Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ନାବାଳିକାର ମୃତଦେହ ଉଦ୍ଧାର , ପୋଲିସର ତଦନ୍ତ ଜାରି

ଜୟପୁର : ନାବାଳିକାଙ୍କ ମୃତଦେହ ଉଦ୍ଧାର। ଜୟପୁର ଜଗନ୍ନାଥ ସାଗରରୁ ନାବାଳିକାର ଶବକୁ ଉଦ୍ଧାର କରଛି ଟାଉନ ଥାନା ପୋଲିସ। ଆଜି ସକାଳୁ ଜୟନଗର ଧୋବା ତୁଠ ନିକଟରେ ଶବ ଭାଷୁଥିବା ଦେଖି କିଛି ଲୋକମାନେ ଟାଉନ ଥାନା ପୋଲିସକୁ ଖବର ଦେଇଥିଲେ । ନାବାଳିକା ଜଣକ ଗୌଡ ସାହି ସୁନାଧାର ନାୟକଙ୍କ ଝିଅ ବୋଲି…

ଆଜି ଓଡ଼ିଶାରୁ ୮୦୫ କରୋନା ଆକ୍ରାନ୍ତ ଚିହ୍ନଟ, ଆଉ ୧୩୧ ଛୁଆ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଏବେ ସ୍ଥିର ରହିଛି । ୮ଶହ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ୨୪ ଘଣ୍ଟାରେ ରାଜ୍ୟରୁ ବାହାରିଛନ୍ତି ୮୦୫ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ୧୮ ବର୍ଷ ଭିତରେ ଅଛନ୍ତି ଆଉ ୧୩୧ ଶିଶୁ ଓ କିଶୋର ସଂକ୍ରମିତ । କ୍ୱାରେଣ୍ଟାଇନରୁ ୪୬୭ ଆକ୍ରାନ୍ତ ଚିହ୍ନଟ…

ସୁସ୍ମିତା ଦାସ ହେଲେ ଓଡ଼ିଶା ହସ୍ତତନ୍ତ କାର୍ଣ୍ଣିଭାଲର ବ୍ରାଣ୍ଡ ଅମ୍ବାସେଡର

ଭୁବନେଶ୍ୱର : ଆଗାମୀ ଡିସେମ୍ବର ମାସରେ 'ଅବିକା’ ଦ୍ୱାରା ‘ଓଡ଼ିଶା ହସ୍ତତନ୍ତ କାର୍ଣ୍ଣିିର୍ଭାଲ୍‍’ର ଦ୍ୱିତୀୟ ସଂସ୍କରଣ ଆୟୋଜିତ ହେବାକୁ ସ୍ଥିର କରାଯାଇଛି । ଓଡ଼ିଶାର ହସ୍ତତନ୍ତ ତଥା ପାରମ୍ପରିକ ବୁଣାକାରମାନଙ୍କୁ ଉତ୍ସାହିତ କରିବା ପାଇଁ ଏହି କାର୍ଣ୍ଣିିର୍ଭାଲର ଆୟୋଜନ କରାଯାଏ । ଏହି…

ଟିଟିଲାଗଡ଼ ଟାଙ୍ଗରପଡ଼ା ହତ୍ୟାକାଣ୍ଡର ଆସିଲା ରାୟ

ଟିଟିଲାଗଡ଼ : ଟିଟିଲାଗଡ଼ ସହର ହାଟପଦା ସ୍ଥିତ ଟାଙ୍ଗରପଡ଼ାରେ ୨୦୧୭ ମସିହା ଜୁନ୍ ୨୨ ରେ ହୋଇଥିବା ହତ୍ୟାକାଣ୍ଡର ରାୟ ଶୁଣାଣି ହୋଇଛି।ହତ୍ୟାକାରୀ ସ୍ୱାମୀକୁ ଦଶ ବର୍ଷ ସଶ୍ରମ କାରାଦଣ୍ଡ ସହ ୧ ଲକ୍ଷଟଙ୍କା ଫାଇନ କରାଯାଇଛି।ଫାଇନ ଅନାଦେୟ ଦୁଇ ବର୍ଷ ଅତିରିକ୍ତ ଜେଲ ଦଣ୍ଡର ଶୁଣାଣି କରିଛନ୍ତି…

ମାଲକାନଗିରିରେ ଆମ୍ବୁଲାନ୍ସ ସେବା ଠପ୍

ମାଲକାନଗିରି : ମାଲକାନଗିରିରେ ଆମ୍ବୁଲାନ୍ସ ମାଲିକ ଓ ଡ୍ରାଇଭର ମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ୩ରୁ ୪ ମାସ ହୋଇଯିବ ଆମ୍ବୁଲାନ୍ସ ଡ୍ରାଇଭର ମାନେ ଦରମା ପାଉନାହାନ୍ତି । ଫଳରେ ବାଧ୍ୟ ହୋଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଡ୍ରାଇଭରମାନେ । ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟଳୟ…

ଦାଦନ ଶ୍ରମିକରୁ ଫ୍ୟାସନ୍ ଡିଜାଇନର୍

ରାୟଗଡ଼ା : ନିୟମଗିରିର ପୁଅ ବନିଗଲେ ଫ୍ୟାସନ୍ ଡିଜାଇନର। ନିୟମଗିରି ବିଷମକଟକ ବ୍ଲକ ଚାଟିକୋଣା ଗାଁ ପୁଅ ହେଉଛନ୍ତି ଅଜୟ ସୁନା। ଗରିବ ପରିବାରରେ ଜନ୍ମ ତାଙ୍କର । ବାପା ମା ଙ୍କ ମୃତ୍ୟୁ ପରେ ପଲିଟିଦିନରୁ ଅନେକ ସଂଘର୍ଷ କରିଥିଲେ। ଦାଦନ ଖଟିବାକୁ ଯାଇଥିଲେ ଛତିଶଗଡ଼। କୁହାଯାଏ ଇଛାଶକ୍ତି ଥିଲେ…

ଜାତୀୟ ସ୍ତରରେ ଚମକିଲେ କୋରାପୁଟର ଝିଅ

କୋରାପୁଟ : ରାୟପୁରରେ ଚମକିଲେ କୋରାପୁଟିଆ ଝିଅ । ଜାତୀୟ ସ୍ତରୀୟ ସୌନ୍ଦର୍ଯ୍ୟ କରଣ ପ୍ରତିଯୋଗିତାର ୨୦୨୧ ରେ କୋରାପୁଟର କୋଟପାଡ ଝିଅଙ୍କ କମାଲ୍ । କୋରାପୁଟ ଜିଲ୍ଲା କୋଟପାଡ ଧୁଶାସେଟ ପରିବାର ସଲିମଉଦିନ ଓ ସକିନା ବାନୁଙ୍କ ଝିଅ ରିଜୱାନା। ସେ ଜଣେ ବିବାହିତା । ଅଗଷ୍ଟ ୨୭ ତାରିଖରେ ଛତିଶଗଡ଼…

ଠିକା କର୍ମଚାରୀଙ୍କୁ ନିର୍ମମ ହତ୍ୟା

ଅନୁଗୁଳ: ଅନୁଗୁଳ ଜିଲ୍ଲା ବିକ୍ରମପୁର ଥାନା FCIର ଚର୍ଚ୍ଚ ନିକଟରେ ହତ୍ୟାକାଣ୍ଡ । ଲୁହା ରଡରେ ମାଡ ମାରି ନାଲକୋର ଜଣେ ଠିକା କର୍ମଚାରୀଙ୍କୁ ହତ୍ୟା କରି ଦୁର୍ବୃତ୍ତ ଫେରାର ହୋଇ ଯାଇଛି । ନୟାଗଡ଼ ଜିଲ୍ଲାର ଜିତେନ୍ଦ୍ର ସାଥୁଆ ନାମକ ଜଣେ ବ୍ୟକ୍ତି ନାଲକୋରେ ଠିକା କର୍ମଚାରୀ ଭାବେ କାମ…

ଫେଲ୍ ମାରିଲା ଇକ୍‌ମୋ ଚିକିତ୍ସା, ହାରିଗଲେ ଅଭିଷେକ

ଭୁବନେଶ୍ୱର: କରୋନା ସହ ଲଢେଇ କରି ଶେଷରେ ହାରିଲେ ଅଭିଷେକ ମହାପାତ୍ର । ବଞ୍ଚାଇପାରିଲାନି ଇକ୍‌ମୋ ଚିକିତ୍ସା । କରୋନା ଆକ୍ରାନ୍ତ ହେବା ପରେ  ମାସାଧିକ କାଳ କୋଲକାତାରେ ଚିକିତ୍ସାଧୀନ ଥିଲେ ଯୁବ ଇଞ୍ଜିନିୟର ଅଭିଷେକ। ଏୟାର ଆମ୍ବୁଲାନ୍ସରେ ଅଭିଷେକଙ୍କୁ ଭୁବନେଶ୍ୱରରୁ କୋଲକାତା ନିଆଯାଇଥିଲା ।…

ଓଡ଼ିଶାରୁ ୮୪୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଆଉ ୭ ମୃତ

ଭୁବନେଶ୍ୱର: ରାଜ୍ୟରେ ଗତକାଲି ଅପେକ୍ଷା ସାମାନ୍ୟ ବଢିଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୮୪୯ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ୧୨୦ ଜଣ ୦-୧୮ ବର୍ଷ ଭିତରେ ଛୁଆ ଓ କିଶୋର ଅଛନ୍ତି । ଆଜି କ୍ୱାରେଣ୍ଟାଇନରୁ ୪୯୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୫୪ । ଖୋର୍ଦ୍ଧା…