Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଦେଶରେ ୩ କୋଟି ପାର କଲା କରୋନା ସଂକ୍ରମଣ, ସୁସ୍ଥ ହେଲେଣି ୯୬%

ନୂଆଦିଲ୍ଲୀ: ଦେଶରେ କମୁଛି କରୋନାର ଦୈନିକ ସଂକ୍ରମଣ । ଆକ୍ଟିଭ୍ କେସ୍ ଦ୍ରୁତ ଖସୁଛି । ଆଜି ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ପାର କରିଛି । ୨୪ ଘଣ୍ଟାରେ ଦେଶରୁ ଚିହ୍ନଟ ହୋଇଛନ୍ତି ୫୦ହଜାର ୮୪୮ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୨୮ହଜାର ୭୦୯କୁ ବୃଦ୍ଧି…

କରୋନାର ଡେଲଟା ପ୍ଲସ ଭାରିଆଣ୍ଟ ମଧ୍ୟପ୍ରଦେଶରୁ ନେଲଣି ୪ ଜୀବନ

ଭୋପାଳ: କରୋନା ସେକେଣ୍ଡ ଓ୍ୱେଭ୍ ସରି ସରି ଆସୁଥିବା ବେଳେ ଡେଲଟା ଭାରିଆଣ୍ଟ ଟେନସନ୍ ସରିନି । ଚିନ୍ତା ବଢ଼ାଇଲାଣି ଡେଲଟା ଭାରିଆଣ୍ଟର ନୂଆ ମ୍ୟୁଟେସନ୍ ଡେଲଟା ପ୍ଲସ୍ ଭାରିଆଣ୍ଟ । ମଧ୍ୟପ୍ରଦେଶ ଶିବପୁରୀରେ ଡେଲଟ୍ ପ୍ଲସ୍ ଭାରିଆଣ୍ଟ ଯୋଗୁ ୪ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।…

କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍: ଆଜି ଓଡ଼ିଶାରେ ୪୬ ମୃତ

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟାରେ ବ୍ରେକ ଲାଗି ପାରୁନି । କାଲି କମିବା ପରେ ଆଜି ପୁଣି ଥରେ ବଢ଼ିଛି । ୨୪ ଘଣ୍ଟାରେ ରାଜ୍ୟରୁ କରୋନା ନେଇଛି ଆଉ ୪୬ ଆକ୍ରାନ୍ତଙ୍କ ଜୀବନ । ଗତକାଲି ଏହି ସଂଖ୍ୟା ଥିଲା ୩୮ । ଆଜି ୧୫ ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ…

କାଲି କମିଥିଲା, ଆଜି ବଢ଼ିଲା: ଆଜି ରାଜ୍ୟରୁ ୩୪୫୬ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: କାଲି ୩ ହଜାର ତଳକୁ ହ୍ରାସ ପାଇଥିଲା କରୋନା ସଂକ୍ରମଣ । ଆଜି ପୁଣି ଥରେ ତିନି ହଜାର ପାର କରିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩ହଜାର ୪୫୬ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୯ଶହ ୭୩ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୪ଶହ ୮୩ । ଖୋର୍ଦ୍ଧାରୁ ସର୍ବାଧିକ ୪୯୯…

ସମୁଦ୍ରରୁ ୧୯ଟି ବିରଳ ମାଛ ଉଦ୍ଧାର

ପାରାଦ୍ଵୀପ: ପାରାଦ୍ଵୀପ ସମୁଦ୍ରରୁ ଧରାପଡ଼ିଛନ୍ତି ବିରଳ ମାଛ । ୧୯ ଟି ବିରଳ ତେଲିଆ ବୋରେହି ମାଛରେ ୪ଟି ମାଛର ଓଜନ ୩୦ କିଲୋ ଲେଖାଏଁ ୧୨୦ କିଲୋଥିବା ବେଳେ ଅନ୍ୟ ମାଛ ଗୁଡ଼ିକର ଓଜନ ଗୋଟିକ ୨୦ ରୁ ୨୨ କିଲୋ ରହିଥିଲା। । ଏ ସମସ୍ତ ମାଛକୁ ଜଣେ ବ୍ୟବସାୟୀ ୧୮ ଲକ୍ଷ ୬୫ ହଜାରରେ କ୍ରୟ କରି…

ବ୍ୟାଙ୍କକରୁ ଦୃଶ୍ୟମାନ ହେବ ଥାଇଲାଣ୍ଡ ବୁଦ୍ଧ ମୂର୍ତ୍ତି

ଥାଇଲାଣ୍ଡ  : ବ୍ୟାଙ୍କକରୁ ଦୃଶ୍ୟମାନ ହେବ ଥାଇଲାଣ୍ଡ ବୁଦ୍ଧ ମୂର୍ତ୍ତି । ଥାଇଲାଣ୍ଡରେ ନିର୍ମାଣ ହେଉଥିବା ବୁଦ୍ଧ ମୂର୍ତ୍ତି କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇସାରିଛି । ୬୯ ମିଟର ଉଚ୍ଚତା ବିଶିଷ୍ଟ ବୁଦ୍ଧ ବ୍ୟାଙ୍କକରୁ ଦୃଶ୍ୟମାନ ହେବ ଯାହାର ନିର୍ମାଣ ସମ୍ପୂର୍ଣ୍ଣ ହୋଇଛି ।  ବ୍ୟାଙ୍କକ୍ ଉପକଣ୍ଠରେ…

ଗାଁରେ ଦନ୍ତା ଆତଙ୍କ

ଭଦ୍ରକ : ଗାଁରେ ଦନ୍ତା ଆତଙ୍କ । ଭଦ୍ରକ ଜିଲ୍ଲାର ବିଭିନ୍ନ ଗାଁ ଗୁଡିକରେ ହାତୀ ପଶି ଆତଙ୍କ ଖେଳାଇଛି । ଆଉ ହାତୀ ଭୟରେ ଲୋକେ ତାଟି କବାଟ ପକାଇ ରହିଛନ୍ତି । ଦିନ ଦିପହରରେ ବି ହାତୀ ଆତଙ୍କ ଖେଳାଇଛିି । ଆଖପାଖ ଗାଁ ବନ୍ତରୁ ନେଇ ଆଗରପଡ଼ାରେ ହାତୀ କିଛି ଦିନ ହେଲା ଗାଁ ଛାଡି ଯିବାର ନାଁ…

ତିଆରି ଚାଲିଛି ତିନି ଦିଅଁଙ୍କ ପାଟ ବସ୍ତ୍ର

ରାଉତପଡ଼ା : କରୋନା କଟକଣା ଭିତରେ ବି ଚାଲିଛି ରଥଯାତ୍ରା ପ୍ରସ୍ତୁତି । ଗୋଟିଏ ପଟେ ରଥ ନିର୍ମାଣ ଚାଲିଥିବା ବେଳେ ଅନ୍ୟ ପଟେ ଚାଲିଛି ତିନି ଦିଅଁଙ୍କର ପାଟ ବସ୍ତ୍ର ତିଆରି । ଆଉ ଖାସ୍ କରି ଏହି ପାଟ ବସ୍ତ୍ର ତିଆରି କରୁଛନ୍ତୀ ଖୋର୍ଦ୍ଧା ରାଉତପଡ଼ା ଗାଁର ବୁଣାକାର ମାନେ । ଛୋଟର ବଡ଼ ସଭିଏଁ…

ଦେବସ୍ନାନ ପୂର୍ଣ୍ଣିମା ଶୃଙ୍ଖଳିତ କରିବାକୁ ବୈଠକ

ପୁରୀ : ଦେବସ୍ନାନ ପୂର୍ଣ୍ଣିମା କିଭଳି ଶାନ୍ତି ଶୃଙ୍ଖଳାରେ ଅୟୋଜନ କରାଯିବ ସେ ନେଇ ହୋଇଛି ଆଲୋଚନା । ପୁରୀ ଏସପି କେ ବିଶାଳ ସିଂ ଆଜି ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଏକ ବୈଠକରେ ଆଲୋଚନା କରିଛନ୍ତି। ସେହିପରି କିଭଳି ସୁରକ୍ଷା ବ୍ୟବସ୍ଥା ରହିବ , କେଉଁ ଅଫିସର କେଉଁଠି ଡ୍ୟୁଟିରେ ରହିବେ,…

ଶ୍ରୀମନ୍ଦିରରେ ଦଇତା ପ୍ରବେଶ ନୀତି ଅନୁଷ୍ଠିତ

ପୁରୀ: ଦିନେ ପରେ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ସ୍ନାନଯାତ୍ରା । ତାପୂର୍ବରୁ ଆଜି ଦଇତା ସେବକମାନେ ମଙ୍ଗଳ ଆଳତୀ ପରେ ଶ୍ରୀମନ୍ଦିରରେ ପ୍ରବେଶ କରିଛନ୍ତି । ପରମ୍ପରା ଅନୁସାରେ, ସ୍ନାନଯାତ୍ରା ପୂର୍ବରୁ ତ୍ରୟୋଦାଶୀ ତିଥିରେ ଦଇତାପତିମାନେ ଶ୍ରୀମନ୍ଦିର ପ୍ରବେଶ କରିଥାନ୍ତି ।…