Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଓଡ଼ିଶାରୁ ଆଜି ୬୦୯୭ କରୋନା ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧାରେ ପୁଣି ହଜାରେ ଡେଇଁଲା

ଭୁବନେଶ୍ୱର: ରାଜ୍ୟରେ ସ୍ଥିର ରହିଛି ଦୈନିକ କରୋନା ସଂକ୍ରମଣ । ଏବେ ପ୍ରତିଦିନ ୬ ହଜାର ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ୨୪ ଘଣ୍ଟାରେ ରାଜ୍ୟରୁ ବାହାରିଛନ୍ତି ଆଉ ୬ହଜାର ୯୭ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୩ହଜାର ୪୪୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨ହଜାର ୬୫୧ । ୨୪ ଘଣ୍ଟାରେ…

କରୋନା କଟକଣାରେ ସାବିତ୍ରୀ ବ୍ରତ, ଦେବାଳୟ ଖାଁ ଖାଁ

ଭୁବନେଶ୍ୱର: ଆଜି ସାବିତ୍ରୀ ଅମାବାସ୍ୟା । ଏବର୍ଷ କରୋନା ଦାଉ ସାଧିଛି । ମନ୍ଦିର ପରିବେଶ ଫାଙ୍କା ଫାଙ୍କା । କରୋନା କଟକଣା ଯୋଗୁ ଶ୍ରଦ୍ଧାଳୁଙ୍କ ଗହଳି ଚହଳି ନାହିଁ । କାଁ ଭାଁ କେଉଁଠି ମହିଳାମାନେ ଦେବାଳୟ ଯାଇଥିବା ଦେଖିବାକୁ ମିଳିଛି । କରୋନା ଯୋଗୁ ଘରେ ଘରେ ପୂଜାର୍ଚ୍ଚନା କରିବା ସହ…

ଆନ୍ତର୍ଜାତିକ ଅଭିଲେଖ ଦିବସ ପାଳିତ

ଭୁବନେଶ୍ୱର : ରାଜ୍ୟ ଅଭିଲେଖାଗାର ଆନୁକୂଲ୍ୟରେ ଆନ୍ତର୍ଜାତିକ 'ଅଭିଲେଖ ଦିବସ' ଅନଲାଇନ ମାଧ୍ୟମରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଅନ୍ୟ ଅତିଥି ମାନଙ୍କ…

ସାବିତ୍ରୀ ଉପାଖ୍ୟାନ : ଏକ ଆଧ୍ୟାତ୍ମିକ ଅନୁଶୀଳନ

ରାଜଲକ୍ଷ୍ମୀ ତ୍ରିପାଠୀ  "ମହାଭାରତ"ର ବନପର୍ବରେ ବର୍ଣ୍ଣିତ ଥିବା ସାବିତ୍ରୀ ଉପାଖ୍ୟାନଟି  ହଜାର ହଜାର ବର୍ଷ ଧରି  ଭାରତୀୟଙ୍କ ମନରେ  କିମ୍ବଦନ୍ତୀ ରୂପେ ପ୍ରଚଳିତ ହୋଇ ଆସୁଥିଲା। ଏହି କିମ୍ବଦନ୍ତୀକୁ ମହାକବି ବ୍ୟାସଦେବ ଅତି ଚମତ୍କାର ଭାବେ ବର୍ଣ୍ଣନା କରିଛନ୍ତି।…

କ୍ୟୁଏସ ରାଙ୍କିଂରେ ‘ସୋଆ’

ଭୁବନେଶ୍ୱର : ‘ସୋଆ’କୁ ବଡ ସଫଳତା । ପୂର୍ବ ଭାରତର ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ଭାବେ ଶିକ୍ଷା ଓ ଅନୁସନ୍ଧାନ ଡିମଡ୍ ଟୁ ବି ୟୁନିଭର୍ସିଟିକୁ କ୍ୟୁଏସ୍ ରାଙ୍କିଂ-୨୦୨୨ରେ ସ୍ଥାନ ମିଳିଛି । ଭାରତର ଶ୍ରେଷ୍ଠ ବିଶ୍ୱ ବିଦ୍ୟାଳୟ ମଧ୍ୟରେ ସୋଆକୁ ସ୍ଥାନ ମିଳିଛି । ସୋଆ ଭାରତୀୟ ବିଶ୍ୱ ବିଦ୍ୟାଳୟ…

ଜିଓ ଗ୍ରାହକ ହ୍ୱାଟ୍‌ସଆପ୍ ଜରିଆରେ କରିପାରିବେ ରିଚାର୍ଜ…

ଭୁବନେଶ୍ୱର: ଜିଓ ଗ୍ରାହକ ମାନଙ୍କ ପାଇଁ ଖୁସିି ଖବର । ଏଣିକି ଗ୍ରାହକ ମାନେ ହ୍ୱାଟସ୍‌ଆପ୍ ଜରିଆରେ କରିପାରିବେ ରିଚାର୍ଜ । ହ୍ୱାଟ୍‌ସଆପ୍ ଜରିଆରେ ରିଚାର୍ଜ କରିପାରିବା ସହିତ ଅର୍ଥ ପୈଠ କରିପାରିବେ । ସେମାନଙ୍କର ପ୍ରଶ୍ନର ଉତ୍ତର ପାଇପାରିବେ ଏବଂ ସେମାନଙ୍କର କିଛି ଯଦି କିଛି ଅଭିଯୋଗ ଥାଏ…

ଅମ୍ଳଜାନ ଉତ୍ପାଦନ ପ୍ଲାଣ୍ଟର ଭିତ୍ତି ପ୍ରସ୍ତର ସ୍ଥାପନ

ବଲାଙ୍ଗିର : ଅମ୍ଳଜାନ ଉତ୍ପାଦନ ପ୍ଲାଣ୍ଟର ଭିତ୍ତି ପ୍ରସ୍ତର ସ୍ଥାପନ । ବଲାଙ୍ଗିର ଭୀମଭୋଇ ମେଡିକାଲ୍ କଲେଜ ଓ ହସପିଟାଲରେ ଅମ୍ଳଜାନ ଉତ୍ପାଦନ ପ୍ଲାଣ୍ଟର ଭିତ୍ତି ପ୍ରସ୍ତର ସ୍ଥାପନ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ଜରିଆରେ ଏହାର ଶୁଭ ଉଦଘାଟନ ଓ ଭିତ୍ତି ପ୍ରସ୍ତର…

ଜୋର ଧରିଛି ତିନି ରଥ ନିର୍ମାଣ କାର୍ଯ୍ୟ

ପୁରୀ : ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ତିନିରଥର ମୋଟ ୩୯ଟି ଚକ କାମ ସମ୍ପୁର୍ଣ୍ଣ ହୋଇଛି। ବୁଧବାର ସୁଦ୍ଧା ଜନ୍ତାଗାଡ଼ରେ ୩ଟି ଚକର ସିଙ୍ଗଡ଼ା ବାଡ଼ିଆ କାର୍ଯ୍ୟ ଶେଷ କରିଛନ୍ତି ଭୋଇ ସେବାୟତମାନେ । ଏଥିସହ ତିନିରଥର ଚାରି ନାହାକାର ନିର୍ମାଣ କାର୍ଯ୍ୟ ମଧ୍ୟ ଶେଷ ହୋଇଛି। ପବିତ୍ର ଅକ୍ଷୟ…

୭ ଜିଲ୍ଲାରେ ୭ଟି ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର: ଓଡ଼ିଶାରେ ଖୋଲିଲା ପୂର୍ବ ଭାରତର ପ୍ରଥମ ଫୁସଫୁସ ଜନିତ ମେଡିସିନ ଉତ୍କର୍ଷ କେନ୍ଦ୍ର । ଉଦଘାଟିତ ହେଲା ପୂର୍ବ ଭାରତର ପ୍ରଥମ ଫୁସଫୁସ ଜନିତ ମେଡିସିନ୍ ଉତ୍କର୍ଷ କେନ୍ଦ୍ର । କଟକ ଏସସିବି ମେଡିକାଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରିଛନ୍ତି ଏହି କେନ୍ଦ୍ର । କଟକ…

ବିଏମ୍‌ସିକୁ ଆଉ ୨୦ କୋଟି

ଭୁବନେଶ୍ୱର: ବିଏମ୍‌ସିକୁ ଆଉ୨୦ କୋଟି ଟଙ୍କା ପ୍ରଦାନ । କୋଭିଡ ପରିଚାଳନା ନେଇଁ ମୁଖ୍ୟମନ୍ତ୍ରୀ ୨୦କୋଟି ଟଙ୍କା ମଞ୍ଜୁରୀ କରିଛନ୍ତି । ଭୁବନେଶ୍ୱରରେ କୋଭିଡ଼ ମହାମାରୀର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨୦କୋଟି ଟଙ୍କା ମଞ୍ଜୁରୀ…