Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଆଜି ଆଡ଼ପମଣ୍ଡପରେ ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ

ପୁରୀ: ଜନ୍ମବେଦୀରେ ସରି ଆସିଲା ମହାପ୍ରଭଙ୍କ ଲୀଳାଖେଳା । ଆଜି ଆଡ଼ପମଣ୍ଡପରେ ସନ୍ଧ୍ୟା ଦର୍ଶନ । ନବଦିନାତ୍ମକ ଯାତ୍ରାରେ ଗୁଣ୍ଡିଚାମନ୍ଦିର ଯାଇଥିବା ଚତୁର୍ଦ୍ଧାମୂର୍ତ୍ତିଙ୍କ ଜନ୍ମବେଦୀରେ ଆଜି ଶେଷ ଦର୍ଶନ । ବିଶ୍ୱାସ ରହିଛି, ତ୍ରିକାଳରେ ଭକ୍ତ ମହାପ୍ରଭୁଙ୍କୁ ଦର୍ଶନ କଲେ ଯେଉଁ ପୂଣ୍ୟ…

ଭୁବନେଶ୍ୱରରେ ଗର୍ଭବତୀଙ୍କୁ ଟିକାକରଣ: କେବେ, କେଉଁଠି ଓ କେତେବେଳେ ? ଜାଣନ୍ତୁ

ଭୁବନେଶ୍ୱର: ରାଜ୍ୟରେ ଗର୍ଭବତୀଙ୍କୁ ଦିଆଯିବ କରୋନା ଟିକା । ଆସନ୍ତା ୨୧ ତାରିଖରୁ ଭୁବନେଶ୍ୱରରେ ଗର୍ଭବତୀଙ୍କୁ ଦିଆଯିବ ଟିକା । ସପ୍ତାହରେ ଦୁଇ ଦିନ ସେମାନଙ୍କୁ ଟିକାକରଣ କରାଯିବ । ବୁଧବାର ଓ ଶନିବାର ଦୁଇ ଦିନ ସେମାନେ ଟିକା ନେଇପାରିବେ । ଭୁବନେଶ୍ୱର କ୍ୟାପିଟାଲ୍ ହସ୍ପିଟାଲ ସମେତ ସମସ୍ତ…

ତିନି ରଥର ଦକ୍ଷିଣମୋଡ ପରେ ବାହୁଡା ପ୍ରସ୍ତୁତି

ପୁରୀ : ଜନ୍ମବେଦୀ ଗୁଣ୍ଡିଚା ମନ୍ଦିରରେ ସରି ସରି ଆସୁଛି ମହାପ୍ରଭୁଙ୍କ ଲୀଳାଖେଳା । ହେରାପଞ୍ଚମୀ ପରଦିନ ତିନି ରଥର ଦକ୍ଷିଣମୋଡ କରାଯାଇଛି ।ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥକୁ ଦକ୍ଷିଣମୋଡ କରାଯାଇଥିଲା। ଏହା ପୂର୍ବରୁ ଭୋଇ ସେବକଙ୍କ ଦ୍ୱାରା ରଥର ବ୍ରେକ ଓ ଦଉଡି ସଂଯୋଗ…

କାଲିଠୁ ସଂସଦର ମୌସୁମୀ ଅଧିବେଶନ, ଆଜି ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ: ଆସନ୍ତାକାଲିଠୁ ଆରମ୍ଭ ହେଉଛି ସଂସଦର ମୌସୁମୀ ଅଧିବେଶନ । କରୋନା କଟକଣା ଭିତରେ ଅଧିବେଶନ ଚାଲିବ । ତାପୂର୍ବରୁ ଆଜି ବସୁଛି ସର୍ବଦଳୀୟ ବୈଠକ । ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବି ଉପସ୍ଥିତ ରହିବେ । ଅଧିବେଶନକୁ ସୁରୁଖୁରୁରେ ଚଳାଇବା ନେଇ ବିରୋଧୀଙ୍କ ସହଯୋଗ ଲୋଡ଼ିବେ…

କଟକଣାକୁ ବେଖାତିର, ପ୍ରସାଦ ବିକ୍ରି ସ୍ଥାନରେ ଚଢ଼ାଉ

ଗୁଣୁପୁର: କରୋନା କଟକଣାକୁ ବେଖାତିର । ରାୟଗଡା ଜିଲ୍ଲା ଗୁଣୁପୁରରେ କିଛି ପୂଜକଙ୍କ ସହ ବ୍ୟକ୍ତି ଖୋଲମଖୁଲା ପ୍ରସାଦ ବିକ୍ରି କରୁଥିବା ଖବର ପାଇବା ପରେ ଗୁଣୁପୁର ଉପଜିଲ୍ଲାପାଳ ଯେ ସୋନାଲ ଆଜି ଅଚାନକ ରଥଯାତ୍ରା ପଡିଆରେ ଚଢ଼ାଉ କରିଛନ୍ତି । ପ୍ରସାଦ ବିକ୍ରି କରୁଥିବା ପୂଜକ ଏବଂ ବ୍ୟକ୍ତିଙ୍କ…

ଟୋକିଓ ଅଲିମ୍ପିକ୍ସ ଭିଲେଜରେ ମାଡୁଛି କରୋନା: ଦୁଇ ଆଥଲେଟ୍ ସଂକ୍ରମିତ

ଟୋକିଓ: ଅଲିମ୍ପିକ୍ସକୁ ଘାରିଲାଣି କରୋନା କଳାବାଦଲ । କ୍ରୀଡ଼ା ମହାକୁମ୍ଭ ପାଖେଇ ଆସିବା ବେଳେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ପୂର୍ବରୁ ଜଣେ ଆୟୋଜକ ସଦସ୍ୟ ସଂକ୍ରମିତ ହୋଇଥିବା ବେଳେ ଏବେ ଦୁଇ ଜଣ ଆଥଲେଟ୍ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଟୋକିଓ ଅଲିମ୍ପିକ୍ସ ଆୟୋଜକ କମିଟି ଏହି…

ରାଜ୍ୟରୁ ଆଉ ୬୬ ଜୀବନ ନେଲା କରୋନା, ୫ ହଜାର ଡେଇଁଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଆଉ ୬୬ ଜଣଙ୍କର ମୃତ୍ୟୁ ହୋଇଛି । ୧୬ ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ ଅଛନ୍ତି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩ ଜଣ । ସେହିପରି ଗଞ୍ଜାମ ଜିଲ୍ଲାରୁ ଆଉ ୮ ଜଣଙ୍କର ମୃତ୍ୟୁ ହୋଇଛି ।…

ଆଜି ଓଡ଼ିଶାରୁ ୨୨୧୫ କରୋନା ଆକ୍ରାନ୍ତ ଚିହ୍ନଟ, ପଜିଟିଭ୍ ହାର ୨.୮୫%

ଭୁବନେଶ୍ୱର: ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ପ୍ଲାଟ୍ୟୁ ସ୍ଥିତିରେ ରହିଛି । ୭୦ହଜାରରୁ ଅଧିକ ଟେଷ୍ଟ ହେଉଛି । ଚିହ୍ନଟ ହେଉଛନ୍ତି ଦୁଇ ହଜାରରୁ ଅଢ଼େଇ ହଜାର ଭିତରେ ଆକ୍ରାନ୍ତ । ୨୪ ଘଣ୍ଟାରେ ୨ହଜାର ୨୧୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୨ଶହ ୭୨ ଓ…

ଅନୁଭୂତିରେ ରଥଯାତ୍ରା : ବଳରାମ ପୂଜାରୀ 

ଦିବ୍ୟ ଅନୁଭୂତି  ପରମବ୍ରହ୍ମଙ୍କ ଅପାର ଲୀଳା ।ଅଲୌକିକ,ଅବର୍ଣ୍ଣନୀୟ ତାଙ୍କ ଭିଆଣ । କାହାକୁ ଓଦା ସରସର ପ୍ରଶାନ୍ତିରେ ଭିଜେଇ ଦିଅନ୍ତି ତ କାହାକୁ ପରୀକ୍ଷା କରାଇ କରାଇ ହାଲିଆ କରିଦିଅନ୍ତି । ମୋର ଠିକ୍ ମନେ ଅଛି , ଶ୍ରୀ କ୍ଷେତ୍ର ଆସିବାର ସୁଯୋଗ ଟିଏ ସୃଷ୍ଟି ହୋଇଥିଲା ୨୦୦୮ମସିହାରେ ।…

କରୋନାର ତୃତୀୟ ଲହର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ

ଭୁବନେଶ୍ବର : କରୋନାର ତୃତୀୟ ଲହର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ । ମୁକାବିଲା ପାଇଁ ପ୍ରସ୍ତୁତ ରହିଛି ସର୍ଭେଲାନ୍ସ ଟିମ । ଟେଷ୍ଟିଂ ବଢ଼ାଯିବା ସହିତ ଟିକା ମିଳିବା ଅନୁଯାୟୀ ଟିକାକରଣ ଚାଲିଛି । ଭ୍ୟାକ୍ସିନ ନେଇଥିଲେ ମଧ୍ୟ କୋଭିଡ କଟକଣା ମାନିବାକୁ ପଡ଼ିବ । କାରଣ କରୋନା ଏବେ ବି…