Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ ଅନ୍ବିତା

ଜୟପୁର: ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ ସ୍ଥାନ ପାଇଲେ ଅନ୍ବିତା ।  ଜୟପୁର ୧୭୮ ଜୟପୁର ସହର ରାଜୁ ସାହିର ଶଙ୍କର ମିଶ୍ର ଓ ମାତା ମଧୁସ୍ମିତା ପାଣିଗ୍ରାହୀଙ୍କ ଝିଅ ହେଉଛନ୍ତି ଅନ୍ବିତା ମିଶ୍ର । ବୟସ ମାତ୍ର ସାଢେ ୫ ବର୍ଷ । ଏହି ବୟସରେ ସ୍ପଷ୍ଟ ଭାବେ ବିଭିନ୍ନ ଦେଶ ଓ ତାହାର ରାଜଧାନୀ ନାମ କହି…

କୋଭିଡ କଟକଣା ମଧ୍ୟରେ ଶ୍ରୀକ୍ଷେତ୍ରରେ ଝୁଲଣ ପର୍ବ

ପୁରୀ : ଚଳିତବର୍ଷ କୋଭିଡ କଟକଣା ଭିତରେ ଶ୍ରୀକ୍ଷେତ୍ରର ପ୍ରସିଦ୍ଧ ଝୁଲଣ ଯାତ୍ରା ଶ୍ରୀମନ୍ଦିର ସହ ବିଭିନ୍ନ ମଠରେ ଆରମ୍ଭ ହୋଇଛି। ସୁସଜ୍ଜିତ ଝୁଲଣ କୁଞ୍ଜରେ ଶ୍ରୀରାଧାକୃଷ୍ଣ ଝୁଲିବେ । ଏହି ଯାତ୍ରା ୭ ଦିନ ଧରି ଚାଲିବ । ପରମ୍ପରା ମୁତାବକ ଶ୍ରୀମନ୍ଦିରରେ ସନ୍ଧ୍ୟା ଆଳତୀ ପରେ ଶ୍ରୀଜୀଉଙ୍କ…

ଦିନକରେ ଦିଆଗଲା ରେକର୍ଡ ୮୮ ଲକ୍ଷ ଡୋଜ୍ ଟିକା

ନୂଆଦିଲ୍ଲୀ: କୋଭିଡ୍ ଟିକାକରଣରେ ଭାରତରେ ଆଉ ଏକ ମାଇଲଖୁଣ୍ଟ । ଦିନକରେ ରେକର୍ଡ ୮୮ ଲକ୍ଷ ଡୋଜ୍ ଟିକା ଲୋକଙ୍କୁ ଦିଆଯାଇଛି । ଯାହାକି ବର୍ତ୍ତମାନ ସୁଦ୍ଧା ଗୋଟିଏ ଦିନରେ ସର୍ବାଧିକ ଟିକାକରଣ । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟ । ଗତକାଲି…

ଓଡ଼ିଶାରେ ତଳମୁହାଁ କରୋନା ସଂକ୍ରମଣ: ଆଜି ଓଡ଼ିଶାରୁ ୭୨୦ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ତଳକୁ ତଳକୁ ଖସୁଛି କରୋନାର ଦୈନିକ ସଂକ୍ରମଣ । ଏବେ ନିମ୍ନଗାମୀ ଟ୍ରେଣ୍ଡ ଦେଖିବାକୁ ମିଳୁଛି । ଲଗାତାର ଦ୍ୱିତୀୟ ଦିନରେ ହଜାରେ ତଳେ ରହିଛି ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭୨୦ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ୧୮ ବର୍ଷ ଭିତରେ ୯୬ ଜଣ…

ପ୍ରଥମ ରାଜ୍ୟ ଭାବେ ଓଡ଼ିଶାରେ ଆରମ୍ଭ ହେଲା ଶିଶୁଙ୍କ କରୋନା ସଂକ୍ରମଣର ମ୍ୟାପିଙ୍ଗ

ଭୁବନେଶ୍ବର : ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି ମହାମାରୀ କରୋନା । ସ୍ଥିତି ସୁଧୁରୁଥିବା ବେଳେ, ଏବେ ଚିନ୍ତା ବଢ଼ାଇଲାଣି ଶିଶୁଙ୍କ ସଂକ୍ରମଣ । ଗତ ୨୪ ଘଣ୍ଟାରେ ଶୂନରୁ ୧୮ ବର୍ଷ ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୦୪ ଜଣ ଆକ୍ରାନ୍ତ । ତେବେ ଏସବୁକୁ ନଜରରେ ରଖି ଦେଶର ପ୍ରଥମ ରାଜ୍ୟ ଭାବେ…

ଆଗକୁ ଶିଶୁଙ୍କ ସଂକ୍ରମଣ ସଂଖ୍ୟା ବଢ଼ିବା ସମ୍ଭାବନା ରହିଛି: ଡିଏମଇଟି

ଭୁବନେଶ୍ୱର: ରାଜ୍ୟରେ ଶିଶୁ ସଂକ୍ରମିତଙ୍କ ସଂଖ୍ୟା ବଢିଛି । ଗତ ୨୪ ଘଣ୍ଟାରେ ୧୮ ବର୍ଷରୁ କମ୍ ୧୦୪ ଜଣ ଶିଶୁଙ୍କ କରୋନା ସଂକ୍ରମିତ ହୋଇଛନ୍ତି । ଶିଶୁଙ୍କର ସିଭିଅରିଟି କମ୍ ରହିଛି । ସଂକ୍ରମଣ ଉପର ମୁଁହା ହେଲେ କୌଣସି ଲହର ଆସିଲା ବୋଲି ଜଣା ପଡିବ । ଏବେ ସେମିତି ଅବସ୍ଥା ନାହିଁ ବୋଲି…

ରାଜ୍ୟରେ ହଜାରେ ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ, ଆଉ ୧୦୪ ପିଲା ପଜିଟିଭ୍

ଭୁବନେଶ୍ୱର: ଓଡ଼ିଶାରେ କମୁଛି କରୋନାର ଦୈନିକ ସଂକ୍ରମଣ । ଆଜି ହଜାରେ ତଳକୁ ଖସିଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୮୬୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ୧୮ ବର୍ଷ ଭିତରେ ୧୦୪ ଜଣ ସଂକ୍ରମିତ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୫୦୭ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୬୧ । ୨୪ ଘଣ୍ଟାରେ…

ପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚଙ୍କୁ ତାଲା

କେନ୍ଦୁଝର : ପ୍ରଧାନମନ୍ତ୍ରୀ ଆବାସ ଅନିୟମିତତାକୁ ନେଇ ପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚଙ୍କୁ ତାଲା । ପ୍ରଧାନମନ୍ତ୍ରୀ ଆବାସ ପ୍ରଦାନରେ ଅନିୟମିତତା କୁ ନେଇ ତେଲକୋଇ ବ୍ଲକ ସିରିଗିଡା ପଞ୍ଚାୟତର ଲୋକମାନେ ପ୍ରତିବାଦକୁ ଜୋରଦାର କରିଛନ୍ତି । ସ୍ୱାଧୀନତା ଦିବସ ଅବସରରେ ପତାକା ଉତୋଳନ ପାଇଁ…

କମିଲା ସଂକ୍ରମଣ: ଆଜି ଓଡ଼ିଶାରୁ ୧୦୫୮ ନୂଆ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମିଲା କରୋନାର ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧ହଜାର ୫୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୬୧୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୪୨ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୭୬, କଟକରୁ ୧୬୨ ଓ ଯାଜପୁରରୁ ୭୭ ପଜିଟିଭ୍…

ସ୍ୱାଧୀନତା ପ୍ରାପ୍ତି ବେଳେ ଗାନ୍ଧୀ କରୁଥିଲେ କ’ଣ?

ପ୍ରହଲାଦ କୁମାର ସିଂହଙ୍କର ନିୟମିତ ସ୍ତମ୍ବ ‘ଗାନ୍ଧୀ କଥା’ ତିନି ଶତାଦ୍ଦୀର ବ୍ରିଟିଶ୍ ଶାସନର ଅବସାନ ଘଟାଇ ଭାରତ ସ୍ୱାଧୀନ ହେଲା ୧୯୪୭ ଅଗଷ୍ଟ ୧୫ରେ । ଏହି ଅବିସ୍ମରଣୀୟ ସ୍ମୃତିକୁ ପଖାଳିବା ପାଇଁ ଏବେ ଆମେ ପାଳୁଛୁ ସ୍ୱାଧୀନତାର ଅମୃତ ମହୋତ୍ସବ । ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ…