Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ନଦୀ କୁଳିଆ ଅଞ୍ଚଳରେ କୁମ୍ଭୀର ଆତଙ୍କ

କେନ୍ଦ୍ରାପଡା: ନଦୀ କୁଳିଆ ଅଞ୍ଚଳରେ କୁମ୍ଭୀର ଆତଙ୍କ । କୁମ୍ଭୀର ଆକ୍ରମଣର ଶିକାର ହେଉଛନ୍ତି ଗୃହପାଳିତ ପଶୁଙ୍କ ସହ ମଣିଷ । ଅଭିଯୋଗ କଲେ ମଧ୍ୟ ନିରବ ଦ୍ରଷ୍ଟା ସାଜିଛି ବନ ବିଭାଗ । ତେଣୁ କୁମ୍ଭୀର ଦାଉରୁ ନିଜକୁ ରକ୍ଷା କରିବା ପାଇଁ ନଦୀରେ ବାଉଁଶ ବାଡ଼ ବାନ୍ଧୁଛନ୍ତି ଗ୍ରାମବାସୀ । ନଦୀରେ…

ମା’ଙ୍କୁ ସହାୟ ହେଉଛି ‘ମାତୃଜ୍ୟୋତି’

ସୁନ୍ଦରଗଡ: ସୁନ୍ଦରଗଡ଼ ଜିଲ୍ଲାରେ ଗର୍ଭବତୀ ମା’ଙ୍କୁ ସହାୟ ହେଉଛି ‘ମାତୃଜ୍ୟୋତି’। କମୁଛି ପ୍ରସବ ଜନିତ ମାତୃ ମୃତ୍ୟୁ ସଂଖ୍ୟା । ସୁନ୍ଦରଗଡ଼ ଜିଲ୍ଲାରେ ମାତୃ ମୃତ୍ୟୁହାର ହ୍ରାସ କରିବା କ୍ଷେତ୍ରରେ ‘ମାତୃଜ୍ୟୋତି’ କାର୍ଯ୍ୟକ୍ରମ ବିଶେଷ ଭୂମିକା ନେବାକୁ ଯାଉଛି । ୨୦୨୦ ନଭେମ୍ବର ମାସରେ ଜିଲ୍ଲା…

ଓଡ଼ିଶାରେ ୧୫ଶହ ତଳକୁ ଖସିଲା ଦୈନିକ କରୋନା କେସ୍, ପଜିଟିଭ୍ ହାର ୧.୯୨%

ଭୁବନେଶ୍ୱର: ରାଜ୍ୟରେ ତଳକୁ ତଳକୁ ଖସୁଛି କରୋନା ସଂକ୍ରମଣ । ଦୈନିତ ସଂକ୍ରମିତଙ୍କ ସଂଖ୍ୟା ୧୫ ଶହ ତଳକୁ ହ୍ରାସ ପାଇଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୪ଶହ ୩୭ ପଜିଟିଭ୍ । କ୍ୱାରେଣ୍ଟାଇନରୁ ୮୩୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୬୦୫ । ଏହି ସମୟରେ ମୋଟ୍ ୭୪ହଜାର ୭୩୫ କୋଭିଡ୍ ଟେଷ୍ଟ…

ଆରମ୍ଭ ହେବ ଶ୍ରୀମନ୍ଦିର ଐତିହ୍ୟ କରିଡରର କାର୍ଯ୍ୟ

ପୁରୀ : ଐତିହ୍ୟ କରିଡର ପରିକଳ୍ପନାକୁ ପୂର୍ଣ୍ଣାଙ୍ଗ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଓ ବି ସି ସିକୁ ଦାୟିତ୍ୱ ଦିଆଯାଇଛି । ଯେଉଁ ଅନୁସାରେ କରିଡର ଭିତରେ ଥିବା ସମସ୍ତ ମଠକୁ କଳିଙ୍ଗ ସ୍ଥାପତ୍ୟ ଶୈଳୀରେ ପୁନଃ ସ୍ଥାପନ କରାଯିବ । ପ୍ରଥମେ ଲଙ୍ଗୁଳି ମଠ, ବଡ ଛତା ମଠ ଓ ଛାଉଣୀ ମଠକୁ…

ସହରରେ ବିଶୁଦ୍ଧ ଜଳ ଯୋଗାଣ

ପୁରୀ : ପୁରୀରେ ଶୁଭାରମ୍ଭ ହୋଇଥିଲା ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ଯୋଜନା। ମୁଖ୍ୟମନ୍ତ୍ରୀ ବିଧିବଦ୍ଧ ଭାବେ ଏହାକୁ ଲୋକାର୍ପଣ କରିଥିଲେ। ଆଜି ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ପୁରୀ ଗସ୍ତରେ ଆସି ଜଳର ମାନ ପରଖିବା ସହ ସମିକ୍ଷା କରିଛନ୍ତି। ପ୍ରଥମ ସହର ଭାବେ ପୁରୀରେ ଆରମ୍ଭ ହୋଇଥିବା ଏହି…

ଘର ଭିତରୁ ଲୁଟପାଟ , ଟଙ୍କା ସହ ସୁନା ଗହଣା ଚୋରି

ରାୟଗଡା: ସହରରେ ବଡଧରଣର ଚୋରି  ୩୦ ଲକ୍ଷ ଟଙ୍କା ସମେତ ୧୦୦ ଗ୍ରାମ ସୂନା ଅଳଙ୍କାର ଲୁଟି ନେଲେ ଦୁର୍ବୃତ । ରାୟଗଡା ସହରର ରୟତ କୋଲନୀ ଷଷ୍ଠ ଲେନରେ ବଡଧରଣର ଚୋରି । ଗୃହ ମାଲିକ ଓ ପରିବାର ଲୋକ ଗାଁକୁ ଯାଇଥିବା ସମୟରେ ଏହି ଚୋରି ଘଟିଛି । ଦୁର୍ବୃତମାନେ ସାଇ ଗଣେଶ ଶର୍ମା ନାମକ ଜଣେ…

ଭୁବନେଶ୍ୱରରେ ଶତ ପ୍ରତିଶତ ଟିକାକରଣ

ଭୁବନେଶ୍ୱର: ଜୁଲାଇ ଶେଷ ସୁଦ୍ଧା ପୂରଣ ହେଲା ଟାର୍ଗେଟ । ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଶତ ପ୍ରତିଶତ ଟିକାକରଣ ହୋଇଛି । ଗତକାଲି ସୁଦ୍ଧା ଭୁବନେଶ୍ୱରରେ ୧୮ଲକ୍ଷ ୩୫ହଜାର ୯୦୩ ଡୋଜ୍ ଟିକା ଦିଆଯାଇଛି । ସେଥିରୁ ପ୍ରଥମ ଡୋଜ୍ ଟିକା ନେଇଛନ୍ତି ୧୦ଲକ୍ଷ ୫୯ହଜାର ୭୫୩ ଜଣ । ୭ଲକ୍ଷ ୭୬ହଜାର…

ଅପରାହ୍ମ ସାଢ଼େ ୩ଟାରେ ଆସିବ ଅଗଷ୍ଟ ଗାଇଡଲାଇନ୍: କଣ ରହିବ ଖୋଲା ଓ କଣ ବନ୍ଦ ?

ଭୁବନେଶ୍ୱର: କୋଭିଡ୍ ମୁକାବିଲାରେ କଣ ରହିବ ଅଗଷ୍ଟ ମାସ ପାଇଁ ରଣନୀତି ? ଆଜି ଆସିବ ଗାଇଡଲାଇନ୍ । ଅପରାହ୍ଣ ସାଢ଼େ ୩ଟାରେ ପ୍ରେସ ବିବୃତ୍ତି ଜାରି କରିବେ ଉନ୍ନୟନ କମିଶନର ତଥା ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା । ଗାଇଡଲାଇନ୍ ବାବଦରେ ରାଜ୍ୟବାସୀଙ୍କୁ ସୂଚନା ଦେବେ । ବର୍ତ୍ତମାନର…

ଆଜି ଓଡ଼ିଶାରୁ ୧୫୭୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କ୍ରମାଗତ ଦ୍ୱିତୀୟ ଦିନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬ ଶହ ଭିତରେ ରହିଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୧୫ଶହ ୭୮ ପଜିଟିଭ୍ । କ୍ୱାରେଣ୍ଟାଇନରୁ ୯୧୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୬୬୩ । ଏହି ସମୟରେ ରାଜ୍ୟରେ ୭୨ହଜାର ୨୩୩ କୋଭିଡ୍ ଟେଷ୍ଟ ହୋଇଛି ।…

ପିଏସ୍‌ଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ପଡିଛନ୍ତି ଜଣେ ଅଫିସର । ଷ୍ଟାଫ୍ ସିଲେକ୍ସନ୍ କମିଶନ ସଦସ୍ୟଙ୍କ ପ୍ରାଇଭେଟ୍ ସେକ୍ରେଟାରୀ ବିରଞ୍ଚି ନାରାୟଣ ସାହୁଙ୍କ ଭୁବନେଶ୍ୱର ସ୍ଥିତ ଘରେ ରେଡ୍ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଭୁବନେଶ୍ୱର ଘର ସମେତ ସମ୍ପର୍କୀୟଙ୍କ ଘରେ ବି ରେଡ୍…