Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ହକି ଟିମ୍‌ରେ ବୀରେନ୍ଦ୍ରଙ୍କ ଦବଦବା

ଭୁବନେଶ୍ୱର:  ହକି ଟିମ୍‌ରେ ଓଡ଼ିଆଙ୍କ ଦବଦବା । ଟୋକିଓ ଅଲିମ୍ପିକ୍ସରେ ସାମିଲ ଓଡ଼ିଆ ପୁଅ ବୀରେନ୍ଦ୍ର ଲାକ୍ରା । ୧୬ ଜଣିଆ ପୁରୁଷ ହକି ଟିମ୍‌ର ଉପ ଅଧିନାୟକ ଦାୟିତ୍ୱ ତୁଲାଇବେ ବୀରେନ୍ଦ୍ର । କିଛି ଦିନ ବ୍ୟବଧାନରେ ଚିକିତତ୍ସିତ ହେବା ପରେ ପୁଣି ମଇଦାନକୁ ଓହ୍ଲାଇଛନ୍ତି ସେ । ପିଲା ବେଳରୁ ଖେଳ…

ରୋଷେଇ କରି ଧାରଣା ଦେଲେ ହିତାଧିକାରୀ

ପାଟଣାଗଡ: ବ୍ଲକ ସମ୍ମୁଖରେ ରୋଷେଇ କରି ଧାରଣା ଦେଲେ ଆବାସ ଯୋଜନା ହିତାଧିକାରୀ । ଆବାସ ଯୋଜନାରେ ଘର କରିବାକୁ ଆଦେଶ ଦେଲେ, କାର୍ଯ୍ୟାଦେଶ ପରେ ହିତାଧିକାରୀ ଘର ନିର୍ମାଣ କଲେ ହେଲେ ଗୋଟିଏ ବି କିସ୍ତି ଟଙ୍କା ପାଇଲେନି ହିତାଧିକାରୀ । ଏଭଳି ଏକ ଘଟଣାକୁ ନେଇ ପାଟଣାଗଡ ବ୍ଲକ ବିଡିଓଙ୍କ…

ଚୋରା ଚାଲାଣ ବେଳେ ବିପୁଳ କଫ ସିରଫ ଜବତ

ବରଗଡ଼ : ବେଆଇନ ଚୋରା ଚାଲାଣ ବେଳେ ବିପୁଳ କଫ ସିରଫ ଜବତ । ଜଣେ ମହିଳା ସମେତ ୪ ଗିରଫ । ପ୍ରେସ ଲେଖାଥିବା କାରରେ ହେଉଥିଲା ଚୋରା ଚାଲାଣ । ଜିଲ୍ଲାରେ ଦିନକୁ ଦିନ ନିଶା କାରବାର ବଢି ଚାଲିଥିବା ବେଳେ ବରଗଡ଼ ପୋଲିସକୁ ମିଳିଛି ବଡ଼ ସଫଳତା । ଗତ ରାତିରେ ବିପୁଳ ପରିମାଣର କଫ ସିରପ ଏସକଫ ଓ…

ଜୁଲାଇରେ କରୋନା ମୁକାବିଲା ବେଳେ ଫୋକସରେ ରହିବ ଓଡ଼ିଶାର ଏହି ୬ ଜିଲ୍ଲା

ଭୁବନେଶ୍ୱର: ରାଜ୍ୟରେ ଲକଡାଉନକୁ ୫୦ ଦିନ ପୂରିଛି । ଆଉ ୪ ଦିନ ପରେ ସରୁଛି ଆଂଶିକ ଲକଡାଉନ୍ । ଜୁଲାଇ ୧ରୁ କଣ ହେବ ? ଅଧିକ ପଜିଟିଭ୍ ହାର ଥିବା ଜିଲ୍ଲାରୁ କଟକଣା କୋହଳ ହେବ ନା ବଳବତ୍ତର ରହିବ ଲକଡାଉନ୍ କଟକଣା । ବର୍ତ୍ତମାନ ଓଡ଼ିଶାର କରୋନା ଗ୍ରାଫ ଦର୍ଶାଉଛି ପଜିଟିଭିଟି ରେଡ୍ ଜୋନରେ ଅଛି…

କରୋନା ଚିକିତ୍ସା ଓ ମୃତ୍ୟୁର ସହାୟତା ରାଶି ଉପରେ ଆୟକର ଛାଡ଼

ନୂଆଦିଲ୍ଲୀ: କରୋନା ଚିକିତ୍ସାରେ ମିଳିଥିବା ସହାୟତା ରାଶି ଉପରେ କୌଣସି ଟିକସ ଆଦାୟ ନକରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇ ଥିବା ପ୍ରକାଶ କରିଛନ୍ତି ରାଜ୍ୟ ଅର୍ଥମନ୍ତ୍ରୀ ଅନୁରାଗ ଠାକୁର। ଏପରି ପରିସ୍ଥିତିରେ ଯଦି କୌଣସି ନିଯୁକ୍ତିଦାତା କିମ୍ବା ଶୁଭେଚ୍ଛୁ କାହାକୁ କରୋନାର…

କେତେ ଘାତକ ଡେଲଟା ପ୍ଲସ ? ଗୁରୁତ୍ୱପୂର୍ଣ୍ଣ କଥା କହିଲେ ILS ନିର୍ଦ୍ଦେଶକ

ଭୁବନେଶ୍ୱର: ଦେଶରେ ଏବେ ଡେଲଟା ପ୍ଲସ ଭାରିଆଣ୍ଟକୁ ନେି ଚର୍ଚ୍ଚା । ଓଡ଼ିଶାରୁ ଗୋଟିଏ କେସ୍ ଚିହ୍ନଟ ପରେ ଲୋକଙ୍କ ଭିତରେ ଆଶଙ୍କା ବଢ଼ିଛି । ନୂଆ ଭାଇରସ୍ କେତେ ମାରାତ୍ମକ । ଆଇଏଲଏସ୍ ନିର୍ଦ୍ଦେଶକ ଡାକ୍ତର ଅଜୟ ପରିଡ଼ା ଆଶ୍ୱସ୍ତିକର ସୂଚନା ଦେଇଛନ୍ତି । ସେ କହିଛନ୍ତି, ଡେଲଟା ପ୍ଲସ୍…

ବେଆଇନ ସାର ତିଆର ଯୋଗୁଁ ଚାଷ ଜମି ନଷ୍ଟ

ପାଟଣାଗଡ: ବେଆଇନ ସାର ତିଆର ଯୋଗୁଁ ଚାଷ ଜମି ନଷ୍ଟ ଅଭିଯୋଗ । ବେଆଇନ ଭାବେ ସାର ପ୍ରସ୍ତୁତ ଏବଂ ମଂଜି ବିଶୋଧନ ପାଇଁ କେମିକାଲ ବ୍ୟବହାର କରାଯାଉଛି । ପାଖରେ ଥିବା ଚାଷ ଜମି ଗୁଡିକ ନଷ୍ଟ ହେବା ସହ ଅଂଚଳ ଦୂଷିତ ହେଉଥିବା ନେଇ ପାଟଣାଗଡ ଥାନାରେ ଏକ ଲିଖିତ ଅଭିଯୋଗ ହୋଇଛି । ପାଟଣାଗଡ ଥାନା…

ଶନି ଦେବଙ୍କୁ ପସନ୍ଦ କଳା ରଙ୍ଗ ଓ କଳା ବସ୍ତୁ, ଜାଣନ୍ତୁ କାହିଁକି…

ଶନି ଦେବଙ୍କୁ ପ୍ରସନ୍ନ କରିବା ପାଇଁ କଳା କପଡା, କଳା ରାଶି, କଳା ଚଣା, କିମ୍ବା ଲୁହା ଦିଆଯାଇଥାଏ। ଶନି ଦେବ କେବଳ କଳା ଜିନିଷକୁ ପସନ୍ଦ କରନ୍ତି। ତାଙ୍କ ପୂଜାରେ କେବଳ କଳା ଜିନିଷ ବ୍ୟବହାର କରାଯାଏ କିମ୍ବା କେବଳ କଳା ଜିନିଷ ଦାନ କରାଯାଇଥାଏ ବୋଲି ବିଶ୍ୱାସ କରାଯାଏ। କିମ୍ବଦନ୍ତୀ…

ଡେଲଟା ପ୍ଲସ୍ ଚିହ୍ନଟ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଦେବଗଡ଼ ଗଲା ଏପିଡୋମିଲୋଜି ଟିମ୍

ଭୁବନେଶ୍ୱର: ରାଜ୍ୟରୁ ଚିହ୍ନଟ ହୋଇଛି ଗୋଟିଏ ଡେଲଟା ପ୍ଲସ କେସ୍ । ଦେବଗଡ଼ରୁ ଚିହ୍ନଟ ବ୍ୟକ୍ତି ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି । ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଦେବଗଡ଼ ଯାଇଛି ଏପିଡୋମିଲୋଡି ଟିମ୍ । ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ ସହ ଯେଉଁମାନଙ୍କ ସଂସ୍ପର୍ଶରେ ଆସିଥିଲେ ସେମାନେ…

ଆକ୍ରାନ୍ତଙ୍କ ତୁଳନାରେ ବଢୁଛି ଦୈନିକ ସୁସ୍ଥତା ସଂଖ୍ୟା, ଆଜି ୬୪ ହଜାର ସୁସ୍ଥ

ନୂଆଦିଲ୍ଲୀ: ଭାରତରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମୁଥିବା ବେଳେ ସୁସ୍ଥତା ମାମଲା ବଢ଼ିବାରେ ଲାଗିଛି। କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୪୮,୬୯୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ…