍ତି l ନୂଆଁଖାଇରେ ଖାଲି ଯେ ଅନ୍ୟବ୍ୟଞ୍ଜନ , ପୀଠାପଣା ଆଦି ତିଆରି କରି ଖାଆନ୍ତି ତାହା ନୁହେଁ , ଇଷ୍ଟଦେବୀ ମାଆ…

ରାଜ୍ୟରେ କରୋନା ସୁସ୍ଥ ସଂଖ୍ୟା ୧୦ ଲକ୍ଷ ଟପିଲା

ଭୁବନେଶ୍ୱର: ରାଜ୍ୟରେ କରୋନା ସୁସ୍ଥତାରେ ମାଇଲଖୁଣ୍ଟ ହୋଇଛି । ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ ସୁସ୍ଥତା ହାର ବି ବୃଦ୍ଧି ପାଉଛି । କରୋନା ସୁସ୍ଥ ସଂଖ୍ୟା ଏବେ ୧୦ ଲକ୍ଷ ଟପିଛି । ରାଜ୍ୟରେ କରୋନାରୁ ସୁସ୍ଥ ହେଲେଣି ମୋଟ୍ ୧୦ଲକ୍ଷ ୫୪୮ ଆକ୍ରାନ୍ତ । ସୁସ୍ଥ ହାର ରହିଛି ୯୮.୫୦ ପ୍ରତିଶତ…

ଆଜି ଓଡ଼ିଶାରୁ କରୋନାରେ ୬୩୦ ସଂକ୍ରମିତ, ଆଉ ୧୧୬ ଛୁଆ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ପାଞ୍ଚ ଶହ ତଳକୁ ଖସୁନି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । ଛୋଟ ପିଲାଙ୍କୁ ସଂକ୍ରମଣ ବଢୁଛି । ୨୪ ଘଣ୍ଟାରେ ରାଜ୍ୟରେ ୬୩ ହଜାର ୧୭ କୋଭିଡ୍ ଟେଷ୍ଟ ହୋଇଛି । ଚିହ୍ନଟ ହୋଇଛନ୍ତି ୬୩୦ ଆକ୍ରାନ୍ତ । ଏମାନଙ୍କ ଭିତରେ ୦-୧୮ ବର୍ଷ ଭିତରେ ଅଛନ୍ତି ୧୧୬ ସଂକ୍ରମିତ । ରାଜ୍ୟରେ…