Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

କିସ୍‍ ବିଶ୍ୱବିଦ୍ୟାଳୟର ପ୍ରଥମ ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର : କିସ୍‍ ବିଶ୍ୱବିଦ୍ୟାଳୟର ପ୍ରଥମ ସମାବର୍ତ୍ତନ ଉତ୍ସବ । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‍ ପ୍ରଥମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଛନ୍ତି। ଆତ୍ମନିର୍ଭର ଭାରତ ନିର୍ମାଣରେ ଯୁବଗୋଷ୍ଠୀଙ୍କ ଯୋଗଦାନ ରହିବା ଉଚିତ ବୋଲି କହିଛନ୍ତି ପ୍ରଫେସର ଗଣେଶୀ ଲାଲ୍‍ ।…

ଜଣକ ଘରୁ ୧୪ ସାପ ଉଦ୍ଧାର

ଭୁବନେଶ୍ୱର:  ଜଣେ ବ୍ୟକ୍ତିଙ୍କ ଘରୁ ୧୪ ସାପ ଉଦ୍ଧାର ହୋଇଛି । ରଘୁନାଥପୁରରେ ରହୁଥିବା କାଳନ୍ଦୀ ଦାସଙ୍କ ଘରେ ଏକ ସାପ ପଶି ଯାଇଥିଲା । ଖବର ପାଇ ସ୍ନେକ ହେଲ୍ପ ଲାଇନ ସଦସ୍ୟ ପୂର୍ଣ ଚନ୍ଦ୍ର ଦାସ ଘଟଣା ସ୍ଥଳରେ ପହଞ୍ଚି ସାପଟିକୁ ଉଦ୍ଧାର କରିଥିଲେ । ସାପଟି ଏକ କାଉଚିଆ ସାପ ଥିଲା, କିନ୍ତୁ…

ନାଗକୁ ମିଳିଲା ନୂଆ ଜୀବନ

ଭୁବନେଶ୍ୱର: ନାଗ ପାଇଁ ଦେବଦୂତ ସାଜିଲେ ଫାୟାର ମ୍ୟାନ ବବୁଲ । ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଅନ୍ତର୍ଗତ ତେଲେନପଲି ଗ୍ରାମରେ ପ୍ରସନ୍ନ ପ୍ରଧାନ ଙ୍କ ବାଡ଼ିରେ ଏକ ନାଗ ସାପ ତରଳି ଥିବା ପିଚୁ ରେ ସମ୍ପୂର୍ଣ୍ଣ ଭାବରେ ଲାଖି ଯାଇଥିଲା ।  ଅଗ୍ନିଶମ ବାହିନୀର ଜଣେ ତାଲିମ ପ୍ରାପ୍ତ କର୍ମଚାରୀ…

ଭୁବନେଶ୍ୱରର ଏହି ଅଞ୍ଚଳ କଣ୍ଟେଣ୍ଟମେଣ୍ଟ ଜୋନ୍ ଘୋଷଣା

ଭୁବନେଶ୍ୱର: ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ (ବିଏମସି ପକ୍ଷରୁ) ସହରରେ ଦୁଇଟି କଣ୍ଟେଣ୍ଟମେଣ୍ଟ ଜୋନ୍ ଭାବରେ ଘୋଷଣା କରିଛି। ବିଏମସିର ନିର୍ଦ୍ଦେଶ ଅନୁଯାୟୀ ସବସିଡାରି ଇଣ୍ଟେଲିଜେନ୍ସ ବ୍ୟୁରୋ (ଏସଆଇବି)ର ଏକ ରେସିଡେଣ୍ଟସିଆଲ୍ କଲୋନୀ, ବିଦ୍ୟୁତ ମାର୍ଗ, ୟୁନିଟ୍-ଭି ଏବଂ ବେହେରା…

ଅଗଷ୍ଟ ସୁଦ୍ଧା ଭୁବନେଶ୍ୱରରେ ସରିବ ସମ୍ପୂର୍ଣ୍ଣ ଟିକାକରଣ !

ଭୁବନେଶ୍ୱର: ରାଜ୍ୟରେ ଜୋରଦାର ହୋଇଛି ଟିକାକପଣ ଅଭିଯାନ । ରାଜଧାନୀ ଭୁବନେଶ୍ୱରେ ଅଧିକରୁ ଅଧିକ ଲୋକଙ୍କୁ ଟିକା ଦିଆଯାଉଛି । ଟାର୍ଗେଟ ଅଛି ଅଗଷ୍ଟ ସୁଦ୍ଧା ଭୁବନେଶ୍ୱରରେ ସମସ୍ତଙ୍କୁ ଟିକା ଦିଆଯିବ । ଏବେ ବିଏମସି ଅଞ୍ଚଳରେ ଦୈନିକ ୩୦ ହଜାର ଡୋଜ୍ ଟିକା ଦିଆଯାଉଛି । ଦିଲ୍ଲୀ, ମୁମ୍ୱାଇ,…

କେନ୍ଦ୍ରର ଟିକା ପ୍ଲାନ: ଅଗଷ୍ଟରୁ ଡିସେମ୍ବରରେ ମିଳିବ ୧୩୫ କୋଟି ଡୋଜ୍, ମେ’ ଆକଳନ ଅପେକ୍ଷା ୮୧ କୋଟି କମ୍

ନୂଆଦିଲ୍ଲୀ: ଦେଶରେ ଅଗଷ୍ଟରୁ ଡିସେମ୍ବର ଭିତରେ ୧୩୫ କୋଟି ଡୋଜ୍ ଟିକା ଉପଲବ୍ଧ ହେବ । ସୁପ୍ରିମକୋର୍ଟଙ୍କୁ ସତ୍ୟପାଠ ଜରିଆରେ ଏହି ତଥ୍ୟ ଉପସ୍ଥାପନ କରିଛନ୍ତି କେନ୍ଦ୍ର ସରକାର । ଏଥିରେ କୋଭିସିଲ୍ଡର ୫୦ କୋଟି, କୋଭାକ୍ସିନର ୪୦ କୋଟି, ବାୟୋ ଇ ସବ୍ ୟୁନିଟ୍ ଭ୍ୟାକସିନର ୩୦କୋଟି, ଯାଇଡସ୍…

ରାଜ୍ୟରେ ୯ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୦୮ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ୯ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏବେ ଦୈନିକ ସଂକ୍ରମଣ ସ୍ଥିର ରହିଛି । ପ୍ରତିଦିନ ଚିହ୍ନଟ ହେଉଛନ୍ତି ୩-୪ ହଜାର ଭିତରେ ନୂଆ ଆକ୍ରାନ୍ତ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩ହଜାର ୪୦୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୯ଶହ ୪୩ ଓ…

ମା’ ଚଣ୍ଡୀଙ୍କ ଆଶ୍ରାରେ ଜଙ୍ଗଲୀ ଭାଲୁ

ଘୁଂଚାପାଲି : ବଣ ପାହାଡ ଘେରା ଅଞ୍ଚଳ । ମନୋରମ ପରିବେଶ ଭିତରେ ରହିଛନ୍ତି ମା’ଚଣ୍ଡୀ । ଛତିଶଗଡ଼ ଘୁଂଚାପାଲିରେ ରହିଛି ଏହି ମା’ ଚଣ୍ଡୀ ମନ୍ଦିର । ମା’ଙ୍କ ନିକଟରେ ଆଗାଢ ବିଶ୍ୱାସ ଯୋଗୁ ନିତି ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼ । ତେବେ ମନ୍ଦିରରେ ପ୍ରତିଦିନ ଘଟୁଛି ଚମତ୍କାର । ସଂଜ ନଇଁଗଲା ପରେ…

ଡରାଉଛି ଡେଲ୍ଟା ଭ୍ୟାରିଆଣ୍ଟ, ବଢ଼ିଲା ବ୍ରିଟେନବାସୀଙ୍କ ଚିନ୍ତା

ବ୍ରିଟେନ୍ : ଡରାଇଲାଣି ଡେଲଟା ଭ୍ୟାରିଆଣ୍ଟ । ବ୍ରିଟେନରେ ମାମଲା ବଢୁଥିବାରୁ ଲୋକଙ୍କ ଚିନ୍ତାରେ ବଢ଼ାଇଲାଣି କରୋନାର ଡେଲଟା ଭ୍ୟାରିଆଣ୍ଟ । ଗତ ସପ୍ତାହରେ ଦେଶରେ ୩୫ ହଜାରରୁ ଡେଲଟା ଭ୍ୟାରିଆଣ୍ଟ ସଂକ୍ରମିତ ଚିହ୍ନଟ ହୋଇଥିବା ବ୍ରିଟେନ ସରକାରଙ୍କ ପକ୍ଷରୁ କୁହାଯାଇଛି । ଏଯାଏଁ…

ମହାରାଷ୍ଟ୍ରରେ ଭୟ ବଢ଼ାଉଛି ଡେଲ୍ଟା ପ୍ଲସ ଭାରିଆଣ୍ଟ

ନୂଆଦିଲ୍ଲୀ : ମହାରାଷ୍ଟ୍ରରେ ଭୟ ବଢ଼ାଇଲାଣି ଡେଲ୍ଟା ପ୍ଲସ ଭାରିଆଣ୍ଟ । ସାରା ଦେଶରୁ ଏବେ ସୁଦ୍ଧା ଚିହ୍ନଟ ହେଲେଣି ୫୧ ଜଣ ଡେଲ୍ଟା ପ୍ଲସ ଭାରିଆଣ୍ଟ ସଂକ୍ରମିତ । ଏମାନଙ୍କ ମଧ୍ୟରୁ କେବଳ ମହାରାଷ୍ଟ୍ରରୁ ଚିହ୍ନଟ ହୋଇଛନ୍ତି ୨୨ ଜଣ ସଂକ୍ରମିତ । ଏଭଳିସ୍ଥିତିରେ ରତ୍ନାଗିରିରୁ ଜଣେ ୮୦…