Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଶ୍ରୀଜିଉଙ୍କ ଦର୍ଶନ ଲାଗି ନୂଆ ଗାଇଡ଼୍‌ଲାଇନ୍‌ ଜାରି

ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ ଲାଗି ଜାରି ହେଲା ନୂଆ ଏସ୍‌ଓପି । ତେବେ ଏହି ଏସ୍‌ଓପି କେବଳ ପୁରୀବାସୀଙ୍କ ଲାଗି ହୋଇଛି। ପୁରୀ ପୌରଞ୍ଚଳର ୩୨ ୱାର୍ଡ଼ରେ ବଂଟନ ହେବ ଟୋକନ୍‌। ଟୋକନ୍ ସହ ଆଧାର କାର୍ଡ ଦେଖାଇ ଶ୍ରୀମନ୍ଦିର ମଧ୍ୟକୁ ପ୍ରବେଶ କରିପାରିବେ ଶ୍ରଦ୍ଧାଳୁ। ପୂର୍ବଭଳି କିଓସ୍କ…

ଋଣ ସୁଝିନପାରି ଚାଷୀ ଆତ୍ମହତ୍ୟା ଅଭିଯୋଗ

ସମ୍ବଲୁପର: ସମ୍ବଲପୁର ବୁର୍ଲା ଥାନା କୁଦ-ଗୁଣ୍ଡେରପୁରରେ ଚାଷୀ ଆତ୍ମହତ୍ୟା ଅଭିଯୋଗ । ଚାଷୀ ଜଣଙ୍କ ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତ ଚାଷୀ କୁଦ ଗୁଣ୍ଡେରପୁର କୈବଲ୍ୟ ରୋହିଦାସ ବୋଲି ଜଣାପଡିଛି । ଧାନ ବିକ୍ରି ସମସ୍ୟା ଓ ଚାଷ କ୍ଷତିକୁ ନେଇ ସେ ମାନସିକ ଚାପରେ ଥିଲେ।…

ଭକ୍ତଙ୍କ ପାଇଁ ଖୋଲିଲା ବାବା ଧବଳେଶ୍ୱର ପୀଠ

କଟକ: ଭକ୍ତଙ୍କ ପାଇଁ ଖୋଲିଲା ବାବା ଧବଳେଶ୍ୱର ପୀଠ। ଆଜିଠୁ ଖୋଲିଲା କଟକ ଜିଲ୍ଲାର ଆଠଗଡ଼ର ପ୍ରସିଦ୍ଧ ଶୈବ ପୀଠ ଧବଳେଶ୍ୱର । ଆଜି ଭୋରରୁ ମନ୍ଦିର ଖୋଲାଯାଇ ସମସ୍ତ ନୀତିକାନ୍ତି କରାଯାଇଛି । ମଙ୍ଗଳ ଆଳତୀ ସରିବା ପରେ ସର୍ବସାଧାରଣ ଦର୍ଶନ ପାଇଁ ଦ୍ୱାର ଫିଟାଯାଇଛି । ତେବେ ମନ୍ଦିର ଭିତରକୁ…

ଅଗଷ୍ଟ ୧୬ରୁ ଖୋଲିବ କଲେଜ

ଭୁବନେଶ୍ୱର:  ଅଗଷ୍ଟ ୧୬ରୁ ଖୋଲିବ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ । ପୂର୍ବରୁ ବୈଷୟିକ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଖୋଲିବା ନେଇ ଅନୁମତି ଦିଆଯାଇଥିବା ବେଳେ ଏବେ ଅଣ ବୈଷୟିକ କଲେଜ ଓ ୟୁନିଭର୍ସିଟି ଖୋଲିବାକୁ ଅନୁମତି ଦିଆଯାଇଛି । ଏ ନେଇ ଟ୍ୱିଟ୍ ଯୋଗେ ରାଜ୍ୟ ସରକାରଙ୍କ ଉଚ୍ଚ…

ଚତୁର୍ଥ ମହଲାରୁ ଡେଇଁ କରୋନା ଆକ୍ରାନ୍ତଙ୍କ ଆତ୍ମହତ୍ୟା

କଟକ: ଏସସିବି ମେଡିକାଲ ଚତୁର୍ଥ ମହଲାରୁ ଡେଇଁ ଜଣେ କରୋନା ଆକ୍ରାନ୍ତ ଆତ୍ମହତ୍ୟା କରିଛନ୍ତି । ଗୁରୁବାର ଦିନ ଏହି ବ୍ୟକ୍ତି ଜଣକ ହସପିଟାଲର ଚତୁର୍ଥ ମହଲାରୁ ଝରକା ଦେଇ ତଳକୁ ଡେଇଁ ଆତ୍ମହତ୍ୟା କରିଛନ୍ତି । ତାଙ୍କ ମୁଣ୍ଡରେ ଆଘାତ ଲାଗିଥିବା ବେଳେ ସୁରକ୍ଷାକର୍ମୀ ମାନେ ତାଙ୍କୁ ନେଇ ଗୁରୁତର…

ଟ୍ରାକ୍ଟର ଓଲଟି ଜଣେ ମୃତ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଡାହିମାଳ ନିକଟ ଚାଷ ଜମିରେ ଟ୍ରାକ୍ଟର ଓଲଟି ଡ୍ରାଇଭର ମୃତ ହୋଇଛି । ଆଜି ସନ୍ଧ୍ୟାରେ ଚାଷଜମିରେ ହଳ କରୁଥିବା ସମୟରେ ଟ୍ରାକ୍ଟର ଓ଼ଲଟିଯିବା ଫଳରେ ଟ୍ରାକ୍ଟରରେ ଚାପିହୋଇ ଡ୍ରାଇଭର ଘଟଣାର ସ୍ଥଳରେ ମୃତ୍ୟୁ ଘଟିଛି । ମୃତକ ଡ୍ରାଇଭର ଭେଡେନ…

ଚିତ୍ର ଜଗତର ଅମ୍ଳାନ ପ୍ରତିଭା : ଶିଳ୍ପୀ ଅସିତ୍ ମୁଖାର୍ଜୀ

 କଳା ଓ କାରିଗରୀକୁ ନେଇ ପ୍ରିୟରଞ୍ଜନ କରଙ୍କ ସ୍ୱତନ୍ତ୍ର ଉପସ୍ଥାପନା  ଶିଳ୍ପୀ ଅସିତ ମୁଖାର୍ଜୀ ଓଡିଆ ଚିତ୍ରକଳା ଜଗତର ଜଣେ ଲୋକପ୍ରିୟ ସ୍ରଷ୍ଠା । ସନ୍ୟାସୀ ଭଳି ଚଳଣି ଓ ସରଳ ବ୍ୟବହାର ଅନ୍ୟକୁ କ୍ଷଣିକରେ ଆପଣାରେ କରି ନିଏ । ସର୍ବଦା କର୍ମତପ୍ତର । ଶହ ଶହ ଚିତ୍ର, ଅସଂଖ୍ୟ ପୁସ୍ତକର କଭର…

ପୁରୀରେ ଆରମ୍ଭ ହେଲା ରଥ ଭଙ୍ଗା କାମ

ପୁରୀ: ପୁରୀରେ ଆରମ୍ଭ ହେଲା ରଥ ଭଙ୍ଗା କାମ । ୧୦ ଜଣ ଭୋଇ ସେବାୟତଙ୍କ ସହାୟତାରେ ରଥ ଭଙ୍ଗା କାମ ଆରମ୍ଭ ହୋଇଛି । ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ ଭଙ୍ଗା କାର୍ଯ୍ୟ ଆରମ୍ଭ କରାଯାଇଛି । ପର୍ଯ୍ୟାୟ କ୍ରମେ ନନ୍ଦିଘୋଷ ଓ ତାଳଧ୍ବଜ ରଥ ଭଙ୍ଗାଯିବ । ଆସନ୍ତା ୧୬ ତାରିଖରେ ଶ୍ରୀମନ୍ଦିର…

CBSE ରେଜଲ୍ଟ ନେଇ ସ୍କୁଲରେ ଉତ୍ତେଜନା

ନୂଆପଡ଼ା : ସିବିଏସଇ ପରୀକ୍ଷା ଫଳାଫଳକୁ ନେଇ ଖଡ଼ିଆଳ ପବ୍ଲିକ ସ୍କୁଲରେରେ ଉତ୍ତେଜନା ଅସନ୍ତୋଷ । ଅଭିଭାବକ ଓ ଛାତ୍ରଛାତ୍ରୀ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ଘେରାଓ କରିଛନ୍ତି । CBSE ପରୀକ୍ଷା ଫଳରେ ଜାଲିଆତି କରାଯାଇଥିବା ଅଭିଯୋଗ କରି ଅଭିଭାବକ ଓ ଛାତ୍ରଛାତ୍ରୀ ପବ୍ଲିକ ସ୍କୁଲ ପ୍ରିନ୍ସିପାଳଙ୍କ…

କାରୋନା ସଚେତନତା ଗୀତ ‘ଟୀକା ତ ଆସିଲା’ ଉନ୍ମୋଚିତ

ଭୁବନେଶ୍ୱର : ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଦେଶିଆ ଭାଷାରେ ୨ଟି ଓ ସମ୍ବଲପୁରୀ ଭାଷାରେ ୨ ଟି କରୋନା ସଚେତନତା ଗୀତ 'ଟୀକା ତ ଆସିଲା' ଲୋକାର୍ପିତ ହୋଇ ଯାଇଛି ।ଗୀତଗୁଡିକ ମୁଖ୍ୟତଃ କୋଭିଡର ଟୀକାକରଣ ଉପରେ ଆଧାରିତ ହୋଇଛି। ଏହା ସହ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି…