Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ସ୍ଫୁଟନିକ୍ ଲାଇଟର ତୃତୀୟ ପର୍ଯ୍ୟାୟ ଟ୍ରାଏଲ ପାଇଁ ଡକ୍ଟର ରେଡ୍ଡୀଜକୁ ମିଳିଲାନି ଅନୁମତି

ନୂଆଦିଲ୍ଲୀ: ଦେଶରେ କାବୁ ପାଇଛି କରୋନାର ସେକେଣ୍ଡ ଓ୍ୱେଭ୍ । ସମ୍ଭାବ୍ୟ ତୃତୀୟ ଲହର ପୂର୍ବରୁ ଟିକାକରଣ ଅଭିଯାନକୁ ଜୋରଜାର କରିଛନ୍ତି ସରକାର । ଦେଶବ୍ୟାପୀ ମାଗଣା ଟିକାକରଣ ଚାଲିଛି । ଏଭଳି ସ୍ଥିତିରେ ରୁଷ୍ ଟିକା ସ୍ଫୁଟନିକ୍ ଲାଇଟର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ପାଇଁ ହାଇଦ୍ରାବାଦ ସ୍ଥିତ…

ଶିଶୁଙ୍କ ଉପରେ କୋଭୋଭାକ୍ସ ଟିକା ଟ୍ରାଏଲ୍ ପାଇଁ ସେରମକୁ ନା

ନୂଆଦିଲ୍ଲୀ: ସେରମ୍ ଇନିଷ୍ଟିଚ୍ୟୁଟକୁ ଝଟକା । ଶିଶୁଙ୍କ ଉପରେ କୋଭୋଭାକ୍ସ ଟିକାର କ୍ଲିନିକାଲ୍ ଟ୍ରାଏଲକୁ ମିଳିଲାନି ଅୁମତି । କେନ୍ଦ୍ର ସରକାରଙ୍କ ବିଶେଷଜ୍ଞ କମିଟି ଅନୁମତି ଦେଇ ନାହିଁ । ୨-୧୭ ବର୍ଷ ଭିତରେ ପିଲାଙ୍କ ଉପରେ କୋଭୋଭାକ୍ସ ଟିକାର ଟ୍ରାଏଲ୍ ପାଇଁ ଆବେଦନ କରିଥିଲା ସେରମ୍ ।…

କରୋନା ଟିକାର ଜରୁରିକାଳୀନ ବ୍ୟବହାର ପାଇଁ DCGI ଅନୁମତି ଲୋଡ଼ିଲା ଜାୟଜସ୍ କାଡିଲା

ନୂଆଦିଲ୍ଲୀ: ଖୁବଶୀଘ୍ର ଦେଶକୁ ମିଳିପାରେ ଆଉ ଗୋଟିଏ କରୋନା ଟିକା । ମହାମାରୀ ବିରୋଧ ଲଢ଼େଇରେ ସାମିଲ ହେବ ଜାୟଡସ୍ କାଡିଲାର କରୋନା ଭ୍ୟାକସିନ୍ । ଜରୁରିକାଳୀନ ବ୍ୟବହାର ପାଇଁ ଡ୍ରଗ୍ କଣ୍ଟ୍ରୋଲର ଜେନେରାଲ୍ ଅଫ୍ ଇଣ୍ଡିଆକୁ (DCGI) ଅନୁମତି ମାଗିଛି ଜାୟଡସ୍ କାଡିଲା । ଭାରତରେ ୫୦ଟି…

ଓଡ଼ିଶାର ୨୨ ଜିଲ୍ଲାରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଶହେରୁ କମ୍

ଭୁବନେଶ୍ୱର: ରାଜ୍ୟରେ କରୋନା କାୟା ଧିରେ ଧିରେ କମୁଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩ହଜାର ୮୭ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୭ଶହ ୭୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୩ଶହ ୧୨ । ଖୋର୍ଦ୍ଧାରୁ ସର୍ବାଧିକ ୫୮୪ ପଜିଟିଭ୍ ବାହାରିଥିବା ବେଳେ କଟକ ଜିଲ୍ଲାରୁ ୪୬୨, ବାଲେଶ୍ୱରରୁ…

ବଢ଼ିଲା ଟିକା ସଂକଟ: ଆଜି ୧୬ ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର: ଟିକା ଅଭାବ ଯୋଗୁ ଆଜି ରାଜ୍ୟରେ ୧୬ ଜିଲ୍ଲାରେ ଟିକାକରଣ ସମ୍ପୂର୍ଣ୍ଣ ବନ୍ଦ । ଏହି ଜିଲ୍ଲାଗୁଡ଼ିକ ହେଲା ଅନୁଗୁଳ, ବଲାଙ୍ଗିର, ବାଲେଶ୍ୱର, ବରଗଡ଼, ଭଦ୍ରକ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦ୍ରାପଡ଼ା, କୋରାପୁଟ, ନବରଙ୍ଗପୁର, ସୋନପୁର,…

ଦ୍ୱିତୀୟ ପର୍ଯ୍ୟାୟ ଆଂଶିକ ଲକଡାଉନରେ ଓଡ଼ିଶା: ଅଧିକ ସମୟ ଖୋଲିବ ଦୋକାନ ବଜାର, ସେଲୁନ୍ ଖୋଲା

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ଲାଗୁ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ଆଂଶିକ ଲକଡାଉନ୍ । କାଟାଗୋରୀ-A ୨୦ ଜିଲ୍ଲାରେ କଟକଣାକୁ ଅଧିକ କୋହଳ କହାଯାଇଥିବା ବେଳେ କାଟାଗୋରୀ-B ଜିଲ୍ଲାରେ ବି କଟକଣା ସହ ଜୀବନ ଜୀବିକାକୁ ସ୍ୱାଭାବିକ କରିବା ପାଇଁ ବହୁ ପଦକ୍ଷେପ ନେଇଛନ୍ତି ସରକାର । ଆଜିଠାରୁ…

ୱେବିନାର ମାଧ୍ୟମରେ ଆଜି ଏକାଦଶ ନାଟ୍ୟ ସଂଗ୍ରହ କାର୍ଯ୍ୟକ୍ରମ

ଭୁବନେଶ୍ୱର : ପୁରବାଇ ସଂସ୍କୃତି କଳା ବିକାଶ କେନ୍ଦ୍ର ପକ୍ଷରୁ ଆଜି ସନ୍ଧ୍ୟା ୫ ୩୦ ରୁ ୭ ଟା ମଧ୍ୟରେ ୱେବିନାର ମାଧ୍ୟମରେ ଏକାଦଶ ନାଟ୍ୟ ସଂଗ୍ରହ ( ନାଟ୍ୟଶାସ୍ତ୍ରର ୩୬ଟି ବିଷୟ ଉପରେ ଏକ ସଂକ୍ଷିପ୍ତ ଆଲୋଚନା ) ଶୀର୍ଷକ ଏକ କାର୍ଯ୍ୟକ୍ରମ ଆୟୋଜନ ହେବାର ଅଛି। ଏହି କାର୍ଯ୍ୟକ୍ରମକୁ…

ଲଳିତ କଳା ଏକାଡେମୀ ପକ୍ଷରୁ ରାଜ୍ୟସ୍ତରୀୟ ଅନଲାଇନ ଚିତ୍ରକଳା ଶିବିର ଉଦଘାଟିତ

ଭୁବନେଶ୍ୱର : ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ଏକ ରାଜ୍ୟସ୍ତରୀୟ ଅନଲାଇନ ଚିତ୍ରକଳା ଶିବିର ଉଦଘାଟିତ ହୋଇଯାଇଛି। ପାଞ୍ଚଦିନ ବ୍ୟାପି ଅନୁଷ୍ଠିତ ହେବାକୁ ଥିବା ଏହି ଶିବିରକୁ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଉଦଘାଟନ କରିଥିଲେ। ଏହି ଶିବିରରେ…

୧୮ ଲକ୍ଷ ଭୂମିହୀନ କୃଷକ ପରିବାରକୁ ୩୮୬ କୋଟି ଟଙ୍କାର ସହାୟତା

ଭୁବନେଶ୍ୱର: କାଳିଆ ଯୋଜନାର ଭୂମିହୀନ କୃଷକ ପରିବାର ପାଇଲେ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା । ୧୮ ଲକ୍ଷ ପରିବାରକୁ ୩୮୬ କୋଟି ଟଙ୍କାର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ । ବୁଧବାର କାଳିଆ ଯୋଜନା ଅନ୍ତର୍ଗତ ଭୂମିହୀନ କୃଷକ ପରିବାରମାନଙ୍କୁ ୩୮୬ କୋଟି ଟଙ୍କାର ମୁଖ୍ୟମନ୍ତ୍ରୀଙ୍କ କୋଭିଡ…

ସେବାୟତଙ୍କୁ ସାନିଟାଇଜର ଓ ମାସ୍କ

ପୁରୀ  : କୋଭିଡ ସଂକ୍ରମଣରୁ ସେବାୟତ ମାନେ ସୁରକ୍ଷିତ ରହି ପାରିବେ । ସେ ନେଇ ଶ୍ରୀମନ୍ଦିର ପ୍ରଶାସନ ଉଦ୍ୟମ ଜାରି ରଖିଛି । ଆଗକୁ ରଥଯାତ୍ରା ଥିବା ବେଳେ ଏଥିରେ ସମ୍ପୃକ୍ତ ଥିବା ସେବାୟତଙ୍କୁ ଶ୍ରୀମନ୍ଦିର ପ୍ରଶାସନ ମାଗଣାରେ ସାନିଟାଇଜର ଓ N95 ମାସ୍କ ଯୋଗାଇ ଦେଇଚି । ପ୍ରଥମେ ଦଇତା ପତି…