Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ସାମୟିକ ପରିବର୍ତ୍ତିତ ମାର୍ଗରେ ପୁରୀ-ଆନନ୍ଦବିହାର-ପୁରୀ ନୀଳାଚଳ ସ୍ୱତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର: ଉତ୍ତର ରେଳପଥର ଲକ୍ଷ୍ନୌ-ରାଏବରେଲୀ-ପ୍ରତାପଗଡ଼-ବାରାଣସୀ ରେଳ ମାର୍ଗର ଗଙ୍ଗାଗଞ୍ଜ, ରାଏ ବରେଲୀ ଓ ରୂପମାଉ ଷ୍ଟେସନ ମଧ୍ୟରେ ଦୋହରୀକରଣ କାର୍ଯ୍ୟ ପାଇଁ ପୁରୀ ଓ ନୂଆଦିଲ୍ଲୀ ଆନନ୍ଦବିହାର ମଧ୍ୟରେ ଚଳାଚଳ କରୁଥିବା ନୀଳାଚଳ ବିଶେଷ ଟ୍ରେନ ସାମୟିକ ଭାବେ ମାର୍ଗ ପରିବର୍ତ୍ତନ କରି…

ସେପ୍ଟେମ୍ବର ମାସ ଗାଇଡଲାଇନ ଘୋଷଣା, ହଟିଲା ସପ୍ତାହାନ୍ତ ସଟଡାଉନ୍

ଭୁବନେଶ୍ୱର: ଉଠିଲା ସପ୍ତାହାନ୍ତ ସଟଡାଉନ୍‌। ସେପ୍ଟେମ୍ବର ମାସ ପାଇଁ ଗାଇଡଲାଇନ ଘୋଷଣା କଲେ ସ୍ୱତନ୍ତ୍ର ରିଲିଫ୍ କମିଶନର । ନୂଆ ଗାଇଡଲାଇନ ଅକ୍ଟୋବର ୧ ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ସ୍ପଷ୍ଟ କଲେ SRC । ରାଜ୍ୟରେ କୌଣସି ଜାଗାରେ ସପ୍ତାହାନ୍ତ ସଟଡାଉନ ରହିବ ନାହିଁ କିନ୍ତୁ ସାରା ରାଜ୍ୟର…

ରାସ୍ତା ନଥିବାରୁ ହଟହଟା ଗର୍ଭବତୀ

ଯାଜପୁର: ଯାଜପୁରରେ ବିକାଶର ବିକଳ ଚିତ୍ର । ପୁଣି ଖଟିଆରେ ବୁହାହେଲେ ଜଣେ ଗର୍ଭବତୀ । ସୁକିନ୍ଦା ଖଣି ଅଞ୍ଚଳରେ ଦେଖାଦେଇଛି ଏଭଳି ଘଟଣା । କଅଂଶ ପଂଚାୟତ ସାରୁଆବିଲି ଗାଁର ଚିରୁ ସାହିକୁ ନାହିଁ ଖଣ୍ଡେ ରାସ୍ତା । କାହାର ଦେହ ଖରାପ ହେଉ କି ଗର୍ଭବତୀ ମହିଳା ସମସ୍ତଙ୍କୁ ସାହା ସେଇ ଖଟିଆର ଦୋଳା…

ଡିସେମ୍ବର ସୁଦ୍ଧା ରାଜ୍ୟରେ ସରିବ ଟିକାକରଣ

ଭୁବନେଶ୍ୱର: ଡିସେମ୍ବର ସୁଦ୍ଧା ରାଜ୍ୟରେ ସରିବ ଟିକାକରଣ । ଯଦି ଟିକା ଆସିବାରେ କୌଣସି ସମସ୍ୟା ନହେଲେ ୪ ମାସ ଭିତରେ ଟିକାକରଣ ଶେଷ ହେବ । ବର୍ତ୍ତମାନ ଟିକାରେ କିଛି ସମସ୍ୟା ନାହିଁ । ଏଯାଏ ୨ କୋଟି ୨୦ ଲକ୍ଷ ଡୋଜ୍ ଟିକା ଦିଆ ସରିଲାଣି । ୧କୋଟି ୬୬ ଲକ୍ଷ ଲୋକ ପ୍ରଥମ ଡୋଜ୍ ଓ ୫୩ ଲକ୍ଷ…

ନୂଆଖାଇ ପାଇଁ ଆଜି ବାହାରିବ ଲଗ୍ନ

ସମ୍ୱଲପୁର: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଇଁ ଆଜି ବାହାରିବ ଲଗ୍ନ । ପରମ୍ପରା ଅନୁସାରେ ଜନ୍ମାଷ୍ଟମୀର ପରଦିନ ନୂଆଖାଇ ଲଗ୍ନ ନିର୍ଘଣ୍ଟ କରାଯାଏ । ପଶ୍ଚିମ ଓଡ଼ିଶାର ସର୍ବ ପୁରାତନ ବ୍ରହ୍ମପୁରା ମନ୍ଦିରରେ ଲଗ୍ନ ଧାର୍ୟ୍ୟ କରାଯିବ । ଏନେଇ ସନ୍ଧ୍ୟା ୫ଟାରେ ପଣ୍ଡିତ, ଜ୍ୟୋତିର୍ବିଦ ଓ…

ଆଜି ରାଜ୍ୟରୁ ୬୩୮ କରୋନା ପଜିଟିଭ୍, ଆଉ ୧୧୦ ଛୁଆ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଏବେ ପ୍ଲାଟ୍ୟୁ ସ୍ଥିତିରେ ଅଛି କରୋନାର ଦୈନିକ ସଂକ୍ରମଣ । ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬ଶହରୁ ୮ଶହ ଭିତରେ ରହୁଛି । କିନ୍ତୁ ପିଲାଙ୍କୁ ସଂକ୍ରମଣ ବଢୁଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୬୩୮ କରୋନା ସଂକ୍ରମିତ । ଏମାନଙ୍କ ଭିତରେ ୧୮ ବର୍ଷ ଭିତରେ ଅଛନ୍ତି…

କ୍ଷୀରଚୋରା ଗୋପୀନାଥ ମନ୍ଦିରରେ କୃଷ୍ଣ ଜନ୍ମୋତ୍ସବ

ବାଲେଶ୍ୱର: ଧରାପୃଷ୍ଠରେ ଜନ୍ମ ନେଇଥିଲେ ଭଗବାନ ଶ୍ରୀକୃଷ୍ଣ  । ଆଜିର ଏହି ଦିନକୁ ଜନ୍ମୋତ୍ସବ ବା ଜନ୍ମାଷ୍ଟମୀ ବୋଲି ପାଳନ କରାଯାଏ । କିମ୍ବଦନ୍ତୀ ଅନୁସାରେ ଭାଦ୍ରବ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ବିଷ୍ଣୁଙ୍କ ଅଷ୍ଟମ ଅବତାର ଭାବେ ଶ୍ରୀକୃଷ୍ଣ ଜନ୍ମ ହୋଇଥିଲେ । ତେବେ ଜନ୍ମାଷ୍ଟମୀ ନେଇ…

ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ

ଭୁବନେଶ୍ୱର: ଆଜି ହେଉଛି ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ । ଉତ୍ତର ପ୍ରଦେଶର ମଥୁରା ଓ ବୃନ୍ଦାବନ ସମେତ ଦେଶର ବିଭିନ୍ନ ସ୍ଥାନରେ ଥିବା ବିଷ୍ଣୁମନ୍ଦିର ଓ ଇସ୍କନ ମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସାହର ସହିତ ପାଳନ ହେଉଛି । ନିଜର ଅତିପ୍ରିୟ ଭଗବାନଙ୍କ ଜନ୍ମ ଦିବସ ପାଳିବାକୁ ବିଭିନ୍ନ…

କମୁଛି କରୋନା କାୟା: ଓଡ଼ିଶାରେ ୧% ତଳକୁ ଖସିଲା ପଜିଟିଭ୍ ହାର

ଭୁବନେଶ୍ୱର: ରାଜ୍ୟରେ ଖସୁଛି କରୋନାର ଦୈନିକ ସଂକ୍ରମଣ। ୨୪ ଘଣ୍ଟାରେ ୬୪ହଜାର ୯୯୧ ଟେଷ୍ଟ ହୋଇଥିବା ବେଳେ ଚିହ୍ନଟ ହୋଇଛନ୍ତି ୬୦୯ ଆକ୍ରାନ୍ତ । ଏମାନଙ୍କ ଭିତରେ ୯୭ଜଣ ୧୮ ବର୍ଷରୁ କମ୍ ସଂକ୍ରମିତ ଅଛନ୍ତି । ନୂଆ ଆକ୍ରାନ୍ତଙ୍କ ଭିତରୁ କ୍ୱାରେଣ୍ଟାଇନରୁ ୩୫୪ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି…

ଆଜି ଜନ୍ମାଷ୍ଟମୀ, ଭକ୍ତିମୟ ମନ୍ଦିର ପରିବେଶ

ଭୁବନେଶ୍ୱର: ଆଜି ହେଉଛି ପବିତ୍ର ଜନ୍ମାଷ୍ଟମୀ । ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ତିଥି  । ଏଥିପାଇଁ ପୁରପଲ୍ଲୀ ଉତ୍ସବ ମୁଖର । ବିଭିନ୍ନ ମନ୍ଦିରରେ ଭକ୍ତିମୟ ପରିବେଶ । ହରେ କୃଷ୍ଣ ... ହରେ କୃଷ୍ଣ ଧ୍ୱନିରେ ଗଗନପବନ ପ୍ରକମ୍ପିତ ହେଉଛି  । କିନ୍ତୁ ଏବର୍ଷ କୋଭିଡ୍ କଟକଣାରେ ପାଳନ ହେଉଛି…