Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

କଟକଣାକୁ ବେଖାତିର, ପ୍ରସାଦ ବିକ୍ରି ସ୍ଥାନରେ ଚଢ଼ାଉ

ଗୁଣୁପୁର: କରୋନା କଟକଣାକୁ ବେଖାତିର । ରାୟଗଡା ଜିଲ୍ଲା ଗୁଣୁପୁରରେ କିଛି ପୂଜକଙ୍କ ସହ ବ୍ୟକ୍ତି ଖୋଲମଖୁଲା ପ୍ରସାଦ ବିକ୍ରି କରୁଥିବା ଖବର ପାଇବା ପରେ ଗୁଣୁପୁର ଉପଜିଲ୍ଲାପାଳ ଯେ ସୋନାଲ ଆଜି ଅଚାନକ ରଥଯାତ୍ରା ପଡିଆରେ ଚଢ଼ାଉ କରିଛନ୍ତି । ପ୍ରସାଦ ବିକ୍ରି କରୁଥିବା ପୂଜକ ଏବଂ ବ୍ୟକ୍ତିଙ୍କ…

ଟୋକିଓ ଅଲିମ୍ପିକ୍ସ ଭିଲେଜରେ ମାଡୁଛି କରୋନା: ଦୁଇ ଆଥଲେଟ୍ ସଂକ୍ରମିତ

ଟୋକିଓ: ଅଲିମ୍ପିକ୍ସକୁ ଘାରିଲାଣି କରୋନା କଳାବାଦଲ । କ୍ରୀଡ଼ା ମହାକୁମ୍ଭ ପାଖେଇ ଆସିବା ବେଳେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ପୂର୍ବରୁ ଜଣେ ଆୟୋଜକ ସଦସ୍ୟ ସଂକ୍ରମିତ ହୋଇଥିବା ବେଳେ ଏବେ ଦୁଇ ଜଣ ଆଥଲେଟ୍ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଟୋକିଓ ଅଲିମ୍ପିକ୍ସ ଆୟୋଜକ କମିଟି ଏହି…

ରାଜ୍ୟରୁ ଆଉ ୬୬ ଜୀବନ ନେଲା କରୋନା, ୫ ହଜାର ଡେଇଁଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଆଉ ୬୬ ଜଣଙ୍କର ମୃତ୍ୟୁ ହୋଇଛି । ୧୬ ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ ଅଛନ୍ତି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩ ଜଣ । ସେହିପରି ଗଞ୍ଜାମ ଜିଲ୍ଲାରୁ ଆଉ ୮ ଜଣଙ୍କର ମୃତ୍ୟୁ ହୋଇଛି ।…

ଆଜି ଓଡ଼ିଶାରୁ ୨୨୧୫ କରୋନା ଆକ୍ରାନ୍ତ ଚିହ୍ନଟ, ପଜିଟିଭ୍ ହାର ୨.୮୫%

ଭୁବନେଶ୍ୱର: ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ପ୍ଲାଟ୍ୟୁ ସ୍ଥିତିରେ ରହିଛି । ୭୦ହଜାରରୁ ଅଧିକ ଟେଷ୍ଟ ହେଉଛି । ଚିହ୍ନଟ ହେଉଛନ୍ତି ଦୁଇ ହଜାରରୁ ଅଢ଼େଇ ହଜାର ଭିତରେ ଆକ୍ରାନ୍ତ । ୨୪ ଘଣ୍ଟାରେ ୨ହଜାର ୨୧୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୨ଶହ ୭୨ ଓ…

ଅନୁଭୂତିରେ ରଥଯାତ୍ରା : ବଳରାମ ପୂଜାରୀ 

ଦିବ୍ୟ ଅନୁଭୂତି  ପରମବ୍ରହ୍ମଙ୍କ ଅପାର ଲୀଳା ।ଅଲୌକିକ,ଅବର୍ଣ୍ଣନୀୟ ତାଙ୍କ ଭିଆଣ । କାହାକୁ ଓଦା ସରସର ପ୍ରଶାନ୍ତିରେ ଭିଜେଇ ଦିଅନ୍ତି ତ କାହାକୁ ପରୀକ୍ଷା କରାଇ କରାଇ ହାଲିଆ କରିଦିଅନ୍ତି । ମୋର ଠିକ୍ ମନେ ଅଛି , ଶ୍ରୀ କ୍ଷେତ୍ର ଆସିବାର ସୁଯୋଗ ଟିଏ ସୃଷ୍ଟି ହୋଇଥିଲା ୨୦୦୮ମସିହାରେ ।…

କରୋନାର ତୃତୀୟ ଲହର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ

ଭୁବନେଶ୍ବର : କରୋନାର ତୃତୀୟ ଲହର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ । ମୁକାବିଲା ପାଇଁ ପ୍ରସ୍ତୁତ ରହିଛି ସର୍ଭେଲାନ୍ସ ଟିମ । ଟେଷ୍ଟିଂ ବଢ଼ାଯିବା ସହିତ ଟିକା ମିଳିବା ଅନୁଯାୟୀ ଟିକାକରଣ ଚାଲିଛି । ଭ୍ୟାକ୍ସିନ ନେଇଥିଲେ ମଧ୍ୟ କୋଭିଡ କଟକଣା ମାନିବାକୁ ପଡ଼ିବ । କାରଣ କରୋନା ଏବେ ବି…

କରୋନା କାଳରେ ବ୍ୟବସାୟ ମାନ୍ଦା

ରାୟଗଡା:  କରୋନା କାଳରେ ବ୍ୟବସାୟ ମାନ୍ଦା,ଉତ୍ପାଦନ ତୁଳନାରେ ବିକ୍ରି କମ୍ ହାତରେ ମୁଣ୍ଡ ଦେଇବସିଛନ୍ତି ବ୍ୟବସାୟୀ । ଶିଳ୍ପ ସମୃଦ୍ଦ ରାୟଗଡା ଜିଲ୍ଲାରେ ମଧ୍ୟ ଏହାର ବେଶ୍ ପ୍ରଭାବ ଦେଖିବାକୁ ମିଳିଲା । ଜିଲ୍ଲାରେ ଉତ୍କଳ ଆଲୁମିନା କାରଖାନା,ଜେକେ କାଗଜ କଳ ଓ ଇମ୍ଫା ପରି ଅନେକ ବୃହତ ଶିଳ୍ପ…

ମା’ଲକ୍ଷ୍ମୀଙ୍କ ମାନଭଞ୍ଜନ

ପୁରୀ: ଶ୍ରୀକ୍ଷେତ୍ର ମାନବୀୟ ଲୀଳା କରୁଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ । ରଥଯାତ୍ରା ମହାପ୍ରଭୁ ବଡ଼ ଭାଇ ଶ୍ରୀବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କ ସହ ଶ୍ରୀଗୁଣ୍ଡିଚା ଯାତ୍ରାରେ ଯାଇଛନ୍ତି । ତେବେ ସାଙ୍ଗ ରେ ପତ୍ନୀ ଲକ୍ଷ୍ମୀଙ୍କୁ ନେଇ ନାହାନ୍ତି । ଏଣୁ ଭଗବତୀ ଲକ୍ଷ୍ମୀ ମହାପ୍ରଭୁଙ୍କୁ ଦେଖା…

ଗାଁ ଦାଣ୍ଡରେ ବୃଦ୍ଧାଙ୍କୁ ମାଡ

ପୁଣି ଲଜ୍ଜା । ବୟସର ଅପରାହ୍ନରେ ପହଂଚିଥିବା ଜଣେ ବୃଦ୍ଧାଙ୍କୁ ପୁଣି ଥରେ ଗାଁ ଦାଣ୍ଡରେ ନିର୍ଯାତିତ କରାଯାଇଛି । ଆଉ ଏହି କାଣ୍ଡ ଭିଆଇଛନ୍ତି ଖୋଦ୍ ବୃଦ୍ଧାଙ୍କ ସମ୍ପର୍କୀୟ । ଘଟଣା ଖୁବ ଲଜ୍ଜା ଜନକ ଓ ଅମାନବୀୟ । ବୃଦ୍ଧା ଜଣଙ୍କୁ ଅତି ନିର୍ଦ୍ଦୟ ଭାବେ ମାଡ ମାରିବା ସହ ଏକ ମୋଟା ଦଉଡିରେ…

ଭଜନର ଧୁନରେ ମସଗୁଲ ଜଙ୍ଗଲୀ ଭାଲୁ

ବିଜ୍ଞାନ ଯୁଗରେ ନୁଆ ନୂଆ ଆବିଷ୍କାର ଆମକୁ ବିସ୍ମୟ କରିଆସୁଛି । ବୈଜ୍ଞାନିକଙ୍କ ପାଖରେ ସବୁ ସମ୍ଭବକୁ ଅସମ୍ଭବ କରିବାର ରହିଛି କ୍ଷମତା । ହେଲେ ପ୍ରକୃତି ଭିିତରେ ଏମିତି କିଛି ଘଟଣା ଘଟୁଛି ଯାହାକି ଭେଦ କରିବାକୁ ବୈଜ୍ଞାନିକ ବି ସଫଳ ହୋଇନାହାନ୍ତି । ଆମ ଚାରିପଟେ ଏମିତି ବହୁ ରହସ୍ୟ ରହିଛି ।…