Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ରାଜ୍ୟରେ ପୁଣି ହଜାରେ ଡେଇଁଲା କରୋନା ସଂକ୍ରମଣ, ଆଜି ୧୨୮ ଛୁଆ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ତିନି ଦିନ ହଜାରେ ଭିତରେ ରହିଥିଲା କରୋନା ସଂକ୍ରମଣ । ଆଜି ପୁଣି ଥରେ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ପାର କରିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧ହଜାର ୪୧ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୬୦୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୩୬ । ଏମାନଙ୍କ ଭିତରେ…

ସଦା ବାହାର ଗୁଲଜାର.. . .

ଭୁବନେଶ୍ୱର: ତୁଝସେ ନାରାଜ ନେହିଁ ଜିନ୍ଦେଗୀ ହେରାନ୍ ହୁଁ ମୈ...ହେଉ କି ୟେ ଇସ୍କ ମୋହବତ୍ କି ରିବାୟତ ଭି ଅଜୀବ ହେ’...ତାଙ୍କର ଏହି ଦୁଇ ଧାଡି ଲେଖା ବି ବହୁତ କିଛି କହେ । ସେ ହେଉଛନ୍ତି ସଦା ବାହାର ଗୁଲଜାର୍ । ତାଙ୍କ ଲେଖନୀ ନିଃସୃତ ପ୍ରତିଟି ଧାଡି ରୋମାଞ୍ଚିତ କରିଦିଏ । ଲେଖାରେ ଗୋଟି…

ଅନଲାଇନ୍‌ କ୍ଲାସ୍‌ ପାଇଁ ଆସିଲାନି ନେଟୱର୍କ, ପାହାଡରୁ ଖସି ଛାତ୍ର ମୃତ

ରାୟଗଡ଼ା: ଅନଲାଇନ୍‌ କ୍ଲାସ୍‌ ପାଇଁ ଆସିଲାନି ନେଟୱର୍କ, ପାହାଡରୁ ଖସି ଛାତ୍ର ମୃତ । ସବୁ ସ୍ୱପ୍ନ ସବୁ ଅଧାରେ ରହିଗଲା। ମୋବାଇଲ୍ ନେଟୱର୍କ ହେଲା କାଳ। ରାୟଗଡା ଜିଲ୍ଲା ପଦ୍ମପୁର ବ୍ଳକ୍ ପାଣ୍ଡ୍ରାଗୁଡା ଗାଁରେ ଏପରି ଅଭାବନୀୟ ଘଟଣା ଘଟିଛି । ପାଣ୍ଡ୍ରାଗୁଡା ଗାଁର ୧୩ ବର୍ଷିୟ ଆନ୍ଦ୍ରିୟ…

କୋଭିଡ୍ ପରିଚାଳନାରେ ନବୀନ ପଟ୍ଟନାୟକ ଦେଶରେ ନମ୍ବର ଓ୍ୱାନ୍ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋଭିଡ୍ ପରିଚାଳନାରେ ଦେଶରେ ପୁଣି ଓଡ଼ିଶା ପ୍ରଥମ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ୍ଷେତ୍ରରେ ନମ୍ବର ଓ୍ୱାନ୍ ମୁଖ୍ୟମନ୍ତ୍ରୀ ହୋଇଛି । ଇଣ୍ଡିଆ ଟୁଡେ ଦ୍ୱାରା କରାଯାଇଥିବା ମୁଡ୍ ଅଫ୍ ଦି ନେସନ୍ ସର୍ଭେରେ ଦେଶରେ କୋଭିଡ୍ ପରିଚାଳନାରେ ଏକ ନମ୍ବର ମୁଖ୍ୟମନ୍ତ୍ରୀ ହୋଇଛନ୍ତି…

ଓଡ଼ିଶାରେ ଆଉ ୧୩୮ ଛୁଆଙ୍କୁ କରୋନା, ୪ ଦିନରେ ୪୭୬ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ କମିଛି । କିନ୍ତୁ ବଢୁଛି ଛୋଟ ପିଲାଙ୍କ ସଂକ୍ରମଣ । ୨୪ ଘଣ୍ଟାରେ ରାଜ୍ୟରୁ ୦-୧୮ ବର୍ଷ ଭିତରେ ଆଉ ୧୩୮ ଜଣ ପିଲା କରୋନାରେ ସଂକ୍ରମିତ ହୋଇଛନ୍ତି । ରାଜ୍ୟରୁ ମୋଟ୍ ୯୯୩ ଜଣ ପଜିଟିଭ୍ ବାହାରିଥିବା ବେଳେ ଏଥିରେ ଶିଶୁ ଓ କିଶୋରମାନଙ୍କ ସଂଖ୍ୟା ୧୩୮ ।…

ଆଜି ଓଡ଼ିଶାରୁ ୯୯୩ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ୪୧୯

ଭୁବନେଶ୍ୱର: ରାଜ୍ୟରେ ଲଗାତାର ତୃତୀୟ ଦିନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଭିତରେ ରହିଛି । ଯଦିଓ କାଲି ଅପେକ୍ଷା ଆଜି ସଂକ୍ରମିତଙ୍କ ସଂଖ୍ୟା ସାମାନ୍ୟ ବଢ଼ିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୯୯୩ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୫୭୮ ଓ ଲୋକାଲ୍…

ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ ଅନ୍ବିତା

ଜୟପୁର: ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ ସ୍ଥାନ ପାଇଲେ ଅନ୍ବିତା ।  ଜୟପୁର ୧୭୮ ଜୟପୁର ସହର ରାଜୁ ସାହିର ଶଙ୍କର ମିଶ୍ର ଓ ମାତା ମଧୁସ୍ମିତା ପାଣିଗ୍ରାହୀଙ୍କ ଝିଅ ହେଉଛନ୍ତି ଅନ୍ବିତା ମିଶ୍ର । ବୟସ ମାତ୍ର ସାଢେ ୫ ବର୍ଷ । ଏହି ବୟସରେ ସ୍ପଷ୍ଟ ଭାବେ ବିଭିନ୍ନ ଦେଶ ଓ ତାହାର ରାଜଧାନୀ ନାମ କହି…

କୋଭିଡ କଟକଣା ମଧ୍ୟରେ ଶ୍ରୀକ୍ଷେତ୍ରରେ ଝୁଲଣ ପର୍ବ

ପୁରୀ : ଚଳିତବର୍ଷ କୋଭିଡ କଟକଣା ଭିତରେ ଶ୍ରୀକ୍ଷେତ୍ରର ପ୍ରସିଦ୍ଧ ଝୁଲଣ ଯାତ୍ରା ଶ୍ରୀମନ୍ଦିର ସହ ବିଭିନ୍ନ ମଠରେ ଆରମ୍ଭ ହୋଇଛି। ସୁସଜ୍ଜିତ ଝୁଲଣ କୁଞ୍ଜରେ ଶ୍ରୀରାଧାକୃଷ୍ଣ ଝୁଲିବେ । ଏହି ଯାତ୍ରା ୭ ଦିନ ଧରି ଚାଲିବ । ପରମ୍ପରା ମୁତାବକ ଶ୍ରୀମନ୍ଦିରରେ ସନ୍ଧ୍ୟା ଆଳତୀ ପରେ ଶ୍ରୀଜୀଉଙ୍କ…

ଦିନକରେ ଦିଆଗଲା ରେକର୍ଡ ୮୮ ଲକ୍ଷ ଡୋଜ୍ ଟିକା

ନୂଆଦିଲ୍ଲୀ: କୋଭିଡ୍ ଟିକାକରଣରେ ଭାରତରେ ଆଉ ଏକ ମାଇଲଖୁଣ୍ଟ । ଦିନକରେ ରେକର୍ଡ ୮୮ ଲକ୍ଷ ଡୋଜ୍ ଟିକା ଲୋକଙ୍କୁ ଦିଆଯାଇଛି । ଯାହାକି ବର୍ତ୍ତମାନ ସୁଦ୍ଧା ଗୋଟିଏ ଦିନରେ ସର୍ବାଧିକ ଟିକାକରଣ । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟ । ଗତକାଲି…

ଓଡ଼ିଶାରେ ତଳମୁହାଁ କରୋନା ସଂକ୍ରମଣ: ଆଜି ଓଡ଼ିଶାରୁ ୭୨୦ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ତଳକୁ ତଳକୁ ଖସୁଛି କରୋନାର ଦୈନିକ ସଂକ୍ରମଣ । ଏବେ ନିମ୍ନଗାମୀ ଟ୍ରେଣ୍ଡ ଦେଖିବାକୁ ମିଳୁଛି । ଲଗାତାର ଦ୍ୱିତୀୟ ଦିନରେ ହଜାରେ ତଳେ ରହିଛି ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭୨୦ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ୧୮ ବର୍ଷ ଭିତରେ ୯୬ ଜଣ…