Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ରଥ ଯାତ୍ରା ପ୍ରସ୍ତୁତି ଜୋରଦାର

ପୁରୀ : ଆଗକୁ ଦେବସ୍ନାନ ପୁର୍ଣ୍ଣିମା ଓ ରଥଯାତ୍ରା । ଜୁଲାଇ ୧୨ରେ ରଥ ଯାତ୍ରା ଥିବା ବେଳେ ସମସ୍ତ ବ୍ୟବସ୍ଥା କରାଯିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ଏସଓପି ଅନୁଯାୟୀ ଜୁନ ୧୫ ପର୍ଯ୍ୟନ୍ତ ଶ୍ରୀମନ୍ଦିର ସର୍ବସାଧାରଣଙ୍କ ଦର୍ଶନ ପାଇଁ ବନ୍ଦ ରହିଛି । ସମସ୍ତଙ୍କ ନଜର ଦେବସ୍ନାନ…

ମହଙ୍ଗା ହେବ ଏଟିଏମ୍ ମେସିନରୁ ଟଙ୍କା ଉଠାଣ, ବଢିଲା ସର୍ଭିସ୍ ଚାର୍ଜ

ନୂଆଦିଲ୍ଲୀ : ମହଙ୍ଗା ହେବ ଏଟିଏମ୍ ମେସିନରୁ ଟଙ୍କା ଉଠାଣ । ବଢିଲା ସର୍ଭିସ୍ ଚାର୍ଜ । ଏଟିଏମ୍ ମେସିନରୁ ନଗଦ ଟଙ୍କା ଉଠାଇବା କିମ୍ବା ଅଣ-କାରବାର ନେଣଦେଣ ପାଇଁ ଅଧିକ ଦେୟ ଦେବାକୁ ପଡିବ । ଭାରତୀୟ ରିଜର୍ଭ ବ୍ୟାଙ୍କରୁ ସବୁଜ ସଙ୍କେତ ପାଇବା ପରେ ବର୍ତ୍ତମାନ ବ୍ୟାଙ୍କ ଗୁଡିକ ଏଟିଏମରୁ ନଗଦ…

ଆମେରିକାର ମିନ୍ନେସୋଟାରେ ଗୁଣ୍ଡିଚା ମନ୍ଦିର

ଭୁବନେଶ୍ୱର: ଆମେରିକାର ମିନ୍ନେସୋଟାରେ ଶ୍ରୀ ଗୁଣ୍ଡିଚା ମନ୍ଦିରର ଶୁଭ ଉଦଘାଟନ । ହିନ୍ଦୁ ମନ୍ଦିର ପରିସରରେ ନବ ନିର୍ମିତ ଶ୍ରୀଗୁଣ୍ଡିଚା ମନ୍ଦିରର ଶୁଭ ଉଦଘାଟନ ସମାରୋହ ଅନୁଷ୍ଠିତ ହେବ । ଆମେରିକୀୟ ସମୟ ସକାଳ ୧୧.୩୦ ମିନିଟରେ ସିନେଟର ଆମି କ୍ଲୋବୁଚର୍ ଏବଂ ମାପଲଗ୍ରୋଭର ମେୟର ମାର୍କ…

ହୋମ ଡେଲିଭରି ଏଜେଣ୍ଟଙ୍କୁ ଟିକାକରଣ

ଦିଲ୍ଲୀ: ଦିଲ୍ଲୀରେ କରୋନା ସଂକ୍ରମଣ ମୃତ୍ୟୁ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଉଛି । ଏ ସ୍ଥିତିରେ ବର୍ତ୍ତମାନ ସମସ୍ତ ଟିକା କରଣ ଉପରେ ଧ୍ୟାନ ଦିଆଯାଉଛି । ଏହି ପର୍ଯ୍ୟାୟରେ ଦିଲ୍ଲୀ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି । ବର୍ତ୍ତମାନ ଅନଲାଇନ୍ ସପିଂ କମ୍ପାନୀ ସହିତ ଜଡିତ ହୋମ ଡେଲିଭରି…

ଅଭିଷେକଙ୍କ ପାଇଁ ଆଗେଇ ଆସିଲେ ସାତ ସାବିତ୍ରୀ

ଅନୁଗୁଳ: ବେଶ କିଛିଦିନ ଧରି ଭଦ୍ରକ ବାସୁଦେବପୁରର ଅଭିଷେକଙ୍କ ଚିକିତ୍ସା ପାଇଁ ସାରା ରାଜ୍ୟରେ ସହାୟତାର ହାତ ଲମ୍ବିଛି । ଖାସ କରି ସ୍ୱାମୀକୁ ବଂଚାଇବା ପାଇଁ ନବବିବାହିତା ସ୍ତ୍ରୀ ମୌସୁମୀଙ୍କ ଆକୁଳ ନିବେଦନ ସମସ୍ତଙ୍କୁ ପ୍ରଭାବିତ କରିଥିଲା । ଏପରିକି ଟଙ୍କାଟିଏ ଦାନ କଲେ ଅଭିଷେକଙ୍କ ଜୀବନ…

ମର୍ମନ୍ତୁଦ ସଡକ ଦୁର୍ଘଟଣା ..ଜଣେ ମୃତ ,୨ ଗୁରୁତର

ବାରିପଦା: ମର୍ମନ୍ତୁଦ ସଡକ ଦୁର୍ଘଟଣା । ଜଣକର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ଠାକୁରମୁଣ୍ଡା- କରଞ୍ଜିଆ ରାସ୍ତାର ସୁନାରିପୋଷି ନିକଟରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା। ତେବେ ଏକ କାର ଦୁର୍ଘଟଣାରେ ଘଟଣାସ୍ଥଳରେ…

ଚାଷୀ ସଙ୍ଗଠନର ୧୨ ଘଣ୍ଟିଆ ରାସ୍ତାରୋକ

ସୁବର୍ଣ୍ଣପୁର:ଚାଷୀ ସଙ୍ଗଠନର ୧୨ ଘଣ୍ଟିଆ ରାସ୍ତାରୋକ l ସୁବର୍ଣ୍ଣପୁର ଜିଲ୍ଲାରେ ରବି ଧାନ ବିକ୍ରି ନେଇ ଚାଲିଛି ଅଚଳାବସ୍ଥା l ଏହାର ସମାଧାନ ଦାବିରେ ଶେଷରେ ଚାଷୀ ଓହ୍ଲାଇଛନ୍ତି ରାଜ ରାସ୍ତାରେ । ସୁବର୍ଣ୍ଣପୁର ଜିଲ୍ଲା କୃଷକ ସଙ୍ଗଠନ ପକ୍ଷରୁ ଉଲୁଣ୍ଡା ବ୍ଲକ ହିକୁଡି ଛକରେ ୧୨ ଘଣ୍ଟିଆ…

ଗୋଚରଜମି ଦଖଲ ନେଇ ନାବାଳକକୁ ହତ୍ୟା

ବାରିପଦା : ଗୋଚରଜମି ଦଖଲକୁ ନେଇ ହତ୍ୟାକାଣ୍ଡ । ଦଶମ ଶ୍ରେଣୀ ଛାତ୍ର ହରେକୃଷ୍ଣ ମହାନ୍ତଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣିଲେ ଦୁବୃର୍ତ୍ତ ।। ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ମୋରଡା ଥାନା ମହୁଲବଣୀ ଗାଁରେ । ସରକାରୀ ଗୋଚର ଜମି ଦଖଲକୁ ନେଇ ଉନ୍ମତ୍ତ କାଣ୍ଡ । ବିବାଦ ଯୋଗୁଁ ଚାଲିଗଲା…

ପାଣି ପିଇବା ବେଳେ ହାତୀ ଶୁଣ୍ଢକୁ ମାଡ଼ି ବସିଲା କୁମ୍ଭୀର, ତାପରେ କଣ ହେଲା …

ଓଡ଼ିଶା ସମ୍ବାଦ ବ୍ୟୁରୋ: ମୃତ୍ୟୁ କେତେବେଳେ କେମିତି ଆସିବ କେହି କହି ପାରିବେ ନାହିଁ । କିନ୍ତୁ ଧୈର୍ଯ୍ୟର ସହ ମୁକାବିଲା କଲେ ବେଳେବେଳେ ମୃତ୍ୟୁ ବି ହାର ମାନିଯାଏ । ଏମିତି ଏକ ରୋମାଞ୍ଚକର ଭିଡିଓ ଏବେ ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି । ପାଣି ପିଇବା ବେଳେ ହାତୀ ଦଳଙ୍କ ଉପରେ ହଠାତ୍…

ଦରଦାମ୍ ବୃଦ୍ଧି ପ୍ରତିବାଦରେ କଂଗ୍ରେସର ଧାରଣା

ଢ଼େଙ୍କାନାଳ: ଦରଦାମ୍ ବୃଦ୍ଧି ପ୍ରତିବାଦରେ କଂଗ୍ରେସର ଗଣଧାରଣା । ଢ଼େଙ୍କାନାଳ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଅତ୍ୟାବଶ୍ୟକୀୟ ଜିନିଷପତ୍ରର ଦରଦାମ ବୃଦ୍ଧିକୁ ବିରୋଧ କରାଯାଇଛି । ସେହିଭଳି ପେଟ୍ରୋଲ, ଡିଜେଲର ଦାମ୍ ବୃଦ୍ଧି ବିରୋଧରେ ପେଟ୍ରୋଲ ପମ୍ପ ସମ୍ମୁଖରେ ଢ଼େଙ୍କାନାଳ କଂଗ୍ରେସ…