Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

କ୍ଷୀରଚୋରା ଗୋପୀନାଥ ମନ୍ଦିରରେ କୃଷ୍ଣ ଜନ୍ମୋତ୍ସବ

ବାଲେଶ୍ୱର: ଧରାପୃଷ୍ଠରେ ଜନ୍ମ ନେଇଥିଲେ ଭଗବାନ ଶ୍ରୀକୃଷ୍ଣ  । ଆଜିର ଏହି ଦିନକୁ ଜନ୍ମୋତ୍ସବ ବା ଜନ୍ମାଷ୍ଟମୀ ବୋଲି ପାଳନ କରାଯାଏ । କିମ୍ବଦନ୍ତୀ ଅନୁସାରେ ଭାଦ୍ରବ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ବିଷ୍ଣୁଙ୍କ ଅଷ୍ଟମ ଅବତାର ଭାବେ ଶ୍ରୀକୃଷ୍ଣ ଜନ୍ମ ହୋଇଥିଲେ । ତେବେ ଜନ୍ମାଷ୍ଟମୀ ନେଇ…

ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ

ଭୁବନେଶ୍ୱର: ଆଜି ହେଉଛି ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ । ଉତ୍ତର ପ୍ରଦେଶର ମଥୁରା ଓ ବୃନ୍ଦାବନ ସମେତ ଦେଶର ବିଭିନ୍ନ ସ୍ଥାନରେ ଥିବା ବିଷ୍ଣୁମନ୍ଦିର ଓ ଇସ୍କନ ମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସାହର ସହିତ ପାଳନ ହେଉଛି । ନିଜର ଅତିପ୍ରିୟ ଭଗବାନଙ୍କ ଜନ୍ମ ଦିବସ ପାଳିବାକୁ ବିଭିନ୍ନ…

କମୁଛି କରୋନା କାୟା: ଓଡ଼ିଶାରେ ୧% ତଳକୁ ଖସିଲା ପଜିଟିଭ୍ ହାର

ଭୁବନେଶ୍ୱର: ରାଜ୍ୟରେ ଖସୁଛି କରୋନାର ଦୈନିକ ସଂକ୍ରମଣ। ୨୪ ଘଣ୍ଟାରେ ୬୪ହଜାର ୯୯୧ ଟେଷ୍ଟ ହୋଇଥିବା ବେଳେ ଚିହ୍ନଟ ହୋଇଛନ୍ତି ୬୦୯ ଆକ୍ରାନ୍ତ । ଏମାନଙ୍କ ଭିତରେ ୯୭ଜଣ ୧୮ ବର୍ଷରୁ କମ୍ ସଂକ୍ରମିତ ଅଛନ୍ତି । ନୂଆ ଆକ୍ରାନ୍ତଙ୍କ ଭିତରୁ କ୍ୱାରେଣ୍ଟାଇନରୁ ୩୫୪ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି…

ଆଜି ଜନ୍ମାଷ୍ଟମୀ, ଭକ୍ତିମୟ ମନ୍ଦିର ପରିବେଶ

ଭୁବନେଶ୍ୱର: ଆଜି ହେଉଛି ପବିତ୍ର ଜନ୍ମାଷ୍ଟମୀ । ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ତିଥି  । ଏଥିପାଇଁ ପୁରପଲ୍ଲୀ ଉତ୍ସବ ମୁଖର । ବିଭିନ୍ନ ମନ୍ଦିରରେ ଭକ୍ତିମୟ ପରିବେଶ । ହରେ କୃଷ୍ଣ ... ହରେ କୃଷ୍ଣ ଧ୍ୱନିରେ ଗଗନପବନ ପ୍ରକମ୍ପିତ ହେଉଛି  । କିନ୍ତୁ ଏବର୍ଷ କୋଭିଡ୍ କଟକଣାରେ ପାଳନ ହେଉଛି…

ପରିତ୍ରାଣାୟ ସାଧୁନାଂ ବିନାଶାୟଚ ଦୃଷ୍କୃତାମ୍

ଲକ୍ଷ୍ମଣ ସାହୁ ଗୀତାରେ ସ୍ୱୟଂ ଭଗବାନ ଶ୍ରୀକୃଷ୍ଣ କହିଛନ୍ତି- "ଯଦା ଯଦାହି ଧର୍ମସ୍ୟ ଗ୍ଳାନିର୍ଭବତି ଭାରତ / ଅଭ୍ୟୁତ୍ଥାନମ୍ ଅଧର୍ମସ୍ୟ ତଦାତ୍ମାନଂ ସୃଜାମ୍ୟହମ୍ । ପରିତ୍ରାଣାୟ ସାଧୁନାଂ ବିନାଶାୟଚ ଦୃଷ୍କୃତାମ୍ / ଧର୍ମ ସଂସ୍ଥାପନାର୍ଥାୟ ସମ୍ଭବାମି ଯୁଗେ ଯୁଗେ ।" ଅର୍ଥାତ୍ ହେ…

ବିଧାନସଭା ଅଧିବେଶନ ପୂର୍ବରୁ କୋଭିଡ୍ ଟେଷ୍ଟ

ଭୁବନେଶ୍ୱର: ଆସନ୍ତା ୧ ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ  । ତାପୂର୍ବରୁ ଆଜି ସମସ୍ତ ବିଧାୟକ ଓ ବିଧାନସଭା କର୍ମଚାରୀଙ୍କର କୋଭିଡ୍ RTPCR ଟେଷ୍ଟ କରାଯାଉଛି  । ବିଧାନସଭା ପରିସରରେ ହୋଇଥିବା ସ୍ୱତନ୍ତ୍ର ଶିବିରରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ସଂସଦୀଯ ବ୍ୟାପାର ମନ୍ତ୍ରୀ ବିକ୍ରମ…

ଆଜିଠୁ ରାଜ୍ୟର ୧୨ ଜିଲ୍ଲାରେ ସେରୋ ସର୍ଭେ

ଭୁବନେଶ୍ୱର: ଆଜିଠୁ ରାଜ୍ୟର ୧୨ ଜିଲ୍ଲାରେ ଆରମ୍ଭ ହୋଇଛି ରାଜ୍ୟସ୍ତରୀୟ ସେରୋ ସର୍ଭେ । ଏଥିପାଇଁ ଆରଏମଆରସି ଲୋକଙ୍କ ନମୁନା ସଂଗ୍ରହ କରୁଛି । ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, ବାଲେଶ୍ୱର, ମୟୂରଭଞ୍ଜ, ଯାଜପୁର, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର…

ଆଜି ଓଡ଼ିଶାରୁ ୮୪୯ କରୋନା ପଜିଟିଭ୍, ଆଉ ୧୧୯ ଛୁଆ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ହଜାରେ ଭିତରେ ଏବେ ରହିଛି ଦୈନିକ କରୋନା ସଂକ୍ରମଣ । କିନ୍ତୁ ୧୮ ବର୍ଷ ଭିତରେ ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୮୪୮ କରୋନା ଆକ୍ରାନ୍ତ । ଏମାନଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୧୧୯ ସଂକ୍ରମିତ । ଖୋର୍ଦ୍ଧା…

କଟକ ଏସସିବିରେ ଆରମ୍ଭ ହେଲା ପ୍ରଥମ ଇକ୍‌ମୋ ଚିକିତ୍ସା

କଟକ: ଏସସିବି ମେଡିକାଲରେ ଆରମ୍ଭ ହେଲା ପ୍ରଥମ ଇକମୋ ଚିକିତ୍ସା । ନିଶ୍ଚିନ୍ତକୋଇଲି ଅଞ୍ଚଳର ଜଣେ ୫୨ ବର୍ଷୀୟ ମହିଳାଙ୍କୁ ମିଳିଲା ପ୍ରଥମ ଇକ୍‌ମୋ ସେବା ଆରମ୍ଭ ହୋଇଛି । ସେ କୋଭିଡରେ ଆକ୍ରାନ୍ତ ହୋଇ ଭେଣ୍ଟିଲେଟରରେ ରହି ଚିକିତ୍ସିତ ହେଉଥିଲେ । ଏବେ ତାଙ୍କର ରିପୋର୍ଟ ନେଗେଟିଭ୍ ଅଛି ।…

ରହସ୍ୟମୟ ଶ୍ରୀ ବାଙ୍କେବିହାରୀ

ଭୁବନେଶ୍ୱର: ବିଜ୍ଞାନ ଯୁଗରେ ନୁଆ ନୂଆ ଆବିଷ୍କାର ଆମକୁ ବିସ୍ମୟ କରିଆସୁଛି । ବୈଜ୍ଞାନିକଙ୍କ ପାଖରେ ସବୁ ଅସମ୍ଭବକୁ ସମ୍ଭବ କରିବାର ରହିଛି କ୍ଷମତା । ହେଲେ ପ୍ରକୃତି ଭିତରେ ଏମିତି କିଛି ଘଟଣା ଘଟୁଛି ଯାହାକି ଭେଦ କରିବାକୁ ବୈଜ୍ଞାନିକ ବି ସଫଳ ହୋଇନାହାନ୍ତି । ଆମ ଚାରିପଟେ ଏମିତି ବହୁ…