Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଓଡିଶାରେ ପ୍ରଥମ କୋଭିଡ ଡେଲ୍ଟା ପ୍ଲସ୍ ରୋଗୀ ଚିହ୍ନଟ

ଭୁବନେଶ୍ୱର/ନୂଆଦିଲ୍ଲୀ: ଭାରତରୁ ଡେଲଟା ପ୍ଲସ ଭାରିଆଣ୍ଟର ୪୮ ଟି ମାମଲା ଚିହ୍ନଟ ହୋଇଛି। ସେଥିମଧ୍ୟରେ ଓଡିଶାରୁ ଗୋଟିଏ ଚିହ୍ନଟ ହୋଇଥିବା ନେଇ ଶୁକ୍ରବାର ସୂଚନା ଦେଇଛନ୍ତି ନ୍ୟାସନାଲ ସେଣ୍ଟର ଫର୍ ଡିଜିଜ କଣ୍ଟ୍ରୋଲ (ଏନସିଡିସି) ନିର୍ଦ୍ଦେଶକ ଡକ୍ଟର ଏସ.କେ ସିଂ। ପ୍ରାୟ ୪୫ ହଜାର…

ଡେଲଟା ପ୍ଲସକୁ ନେଇ ବଢ଼ିଲା ଭୟ, ମହାରାଷ୍ଟ୍ରରେ ନେଲା ପ୍ରଥମ ଜୀବନ

ନୂଆଦିଲ୍ଲୀ : କରୋନାର ଦ୍ବିତୀୟ ଲହରକୁ ନେଇ ଭୟ ଥମିନଥିବା ବେଳେ, ଏବେ ଡରାଇଲାଣି ଡେଲଟା ପ୍ଲସ ଭୂତାଣୁ । ଡେଲଟା ଦୁର୍ବଳ ହେଉଥିବା ବେଳେ ଡେଲଟା ପ୍ଲସକୁ ନେଇ ବଢ଼ିଲାଣି ଭୟ । ଦ୍ବିତୀୟ ଲହର ପରେ ଏବେ ଡେଲଟା ପ୍ଲସକୁ ନେଇ ତୃତୀୟ ଲହରର ଆଶଙ୍କା କଲେଣି ବିଶେଷଜ୍ଞ । ସେପଟେ ଦେଶର ବିଭିନ୍ନ…

ରିଲାଏନ୍ସ ରିଟେଲ୍ ର ୧୦ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି

ଭୁବନେଶ୍ୱର: ରିଲାଏନ୍ସ ରିଟେଲ୍ ୧୦ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି  କରିବ । ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ରିଟେଲ୍ ସଂସ୍ଥା ରିଲାଏନ୍ସ ରିଟେଲ୍ ଆସନ୍ତା ୩ ରୁ ୫ ବର୍ଷ ଭିତରେ ୩ ଗୁଣା ବୃଦ୍ଧି ପାଇବ  । ୧୦ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅଧ୍ୟକ୍ଷ ଓ…

ଘର ଭିତରୁ ଗୋଧି ଉଦ୍ଧାର

ଭୁବନେଶ୍ୱର: ଘର ଭିତରୁ ଗୋଧି ଉଦ୍ଧାର । ପୁରୁଣା ଭୁବନେଶ୍ୱରରେ ଲିଙ୍ଗରାଜ ହାଟ ପଛପଟେ ଏକ ଭଡ଼ା ଘରୁ ଉଦ୍ଧାର ହୋଇଛି ଏହି ଗୋଧି । ସେଠାରେ ରହୁଥିବା ପବିତ୍ର ବେହେରାଙ୍କ ଘରେ ଦୁଇଦିନ ହେଲା ଗୋଧିଟି ଶୌଚାଳୟ ଭିତରେ ପଶିଯାଇଥିଲା । ଗୋଧି ଟିକୁ ଭଗେଇବା ପାଇଁ ଵ୍ଲିଚିଂ ପାଉଡର ପକେଇ ପାଣି…

ଆଜିଠୁ ଅଲାରନାଥ ଅଣସର ଦର୍ଶନ, କିନ୍ତୁ କରୋନା କଟକଣା ଯୋଗୁଁ ଦର୍ଶନରୁ ବଞ୍ଚିତ ହେଉଛନ୍ତି ଭକ୍ତ

ପୁରୀ: ଗତକାଲି ଶ୍ରୀମନ୍ଦିରରେ ଶ୍ରୀଜୀଉମାନେ ୧୦୮ ସୁବା ସିତ ଜଳରେ ସ୍ନା କରିବା ପରେ ଅଣସର ପିଣ୍ଡିକୁ ବିଜେ କରିଛନ୍ତି । ୧୫ ଦିନ ଜ୍ୱର ହେଉଥିବାରୁ ଅଣସର ଘରେ ମହାପ୍ରଭୁଙ୍କ ବିଭିନ୍ନ ଉପଚାର ହେବ । ବର୍ଷକର ଏହି ୧୫ ଦିନ ଭକ୍ତ ଶ୍ରୀଜିଉମାନଙ୍କ ଦର୍ଶନ କରିପାରନ୍ତି ନାହିଁ । ତେଣୁ ଏହି ସମୟରେ…

ଘରୋଇ ହସ୍ପିଟାଲରେ ସରକାରୀ କୋଭିଡ୍ ଟିକା ମନା

ଭୁବନେଶ୍ୱର: ରାଜ୍ୟର ଘରୋଇ ହସ୍ପିଟାଲ ଗୁଡ଼ିକରେ ଆଉ ସରକାର କିଣୁଥିବା କୋଭିଡ୍ ଟିକା ଉପଲବ୍ଧ ହେବ ନାହିଁ । ଏପରିକି ହସ୍ପିଟାଲ ଗୁଡ଼ିକୁ ଆଉ ସରକାରୀ କୋଭିଡ୍ ଟିକା ଯୋଗାଣ କରାଯିବ ନାହିଁ  । ଯାହା ସେମାନଙ୍କୁ ଦିଆଯାଇଛି ତାକୁ ତୁରନ୍ତ ଫେରସ୍ତ ଆଣିବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି…

କରୋନାରେ ଦୁଇ ମାଓବାଦୀ ମୃତ

ଭୁବନେଶ୍ୱର: କରୋନାରେ ଦୁଇ ମାଓବାଦୀ ମୃତ । କରୋନାରେ ଦୁଇ ଟପ୍‌ କ୍ୟାଡର ମାଓବାଦୀଙ୍କ ମୃତ୍ୟୁ । ଟପ୍ ମାଓନେତା ହରିଭୂଷଣ ଓ ସାରକ୍କଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।  ଆଉ ଦୁଇ ଜଣ ଆତ୍ମସମର୍ପଣ  କରିଛନ୍ତି । କରୋନାରେ ଉଭୟଙ୍କ ମୃତ୍ୟୁ ହୋଇଥିବା ଲାଲବାହିନୀ ପକ୍ଷରୁ ସ୍ପଷ୍ଟ କରାଯାଇଛି ।…

ବ୍ରାଜିଲରେ ଗୋଟିଏ ଦିନରେ ଚିହ୍ନଟ ହେଲେ ୧ ଲକ୍ଷ ୧୫ ହଜାର ୨୨୮ କରୋନା ଆକ୍ରାନ୍ତ

ବ୍ରାଜିଲ : ବିଭିନ୍ନ ରାଷ୍ଟ୍ରରେ ପୁଣି ଚିନ୍ତା ବଢାଇଲାଣି କିଲର ଭାଇରସ । ଏହି କ୍ରମରେ ବ୍ରାଜିଲରେ ଗୋଟିଏ ଦିନରେ ଚିହ୍ନଟ ହୋଇଛନ୍ତି ୧ ଲକ୍ଷ ୧୫ ହଜାର ୨୨୮ କରୋନା ଆକ୍ରାନ୍ତ । କରୋନା ସଂକ୍ରମଣକୁ ନେଇ ଏବେ ସାରା ଦେଶରେ ପୁଣି ଦେଖାଦେଇଛି ଆତଙ୍କ । ଦେଶର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି-…

ଶ୍ରୀମନ୍ଦିର ବଳୟ ଉପରେ ହେଲିକପ୍ଟର

ପୁରୀ: ଶ୍ରୀମନ୍ଦିର ବଳୟ ଉପରେ ହେଲିକପ୍ଟର ଶ୍ରୀମନ୍ଦିର ଉପରେ ଉଡିଲା ହେଲିକପ୍ଟର । ଶ୍ରୀମନ୍ଦିର ଅଞ୍ଚଳ ନୋ ଫ୍ଲାଇଂ ଜୋନ୍ ହୋଇଥିବା ବେଳେ ହେଲିକପ୍ଟର ଉଡୁଥିବା ଦେଖିବାକୁ ମିଳିଥିଲା । ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ନୀତି ଚାଲିଥିବା ବେଳେ ଶ୍ରୀମନ୍ଦିର ସୁରକ୍ଷା ବଳୟ…

ଆଧୁନିକ ଓ ପାରମ୍ପରିକ କଳାର ଏକ ମିଶ୍ରିତ ରୂପ : ଶିଳ୍ପୀଗୁରୁ ବ୍ରଜକିଶୋର ଜେନା

କଳା ଓ କାରିଗରୀକୁ ନେଇ ପ୍ରିୟରଞ୍ଜନ କରଙ୍କ ସ୍ୱତନ୍ତ୍ର ଉପସ୍ଥାପନା କଳା କାରିଗରୀ   ୧୯୫୭ ମସିହା ଜୁଲାଇ ମାସ ୬ ତାରିଖରେ ବାଲେଶ୍ୱର ଜିଲ୍ଲା ଗୋହିରାପଦା ଗାଁର ଜଗବନ୍ଧୁ ଜେନା ଓ ମାତା ରୁକ୍ମଣୀଙ୍କ କୋଳ ମଣ୍ଡନ କରି ଜନ୍ମଗ୍ରହଣ କରିଥିଲେ ଶିଳ୍ପୀ ବ୍ରଜକିଶୋର ଜେନା । ବାଲ୍ୟକାଳରୁ…