Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

୭ ଜିଲ୍ଲାରେ ୭ଟି ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର: ଓଡ଼ିଶାରେ ଖୋଲିଲା ପୂର୍ବ ଭାରତର ପ୍ରଥମ ଫୁସଫୁସ ଜନିତ ମେଡିସିନ ଉତ୍କର୍ଷ କେନ୍ଦ୍ର । ଉଦଘାଟିତ ହେଲା ପୂର୍ବ ଭାରତର ପ୍ରଥମ ଫୁସଫୁସ ଜନିତ ମେଡିସିନ୍ ଉତ୍କର୍ଷ କେନ୍ଦ୍ର । କଟକ ଏସସିବି ମେଡିକାଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରିଛନ୍ତି ଏହି କେନ୍ଦ୍ର । କଟକ…

ବିଏମ୍‌ସିକୁ ଆଉ ୨୦ କୋଟି

ଭୁବନେଶ୍ୱର: ବିଏମ୍‌ସିକୁ ଆଉ୨୦ କୋଟି ଟଙ୍କା ପ୍ରଦାନ । କୋଭିଡ ପରିଚାଳନା ନେଇଁ ମୁଖ୍ୟମନ୍ତ୍ରୀ ୨୦କୋଟି ଟଙ୍କା ମଞ୍ଜୁରୀ କରିଛନ୍ତି । ଭୁବନେଶ୍ୱରରେ କୋଭିଡ଼ ମହାମାରୀର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨୦କୋଟି ଟଙ୍କା ମଞ୍ଜୁରୀ…

ଆଇପିଏସ୍ ସ୍ତରରେ ଅଦଳବଦଳ, ଦୀପ୍ତେଶ ପଟ୍ଟନାୟକ ଜେଲ୍ ଆଇଜି

ଭୁବନେଶ୍ୱର : ଆଇପିଏସ୍ ସ୍ତରରେ ଅଦଳବଦଳ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଆଇପିଏସ ସ୍ତରରେ ଅଦଳବଦଳ କରାଯାଇଛି । ଦୀପ୍ତେଶ କୁମାର ପଟ୍ଟନାୟକଙ୍କୁ ଜେଲ୍ ବିଭାଗ ଆଇଜି ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ଦୀପ୍ତେଶ ଏବେ ଆଇଜିପି ଭାବରେ କାର୍ଯ୍ୟରତ ଅଛନ୍ତି । ସେହିଭଳି କେନ୍ଦ୍ରାଞ୍ଚଳ…

ଖଣିଜ ସମ୍ପଦ ଚୋରି ଉପରେ ଲାଗିବ ରୋକ୍

ଯାଜପୁର : ଜିଲାରେ ଲଘୁ ଖଣିଜ ସଂପଦ ଚୋରି ଉପରେ ଲାଗିବ ରୋକ୍ । ଏହାକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ପଦକ୍ଷେପମନ ନିଆଯିବ । ବିଭିନ୍ନ ଲିଜ ଅଂଚଳରେ ନିୟମିତ ଯାଂଚ କରାଯିବା ସହିତ ଲିଜ ଧାରୀ ମାନେ ସେମାନେ ବ୍ୟବହାର କରୁଥିବା ଗାଡିର ହିସାବ ଦେବେ । ବିିଭିନ୍ନ ଖଣି ଅଂଚଳରେ…

ଶ୍ରୀମନ୍ଦିରରେ ଭିଡ଼ ନେଇ କଟକଣା

ପୁରୀ : ସାବିତ୍ରୀ ଅମାବାସ୍ୟା ଅବସରରେ ଶ୍ରୀମନ୍ଦିରରେ ଲାଗିବ ଭିଡ଼ । ଏନେଇ ଏବେଠାରୁ କଟକଣା । ମହାପ୍ରସାଦ ନେବା ପାଇଁ ଭକ୍ତଙ୍କ ବେଶ ଭିଡ଼ ହୋଇ ଥାଏ । ତେବେ କୋଭିଡ ସମୟରେ କିଭଳି ଭକ୍ତଙ୍କ ଗହଳି କମ ରହିବ ଏବଂ ଶୃଙ୍ଖଳିତ ଭାବେ ସମସ୍ତେ ମହା ପ୍ରସାଦ ପାଇ ପାରିବେ ସେନେଇ ପ୍ରଶାସନ ପକ୍ଷରୁ…

ପୋଖରୀରେ ବୁଡି ଦୁଇ ଭଉଣୀଙ୍କର ମୃତ୍ୟୁ

ବାସୁଦେବପୁର : ବାସୁଦେବପୁର ବ୍ରଜାନନ୍ଦପୁର ଗାଁରେ ଘଟିଛି ଅଘଟଣ । ପୋଖରୀରେ ବୁଡି ଦୁଇ ଭଉଣୀଙ୍କର ମୃତ୍ୟୁ ହୋଇଛି । ଘର ନିକଟରେ ଥିବା ଏକ ପୋଖରୀରେ ଗାଧୋଇବାକୁ ଯାଇଥିବା ବେଳେ ଦୁଇ ନାବାଳିକା ବୁଡି ଯାଇଥିଲେ । ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ମେଡିକାଲକୁ ନେଇ ଯାଇଥିଲେ ହେଲେ…

ପରିବହନ ବେଳେ ୨୦ରୁ ଅଧିକ କଣ୍ଟେନରରୁ ଅକ୍ସିଜେନ୍ ଲିକ୍

କଳାହାଣ୍ଡି: ପରିବହନ ସମୟରେ କଣ୍ଟେନରରୁ ଅକ୍ସିଜେନ୍ ନିର୍ଗତ ହୋଇଛି । ରେଳ ଯୋଗେ ଅକ୍ସିଜେନ୍ ପରିବହନ କରାଯାଉଥିଲା । ତେବେ କେସିଙ୍ଗା ରେଳଷ୍ଟେସନ ନିକଟରେ ହଠାତ୍ ଅକ୍ସିଜେନ୍ କଣ୍ଟେନରରୁ ବାହାରିବାକୁ ଲାଗିଥିଲା । ଲିକ୍ ଯୋଗୁ ଦୀର୍ଘ ସମୟ ଯାଏଁ ଏହି ଅମ୍ଳଜାନ ନିର୍ଗତ ହେଉଥିଲା । ପ୍ରାୟ…

ବିରଜା ମନ୍ଦିରରେ୧୪୪ ଧାରା ଜାରି

ଯାଜପୁର : କରୋନା ଯୋଗୁ କଟକଣା । ବାହାରକୁ ବାହାରିବାରେ ମଧ୍ୟ ନିୟମ । ଆଗକୁ ରଜ ସାବିତ୍ରୀ ଥିବା ବେଳେ ଭିଡ ନକରିବାକୁ ଦିଆଯାଇଛି ପରାମର୍ଶ । ଗୁରୁବାର ସାବିତ୍ରୀ ପୂଜା ଥିବାରୁ ବଜାର ଗୁଡିକରେ କିଛି ସ୍ଥାନରେ ଭିଡ଼ ଲାଗିଛି । ସେହିଭଳି ମନ୍ଦିର ଗୁଡିକରେ ଭିଡ ଆଶଙ୍କା କରି ଏବେଠୁ କରାଯାଉଛି…

ପୋଲିସକୁ ବଡ଼ ସଫଳତା, ୬୫୩ କେଜି ଗଞ୍ଜେଇ ଜବତ

ରାୟଗଡା : ପୋଲିସକୁ ମିଳିଲା ବଡ଼ ସଫଳତା । ରାୟଗଡା ଜିଲ୍ଲା ମୁନିଗୁଡା ପୋଲିସ ହାତରେ ଧରାପଡ଼ିଲା ଗଞ୍ଜେଇ । ରାୟଗଡା ଜିଲ୍ଲା ପାଲଟିଛି ଚୋରା ଗଞ୍ଜେଇର ପେଣ୍ଠସ୍ଥଳୀ । ଦୁର୍ଗମ ଚନ୍ଦ୍ରପୁର ବ୍ଲକର କୁଟୁଡୁକୁପା ଏବଂ ମୁଚୁକିଗୁଡା ଛକରେ ଥିବା ଏକ ଘରୁ ପ୍ରାୟ ୬୫୩ କେଜି ଗଞ୍ଜେଇ ବିକ୍ରି ହେବାକୁ…

ଧାନ କିଣାରେ ବ୍ୟାପକ ଅବ୍ୟବସ୍ଥାକୁ ବିରୋଧ

ସୁବର୍ଣ୍ଣପୁର : ଧାନ କିଣାରେ ବ୍ୟାପକ ଅବ୍ୟବସ୍ଥାକୁ ବିରୋଧ । ଖୁବ୍ ଶୀଘ୍ର ସମାଧାନ ଦାବି କରି ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ । ସୁବର୍ଣ୍ଣପୁର ଜିଲ୍ଳା କଂଗ୍ରେସ ପକ୍ଷରୁ ଚାଷୀ ମାନଙ୍କ ସମସ୍ୟା ସୁଧାରିବା ପାଇଁ ଜିଲ୍ଲାପାଳଙ୍କୁ ଏକ ଦାବି ପତ୍ର ପ୍ରଦାନ କରାଯାଇଛି । ସେଥିରେ ଚାଷୀଙ୍କ…