Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

କମୁଛି କରୋନା କାୟା: ଆଜି ଓଡ଼ିଶାରୁ ୪୨୮ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା କାୟା । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୪୨୮ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୫୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୭୬ । ୧୮ ବର୍ଷ ଭିତରେ ଆଉ ୫୫ ଜଣ ଆକ୍ରାନ୍ତ ଚିହ୍ନଟ…

ଜାଣନ୍ତୁ, ଭାରତର କେଉଁ ମନ୍ଦିରରେ ହୁଏ ଡଲାର୍‌, ଟଙ୍କା ଓ ସୁନା ବିସ୍କୁଟର ବର୍ଷା

ଭୁବନେଶ୍ୱର: କରୋନା ମହାମାରୀ ପରେ ଭାରତରେ ଅର୍ଥନୈତିକ ସଙ୍କଟ ଦେଖାଦେଇଛି । ତେବେ ଭାରତର ଏମିତି ଏକ ମନ୍ଦିର ରହିଛି, ଯେଉଁଠି ଡଲାର, ଟଙ୍କା, ସୁନାରୂପା ଗହଣା ଓ ସୁନାର ବିସ୍କୁଟର ସତେ ଯେପରି ବର୍ଷା ହେଉଛି । ରାଜସ୍ଥାନ ଜୟପୁରର ଚିତ୍ତୋରଗଡ ଜିଲ୍ଲାରେ ରହିଛି ସାଁୱଲିଆ ସେଠ୍ ମନ୍ଦିର ।…

ବଢ଼ୁଛି ବିଭିନ୍ନ ନଦୀର ଜଳସ୍ତର

ଭୁବନେଶ୍ବର : ଲଘୁଚାପ ପ୍ରଭାବରେ ରବିବାର ଦିନତମାମ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିଛି। ପୁରୀ, ଖୋର୍ଧା, ଜଗତ୍‌ସିଂହପୁର ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଥିବା ବେଳେ ଜନଜୀବନ ଅସ୍ତ‌ବ୍ୟସ୍ତ ହୋଇପଡ଼ିଛି । ପଶ୍ଚିମ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ‌ହେବାର ସମ୍ଭାବନା…

ଲଗାଣ ବର୍ଷାରେ ବେହାଲ କେନ୍ଦ୍ରାପଡ଼ା

କେନ୍ଦ୍ରାପଡା: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ବେହାଲ ହୋଇଛି କେନ୍ଦ୍ରାପଡା ପୋୖରାଞ୍ଚଳର ବିଭିନ୍ନ ଅଞ୍ଚଳ । ପୋୖରାଞ୍ଚଳର ବିଭିନ୍ନ ଅଞ୍ଚଳ ଗୁଡିକରେ ବର୍ଷାପାଣି ଜମି ରହିଥିବାରୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ସ୍ଥାନୀୟ ବାସିନ୍ଦା । କେତେକ ସ୍ଥାନରେ ଘର ଭିତରେ ପାଣି ପଶିଥିବା ବେଳେ ଅନ୍ୟ…

ଆଜିଠୁ ଜଗା ଦର୍ଶନ, ଆନନ୍ଦ ବଜାରରେ ମହାପ୍ରସାଦ ସେବନ

ପୁରୀ : ଆଜିଠୁ ପୁଣି କାଳିଆ ଦର୍ଶନ । ଶ୍ରୀମନ୍ଦିରକୁ ଶ୍ରଦ୍ଧାଳୁ ନେଇ ପାରିବେ ପୂଜା ସାମଗ୍ରୀ, ଆନନ୍ଦ ବଜାରରେ ବସି ଭକ୍ତ କରିପାରିବେ ଅବଢ଼ା ସେବନ ।  ତିନି ଦିନ ପରେ ଶ୍ରଦ୍ଧାଳୁଙ୍କ ପାଇଁ ଆଜିଠାରୁ ପୁଣି ଜଗା ଦର୍ଶନ । ଗଣେଶ ପୂଜାଠାରୁ ସର୍ବସାଧାରଣଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିଥିବା…

ପୁରୀରେ ୮୭ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା

ପୁରୀ : ଲଗାଣ ବର୍ଷା ଯୋଗୁଁ ଜନଜୀବନ ବିପର୍ଯ୍ୟସ୍ତ । ପୁରୀରେ ୮୭ ବର୍ଷ ପରେ ପୁଣି ସେପ୍ଟେମ୍ବର ମାସରେ ରେକର୍ଡ ଭାଙ୍ଗି ଅଧିକ ବର୍ଷା ହୋଇଛି ।  ୧୯୩୪ ସେପ୍ଟେମ୍ବର ୨୦ରେ ୨୩୪ମିମି ବର୍ଷା ହୋଇଥିଲା ।  ଜିଲ୍ଲାରେ ୨୪ ଘଂଟାରେ ସର୍ବାଧିକ ୩୪୧ ମିଲିମିଟର ବର୍ଷା ରେକର୍ଡ ହୋଇଛି ।ସେହିଭଳି…

ଓଡ଼ିଶାରେ ୫୦୦ ତଳକୁ ଖସିଲା ଦୈନିକ କରୋନା କେସ, ୯ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ବର: ରାଜ୍ୟରେ ଖସୁଛି କରୋନାର ଦୈନିକ ସଂକ୍ରମଣ। ଆଜି ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ତଳକୁ ଖସିଛି। ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୪୭୧ ନୂଆ ଆକ୍ରାନ୍ତ। ଏମାନଙ୍କ ଭିତରେ ୧୮ ବର୍ଷ ବର୍ଗରେ ଆଉ ୫୭ ଜଣ ପଜିଟିଭ ବାହାରିଛନ୍ତି। ୯ ଜିଲ୍ଲାରୁ କେହି ନୂଆ ସଂକ୍ରମିତ ହୋଇ ନାହାନ୍ତି।…

ଭୁବନେଶ୍ୱରରେ ୧୦ ଲକ୍ଷରୁ ଅଧିକ ଲୋକ ନେଲେଣି ଟିକାର ଡବଲ୍ ଡୋଜ୍

ଭୁବନେଶ୍ୱର: ରାଜଧାନୀରେ ଟିକାକରଣରେ ଆଉ ଗୋଟିଏ ମାଇଲଖୁଣ୍ଟ । ୧୦ ଲକ୍ଷରୁ ଅଧିକ ଲୋକ ଟିକାର ଦୁଇଟି ଡୋଜ୍ ନେଇ ସାରିଲେଣି । ବର୍ତ୍ତମାନ ସୁଦ୍ଧା ୧୦ଲକ୍ଷ ୨ହଜାର ୭୧୬ ଜଣ ଦୁଇଟି ଲେଖାଏ ଡୋଜ୍ ନେଇ ସାରିଛନ୍ତି । ଭୁବନେଶ୍ୱର ମୋଟ୍ ୨୨ଲକ୍ଷ ୬୬ହଜାର ୬୧ ଡୋଜ୍ ଟିକା ଦିଆଯାଇଛି । ଏଥିରୁ ୧୨ଲକ୍ଷ…

ଆଜି ରାଜ୍ୟରୁ ୬୪୯ କରୋନା ସଂକ୍ରମିତ, ୧୮ବର୍ଷରୁ କମ୍ ବର୍ଗରେ ୧୦୩ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ଉପର ତଳ ହେଉଛି । କେବେ ସାମାନ୍ ବଢୁଛି ତ କେବେ ଖସୁଛି । ୬୦୦ରୁ ୮୦୦ ଭିତରେ ରହୁଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୬୪୯ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ୧୮ ବର୍ଷରୁ କମ୍ ବର୍ଗରେ ଆଉ ୧୦୩ ଜଣ ସଂକ୍ରମିତ…

ମୁଖ୍ୟ ଶାସନ ସଚିବଙ୍କ ଗଜପତି ଗସ୍ତ

ଗଜପତି: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ଗଜପତି ଗସ୍ତରେ ଯାଇଛନ୍ତି। ଗଜପତି ଜିଲ୍ଲାର ବିଭିନ୍ନ ବିକାଶ ମୂଳକ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି । ସେ ପର୍ଯ୍ୟଟନ ସ୍ଥଳୀର ବିକାଶ ପାଇଁ ତୁମ୍ବା ପୁରିଆ ସାହିର ବୁରୁଖତା ଦେଇ କୁନ୍ତୀ ମନ୍ଦିର ଆଦି ସ୍ଥାନ ଅନୁସନ୍ଧାନ…