Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

୧୬ ତାରିଖରୁ ୩ ଜିଲ୍ଲାରେ ବଳବତ୍ତର ରହିବ ଲକଡାଉନ୍ କଟକଣା, ଏସବୁ ଜିଲ୍ଲାରେ ଅଧିକ କୋହଳ !

ଭୁବନେଶ୍ୱର: ଦିନେ ପରେ ରାଜ୍ୟରେ ସରୁଛି ଦ୍ୱିତୀୟ ପର୍ୟ୍ୟାୟ ଆଂଶିକ୍ ଲକଡାଉନ୍ । ତାପରେ ସାରା ରାଜ୍ୟ ଅନଲକ୍ ହେବ କି ? ମୁକାବିଲା ରଣନୀତି କଣ ରହିବ ? ଲୋକଙ୍କ ଭିତରେ ଉତ୍କଣ୍ଠା ବଢ଼ିଛି । ସଂକ୍ରମଣ ହାର ଓ ଲୋକ କିଭଳି କୋଭିଡ୍ ଗାଇଡଲାଇନ୍ ମାନୁଛନ୍ତି ତାକୁ ଦୃଷ୍ଟିରେ ରଖି ପଦକ୍ଷେପ ନେବେ…

ମିଳିବନି ଶ୍ରୀଜିଉଙ୍କ ଆଡ଼ପ ଦର୍ଶନ, ଆଜିଠୁ ମିଳିବ ଆଡ଼ପ ଅବଢ଼ା

ପୁରୀ: ଜନ୍ମବେଦୀରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଗତକାଲି ମହାପ୍ରଭୁ ଆଡ଼ପ ମଣ୍ଡପ ବିଜେ କରିଥିଲେ । ଆଜିଠୁ ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କୁ ଲାଗି ହେବ ଷାଠିଏ ପଉଟି ଭୋଗ । ତେଣୁ ଆଜିଠାରୁ ମିଳିବ ମହାପ୍ରଭୁଙ୍କ ଆଡ଼ପ ଅବଢ଼ା । ଏବର୍ଷ କରୋନା ଯୋଗୁ ଭକ୍ତ ଦୁର୍ଲଭ ଆଡ଼ପ…

ଓଡ଼ିଶାରୁ କରୋନା ନେଲା ଆଉ ୬୫ ଜୀବନ

ଭୁବନେଶ୍ୱର: ସଂକ୍ରମଣ ନିୟନ୍ତ୍ରଣରେ ରହିଥିଲେ ବି ରାଜ୍ୟରେ ବଢିଛି ମୃତ୍ୟୁସଂଖ୍ୟା । ଆଉ ୬୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ୧୬ ଜିଲ୍ଲାରୁ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ ଜଣ ମୃତ୍ୟୁବରଣ କରିଛନ୍ତି । ବରଗଡ଼ ଜିଲ୍ଲାରୁ ୧୦…

ରାଜ୍ୟରେ ପୁଣି ଦୁଇ ହଜାର ଡେଇଁଲା କରୋନା ସଂକ୍ରମଣ, ପଜିଟିଭ୍ ହାର ୨.୯୯%

ଭୁବନେଶ୍ୱର: ରାଜ୍ୟ ଦୁ ଦିନ ହେବ ୨ ହଜାର ତଳେ ରହୁଥିଲା ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ସାମାନ୍ୟ ବଢ଼ି ଦୁଇ ହଜାର ପାର କରିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୨ହଜାର ୭୪ ପଜିଟିଭ୍ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୧ଶହ ୯୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି…

ରଥଯାତ୍ରା ପ୍ରଶ୍ନୋତ୍ତରୀ

ରଥଯାତ୍ରାର କିଛି କିମ୍ବଦନ୍ତୀ ଓ କଥା ୧. ରଥଯାତ୍ରାର ଐତିହ୍ୟ କ’ଣ ? ଶ୍ରୀମନ୍ଦିର ମହାପ୍ରଭୁଙ୍କ ଆବାସ ସ୍ଥଳ ଏବଂ ଗୁଣ୍ଡିଚା ଘର ତାଙ୍କର ପ୍ରକଟ ହୋଇଥିବାର ସ୍ଥାନ । ସ୍କନ୍ଦ ପୁରାଣରେ ବର୍ଣ୍ଣିତ ତଥ୍ୟ ଅନୂଯାୟୀ ମହାରାଜା ଇନ୍ଦ୍ରଦ୍ୟୁମ୍ନ ଚତୁର୍ଦ୍ଦାମୂର୍ତ୍ତିଙ୍କୁ ଶ୍ରୀମନ୍ଦିରରେ…

ଅନୁଭୂତିରେ ରଥଯାତ୍ରା : ମଞ୍ଜୁବାଳା ପଣ୍ଡା

ସ୍ମୃତିରୁ ଖିଏ ମଞ୍ଜୁବାଳା ପଣ୍ଡା ୨୦୦୭ ମସିହା। ଶ୍ରୀ ଗୁଣ୍ଡିଚା ଯାତ୍ରାର ଠିକ୍ ପୂର୍ବ ଦିନ ମୋ ସାନପୁଅ ପିନୁର ଏମ୍ ବି ବି ଏସ୍ ପାଇଁ ମେଡିକାଲ୍ କଲେଜରେ ଆଡ଼ମିସନ ହେଲା। ସୁରୁଖୁରୁରେ ସବୁ କାମ ସରିଯିବା ପରେ ଯୋଜନା କଲୁ , ଆସନ୍ତାକାଲି ପୁରୀ ଯିବୁ ରଥଯାତ୍ରା ଦେଖିବାକୁ।…

ଆମେରିକା ହ୍ୟୁଷ୍ଟନରେ ରଥଯାତ୍ରା

ହ୍ୟୁଷ୍ଟନ:  ଆମେରିକାର ହ୍ୟୁଷ୍ଟନଠାରେ ରଥଯାତ୍ରା ଉତ୍ସବ ।  ପବିତ୍ର ଚତୁର୍ଦ୍ଦଶ ବାର୍ଷିକ ରଥଯାତ୍ରା ପର୍ବ ମହାସମାରୋହନରେ ପାଳିତ ହୋଇଯାଇଛି । ଓ.ସି.ସି ମଧ୍ୟରେ ସ୍ଥାପିତ ଚତୁର୍ଦ୍ଧା ମୂର୍ତ୍ତିଙ୍କ ସମ୍ମୁଖରେ ନୃସିଂହ ହଭନ, ରଥ ବାସ୍ତୁ ପୂଜା, ନାମଯଜ୍ଞ, ମଙ୍ଗଳ ଆଳତୀ, ବନ୍ଦାପନା ଆଦି…

କରୋନାରେ ମାଓ ନେତା ମୃତ

ମାଲକାନଗିରି : ପୁଣି କରୋନାରେ ଜଣେ ମାଓବାଦୀ ମୃତ । କରୋନା ନେଲା ଆନ୍ଧ୍ର ଓଡିଶା ଛତିଶଗଡ଼ ତିନିରାଜ୍ୟର ଟୋପ ହାର୍ଡଖୋର ମାଓନେତା ବିନୋଦର ଜୀବନ । ବହୁ ଚର୍ଚ୍ଚିତ ୨୦୧୩ ମସିହା ମାଲକାନଗିରି ସୀମାନ୍ତ ଛତିଶଗଡ଼ ରାଜ୍ୟ ସୁକୁମା ଜିଲ୍ଲାର ଝିରମ ଘାଟିରେ ୩୨ ଜଣଙ୍କୁ ହତ୍ୟା କରିଥିଲା ଏହି ମାଓ…

ପଛୁଆ ଜିଲ୍ଲାରେ ଦିବ୍ୟାଙ୍ଗ ଶିକ୍ଷକଙ୍କ ଶିକ୍ଷାଦାନ

ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ଅନଲାଇନ୍ ଶିକ୍ଷା ବ୍ୟାବସ୍ତାର ବିଫଳ ଚିତ୍ର । ଲକ୍ ଡାଉନ୍ ପରେ ଅନ ଲାଇନରେ ଶିକ୍ଷା ପ୍ରଦାନ କରିବା ଲାଗି ଶିକ୍ଷକ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ସରକାର । ହେଲେ ପଛୁଆ ଜିଲ୍ଲାରେ  ନେଟୱାର୍କ ନାହି କି ଗରିବ ବାପା ମାଆଙ୍କ ମୋବାଇଲ ଫୋନ କିଣିବା ଲାଗି…

ବିନା ଭକ୍ତରେ ରାୟଗଡ଼ା ଜିଲ୍ଲାର ବିଭିନ୍ନ ମନ୍ଦିର ଭିତରେ ହେଲା ମହାପ୍ରଭୁଙ୍କ ରଥଯାତ୍ରା

ରାୟଗଡା: କୋଭିଡ କଟକଣା ଭିତରେ ସୀମିତ ସେବାୟତଙ୍କ ଦ୍ୱାରା ବିନା ଭକ୍ତରେ ରାୟଗଡ଼ା ଜିଲ୍ଲାର ବିଭିନ୍ନ ଜଗନ୍ନାଥ ମନ୍ଦିରରେ ନିରାଡମ୍ବର ଭାବରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ରଥଯାତ୍ରା । ଜିଲ୍ଲାର ରାୟଗଡା, କାଶୀପୁର, ଗୁଣପୁର, ବିଷମକାତକ ଓ ମୁନିଗୁଡା ସମେତ ସମସ୍ତ ଜଗନ୍ନାଥ ମନ୍ଦିରରେ…