Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଆମେରିକା ହ୍ୟୁଷ୍ଟନରେ ରଥଯାତ୍ରା

ହ୍ୟୁଷ୍ଟନ:  ଆମେରିକାର ହ୍ୟୁଷ୍ଟନଠାରେ ରଥଯାତ୍ରା ଉତ୍ସବ ।  ପବିତ୍ର ଚତୁର୍ଦ୍ଦଶ ବାର୍ଷିକ ରଥଯାତ୍ରା ପର୍ବ ମହାସମାରୋହନରେ ପାଳିତ ହୋଇଯାଇଛି । ଓ.ସି.ସି ମଧ୍ୟରେ ସ୍ଥାପିତ ଚତୁର୍ଦ୍ଧା ମୂର୍ତ୍ତିଙ୍କ ସମ୍ମୁଖରେ ନୃସିଂହ ହଭନ, ରଥ ବାସ୍ତୁ ପୂଜା, ନାମଯଜ୍ଞ, ମଙ୍ଗଳ ଆଳତୀ, ବନ୍ଦାପନା ଆଦି…

କରୋନାରେ ମାଓ ନେତା ମୃତ

ମାଲକାନଗିରି : ପୁଣି କରୋନାରେ ଜଣେ ମାଓବାଦୀ ମୃତ । କରୋନା ନେଲା ଆନ୍ଧ୍ର ଓଡିଶା ଛତିଶଗଡ଼ ତିନିରାଜ୍ୟର ଟୋପ ହାର୍ଡଖୋର ମାଓନେତା ବିନୋଦର ଜୀବନ । ବହୁ ଚର୍ଚ୍ଚିତ ୨୦୧୩ ମସିହା ମାଲକାନଗିରି ସୀମାନ୍ତ ଛତିଶଗଡ଼ ରାଜ୍ୟ ସୁକୁମା ଜିଲ୍ଲାର ଝିରମ ଘାଟିରେ ୩୨ ଜଣଙ୍କୁ ହତ୍ୟା କରିଥିଲା ଏହି ମାଓ…

ପଛୁଆ ଜିଲ୍ଲାରେ ଦିବ୍ୟାଙ୍ଗ ଶିକ୍ଷକଙ୍କ ଶିକ୍ଷାଦାନ

ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ଅନଲାଇନ୍ ଶିକ୍ଷା ବ୍ୟାବସ୍ତାର ବିଫଳ ଚିତ୍ର । ଲକ୍ ଡାଉନ୍ ପରେ ଅନ ଲାଇନରେ ଶିକ୍ଷା ପ୍ରଦାନ କରିବା ଲାଗି ଶିକ୍ଷକ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ସରକାର । ହେଲେ ପଛୁଆ ଜିଲ୍ଲାରେ  ନେଟୱାର୍କ ନାହି କି ଗରିବ ବାପା ମାଆଙ୍କ ମୋବାଇଲ ଫୋନ କିଣିବା ଲାଗି…

ବିନା ଭକ୍ତରେ ରାୟଗଡ଼ା ଜିଲ୍ଲାର ବିଭିନ୍ନ ମନ୍ଦିର ଭିତରେ ହେଲା ମହାପ୍ରଭୁଙ୍କ ରଥଯାତ୍ରା

ରାୟଗଡା: କୋଭିଡ କଟକଣା ଭିତରେ ସୀମିତ ସେବାୟତଙ୍କ ଦ୍ୱାରା ବିନା ଭକ୍ତରେ ରାୟଗଡ଼ା ଜିଲ୍ଲାର ବିଭିନ୍ନ ଜଗନ୍ନାଥ ମନ୍ଦିରରେ ନିରାଡମ୍ବର ଭାବରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ରଥଯାତ୍ରା । ଜିଲ୍ଲାର ରାୟଗଡା, କାଶୀପୁର, ଗୁଣପୁର, ବିଷମକାତକ ଓ ମୁନିଗୁଡା ସମେତ ସମସ୍ତ ଜଗନ୍ନାଥ ମନ୍ଦିରରେ…

ବ୍ୟଞ୍ଜନରେ ତିନି ଦିଅଁ

ଅନୁଗୁଳ - ଭକତ ବିଦୁରର ଯେଉଁ ଶାଗ ଭଜା ଦେଇ ଜଗନ୍ନାଥ ତାଙ୍କ ମନ ତୋଷାଇ ପାରିଥିଲେ । ସେହି ଶାଗ ଭଜାରେ ଆଜି ଆଉ ଜଣେ ଭକତ କାଳିଆର ଚିତ୍ର ଚିତ୍ରଣ କରି ବିଶ୍ୱରୁ ମହାମାରୀ କରୋନା ଦୂର କରିବା ପାଇଁ ଜଗତର ନାଥ ଜଗନ୍ନାଥଙ୍କୁ ପ୍ରାର୍ଥନା କରିଛନ୍ତି । ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ କରୋନା…

ରାଜ୍ୟରୁ କରୋନା ନେଲା ରେକର୍ଡ ୬୮ ଜୀବନ, ଖୋର୍ଦ୍ଧାରୁ ସର୍ବାଧିକ ୧୭ ମୃତ

ଭୁବନେଶ୍ୱର: ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ କମୁଛି । କିନ୍ତୁ ବଢୁଛି ମୃତ୍ୟୁସଂଖ୍ୟା । ଆଉ ୬୮ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ୧୮ ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଯାହାକି ବର୍ତ୍ତମାନ ସୁଦ୍ଧା ସର୍ବାଧିକ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭…

ଦ୍ୱିତୀୟ ଦିନରେ ରାଜ୍ୟରେ ୨ ହଜାର ତଳେ ଦୈନିକ କରୋନା କେସ୍

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି କରୋନା ସଂକ୍ରମଣ । କ୍ରମାଗତ ଦ୍ୱିତୀୟ ଦିନରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଦୁଇ ହଜାରରୁ କମ୍ ରହିଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧ହଜାର ୯୩୦ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୧ଶହ ୧୭ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୮୧୩ ।…

ଆଜି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ନବ ଦିନାତ୍ମକ ଯାତ୍ରାରେ ବଡ଼ଦେଉଳ ଛାଡ଼ି ଜନ୍ମବେଦୀ ଯାଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଶରଧାବାଲିରେ ଲାଗିଛି ତିନି ରଥ । ଏବେ ରଥାରୁଢ଼ ଶ୍ରୀଜିଉମାନଙ୍କର ରଥ ଉପରେ ବିଭିନ୍ନ ନୀତିକାନ୍ତି ଚାଲିଛି । ଆଜି ଆଡପ ମଣ୍ଡପକୁ ବିଜେ କରିବେ ମହାପ୍ରଭୁ । ସନ୍ଧ୍ୟାରେ ପହଣ୍ଡିରେ…

ଓଡ଼ିଶୀ ସଙ୍ଗୀତର ବିକାଶ ପାଇଁ ‘ ଉତ୍କର୍ଷ ‘ ଉଦଘାଟିତ

ଭୁବନେଶ୍ୱର : ଓଡ଼ିଆ ଭାଷା , ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଓ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ମିଳିତ ସହଯୋଗରେ , ଓଡ଼ିଶାର ଉତ୍କୃଷ୍ଟ କଳା "ଓଡ଼ିଶୀ ସଙ୍ଗୀତ"ର ବିକାଶ ତଥା ଜାତୀୟ ଏବଂ ଆନ୍ତର୍ଜାତୀୟ ସ୍ତରରେ ପ୍ରଚାର ଓ…

ଅନୁଭୂତିରେ ରଥଯାତ୍ରା : ଚନ୍ଦ୍ରା ମିଶ୍ର

ସ୍ମୃତିର ବଡଦାଣ୍ଡରେ  ଚନ୍ଦ୍ରା ମିଶ୍ର  ପୁରୀ ପଥୁରିଆ ସାହିରେ ମୋର ଜନ୍ମ । ସେଇଠି କଟିଛି ମୋର ଅପାସୋରା ପିଲାଦିନ । କେତେ ଯାତ୍ରା , ପର୍ବପର୍ବାଣି, ସାଙ୍ଗସୁଖ, ସାହିବୁଲା, ଦିଅଁଦର୍ଶନ, ପୋଖରୀପହଁରା, ଫୁଲତୋଳା, ପୁରାଣପଢା, ଖଜାଖିଆ ସବୁ ମୋର ସ୍ମୃତିର ବଡଦାଣ୍ଡରେ ଢଳଢଳ ହେଇ…