Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଚିତ୍ର ଜଗତର ଏକ ନୂତନ ସମ୍ଭାବନା : ଯୁବଶିଳ୍ପୀ ରାକେଶ ପାତ୍ର

କଳା ଓ କାରିଗରୀକୁ ନେଇ ପ୍ରିୟରଞ୍ଜନ କରଙ୍କ ସ୍ୱତନ୍ତ୍ର ଉପସ୍ଥାପନା  ନିକଟରେ ମହମରେ କ୍ଷୁଦ୍ରତମ ବୁଦ୍ଧ ମୂର୍ତ୍ତି ତିଆରି କରି ଚର୍ଚ୍ଚାକୁ ଆସିଛନ୍ତି ଯାଜପୁର ବ୍ଲକ ନାଥ ସାହିର ଯୁବଶିଳ୍ପୀ ରାକେଶ କୁମାର ପାତ୍ର । ନିଜର ଭିନ୍ନ ଚିନ୍ତା ଧାରା ଓ ତାଙ୍କ ଭିତରେ ଥିବା ଜନ୍ମଗତ କଳା ତାଙ୍କୁ…

ଶ୍ରୀମନ୍ଦିରକୁ ଚନ୍ଦନ କାଠ ଦାନ

ପୁରୀ :ଶ୍ରୀ ମନ୍ଦିରକୁ ଚନ୍ଦନ କାଠ ଦାନ । ଖଲ୍ଲୀକୋଟ ର ସକଳେଶ୍ୱର ରଥ ନାମକ ଜଣେ ବ୍ୟକ୍ତି ଶ୍ରୀ ମନ୍ଦିରକୁ ପ୍ରାୟ ୨ କ୍ୱିଣ୍ଟାଲ ଓଜନର ଚନ୍ଦନ କାଠ ଦାନ କରିଛନ୍ତି। ନିଜ ଘର ବାଡିରେ ଥିବା ଚନ୍ଦନ କାଠକୁ ଦାନ କରିବା ନିମନ୍ତେ ସେ ଶ୍ରୀମନ୍ଦିର ପ୍ରଶାସନ ସହ ଯୋଗାଯୋଗ କରିଥିଲେ। ସେ ଓ ତାଙ୍କ…

ପାରାଦୀପରେ ବାଘ ଆତଙ୍କ

ପାରାଦୀପ:ବାଘ ରାସ୍ତାରେ ବୁଲିବାର ଭିଡିଓ ଭାଇରାଲ୍। ପାରାଦୀପ ନିଷିଦ୍ଧାଞ୍ଚଳରେ ବାଘ ରାସ୍ତା ଉପରେ ବୁଲୁଥିବାର ଭିଡିଓ ଭାଇରାଲ୍ ହେବାରେ ଲାଗିଛି।ଏହା ଦେଖି ଶ୍ରମିକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ପାରାଦ୍ୱୀପ ଗଲ୍ପ କୋର୍ସ ଓ ବନ୍ଦର ନିଷିଦ୍ଧାଞ୍ଚଳ ଜଙ୍ଗଲିଆ ହୋଇଥିବାରୁ ଏବେବି ଅନେକ…

ରାଜ୍ୟରୁ ଆଜି ୭୫୪ କରୋନା ପଜିଟିଭ୍, କମିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସ୍ଥିର ରହିଛି । ଦିନକୁ ୭୦୦ରୁ ୮୦୦ ଭିତରେ ଚିହ୍ନଟ ହେଉଛନ୍ତି ସଂକ୍ରମିତ । ୨୪ ଘଣ୍ଟାରେ ୭୫୪ ଜଣ ନୂଆ ଆକ୍ରାନ୍ତ ବାହାରିଛନ୍ତି । ଏମାନଙ୍କ ଭିତରେ ୧୮ ବର୍ଷ ଭିତରେ ଅଛନ୍ତି ୧୦୮ ଜଣ ସଂକ୍ରମିତ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ…

ପୂର୍ବତନ ରାଜ୍ୟସଭା ସାଂସଦ ତଥା ବରିଷ୍ଠ ସାମ୍ବାଦିକ ଚନ୍ଦନ ମିତ୍ରଙ୍କ ପରଲୋକ

ନୂଆଦିଲ୍ଲୀ: ପରଲୋକରେ ପୂର୍ବତନ ରାଜ୍ୟସଭା ସାଂସଦ ତଥା ବରିଷ୍ଠ ସାମ୍ବାଦିକ ଚନ୍ଦନ ମିତ୍ର । ଗତକାଲି ବିଳମ୍ବିତ ରାତିରେ ଦିଲ୍ଲୀରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଏନେଇ ତାଙ୍କ ପୁଅ କୃଷ୍ଣ ମିତ୍ର ସୂଚନା ଦେଇଛନ୍ତି । ଚନ୍ଦନ ମିତ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି…

ଅନ୍ତରା ଚକ୍ରବର୍ତ୍ତୀ ପାଇଲେ ପ୍ରଥମ ‘ଶାନ୍ତିରାଜ ସ୍ମୃତି ସମ୍ମାନ’

ଭୁବନେଶ୍ୱର : କୁନ୍ଦନ କ୍ରିଏସନ, ଲିସା କ୍ରିଏସନ ଆଣ୍ଡ ଏଣ୍ଟରଟେନମେଣ୍ଟ ଓ ମୁଡ ସୁଇଙ୍ଗ ଓଡ଼ିଶା ଆନୁକୂଲ୍ୟରେ, ସ୍ଥାନୀୟ ମାଷ୍ଟର କ୍ୟାଣ୍ଟିନ ନିକଟସ୍ଥ ପ୍ରେସ କ୍ଳବ ପରିସରରେ ଓଡ଼ିଶାର ସ୍ୱନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ ତଥା ପରିଚାଳକ ଶାନ୍ତିରାଜ ଖୋସଲାଙ୍କ ସ୍ମୃତିରେ "ଶାନ୍ତିରାଜ ସ୍ମୃତି…

୨୬ ଦିନିଆ ଝୋଟ ହସ୍ତକଳାର ଡିଜାଇନ କର୍ମଶାଳା ଉଦଯାପିତ

ବାଲେଶ୍ୱର : ଅହମଦାବାଦର ଇଣ୍ଟରପ୍ରୁନରସିପ ଡେଭଲପମେଣ୍ଟ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ( ଇଡିଆଇ) ଓ ଆସେନଚର ସଂସ୍ଥା ଏବଂ ଭୂବନେଶ୍ୱରର ସ୍ୱେଚ୍ଛାସେବୀ ସଂଗଠନ (ଏଫଡିଆଇ)ର ମିଳିତ ଉଦ୍ୟମରେ, ୨୬ ଦିନ ଧରି ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଳକ ନାବରାଠାରେ ଆୟୋଜିତ 'ଝୋଟ ହସ୍ତକଳାର ଡିଜାଇନ କର୍ମଶାଳା'…

ସ୍ମାର୍ଟ ମିରର, ଛାତ୍ରଙ୍କ ନୂଆ ଆବିଷ୍କାର

କଟକ : ଆଇନା ଆଗରେ ଠିଆ ହୋଇ ଆଇନାକୁ ନିର୍ଦ୍ଦେଶ ଦେଲେ ସବୁ ଖବର ମିଳିବ। ଏପରିକି ଫ୍ୟାନ୍,ଏୟାର୍ କଣ୍ଡିସନର୍ ଫ୍ୟାନ୍ ବଲବ ଜଳି ରଙ୍ଗ ମଧ୍ୟ ପରିବର୍ତ୍ତନ ହୋଇପାରିବ।  ଏହାସହ ଆଉ କେତେ କଣ ମାନିଯିବ ଏହି ଆଇନା...ଏପରି ଏକ ସ୍ମାର୍ଟ ମିରରର ନୂତନ ଭାବେ ଆବିଷ୍କାର କରିଛନ୍ତି କଟକ ଭୁବନାନନ୍ଦ…

ଆଜି ଓଡ଼ିଶାରୁ ୭୧୯ କରୋନା ପଜିଟିଭ୍, ୧୨୫ ଛୁଆ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ହଜାରେ ଭିତରେ ରହିଛି । କିନ୍ତୁ ଛୁଆଙ୍କୁ ସଂକ୍ରମଣ ବଢୁଛି । ୨୪ ଘଣ୍ଟାରେ ରାଜ୍ୟରୁ ୭୧୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ ଅଛନ୍ତି ୦-୧୮ ବର୍ଷ ଭିତରେ ୧୨୭ ସଂକ୍ରମିତ । ଆଜି ୨୮ ଜିଲ୍ଲାରୁ ନୂଆ ଆକ୍ରାନ୍ତ ବାହାରିଛନ୍ତି ।…

କମିଶନରେଟ୍ ଯୋଜନା , ଯାଞ୍ଚ ହେବ ପ୍ରେସ ଲେଖା ଗାଡ଼ି

କଟକ:  ନିଜକୁ ସାମ୍ବାଦିକ କହି ଦୌରାତ୍ମ୍ୟ ସୃଷ୍ଟି କରୁଥିବା କିଛି ଠକଙ୍କୁ ସାବାଡ଼ କରିବ କମିଶନରେଟ ପୁଲିସ । ମଙ୍ଗଳବାର ଦିନ ସାମ୍ବାଦିକ ସମ୍ମିଳନୀରେ ଏନେଇ ପୋଲିସ କମିଶନର ସୂଚନା ଦେଇଛନ୍ତି। ଭୁବନେଶ୍ୱର ସମେତ ରାଜ୍ୟରେ ମନଇଛା ଗାଡ଼ିରେ ପ୍ରେସ୍‌ ଲେଖି ବୁଲୁଥିବା ଠକ ସାବାଡ଼ କରିବାକୁ…