Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଯାଜପୁରରେ ବଧୂ ହତ୍ୟା ଅଭିଯୋଗ

ଯାଜପୁର: ଯାଜପୁରରେ ବଧୂ ହତ୍ୟା । ମଙ୍ଗଳପୁର ଥାନା ମହାନ୍ତି ପାଟଣା ଗାଁ ରେ ବଧୂ ହତ୍ୟା ଅଭିଯୋଗ । ମୃତ ମହିଳା ଜଣକ ହେଲେ ଭାଷ୍କର ବେହେରାଙ୍କ ପତ୍ନୀ ବବିତା ବେହେରା । ବବିତାଙ୍କୁ ସ୍ୱାମୀ ଓ ଶାଶୁ ଘର ଲୋକେ ମିଳିମିଶି ହତ୍ୟା କରିଥିବା ମଙ୍ଗଳପୁର ଥାନାରେ ଅଭିଯୋଗ ହୋଇଛି । ଗତକାଲି…

ପାହୁର ପରମ୍ପରାରେ ନୂଆଁଖାଇ

ସୋନପୁର: କୋଭିଡ କଟକଣା ଭିତରେ ପାଳିତ ହୋଇଯାଇଛି ସୁବର୍ଣ୍ଣପୁରର ନୂଆଁଖାଇ l ସୋନପୁର ଗଡଜାତରେ ଲୋକେ ଆନନ୍ଦ ଉଲ୍ଲାସରେ ନିର୍ଦ୍ଧାରିତ ଲଗ୍ନରେ ନବାନ୍ନ ଭକ୍ଷଣ କରିଛନ୍ତି l ନୂଆଁଖାଇରେ ଖାଲି ଯେ ଅନ୍ୟବ୍ୟଞ୍ଜନ , ପୀଠାପଣା ଆଦି ତିଆରି କରି ଖାଆନ୍ତି ତାହା ନୁହେଁ , ଇଷ୍ଟଦେବୀ ମାଆ…

ରାଜ୍ୟରେ କରୋନା ସୁସ୍ଥ ସଂଖ୍ୟା ୧୦ ଲକ୍ଷ ଟପିଲା

ଭୁବନେଶ୍ୱର: ରାଜ୍ୟରେ କରୋନା ସୁସ୍ଥତାରେ ମାଇଲଖୁଣ୍ଟ ହୋଇଛି । ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ ସୁସ୍ଥତା ହାର ବି ବୃଦ୍ଧି ପାଉଛି । କରୋନା ସୁସ୍ଥ ସଂଖ୍ୟା ଏବେ ୧୦ ଲକ୍ଷ ଟପିଛି । ରାଜ୍ୟରେ କରୋନାରୁ ସୁସ୍ଥ ହେଲେଣି ମୋଟ୍ ୧୦ଲକ୍ଷ ୫୪୮ ଆକ୍ରାନ୍ତ । ସୁସ୍ଥ ହାର ରହିଛି ୯୮.୫୦ ପ୍ରତିଶତ…

ଆଜି ଓଡ଼ିଶାରୁ କରୋନାରେ ୬୩୦ ସଂକ୍ରମିତ, ଆଉ ୧୧୬ ଛୁଆ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ପାଞ୍ଚ ଶହ ତଳକୁ ଖସୁନି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । ଛୋଟ ପିଲାଙ୍କୁ ସଂକ୍ରମଣ ବଢୁଛି । ୨୪ ଘଣ୍ଟାରେ ରାଜ୍ୟରେ ୬୩ ହଜାର ୧୭ କୋଭିଡ୍ ଟେଷ୍ଟ ହୋଇଛି । ଚିହ୍ନଟ ହୋଇଛନ୍ତି ୬୩୦ ଆକ୍ରାନ୍ତ । ଏମାନଙ୍କ ଭିତରେ ୦-୧୮ ବର୍ଷ ଭିତରେ ଅଛନ୍ତି ୧୧୬ ସଂକ୍ରମିତ । ରାଜ୍ୟରେ…

ବେଳାଭୂମିରେ କଉଡି ଗଣେଶ

ପୁରୀ : ବାଲୁକା କଳାରେ କଉଡି ଗଣେଶ । ଗଣେଶ ପୂଜା ଅବସରରେ ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ସନ ପଟ୍ଟନାୟକ ବାଲୁକା ଚିତ୍ରକଳା ମାଧ୍ୟମରେ ଦେଶବାସୀଙ୍କୁ ଗଣେଶ ପୂଜାର ଅଭିନନ୍ଦନ ଜଣାଇଛନ୍ତି । ପୁରୀ ବେଳେ ଭୂମିରେ ଏକ ସୁନ୍ଦର ଗଣେଶ ତିଆରି କରିଛନ୍ତି । ଏହି ଗଣେଶ ତିଆରି କରିବା ପାଇଁ ୭…

ରାଜ୍ୟରେ ୭୪୫ ସଂକ୍ରମିତ ଚିହ୍ନଟ; ୧୧୯ ଛୁଆ ପଜିଟିଭ

ଭୁବନେଶ୍ବର: ରାଜ୍ୟରେ ବଢୁଛି ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୭୪୫ ଜଣ କରୋନା ଆକ୍ରାନ୍ତ। ଆଜି ୦-୧୮ ବର୍ଷ ଭିତରେ ୧୧୯ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନରୁ ୪୩୫ ଜଣ ପଜିଟିଭ ହୋଇଥିବା ବେଳେ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି…

ଏକାମ୍ର ପରମ୍ପରା : ଶ୍ରୀ ଲିଙ୍ଗରାଜ ମନ୍ଦିରରେ ଗଣେଶ ପୂଜା

ସୁକାନ୍ତ ପଣ୍ଡା ହିନ୍ଦୁ ପରମ୍ପରାରେ ଶ୍ରୀ ଗଣେଶ ହେଉଛନ୍ତି ଅଗ୍ରପୂଜ୍ୟ। ପ୍ରଥମେ ଗଣନାଥଙ୍କ ଦର୍ଶନ ଓ ପୂଜା ପରେ ଅନ୍ୟ ଦେବୀ ଦେବତାଙ୍କ ପୂଜାର୍ଚ୍ଚନା କରାଯିବା ଆମର ବିଧି । ଶୈବପୀଠ ଭାବରେ ଲିଙ୍ଗରାଜ ମନ୍ଦିରରେ ଗଣନାଥଙ୍କ ପୂଜା ସ୍ଵତନ୍ତ୍ର ମହତ୍ଵ ରଖେ । ଶ୍ରୀ ଲିଙ୍ଗରାଜ ମନ୍ଦିର…

ଜ୍ଞାନଦାତା ଶ୍ରୀଗଣେଶାୟଂ

ଓଁ ନମୋ ଗଣେଶାୟ ବିଘ୍ନେଶ ଗିରିଜା ନନ୍ଦନ ପ୍ରଭୃ !  ସର୍ବବିଘ୍ନ ନିହତ୍ୟାଶୁ ସର୍ବସିଦ୍ଧ ପ୍ରଦୋଭବ ।" ପବିତ୍ର ଗଣେଶ ପୂଜା ଉତ୍କଳରେ ନୁହେଁ, ହିମାଳୟଠାରୁ କୁମାରୀକା ପର୍ଯ୍ୟନ୍ତ ସମଗ୍ର ଭାରତ ବର୍ଷରେ ପାଳିତ ହେଉଛି । ଗଣେଶ ଜ୍ଞାନଦାତା, ବିଦ୍ୟାଦାତା, ବିଘ୍ନ ବିନାଶକାରୀ ପ୍ରଭୃ ଗଣନାଥ…

ଆଜି ରିଲିଜ ହେବ ‘ହେ ଗଣେଷ ଦିଅଁ’

ଭୁବନେଶ୍ୱର : ପବିତ୍ର ଗଣେଶ ପୂଜା ଅବସରରେ ଜଗା ଜେଡି କ୍ରିୟେସନ ପକ୍ଷରୁ , ବିଦ୍ୟାଦାତା ଗଣେଶଙ୍କ ଭଜନ “ହେ ଗଣେଷ ଦିଅଁ ଯେବେଠୁ ଖଡିଛୁଆଁ ହେଲା ସେବେଠୁ ତୁମ ସହିତ ମୋର ଭାବ” ରିଲିଜ୍ ହେବାକୁ ଯାଉଛି । ଏହି ଭଜନ ପରିବେଷଣ ଭିଡିଓରେ, କଳାକାର ପ୍ରଜ୍ଞା, ଶଙ୍କର, ମିଲି ମହାନ୍ତି ଓ ଜୁନିୟର…

ଜୟପୁର ଜଗନ୍ନାଥ ସାଗରରୁ ନାବାଳିକା ମୃତଦେହ ଉଦ୍ଧାର ଘଟଣା, ପ୍ରେମିକକୁ ଗିରଫ ଦାବିରେ ରାସ୍ତାରୋକ

ଜୟପୁର : ଜଗନ୍ନାଥ ସାଗରରୁ ନାବାଳିକା ଶବ ଉଦ୍ଧାର ଘଟଣା। ପ୍ରେମିକକୁ ଗିରଫ ଦାବିରେ ଜୟପୁର ଜୟନଗର ରାସ୍ତାରେ ଟାୟରଜାଳି ରାସ୍ତା ରୋକ କରିଛନ୍ତି ଶହ ଶହ ମହିଳା ଓ ପୁରୁଷ । ଘଟଣା ସ୍ଥଳରେ ଟାଉନ ଥାନା ପୋଲିସ ପହଁଚି ଲୋକମାନଙ୍କ ସହ ଆଲୋଚନା କରୁଛି । ଗତ ତିନି ଦିନ ତଳେ ଜୟନଗର ଧୋବା ତୁଠ…