Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

୨୦ଲକ୍ଷ ୫୦ହଜାର ଟଙ୍କାର ଗଞ୍ଜେଇ ଜବତ

ଗୁଣୁପୁର: ପୁଣି ଜବତ ହୋଇଛି ଗଞ୍ଜେଇ । କେନ୍ଦୁଗୁଡା ଫାଣ୍ଡି ନିକଟରେ ଗାଡ଼ି ଯାଂଚ କରିବା ସମୟରେ ଏକ ପିକ୍‌ଅପ୍ ଭ୍ୟାନରୁ ଜବତ ହୋଇଛି ଏହି ଗଞ୍ଜେଇ । ଓଡ଼ିଶାରୁ ଝାଡଖଣ୍ଡକୁ ଗଞ୍ଜେଇ ଚାଲାଣ କରାଯାଉଥିଲା । ପୁଲିସ ଚଢାଉ କରି ୨୦୫ କେଜି ୬୫୦ଗ୍ରାମ ଗଞ୍ଜେଇ ଜବତ କରିଛି । ଯାହାର ମୂଲ୍ୟ ୨୦ଲକ୍ଷ…

ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଲୋକାର୍ପିତ

ପୁରୀ: ପୁରୀ ବାସୀଙ୍କୁ ଟ୍ୟାପ୍‌ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଲୋକାର୍ପିତ ହୋଇଛି । ଏଣିକି ପ୍ରତ୍ୟେକ ପରିବାରକୁ ୨୪ ଘଣ୍ଟା ଟ୍ୟାପ୍‌ ଯୋଗେ ଉଚ୍ଚ ମାନର ବିଶୁଦ୍ଧ ପାନୀୟ ଜଳ ମିଳିବାରେ ଦେଶର ପ୍ରଥମ ସହରର ସ୍ଥାନ ନେଇଛି ପୁରୀ । ଆଜି ଏହି ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି…

ଆଜି ୨୯ ଜିଲ୍ଲାରୁ ୧୬୩୭ କରୋନା ଆକ୍ରାନ୍ତ ଚିହ୍ନଟ, ପଜିଟିଭ୍ ହାର ୨.୧୯%

ଭୁବନେଶ୍ୱର: ରାଜ୍ୟରେ ଧିରେ ଧିରେ କମୁଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ତଥାପି ୧୫ଶହ ତଳକୁ ଆସିନି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୬ଶହ ୩୭ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୯୪୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୬୮୮ଟି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ…

ସଦା ପ୍ରାସଙ୍ଗିକ ଗାନ୍ଧୀ ବିଚାର

ମହାତ୍ମା ଗାନ୍ଧୀଙ୍କ ନେତୃତ୍ୱରେ ଚାଲିଥିବା ସତ୍ୟାଗ୍ରହ ସଂଗ୍ରାମର ଫଳ ସ୍ୱରୂପ ଭାରତରୁ ପ୍ରାୟ ୩୦୦ ବର୍ଷର ବ୍ରଟିଶ୍ ଶାସନର ଅନ୍ତ ଘଟିଲା ୧୯୪୭ ଅଗଷ୍ଟ ୧୫ରେ ଏବଂ ଆମ ଦେଶ ସ୍ୱାଧୀନ ହେଲା । ଏହି କଷ୍ଟଲବ୍ଧ ସ୍ୱାଧୀନତା ପାଇଁ ହଜାର ହଜାର ସଂଗ୍ରାମୀ ସହିଦ ହୋଇଛନ୍ତି ଓ ଲକ୍ଷାଧିକ ନିର୍ଯାତନା ଓ…

ଆଜି ଓଡ଼ିଶାରୁ ୧୮୩୩ କରୋନା ପଜିଟିଭ୍, ୨ ଜିଲ୍ଲାରେ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ୱର: ରାଜ୍ୟରେ ପ୍ଲାଟ୍ୟୁ ସ୍ଥିତିରେ ରହିଛି କରୋନାର ଦୈନିକ ସଂକ୍ରମଣ । ଧିରେ ଧିରେ କମୁଛି । ପ୍ରତିଦିନ ପାଖାପାଖି ଦୁଇ ହଜାର ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୮ଶହ ୩୩ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୦୬୨ ଓ ଲୋକାଲ୍ କଣ୍ଟାକ୍ଟ…

ଶ୍ରୀଜଗନ୍ନାଥ ସଂସ୍କୃତି ପରିଷଦ ପକ୍ଷରୁ ପ୍ରସାରିତ ହେବ ସ୍କନ୍ଦ ପୁରାଣ

ଭୁବନେଶ୍ୱର : ଶ୍ରୀଜଗନ୍ନାଥ ସଂସ୍କୃତି ପରିଷଦ ଆନୁକୂଲ୍ୟରେ ଦିବଙ୍ଗତ ପ୍ରତିଷ୍ଠାତା ଗୋପୀନାଥ ମହାନ୍ତିଙ୍କ ସ୍ମୃତିରେ ସଞ୍ଚିତା ମହାନ୍ତି ଓ ପରିବାରର ସହଯୋଗରେ ପ୍ରଥମ ଥର ପାଇଁ ଓଡ଼ିଆରେ ମହାପ୍ରଭୁଙ୍କ ସ୍କନ୍ଦ ପୁରାଣ( ଉତ୍କଲଖଣ୍ଡ) ଶ୍ରୀଦାରୁବ୍ରହ୍ମଙ୍କ ଅମର ଗାଥା ପଣ୍ଡିତ ଶ୍ରୀଯୁକ୍ତ…

ଓଡ଼ିଶାର ୩ ଜିଲ୍ଲାରେ ୬୫% ଲୋକଙ୍କ ଶରୀରରେ ଆଣ୍ଟିବଡି

ଭୁବନେଶ୍ୱର: ଓଡ଼ିଶାରେ ୩ଟି ଜିଲ୍ଲାର ଲୋକଙ୍କ ଶରୀରରେ ୬୫ ପ୍ରତିଶତ ଆଣ୍ଟିବଡ଼ି ହୋଇଛି । ଚତୁର୍ଥ ପର୍ଯ୍ୟାୟ ସେରୋ ସର୍ଭେରୁ ଏହି ତଥ୍ୟ ସାମନାକୁ ଆସିଛି । ଏହି ତିନିଟି ଜିଲ୍ଲା ହେଲା ରାୟଗଡ଼ା, ଗଞ୍ଜାମ ଓ କୋରାପୁଟ । ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୭୦.୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡି…

ଆଜି ଓଡ଼ିଶାରୁ ୧୮୬୪ କରୋନା ପଜିଟିଭ୍, ୧୦ ଜିଲ୍ଲାରେ ଦୁଇ ଅଙ୍କରୁ କମ୍ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ ଖସୁଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୮ଶହ ୬୪ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧ହଜାର ୮୨ ଜଣ ଚିହ୍ନଟ ହୋଇଥିବା ବେଳେ କ୍ୱାରେଣ୍ଟାଇନରି ୭୮୨ ପଜିଟିଭ୍ ବାହାରିଛନ୍ତି । ଏହି ସମୟରେ ମୋଟ୍ ୭୪ହଜାର ୭୦୭ କୋଭିଡ୍ ଟେଷ୍ଟ ହୋଇଛି । ପଜିଟିଭ୍…

ପାହାଳ ସେବା ସମବାୟ ଭବନରେ ‘ରସଗୋଲା ଦିବସ’ ପାଳିତ

ଭୁବନେଶ୍ୱର : ପାହାଳ ସେବା ସମବାୟ ଭବନ ଆନୁକୁଲ୍ୟରେ ନୀଳାଦ୍ରି ବିଜେ ଅବସରରେ 'ରସଗୋଲା ଦିବସ' ପାଳିତ ହୋଇଯାଇଛି । ଏହି ଅବସରରେ ଏକ ଜୀବନବିନ୍ଦୁ ରକ୍ତଦାନ ଶିବିର ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଓଡିଶା ମୋ ପରିବାର ସଂଯୋଜକ ଅରୂପ ପଟ୍ଟନାୟକ,…

ରାଜ୍ୟପାଳ ଉନ୍ମୋଚନ କଲେ ‘ରିସାଇଟ୍ ଡ଼ଟ୍ ୱାର୍ଲ୍ଡ ‘ ୱେବସାଇଟ

ଭୁବନେଶ୍ୱର : ନୀଳାଦ୍ରି ବିଜେର ପବିତ୍ର ଅବସରରେ ଉଦୟଗିରି ଫାଉଣ୍ଡେସନ୍ ଟ୍ରଷ୍ଟ ପକ୍ଷରୁ ଓଡ଼ିଆ ଐତିହ୍ୟ , ଭାଷା ଓ ସାହିତ୍ୟ ପାଇଁ ଉତ୍ସର୍ଗୀକୃତ ' ରିସାଇଟ୍ ଡ଼ଟ୍ ୱାର୍ଲ୍ଡ '  ନାମକ ଏକ ୱେବସାଇଟ , ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଦ୍ୱାରା ସର୍ବସାଧାରଣଙ୍କ ପାଇଁ ଉତ୍ସର୍ଗୀକୃତ…