Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଚତୁର୍ଥ ମହଲାରୁ ଡେଇଁ କରୋନା ଆକ୍ରାନ୍ତଙ୍କ ଆତ୍ମହତ୍ୟା

କଟକ: ଏସସିବି ମେଡିକାଲ ଚତୁର୍ଥ ମହଲାରୁ ଡେଇଁ ଜଣେ କରୋନା ଆକ୍ରାନ୍ତ ଆତ୍ମହତ୍ୟା କରିଛନ୍ତି । ଗୁରୁବାର ଦିନ ଏହି ବ୍ୟକ୍ତି ଜଣକ ହସପିଟାଲର ଚତୁର୍ଥ ମହଲାରୁ ଝରକା ଦେଇ ତଳକୁ ଡେଇଁ ଆତ୍ମହତ୍ୟା କରିଛନ୍ତି । ତାଙ୍କ ମୁଣ୍ଡରେ ଆଘାତ ଲାଗିଥିବା ବେଳେ ସୁରକ୍ଷାକର୍ମୀ ମାନେ ତାଙ୍କୁ ନେଇ ଗୁରୁତର…

ଟ୍ରାକ୍ଟର ଓଲଟି ଜଣେ ମୃତ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଡାହିମାଳ ନିକଟ ଚାଷ ଜମିରେ ଟ୍ରାକ୍ଟର ଓଲଟି ଡ୍ରାଇଭର ମୃତ ହୋଇଛି । ଆଜି ସନ୍ଧ୍ୟାରେ ଚାଷଜମିରେ ହଳ କରୁଥିବା ସମୟରେ ଟ୍ରାକ୍ଟର ଓ଼ଲଟିଯିବା ଫଳରେ ଟ୍ରାକ୍ଟରରେ ଚାପିହୋଇ ଡ୍ରାଇଭର ଘଟଣାର ସ୍ଥଳରେ ମୃତ୍ୟୁ ଘଟିଛି । ମୃତକ ଡ୍ରାଇଭର ଭେଡେନ…

ଚିତ୍ର ଜଗତର ଅମ୍ଳାନ ପ୍ରତିଭା : ଶିଳ୍ପୀ ଅସିତ୍ ମୁଖାର୍ଜୀ

 କଳା ଓ କାରିଗରୀକୁ ନେଇ ପ୍ରିୟରଞ୍ଜନ କରଙ୍କ ସ୍ୱତନ୍ତ୍ର ଉପସ୍ଥାପନା  ଶିଳ୍ପୀ ଅସିତ ମୁଖାର୍ଜୀ ଓଡିଆ ଚିତ୍ରକଳା ଜଗତର ଜଣେ ଲୋକପ୍ରିୟ ସ୍ରଷ୍ଠା । ସନ୍ୟାସୀ ଭଳି ଚଳଣି ଓ ସରଳ ବ୍ୟବହାର ଅନ୍ୟକୁ କ୍ଷଣିକରେ ଆପଣାରେ କରି ନିଏ । ସର୍ବଦା କର୍ମତପ୍ତର । ଶହ ଶହ ଚିତ୍ର, ଅସଂଖ୍ୟ ପୁସ୍ତକର କଭର…

ପୁରୀରେ ଆରମ୍ଭ ହେଲା ରଥ ଭଙ୍ଗା କାମ

ପୁରୀ: ପୁରୀରେ ଆରମ୍ଭ ହେଲା ରଥ ଭଙ୍ଗା କାମ । ୧୦ ଜଣ ଭୋଇ ସେବାୟତଙ୍କ ସହାୟତାରେ ରଥ ଭଙ୍ଗା କାମ ଆରମ୍ଭ ହୋଇଛି । ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ ଭଙ୍ଗା କାର୍ଯ୍ୟ ଆରମ୍ଭ କରାଯାଇଛି । ପର୍ଯ୍ୟାୟ କ୍ରମେ ନନ୍ଦିଘୋଷ ଓ ତାଳଧ୍ବଜ ରଥ ଭଙ୍ଗାଯିବ । ଆସନ୍ତା ୧୬ ତାରିଖରେ ଶ୍ରୀମନ୍ଦିର…

CBSE ରେଜଲ୍ଟ ନେଇ ସ୍କୁଲରେ ଉତ୍ତେଜନା

ନୂଆପଡ଼ା : ସିବିଏସଇ ପରୀକ୍ଷା ଫଳାଫଳକୁ ନେଇ ଖଡ଼ିଆଳ ପବ୍ଲିକ ସ୍କୁଲରେରେ ଉତ୍ତେଜନା ଅସନ୍ତୋଷ । ଅଭିଭାବକ ଓ ଛାତ୍ରଛାତ୍ରୀ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ଘେରାଓ କରିଛନ୍ତି । CBSE ପରୀକ୍ଷା ଫଳରେ ଜାଲିଆତି କରାଯାଇଥିବା ଅଭିଯୋଗ କରି ଅଭିଭାବକ ଓ ଛାତ୍ରଛାତ୍ରୀ ପବ୍ଲିକ ସ୍କୁଲ ପ୍ରିନ୍ସିପାଳଙ୍କ…

କାରୋନା ସଚେତନତା ଗୀତ ‘ଟୀକା ତ ଆସିଲା’ ଉନ୍ମୋଚିତ

ଭୁବନେଶ୍ୱର : ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଦେଶିଆ ଭାଷାରେ ୨ଟି ଓ ସମ୍ବଲପୁରୀ ଭାଷାରେ ୨ ଟି କରୋନା ସଚେତନତା ଗୀତ 'ଟୀକା ତ ଆସିଲା' ଲୋକାର୍ପିତ ହୋଇ ଯାଇଛି ।ଗୀତଗୁଡିକ ମୁଖ୍ୟତଃ କୋଭିଡର ଟୀକାକରଣ ଉପରେ ଆଧାରିତ ହୋଇଛି। ଏହା ସହ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି…

ଆଜିଠୁ ଦେବୀ ବିରଜା ଦର୍ଶନ

ଯାଜପୁର: ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜା ମନ୍ଦିରରେ ଭକ୍ତ ପ୍ରବେଶ | ବୁଧବାର ଦିନ ମା ବିରଜା ମନ୍ଦିରକୁ ଭକ୍ତ ମାନେ ପ୍ରବେଶ କରି  କରିବା ସହ ମାଙ୍କ ଦର୍ଶନ କରି ପ୍ରାଥନା କରିଛନ୍ତି | ଦ୍ୱିତୀୟ କରୋନା ଲହରରେ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜା ମନ୍ଦିରକୁ ମେ ୫ତାରିଖରୁ ଭକ୍ତ…

ଆଜିଠୁ ଶ୍ରୀ ସିଦ୍ଧ ବଳଦେବଜୀଉ ମନ୍ଦିର ରୀତିନୀତି

କେନ୍ଦ୍ରାପଡା  : ଆଜି ଠାରୁ ଖୋଲିଲା କେନ୍ଦ୍ରାପଡା ତୁଳସୀ କ୍ଷେତ୍ରର ଆରାଧ୍ୟ ଦେବତା ଶ୍ରୀ ସିଦ୍ଧ ବଳଦେବଜୀଉ ମନ୍ଦିର ।  କୋଭିଡ କଟକଣା ମଧ୍ୟରେ ଦୀର୍ଘ ତିନି ମାସ ପରେ ଆଜି ମନ୍ଦିର ଖୋଲିଛି । ଜିଲ୍ଲା ପ୍ରଶାସନର ନିୟମ ଅନୁଯାଇ ଶ୍ରଦ୍ଧାଳୁ ମାନେ ସିଂହ ଦ୍ୱାର ନିକଟରୁ ଧାଡି କରି ଭିତରକୁ…

ଗଙ୍ଗାଧର କେନାଲ କାମରେ ମହା ଦୁର୍ନୀତି

ବଲାଙ୍ଗିର: ଗଙ୍ଗାଧର କେନାଲ କାମରେ ମହା ଦୁର୍ନୀତି । ବଲାଙ୍ଗିର ବେଲପଡା ବ୍ଲକର ଗଙ୍ଗାଧର କ୍ଷୁଦ୍ର ଜଳସେଚନ ପ୍ରକଳ୍ପରେ ଚାଲିଥିବା କେନାଲ କାମରେ ବ୍ୟାପକ ଅନିୟମିତତା । କାମ ନିମ୍ନ ମାନର ହୋଇଥିବାରୁ କେନାଲ କାମର କଂକ୍ରିଟ ଭୁଷୁଡି ପଡିଛି । ବଲାଙ୍ଗିର କ୍ଷୁଦ୍ର ଜଳସେଚନ ଡିଭିଜନର ଖପ୍ରାଖୋଲ…

ଜାତୀୟ ରାଜପଥ ଟ୍ରାଫିକ୍ ଥାନା ଉଦଘାଟିତ

କଟକ: ଉଦଘାଟନ ହେଲା ବହୁ ପ୍ରତୀକ୍ଷିତ ଜାତୀୟ ରାଜପଥ ଟ୍ରାଫିକ୍ ଥାନା । କଟକ- ଭୁବନେଶ୍ୱର ଜାତୀୟ ରାଜପଥର ପ୍ରତାପନଗରୀ ଠାରେ ଏହି ଥାନାକୁ ଉଦଘାଟନ କରିଛନ୍ତି ପୋଲିସ୍ ଡିଜିପି ଶ୍ରୀ ଅଭୟ। ଜାତୀୟ ରାଜପଥରେ ପ୍ରତ୍ୟକ ଦିନ କିଛି ନା କିଛି ଦୁର୍ଘଟଣା ଘଟି ମୂଲ୍ୟବାନ ଜୀବନ ଯାଉଛି । ଦୁର୍ଘଟଣା…