Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଶେଖର ମେହେତା ରୋଟାରୀ ଇଣ୍ଟରନାସନାଲର ନୂଆ ସଭାପତି

ଦିଲ୍ଲୀ  : ଶେଖର ମେହେତା ରୋଟାରୀ ଇଣ୍ଟରନାସନାଲର ନୂଆ ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି । ରିଅଲ ଇଷ୍ଟେଟ କମ୍ପାନୀ ସ୍କାଇଲାଇନର ଅଧ୍ୟକ୍ଷ ତଥା ରୋଟାରୀ କ୍ଲବ ଅଫ କୋଲକାତା ମହାନଗରର ସଦସ୍ୟ ଶେଖର ମେହେତା । ଶ୍ରୀ ମେହତାଙ୍କୁ ୧୧୧ ତମ ରୋଟାରୀ ଇଣ୍ଟରନାାସନାଲର ସଭାପତି ଭାବେ ଏକ ବର୍ଷ ପାଇଁ…

ଘାତକ ନୁହେଁ ଡେଲଟା ପ୍ଲସ ଭାରିଆଣ୍ଟ : ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର : ରାଜ୍ୟରେ ଧିରେ ଧିରେ ନିୟନ୍ତ୍ରଣକୁ ଆସୁଛି କରୋନା ସଂକ୍ରମଣ । ଜୁଲାଇ ଦ୍ବିତୀୟ ସପ୍ତାହରେ କମିବ କରୋନା । ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ଖାଲି ସେତିକି ନୁହେଁ ଡେଲଟା ପ୍ଲାସ ଭ୍ୟାରିଆଣ୍ଟକୁ ନେଇ ଯେଉଁ ଭୟ ବଢୁଛି, ତାହା ସେଭଳି ଘାତକ…

କୋଭିଡ ସ୍ଥିତିର ସମୀକ୍ଷା ଲାଗି ଓଡ଼ିଶା ଆସୁଛନ୍ତି କେନ୍ଦ୍ରୀୟ ଟିମ

ନୂଆଦିଲ୍ଲୀ : କରୋନା ସ୍ଥିତିର ସମୀକ୍ଷା ଲାଗି ଓଡ଼ିଶା ଆସୁଛନ୍ତି କେନ୍ଦ୍ରୀୟ ଟିମ । ଓଡ଼ିଶା ସମେତ ୬ଟି ରାଜ୍ୟକୁ ଆସୁଛନ୍ତି କେନ୍ଦ୍ରୀୟ ଟିମ୍ । ଅନ୍ୟ ଯେଉଁ ରାଜ୍ୟକୁ ଏହି ଟିମ ଯିବ ସେଗୁଡିକ ହେଲା କେରଳ, ଅରୁଣାଚଳ ପ୍ରଦେଶ, ତ୍ରିପୁରା, ଛତିଶଗଡ ଓ ମଣିପୁର । କୋଭିଡ ସ୍ଥିତିର ସମୀକ୍ଷା…

ଦୌଡ଼ିବେ ଦୂତି

ଭୁବନେଶ୍ୱର: ଓଡ଼ିଶାର ଦୌଡ ରାଣୀ ଦୂତି ଚାନ୍ଦ । ୨୩ ରୁ ଟୋକିଓରେ ଆରମ୍ଭ ହେବ ଅଲିମ୍ପିକ୍ସ ଆଉ ଏଥିରେ ସ୍ପ୍ରିଣ୍ଟ କୁଇନ୍ ଦୂତି ଟୋକିଓ ଟିକେଟ ହାସଲ କରିଛନ୍ତି । ମହିଳା ୧୦୦ ଓ ୨୦୦ମିଟର ଦୌଡରେ ଭାଗ ନେବାକୁ ମନୋନୀତ ହୋଇଛନ୍ତି । ପିଲା ବେଳରୁ ଖେଳ ପ୍ରତି ଦୁର୍ବଳତା ରହିଥିବା ବେଳେ କଠିନ…

ହଜିଯାଉଛି କୌଳିକ ବୃତ୍ତି

ମୟୂରଭଞ୍ଜ : ବୁଡ଼ିବାକୁ ବସିଲାଣି କୌଳିକ ବୃତ୍ତି । ପୂର୍ବରୁ ମୃଦଙ୍ଗ ଓ ମାଦଳର ଅନେକ ଚାହିଦା ଥିବାବେଳେ ଏବେ ଅତ୍ୟାଧୁନିକ ବାଦ୍ୟଯନ୍ତ୍ର ପ୍ରଭାବରେ ଏହା ଲୋପ ପାଇବାକୁ ବସିଲାଣି । ଆଉ ଏହି ବୃତ୍ତିକୁ ଆପଣାଇଥିବା କାରୀଗରମାନେ ମଧ୍ୟ ଉଚିତ୍ ମୂଲ୍ୟ ନପାଇ ଏହି କାର୍ଯ୍ୟରୁ ମୁହଁ ଫେରାଇବାରେ…

ବଣ୍ଡା ଘାଟିର ବିକାଶରେ ସାପ୍ତାହିକ ହାଟ

ମାଲକାନଗିରି : ମାଲକାନଗିରି ଜିଲ୍ଲା ଖୈରପୁଟ ବ୍ଲକ ଅନ୍ତର୍ଗତ ବଣ୍ଡା ଘାଟିରେ ବାସ କରନ୍ତି ପ୍ରାୟ ୭ ହଜାର ଆଦିମ ଜନଜାତିର ଲୋକେ । ଖୈରପୁଟ ବ୍ଲକ ଅନ୍ତର୍ଗତ ମୁଣ୍ଡିଗୁଡା ଠାରେ ହେଉଥିବା ସାପ୍ତାହିକ ହାଟ କହିଲେ ବୁଝାଏ ଏହି ବଣ୍ଡା ହାଟ । କାରଣ ଏହି ସାପ୍ତାହିକ ହାଟରେ ବଣ୍ଡା ଘାଟିର ଦୁଇଟି…

ଲାଉ ତୁମ୍ବାରୁ ସ୍ଵତନ୍ତ୍ର ପରିଚୟ

ରାୟଗଡା : ଡଙ୍ଗର ମୁଲକର ହଜିଯାଇଥିବା ଲାଉ ତୁମ୍ବା ଏବେ ନିଜ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିବାକୁ ଯାଉଛି । ଲାଉ ତୁମ୍ବାର ବହୁଳ ଵ୍ୟଵହାର ଲୋପ ପାଇ ଯାଉଥିବା ବେଳେ ଏବେ ତାକୁ ଜୀବନ୍ତ କରି ନୂଆ ଦିଗ ଦେଇଛନ୍ତି ରାୟଗଡା ସହରର ଶିଳ୍ପୀ ହିମାଂଶୁ ଶେଖର ପାଣ୍ଡିଆ । ବିଭିନ୍ନ କଳାକୃତିର ଚିତ୍ର…

ଡରାଉଛି ଡେଲଟା ପ୍ଲସ୍

ଭୁବନେଶ୍ୱର:  କରୋନାର ଭୟ ମନରୁ ଥମୁନି । ତା ସହିତ ପୁଣି ଡେଲଟା ପ୍ଲସ୍ ଭାରିଆଣ୍ଟ ଚିନ୍ତା ବଢାଇଛି । ନୂଆ ଭାରିଆଣ୍ଟ ଯୋଗୁ ଲୋକଙ୍କ ମନରେ ଭୟ ବଢି ଚାଲିଛି । ତେବେ ସବୁ ଭାରିଆଣ୍ଟ ଅପେକ୍ଷା ଡେଲଟା ଭାରିଆଣ୍ଟର ନୂଆ ମ୍ୟୁଟେସନ୍ ଡେଲଟା ପ୍ଲସ୍ ଭାରିଆଣ୍ଟବିପଦ ଜନକ । ହେଲେ ଏଥିପାଇଁ ଭୟଭୀତ…

କେନ୍ଦ୍ର କରୁଛି ଅବହେଳା, ରାଜ୍ୟରେ ଟିକାକରଣ ବାଧାପ୍ରାପ୍ତ

ଭୁବନେଶ୍ବର : କେନ୍ଦ୍ର ଦେଉନି ଟିକା । ଫଳରେ ରାଜ୍ୟରେ ବାଧାପ୍ରାପ୍ତ ହେଉଛି ଟିକାକରଣ । ଟିକା ଅଭାବରୁ ଧାର୍ଯ୍ୟ ଲକ୍ଷ୍ୟ ଅନୂସାରେ ହୋଇପାରୁନି ଟିକାକରଣ । ଫଳରେ ଗତକାଲି ମାତ୍ର ୪୯ ହଜାର ଲୋକଙ୍କୁ ଟିକା ଦିଆଯାଇଛି । ଟିକାର ଅଭାବ ଯୋଗୁଁ ଆଜି ରାଜ୍ୟର ୧୬ ଜିଲ୍ଲାରେ ବନ୍ଦ ରହିଛି ଟିକାକରଣ…

କରୋନାର ଦ୍ବିତୀୟ ଲହରରେ ଗଲାଣି ୮୦୦ ଡାକ୍ତରଙ୍କ ଜୀବନ

ନୂଆଦିଲ୍ଲୀ : ମହାମାରୀ କରୋନା କବଳରେ ଡାକ୍ତର । କରୋନାର ଶିକାର ପାଲଟିଛନ୍ତି ଜୀବନ ରକ୍ଷା କରୁଥିବା ଡାକ୍ତର । କେବଳ ଦ୍ବିତୀୟ ଲହରରେ ଗଲାଣି ଭାଇରସ ନେଲାଣି ୮୦୦ ଡାକ୍ତରଙ୍କ ଜୀବନ । ମୋଟା ମୋଟି ଭାବେ କହିବାକୁ ଗଲେ, ଉଭୟ ପ୍ରଥମ ଓ ଦ୍ବିତୀୟ ଲହରରେ କିଲର କରୋନା ନେଇଛି ଦେଢ଼ ହଜାରରୁ…