Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଟିକା ନେଇ ନଥିଲେ ବିଧାୟକଙ୍କୁ ବିଧାନସଭା ମନା

ପାଟନା: ଟିକା ନେଇ ନଥିଲେ ବିଧାନସଭାରେ ପ୍ରବେଶ ଅନୁମତି ନାହିଁ । ଯେଉଁମାନେ କରୋନା ଟିକା ନେଇଛନ୍ତି ସେମାନଙ୍କୁ ବିଧାନସଭାରେ ଏଣ୍ଟ୍ରି ପାଇଁ ଅନୁମତି ମିଳିବ । ଯିଏ ନେଇ ନାହାନ୍ତି ସେମାନଙ୍କୁ ବିଧାନସଭା ମନା । ଏଭଳି ନିର୍ଦ୍ଦେଶନାମା ଜାରି କରିଛନ୍ତି ବିହାର ବିଧାନସଭା ବାଚସ୍ପତି ବିଜୟ…

ଆଜି ରାଜ୍ୟରୁ କରୋନା ନେଲା ୪୪ ଜୀବନ, ଖୋର୍ଦ୍ଧାରୁ ସର୍ବାଧିକ ୯ ମୃତ

ଭୁବନେଶ୍ୱର: କାବୁ ପାଉନି କରୋନା ମୃତ୍ୟୁସଂଖ୍ୟା । ୪୦ରୁ ସଂଖ୍ୟା କମୁନି । ୨୪ ଘଣ୍ଟାରେ ଆଉ ୪୪ ସଂକ୍ରମିତ ପ୍ରାଣ ହରାଇଛନ୍ତି । ୧୪ ଜିଲ୍ଲାରୁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧାରୁ ଆଜି ସର୍ବାଧିକ ୯ ଜଣଙ୍କର ଜୀବନ ନେଇଛି କରୋନା । ବରଗଡ଼ ଓ କଟକ…

ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦେଖିଲା ସାରା ଦୁନିଆ

ପୁରୀ: ସ୍ନାନ ମଣ୍ଡପରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତୀ । ଆଜି ଦେବାସ୍ନାନ ପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେଉଛି ମହାପ୍ରଭୁଙ୍କ ସ୍ନାନଯାତ୍ରା । ଏଥିପାଇଁ ବଡ଼ଦେଉଳରୁ ସ୍ନାନ ମଣ୍ଡପକୁ ଓହ୍ଲାଇଛନ୍ତି ବଡ଼ ଠାକୁର ପ୍ରଭୁ ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା, ଶ୍ରୀଜଗନ୍ନାଥ ଓ…

ସେ ଭାବର ଠାକୁର : କାହା ପାଇଁ ଭଗବାନ ତ କାହା ପାଇଁ ବନ୍ଧୁ

ମହାପ୍ରଭୁଙ୍କ ମାନବୀୟ ଲୀଳାରେ ଆଧ୍ୟାତ୍ମିକ ଫେରୁ ଜୟ ଜଗନ୍ନାଥ କି ଲୀଳା ତୋର ପୁଣି ୧୪୪ ଧାରା ମଧ୍ୟରେ ମହାପ୍ରଭୁଙ୍କ ସ୍ନାନ ଯାତ୍ରା ଚାଲିଛି , ଭକ୍ତ ଟିଭିରେ ଦେଖିବେ, କାର୍ଯ୍ୟରତ କର୍ମଚାରୀ, ଗଣମାଧ୍ୟମ ଏବଂ ସେବାୟତ ମାନଙ୍କ ଉପରେ କଟକଣା ପ୍ରଭାବ ପଡିବନି, ସେମାନେ ତୋ ସେବା କରିବେ,…

ଆଜି ଓଡ଼ିଶାରେ ୬୯ ହଜାର ଟେଷ୍ଟିଂ, ୩୬୫୦ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର: ଅଧିକ ଟେଷ୍ଟିଂ ହେଉଛି । ଚିହ୍ନଟ ହେଉଛନ୍ତି ଅଧିକ କୋଭିଡ୍ ସଂକ୍ରମିତ । ଗତକାଲି ଅପେକ୍ଷା ଆଜି ସାମାନ୍ୟ ବଢ଼ିଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩ହଜାର ୬୫୦ ପଜିଟିଭ୍ । ଏହି ସମୟରେ ୬୯ହଜାର ୪୮୦ ନମୁନା ପରୀକ୍ଷା କରାଯାଇଛି । ଗତକାଲି…

ଦେବଙ୍କ ଗହଣେ ଦେବସ୍ନାନ

ପବିତ୍ର ଜ୍ୟେଷ୍ଠ ପୂର୍ଣ୍ଣିମା । ଶାସ୍ତ୍ରଜ୍ଞଙ୍କ ମତରେ ଏହି ପବିତ୍ର ତିଥି ଉଦୟା ପୂର୍ଣ୍ଣିମା ବା ଉଦୟବ୍ୟାପିନୀ ପୂର୍ଣ୍ଣିମା ଭାବେ ବି ପରିଚିତ । ତେବେ ଲୋକାଚାରରେ ଏବଂ ଧର୍ମାଚାରରେ ଏହି ପାବନ ଦିନଟି ଦେବସ୍ନାନ ପୂର୍ଣ୍ଣିମା ରୂପେ ଅତି ପ୍ରଚଳିତ । ଏହି ତିଥିଟି ଦେବତାମାନଙ୍କ ସ୍ନାନ…

ସ୍କୁଲରେ ପଢ଼ାଯିବ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର: ସ୍କୁଲରେ ଛାତ୍ରଛାତ୍ରୀ ପଢ଼ିବେ ‘ବନ୍ଦେ ଉତ୍କଳ ଜନନୀ’ । ସିଲାବସରେ ସ୍ଥାନ ପାଇଲା ‘ବନ୍ଦେ ଉତ୍କଳ ଜନନୀ’  । ଏବେ ସ୍କୁଲରେ ଏହି ସଂଗୀତ ପଢ଼ାଯିବ । ନବମ ଓ ଦଶମ ଶ୍ରେଣୀରେ ପ୍ରଥମ ଭାଷା ଓଡ଼ିଆ ବିଷୟରେ ବନ୍ଦେ ଉତ୍କଳ ଜନନୀକୁ ସ୍ଥାନ ମିଳିଛି  । ଏ ନେଇ ମାଧ୍ୟମିକ ଶିକ୍ଷା ବୋର୍ଡ…

ଡକାୟତି ଉଦ୍ୟମ ବିଫଳ, ୬ ଗିରଫ

ପୁରୀ : ଡକାୟତି ଉଦ୍ୟମ ବିଫଳ | ତାଳବଣିଆ ଥାନା ପୋଲିସ ଡକାୟତି ଯୋଜନା କରୁଥିବା ଏକ ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି ।  ପାଟ୍ରୋଲିଂ ସମୟରେ ଖବର ପାଇ ହୁଲୁହୁଲିଆପୋଲ ନିକଟରୁ ଏକ ୬ ଜଣିଆ ଡ଼କାୟତଙ୍କୁ ଗିରଫ କରାଯାଇଛି । ସେମାନେ ହେଲେ ପୁରୀ ମିଶ୍ର ସାହି ଅଧୀନସ୍ଥ ଜଗନ୍ନାଥ ବସ୍ତି ଅଞ୍ଚଳର…

ଦେବସ୍ନାନ ପୁର୍ଣ୍ଣିମା ଉପଲକ୍ଷେ ବାଲୁକା ଆନିମେସନ

ପୁରୀ : ଦେବସ୍ନାନ ପୁର୍ଣ୍ଣିମା ଉପଲକ୍ଷେ ବାଲୁକା ଆନିମେସନ । ବାଲୁକା ଆନିମେସନରେ ପ୍ରଭୁ ଜଗନ୍ନାଥ, ବଳଭଦ୍ର ଏବଂ ଭଗିନୀ ସୁଭଦ୍ରାଙ୍କର ପହଣ୍ଡି ବିଜେ ଠାରୁ ଆରମ୍ଭ କରି ସ୍ନାନ ବେଦୀ ରେ ସ୍ନାନ କରିବାର ଦୃଶ୍ୟ । ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ବାଲୁକା ଆନିମେସନ ମାଧ୍ୟମରେ…

ଦମଦାର ଦୀପ୍

ଭୁବନେଶ୍ୱର: ଓଡ଼ିଆ ମହିଳା ହକି ଷ୍ଟାର ଦୀପ ଗ୍ରେସ୍ ଏକ୍କା । ଇଣ୍ଡିଆନ୍ ହକି ଟିମ୍‌ର ଭାଇସ୍ କ୍ୟାପଟେନ୍ ଭାବେ ନିଯୁକ୍ତ ହୋଇଛନ୍ତି ଦୀପ୍ । ଟୋକିଓ ଅଲିମ୍ପିକ୍ସ ପାଇଁ ଘୋଷିତ ୧୬ ଜଣିଆ ଭାରତୀୟ ମହିଳା ହକି ଦଳରେ ଜଣେ ଓଡ଼ିଆ ହେଉଛନ୍ତି ଦୀପ୍ । ସୁନ୍ଦରଗଡ଼ ଲୁଲକିଡି ନାଁରେ ଏକ ଛୋଟ ଗାଁରେ ଜନ୍ମ…