Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ବଳଦେବଜୀଉ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା

କେନ୍ଦ୍ରାପଡା : କେନ୍ଦ୍ରାପଡାର ବଳଦେବଜୀଉ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା । ପବିତ୍ର ଜ୍ୟେଷ୍ଠ ପୂର୍ଣ୍ଣିମା ଅବସରରେ ସାନ ଭାଈ ଜଗନ୍ନାଥ ଓ ଭଉଣୀ ସୁଭଦ୍ରାଙ୍କ ସହ ସ୍ନାନ ବେଦୀରେ ବିରାଜିଛନ୍ତି ତୁଳସୀକ୍ଷେତ୍ରର କ୍ଷେତ୍ରଧିପତି ସିଦ୍ଧ ବଳଦେବ ଜୀଉ । ସମସ୍ତ କଟକଣା ଅନୁଯାୟୀ ସ୍ୱତନ୍ତ୍ର…

ସ୍ନାନ ମଣ୍ଡପରେ ଦୁର୍ଲଭ ଗଜାନନ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ପୁରୀ: ସ୍ନାନପୂର୍ଣ୍ଣିମାରେ ଶ୍ରୀଜିଉଙ୍କର ଗଜାନନ ବେଶ । ପବିତ୍ର ଜ୍ୟେଷ୍ଠ ପୂର୍ଣ୍ଣିମାର ମହାର୍ଘ ଅବସରରେ ମହାପ୍ରଭୁ ଦିବ୍ୟ ଦୁର୍ଲଭ ହାତୀବେଶରେ ସଜ୍ଜିତ ହୋଇଛନ୍ତି । ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳ ଲାଗି ପରେ ଦୁର୍ଲଭ ଗଜାନନ ବା ହାତୀ ବେଶରେ ସଜ୍ଜିତ ହୋଇ ଦର୍ଶନ ଦେଉଛନ୍ତି…

୫୪ ହଜାରକୁ ଖସିଲା ଦୈନିକ ସଂକ୍ରମଣ, ୧୩୨୧ ମୃତ

ନୂଆଦିଲ୍ଲୀ: ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୫୪ ହଜାର ୬୯ ନୂଆ ଆକ୍ରାନ୍ତ। ଏନେଇ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଦେଶରେ ସଂକ୍ରମିତଙ୍କ ମୋଟ୍ ସଂଖ୍ୟା ରହିଛି ୩ କୋଟି ୦୦ଲକ୍ଷ ୮୨ ହଜାର ୭୭୮। ଏଥିସହ ୬ ଲକ୍ଷ ୨୭ ହଜାର ୦୫୭କୁ ଖସିଛି କରୋନା ଆକ୍ଟିଭ୍ କେସ୍…

୧୦୮ ଗରା ଜଳରେ ସ୍ନାନ କଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ଦେବସ୍ନାନ ପୂର୍ଣ୍ଣମାରେ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେଉଛି ମହାପ୍ରଭୁଙ୍କ ସ୍ନାନଯାତ୍ରା । ରତ୍ନ ସିଂହାସନରୁ ସ୍ନାନବେଦୀକୁ ଓହ୍ଲାଇ ଆସିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ସ୍ନାନମଣ୍ଡପରେ ଶ୍ରୀଜିଉମାନଙ୍କର ସ୍ନାନ ନୀତି ହୋଇଛି । ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି…

ଟିକା ନେଇ ନଥିଲେ ବିଧାୟକଙ୍କୁ ବିଧାନସଭା ମନା

ପାଟନା: ଟିକା ନେଇ ନଥିଲେ ବିଧାନସଭାରେ ପ୍ରବେଶ ଅନୁମତି ନାହିଁ । ଯେଉଁମାନେ କରୋନା ଟିକା ନେଇଛନ୍ତି ସେମାନଙ୍କୁ ବିଧାନସଭାରେ ଏଣ୍ଟ୍ରି ପାଇଁ ଅନୁମତି ମିଳିବ । ଯିଏ ନେଇ ନାହାନ୍ତି ସେମାନଙ୍କୁ ବିଧାନସଭା ମନା । ଏଭଳି ନିର୍ଦ୍ଦେଶନାମା ଜାରି କରିଛନ୍ତି ବିହାର ବିଧାନସଭା ବାଚସ୍ପତି ବିଜୟ…

ଆଜି ରାଜ୍ୟରୁ କରୋନା ନେଲା ୪୪ ଜୀବନ, ଖୋର୍ଦ୍ଧାରୁ ସର୍ବାଧିକ ୯ ମୃତ

ଭୁବନେଶ୍ୱର: କାବୁ ପାଉନି କରୋନା ମୃତ୍ୟୁସଂଖ୍ୟା । ୪୦ରୁ ସଂଖ୍ୟା କମୁନି । ୨୪ ଘଣ୍ଟାରେ ଆଉ ୪୪ ସଂକ୍ରମିତ ପ୍ରାଣ ହରାଇଛନ୍ତି । ୧୪ ଜିଲ୍ଲାରୁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧାରୁ ଆଜି ସର୍ବାଧିକ ୯ ଜଣଙ୍କର ଜୀବନ ନେଇଛି କରୋନା । ବରଗଡ଼ ଓ କଟକ…

ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦେଖିଲା ସାରା ଦୁନିଆ

ପୁରୀ: ସ୍ନାନ ମଣ୍ଡପରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତୀ । ଆଜି ଦେବାସ୍ନାନ ପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେଉଛି ମହାପ୍ରଭୁଙ୍କ ସ୍ନାନଯାତ୍ରା । ଏଥିପାଇଁ ବଡ଼ଦେଉଳରୁ ସ୍ନାନ ମଣ୍ଡପକୁ ଓହ୍ଲାଇଛନ୍ତି ବଡ଼ ଠାକୁର ପ୍ରଭୁ ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା, ଶ୍ରୀଜଗନ୍ନାଥ ଓ…

ସେ ଭାବର ଠାକୁର : କାହା ପାଇଁ ଭଗବାନ ତ କାହା ପାଇଁ ବନ୍ଧୁ

ମହାପ୍ରଭୁଙ୍କ ମାନବୀୟ ଲୀଳାରେ ଆଧ୍ୟାତ୍ମିକ ଫେରୁ ଜୟ ଜଗନ୍ନାଥ କି ଲୀଳା ତୋର ପୁଣି ୧୪୪ ଧାରା ମଧ୍ୟରେ ମହାପ୍ରଭୁଙ୍କ ସ୍ନାନ ଯାତ୍ରା ଚାଲିଛି , ଭକ୍ତ ଟିଭିରେ ଦେଖିବେ, କାର୍ଯ୍ୟରତ କର୍ମଚାରୀ, ଗଣମାଧ୍ୟମ ଏବଂ ସେବାୟତ ମାନଙ୍କ ଉପରେ କଟକଣା ପ୍ରଭାବ ପଡିବନି, ସେମାନେ ତୋ ସେବା କରିବେ,…

ଆଜି ଓଡ଼ିଶାରେ ୬୯ ହଜାର ଟେଷ୍ଟିଂ, ୩୬୫୦ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର: ଅଧିକ ଟେଷ୍ଟିଂ ହେଉଛି । ଚିହ୍ନଟ ହେଉଛନ୍ତି ଅଧିକ କୋଭିଡ୍ ସଂକ୍ରମିତ । ଗତକାଲି ଅପେକ୍ଷା ଆଜି ସାମାନ୍ୟ ବଢ଼ିଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩ହଜାର ୬୫୦ ପଜିଟିଭ୍ । ଏହି ସମୟରେ ୬୯ହଜାର ୪୮୦ ନମୁନା ପରୀକ୍ଷା କରାଯାଇଛି । ଗତକାଲି…

ଦେବଙ୍କ ଗହଣେ ଦେବସ୍ନାନ

ପବିତ୍ର ଜ୍ୟେଷ୍ଠ ପୂର୍ଣ୍ଣିମା । ଶାସ୍ତ୍ରଜ୍ଞଙ୍କ ମତରେ ଏହି ପବିତ୍ର ତିଥି ଉଦୟା ପୂର୍ଣ୍ଣିମା ବା ଉଦୟବ୍ୟାପିନୀ ପୂର୍ଣ୍ଣିମା ଭାବେ ବି ପରିଚିତ । ତେବେ ଲୋକାଚାରରେ ଏବଂ ଧର୍ମାଚାରରେ ଏହି ପାବନ ଦିନଟି ଦେବସ୍ନାନ ପୂର୍ଣ୍ଣିମା ରୂପେ ଅତି ପ୍ରଚଳିତ । ଏହି ତିଥିଟି ଦେବତାମାନଙ୍କ ସ୍ନାନ…