Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ରାଜଧାନୀର ଏହି ଆମିଷ ମାର୍କେଟ ୨୫ ଯାଏଁ ବନ୍ଦ

ଭୁବନେଶ୍ୱର: କୋଭିଡ ନିର୍ଦ୍ଦେଶାବଳୀ ଉଲ୍ଲଂଘନ କରିବା ଅଭିଯୋଗରେ ଭୁବନେଶ୍ୱରର ୟୁନିଟ୍-୪ର ଆମିଷ ବଜାର ବନ୍ଦ କରିବାକୁ ବିଏମସି ନିର୍ଦ୍ଦେଶ ଦେଇଛି‌। ବିଏମସିର ସୂଚନା ଅନୁସାରେ ୟୁନିଟ୍ ୪ ହୋଲସେଲ ଏବଂ ଆମିଷ ବଜାରକୁ ଜୁନ୍ ୨୫ ଯାଏଁ ବନ୍ଦ ରହିବ। ଆଜି କୋଭିଡ ନିୟମ ଉଲ୍ଲଂଘନକୁ ଦୃଷ୍ଟିରେ…

୧୮-୪୪ ବର୍ଗଙ୍କ ପାଇଁ ୭ଟାରୁ ସ୍ଲଟ ବୁକିଂ ଆରମ୍ଭ

ଭୁବନେଶ୍ୱର: ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) ପକ୍ଷରୁ ରାଜଧାନୀରେ ୧୮-୪୪ ବୟସ ବର୍ଗଙ୍କ (ପ୍ରଥମ ଡୋଜ୍) ପାଇଁ ନୂଆ ସ୍ଲଟ୍ ଘୋଷଣା କରାଯାଇଛି। ଆଜି ରାତି ୭ ଟାରୁ ସ୍ଲଟ ବୁକିଂ ଆରମ୍ଭ ହେବ। ଏନେଇ ଟ୍ବିଟ ଯୋଗେ ସୂଚନା ଦେଇଛି ବିଏମସି।…

ଡ୍ରାଇଭ-ଇନ୍ ଭ୍ୟାକ୍ସିନେସନ୍: ୧୮-୪୪ ଓ ୪୫+ ବର୍ଗଙ୍କ ଲାଗି ଆଜି ସ୍ଲଟ ବୁକିଂ, ଜାଣନ୍ତୁ…

ଭୁବନେଶ୍ୱର: ରାଜଧାନୀର ସମସ୍ତ ୧୦ ଡ୍ରାଇଭ-ଇନ୍ ସ୍ଥାନରେ କରୋନା ଟୀକାକରଣ ପାଇଁ ଅନଲାଇନରେ ସ୍ଲଟ୍ ବୁକିଂ ଆଜି ୬.୩୦ରେ ଖୋଲିବ। ଏନେଇ ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) ଟୁଇଟ୍ କରିଛି। ଏହି ସ୍ଲଟ୍ ଗୁଡିକ ଜୁନ୍ ୨୧ ରୁ ଜୁନ୍ ୨୬ ପର୍ଯ୍ୟନ୍ତ ୧୮-୪୪ (ପ୍ରଥମ ଡୋଜ୍) ଏବଂ…

ଭାଙ୍ଗିଲେ କରୋନା କଟକଣା, ଗଣିଲେ ଲକ୍ଷେ ଟଙ୍କା ଜରିମାନା

ଭଦ୍ରକ: ଲକ୍‌ଡାଉନ୍‌ରେ ସଟର୍ ବନ୍ଦ କରି ଚାଲିଥିଲା କପଡା କାରବାର । ପ୍ରଶାସନିକ ଅଧିକାରୀଙ୍କୁ ଦେଖି ଚମ୍ପଟ୍ ମାରିଥିଲେ ଦୋକାନ ମାଲିକ । ହେଲେ ଧୋକା ଖାଇନଥିଲା ପ୍ରଶାସନର ତୀକ୍ଷ୍ଣ ନଜର । ଶେଷରେ ଧରାପଡିଲା ଦୋକାନ ମାଲିକଙ୍କ ମିଛ । ବନ୍ଦ ଦୋକାନରୁ ଉଦ୍ଧାର ହୋଇଥିଲେ ୩ ଗ୍ରାହକଙ୍କ ସମେତ ଜଣେ…

ଲକଡାଉନ୍ କୋହଳ ପରେ ରାୟଗଡାରେ ଜିଲ୍ଲା ପ୍ରଶାସନର ସ୍ଥିତି ଅନୁଧ୍ୟାନ

ରାୟଗଡା: ସଦ୍ୟ ସ୍ଥିତିକୁ ସମୀକ୍ଷା କରି ରାଜ୍ୟରେ ଲକ୍‌ଡାଉନ୍‌କୁ ଆଂଶିକ କୋହଳ କରାଯାଇଛି । ତେବେ ରାୟଗଡା ଜିଲ୍ଲାରେ ସଂକ୍ରମଣ ହାର କମିଥିଲେ ବି ମୃତ୍ୟୁ ହାର କିନ୍ତୁ କମିବାର ନାଁ ଧରୁନି । ଏଥିପାଇଁ କରୋନା ସଙ୍କଟ ସମେତ ଅନ୍ୟ ସମସ୍ୟାକୁ ନେଇ ରାୟଗଡା ଓ ଗୁଣୁପୁରରେ ସ୍ଥିତି ଅନୁଧ୍ୟାନ…

ଜମିରେ ପଡିଛି ଧାନ, ଚିନ୍ତାରେ ଚାଷୀକୁଳ

କଳାହାଣ୍ଡି : କୃଷି ଓ କୃଷକ କଲ୍ୟାଣ ପାଇଁ ସରକାର କରିଛନ୍ତି ଅନେକ ଯୋଜନା । କିନ୍ତୁ କିଛି ବିଭାଗୀୟ ଅଧିକାରୀଙ୍କ ତାଳମେଳ ଅଭାଵରେ ନିରୀହ ଚାଷୀ ବଳି ପଡ଼ୁଛି । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି, କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଳକରେ । ବର୍ତ୍ତମାନ ପର୍ଯ୍ୟନ୍ତ ଧାନ ଅମଳ ଶେଷ…

ରାସ୍ତା ନଥିବାରୁ ଖଟିଆରେ ବୋହି ପ୍ରତିବାଦ

ସାରସକଣା: ମୌଳିକ ସୁବିଧାରୁ ବଞ୍ଚିତ ବାଙ୍କଦହ ଗ୍ରାମବାସୀ । ଖଟିଆରେ ବୋହି ନିଜ ଦାବି ଜଣାଇଲେ । ମୟୂରଭଞ୍ଜ ବାଙ୍କଦହ ଗ୍ରାମ ମୁରୁଣିଆ ପଂଚାୟତର ଏକ ଗାଁ । ଏହି ଗ୍ରାମବାସୀମାନେ ମୌଳିକ ସୁବିଧାରୁ ବଞ୍ଚିତ ରହିଛନ୍ତି । ଯିବା ପାଇଁ ସାରସକଣା ପଂଚାୟତ ମହୁଲବରେଇ ହୋଇ କୋଚିଲା ନାଳ ପାରି ହୋଇ…

ତପୁଙ୍କ ଆଶୁ ଆରୋଗ୍ୟ କାମନା

ଭୁବନେଶ୍ୱର: ମହାମାରୀ କରୋନା କବଳରେ ସେଲିବ୍ରିଟି । କିଛି ଦିନ ହେଲା କଣ୍ଠଶିଳ୍ପୀ ତପୁ ମିଶ୍ର କରୋନାରେ ଆ୍ରକାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି । ଦିନକୁ ଦିନ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇ ପଡୁଥିବା ବେଳେ ଅମ୍ଳଜାନ ସ୍ତର ଖସିବାରେ ଲାଗିଛି । ତପୁଙ୍କର ଏବେ ଲମ୍ବା ସମୟ ଧରି…

ବାହାବେଦୀରେ ହୋମ ନିଆଁ ଜଳିବା ଆଗରୁ ଉଠିଲା କୋକେଇ: ବାହାଘର ୪ଦିନ ପୂର୍ବରୁ କରୋନା ନେଲା ବର ଜୀବନ

ଭଦ୍ରକ: ବାହା ଲଗ୍ନ ଧାର୍ଯ୍ୟ ହୋଇଥିଲା । ବିବାହ ପାଇଁ ସରିଥିଲା ସବୁ ପ୍ରସ୍ତୁତି । ବନ୍ଧୁ ବାନ୍ଧବଙ୍କୁ ନିମନ୍ତ୍ରଣ ବି ଦିଆ ସରିଥିଲା । ଘର କାନ୍ଥରେ ବର-କନିଆ ନାଁ ବି ଲେଖା ସରିଥିଲା । ଚନ୍ଦ୍ରମଣି ସହିତ ଶୁଭସ୍ମିତା । କିନ୍ତୁ ଚନ୍ଦ୍ରମଣିଙ୍କ ଭାଗ୍ୟରେ ସେ ସୁଖ ନଥିଲା । ବାହାଘରକୁ ନେଇ…

ଦେଶରେ ୬୫ ହଜାର ତଳେ ଦୈନିକ ସଂକ୍ରମଣ, ୭୩ ଦିନ ପରେ ୮ ଲକ୍ଷ ତଳକୁ ଖସିଲା ଆକ୍ଟିଭ୍ କେସ୍

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଓ ମୃତ୍ୟୁସଂଖ୍ୟାରେ ସୁଧାର ଆସୁଛି । ଦୈନିକ କେସ୍ ଲଗାତାର ଚତୁର୍ଥ ଦିନରେ ୭୦ ହଜାରରୁ କମ୍ ଥିବା ବେଳେ ମୃତ୍ୟୁସଂଖ୍ୟା ଆଜି ୨ହଜାର ତଳକୁ ଖସିଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୬୨ହଜାର ୪୮୦ ନୂଆ ଆକ୍ରାନ୍ତ । ଏହି ସମୟରେ କରୋନାରେ ଆଉ ୧୫ଶହ ୮୭…