Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଅନୁଭୂତିରେ ରଥଯାତ୍ରା : ସୁଷମା ପରିଜା

ଦୟାନିଧି - କରୁଣାସାଗର  ଶ୍ରୀ ଜଗନ୍ନାଥ ଆମ ହୃଦୟର ଠାକୁର। ସେ କୈବଲ୍ୟଦାତା, ପରମ କରୁଣାମୟ । କେହି ଭକ୍ତି ସହକାରେ ମନେ ମନେ ଯାହା ମାଗିଲେ ସେ ଅବଶ୍ୟ ଭକ୍ତର ମନୋକାମନା ପୂରଣ କରନ୍ତି। ଦୁଇ ହଜାର ଅଠର ମସିହାରେ ମୋ’ ଜୀବନର ସେମିତି ଗୋଟିଏ ଅନୁଭୂତି ହୋଇଥିଲା । ପୁରୀର ରଥଯାତ୍ରା…

ପୁରୀର ଶ୍ରୀକ୍ଷେତ୍ର ଲଜ ସିଲ

ପୁରୀ: ଶ୍ରୀଗୁଣ୍ଡିଚା ଯାତ୍ରା ଦିନ SOP ଉଲଂଘନ ଅଭିଯୋଗ |  ପୁରୀର ପୁଣି ଏକ ଲଜକୁ ସିଲ କଲା ପ୍ରଶାସନ | ବଳଗଣ୍ଡି ଛକରେ ଥିବା ଶ୍ରୀକ୍ଷେତ୍ର ଲଜକୁ ସିଲ କରାଯାଇଛି | ତେବେ ପୂର୍ବରୁ ଗଙ୍ଗା ଲଜ, ଅକ୍ଷୟପାତ୍ର ଫାଉଣ୍ଡେସନ ଓ ସାଗର ଇନ ଲଜ ସିଲ କରାଯାଇଥିବା ବେଳେ ଆଜି ଶ୍ରୀକ୍ଷେତ୍ର ଲଜକୁ ସିଲ…

ମାଆ ଦୁର୍ଗାଙ୍କ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର : ପବିତ୍ର ହେରାପଞ୍ଚମୀରେ ଶହୀଦ ନଗର ଦୁର୍ଗାପୂଜା ମଣ୍ଡପରେ ସମିତି ପକ୍ଷରୁ" ମା ଦୁର୍ଗା" ଙ୍କ ପ୍ରତିଷ୍ଠା ଦିବସ ଆରମ୍ଭ କରାଯାଉଛି । ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଯଜ୍ଞ, ଓ ପୂଜା ତିନି ଦିନ ଧରି କରାଯିବ । ଆସନ୍ତା ୧୮.୭.୨୧ ଦିନ ସନ୍ଧ୍ୟାରେ ପୂର୍ଣ୍ଣାହୁତି କାର୍ଯ୍ୟକ୍ରମ…

ପିସି ଭାଗ ବଣ୍ଟାର ଭିଡିଓ ଭାଇରାଲ

ନୂଆପଡା :  ପିସି ଭାଗବଣ୍ଟାର ଭିଡିଓ ଭାଇରାଲ । କାର୍ଯ୍ୟାନୁଷ୍ଠାନ ନହେଲେ ଆନ୍ଦୋଳନର ଚେତାବନୀ । ନୂଆପଡା ସିନାପାଲି ବ୍ଲକରେ ରାଜ୍ୟ ସରକାର ଙ୍କ 5T ର ବେଖାତିର ।  ନୂଆପଡା ଜିଲ୍ଲାରେ ସରକାରୀ ବାବୁ ମାନେ 5T କୁ ବେଖାତିର କରି ଖୁଲୁମଖୁଲା ପିସି କାରବାର କରୁଥିବା ଭିଡିଓ ସାମ୍ନାକୁ ଆସିଛି ।…

କାରରୁ ୬୧କେଜି ଗଞ୍ଜେଇ ଜବତ

ସୁବର୍ଣ୍ଣପୁର:  ସୁବର୍ଣ୍ଣପୁରରୁ  ୬୧କେଜି ଗଞ୍ଜେଇ ଜବତ I ଜିଲ୍ଲା ସଦର ମହକୁମା କୁଞ୍ଜ ହୋଟେଲ ଛକ ନିକଟରୁ ଏକ କାରରୁ ୬୧କେଜି ୨୦୦ ଗ୍ରାମ ଗଞ୍ଜେଇ ଜବତ କରିଛି ଅବକାରୀ ବିଭାଗ I ଆଜି ଦିନ ସମୟରେ ବୌଦ୍ଧ ଜିଲ୍ଲା ପଟରୁ ଏକ ମାରୁତି ଇକୋ କାରରେ ଦୁଇଜଣ ଯୁବକ ଗଞ୍ଜେଇ ନେଇ ସୋନପୁର ପଟଦେଇ…

ନୀଳ ଜହରର ଚରାଭୂଇଁ, ସପ୍ତାହରେ ପାଞ୍ଚ ଟନରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ

ରାୟଗଡା: ନୀଳ ଜହରର ଚରାଭୂଇଁ ପାଲଟିଛି  ରାୟଗଡା । ସପ୍ତାହରେ ପାଞ୍ଚ ଟନରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ ।  ପୋଲିସ ଧରପଗଡରେ ଅବକାରୀ ହାତ ଖାଲି  । ମାତ୍ର କିଛି ଦିନ ବ୍ୟବଧାନରେ ଟନ ଟନ ଗଞ୍ଜେଇ ରାଜ୍ୟ ତଥା ରାଜ୍ୟ ବାହାରୁ ରପ୍ତାନି ହେଉଛି । ଘଟଣାରେ ସମ୍ପୃକ୍ତ ୧୫ ଟି ମାମଲାରେ ୨୮ ଜଣ…

କରୋନା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର : କରୋନା ସଙ୍କଟ ନେଇ ଓଡ଼ିଶା ସହ ୬ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ। ବୈଠକରେ ସାମିଲ ହୋଇଛନ୍ତି ଓଡ଼ିଶା, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ, ମହାରାଷ୍ଟ୍ର ଓ କେରଳ ମୁଖ୍ୟମନ୍ତ୍ରୀ । କିଛି ରାଜ୍ୟରେ ସଂକ୍ରମଣ ହାର ଅଧିକ ଥିବାରୁ ଏହା…

ଅପହଞ୍ଚ ଇଲାକାରେ ହେବ ଉନ୍ନତି

ରାୟଗଡା  : ରାୟଗଡା ଜିଲ୍ଲାର ଅପହଞ୍ଚ ଇଲାକା କୋଣ୍ଡାବାରିଡିର ସ୍ଥିତି ପରଖିଲେ ଗୁଣୁପୁର ଉପଜିଲ୍ଲାପାଳ ଜେ.ସୋନାଲ । ଅଧପନ୍ତରିଆ କାମ ଶୀଘ୍ର ସାରିବାକୁ ବିଭାଗୀୟ ଅଧିକାରୀଙ୍କୁ ତାଗିଦ  ରାୟଗଡା ଜିଲ୍ଲାର ଅପହଞ୍ଚ ଇଲାକା ପାରିକ୍ଷିତି ଗ୍ରାମପଞ୍ଚାୟତର କୋଣ୍ଡାବାରିଡି ଗାଁରେ ପହଁଚି ସେଠାକାର…

ଭାଲୁ ମୁହଁରୁ ଝିଅକୁ ବଞ୍ଚାଇଲା ମା’

ମାଲକାନଗିରି : ଭାଲୁ ମୁହଁରୁ ଝିଅର ଜୀବନ ବଞ୍ଚାଇବା ପାଇଁ ନିଜ ଜୀବନକୁ ବାଜି ଲଗାଇ ଦେଲେ ଜଣେ ମାଆ । ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ଅନ୍ତର୍ଗତ ବଣ୍ଡାଘାଟିରେ ଦେଖିବାକୁ ମିଳିଛି ଏପରି ଏକ ଘଟଣା । ଆଜି ସକାଳେ ବଣ୍ଡା ଘାଟି ଉପରେ ଥିବା କିର୍ଷାନିପଡା ଗ୍ରାମର ସମାରି ଶିଶା ଏବଂ ତାଙ୍କ…

ପୁଣି ଏନକାଉଣ୍ଟର, ୩ ମାଓବାଦୀ ମୃତ

ମାଲକାନଗିରି : ପୁଣି ଏନକାଉଣ୍ଟର । ମାଲକାନଗିରି ଛତିଶଗଡ ସିମାନ୍ତ ଦାନ୍ତେୱାଡା ଜିଲ୍ଲାରେ ଏନକାଣ୍ଟର । ଡୋଲକାଲ ଓ ପେଦାପାଲ ଗ୍ରାମ ନିକଟସ୍ଥ ଜଙ୍ଗଲରେ ମାଓବାଦୀ ଓ ପୁଲିସ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏଥିରେ ୩ ଜଣ ମାଓବାଦୀ ପ୍ରାଣ ହରାଇଥିବା ବେଳେ ବିପୁଳ ପରିମାଣରେ ଅସ୍ତ୍ରଶସ୍ତ୍ର ସହ…